Home Archive by category Odisha News (Page 427)

Odisha News

Odisha News
ଭୁବନେଶ୍ୱର, ୨୦/୯ : କମିଶନରେଟ୍ ପୁଲିସ ଅଧିନରେ ଆସୁଥିବା ଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯ୍ୟାତନା ଦିଆଯିବା ଘଟଣା ସାରା ରାଜ୍ୟରେ ଏବେ ଏକ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି ।ବିଭିନ୍ନ ଆଡ଼ୁ ଏବେ ଏ ନେଇ ବିରୋଧର ସ୍ୱର ଉଠିଛି । ଏଥିରେ ଏବେ ରାଜନୀତି ମଧ୍ୟ ପ୍ରବେଶ କରିଛି । ଦୋଷୀ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଉଛି ।ଏ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ […]Continue Reading
Odisha News
କେନ୍ଦୁଝର, ୨୦/୯: ଗୁରୁବାର ବିଳମ୍ବିତ ରାତିରେ ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏପରି ଏକ ଅଭାବନୀୟ ଘଟଣା କେନ୍ଦୁଝର ଜିଲ୍ଲା ଘଷିପୁରା ସ୍ଥିତ ଝଈଓ ବ୍ୟାଙ୍କରେ ଘଟିଛି । ନିଆଁର ପ୍ରଭାବରେ ବ୍ୟାଙ୍କରେ ଥିବା ସମସ୍ତ ଜିନିଷ ଓ ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଯାଇଛି ।ସୂଚନା ଅନୁସାରେ, ଗୁରୁବାର ବିଳମ୍ବିତ ରାତିରେ ଘଷିପୁରା ସ୍ଥିତ ଝଈଓ ବ୍ୟାଙ୍କରୁ ଧୂଆଁ ବାହାରୁଥିବାର ସ୍ଥାନୀୟ ଲୋକ ଦେଖି ଶାଖା ପରିଚାଳକଙ୍କୁ ଖବର ଦେଇଥିଲେ । ଧୀରେ ଧୀରେ ନିଆଁ […]Continue Reading
Odisha News
ବାଲେଶ୍ୱର,୨୦/୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ସରକାରୀ ଅଫିସ ସହ ବାସଭବନରେ ରେଡ କରିଛି ଭିଜିଲାନ୍ସ।ଏହି ଚଢ଼ାଉରେ ୧୧ ଜଣ ଡିଏସ୍‌ପି, ୭ ଇନ୍ସପେକ୍ଟର, ୧୧ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ଏବଂ ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୦/୯: ବୌଦ୍ଧ ଜିଲ୍ଲାର ବିଜୁ ଜନତା ଦଳର ଉଭୟ ବୌଦ୍ଧ ଓ କଣ୍ଟାମାଳ ନିର୍ବାଚନମଣ୍ଡଳୀର ସାଂଗଠନିକ କର୍ମକର୍ତ୍ତା ସମ୍ମିଳନୀ ଭୁବନେଶ୍ୱରସ୍ଥ ଶଙ୍ଖଭଵନ ଠାରେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତ ତଥା ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଏହି ସମ୍ମିଳନୀରେ ସମନ୍ୱୟ କମିଟି ଅଧକ୍ଷ ତଥା ପୂର୍ବତନ ମନ୍ତ୍ରୀ ଦେବୀପ୍ରସାଦ ମିଶ୍ର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପୂର୍ବତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ପୂର୍ବତନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୯/୯ : . ଆଜି ବୌଦ୍ଧ ଜିଲ୍ଲା ଅନ୍ତର୍ଗତ ଉଭୟ ବୌଦ୍ଧ ଓ କଣ୍ଟାମାଳ ନିର୍ବାଚନମଣ୍ଡଳୀର ସାଂଗଠନିକ କର୍ମକର୍ତ୍ତା ସମ୍ମିଳନୀ ଭୁବନେଶ୍ୱରସ୍ଥ ଶଙ୍ଖଭଵନ ଠାରେ ଦଳ ସୁପ୍ରିମୋ ନବୀନ ପଟନାୟକଙ୍କ ଉପସ୍ଥିତ ତଥା ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଏହି ସମ୍ମିଳନୀରେ ସମନ୍ୱୟ କମିଟି ଅଧକ୍ଷ ତଥା ପୂର୍ବତନ ମନ୍ତ୍ରୀ ଦେବୀପ୍ରସାଦ ମିଶ୍ର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପୂର୍ବତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ପୂର୍ବତନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୯/୯: ପାରଳାଖେମୁଣ୍ଡି ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ ସମଲେଇ ନୃତ୍ୟକଳା ପରିଷଦ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ନୂଆଁଖାଇ ଭେଟଘାଟ – ୨୦୨୪ କାର୍ଯ୍ୟକ୍ରମ ସ୍ଥାନୀୟ ନଗର ଭବନ(ଟାଉନ ହଲ) ଠାରେ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୯: ଗଜପତି ଜିଲ୍ଲା ପରିଷଦ ୫୨ ତମ ବୈଠକ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଜିଲ୍ଲା ସଭ୍ୟା , ବ୍ଲକ୍ ଅଧ୍ୟକ୍ଷ/ଅଧ୍ୟକ୍ଷା, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଲାଇନ୍ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।ବୈଠକରେ ସ୍ବାଗତ ଭାଷଣ ପୂର୍ବକ ପ୍ରତ୍ୟେକ ତତ୍ତ୍ବାବଧାନରେ ବୈଠକ ଅନୁଷ୍ଠିତ ହୋଇଥିଲା ।ଏହି ବୈଠକରେ ଜିଲ୍ଲା ପରିଷଦର ଉପାଧ୍ୟକ୍ଷା Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୧୯/୯ : ଆହୁରି ସଶକ୍ତ ହୋଇଛି ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ)ର ସୁରକ୍ଷା ପଦ୍ଧତି।ବାଲିଆ ସ୍ଥିତ ବାଲେଶ୍ଵର ମଣ୍ଡଳ କାର‌୍ୟ୍ୟାଳୟ ଏବଂ ସ୍ଥାନୀୟ ଅନ୍ୟ କାର୍ଯ୍ୟାଳୟଗୁଡ଼ିକର ଅଗ୍ନି ନିର୍ବାପକ ବ୍ୟବସ୍ଥା ସୁଦୃଢ ଉଦ୍ଦେଶ୍ୟରେ ନବ ନିର୍ମିତ ଅଗ୍ନି ଚିହ୍ନଟ, ଆଲାର୍ମ ଏବଂ ସୁରକ୍ଷା ଷ୍ଟେସନ ବିଶ୍ୱକର୍ମା ପୂଜା ଅବସରରେ ଉଦ୍ଘାଟନ ସହଜରେ Continue Reading
Odisha News
ଭୁବନେଶ୍ୱର, ୧୯/୯ : ସମ୍ବଲପୁରୀ ଗାୟିକା ରୁକସନା ବାନୋଙ୍କ ମୃତ୍ୟୁକୁ ନେଇ ତାଙ୍କ ପରିବାର ସଙ୍ଗୀନ ଅଭିଯୋଗ ଆଣିଛନ୍ତି । ରୁକସନା ସ୍କ୍ରବ୍ ଟାଇଫସ୍ ନୁହେଁ ବରଂ ବିଷ କ୍ରିୟା ଯୋଗୁଁ ମୃତ୍ୟୁ ବରଣ କରିଥିବା ତାଙ୍କ ଅଭିଯୋଗ କରିଛନ୍ତି ତାଙ୍କ ମାଆ ଏବଂ ଭଉଣୀ ।ଗତ ୧୫ ଦିନ ତଳେ ବଲାଙ୍ଗିରରେ ସୁଟିଂ ଚାଲିଥିବାବେଳେ ରୁକସନା ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ପ୍ରଥମେ ଭବାନୀପାଟଣା ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜରେ ଭର୍ତ୍ତି କରାଯାଇଥିଲା। ପରେ […]Continue Reading
Odisha News
ଭୁବନେଶ୍ୱର, ୧୯/୯ : ରାଜ୍ୟରେ ପ୍ରଥମ ଥର ଶାସନଭାର ସମ୍ଭାଳି ଥିବା ଭାରତୀୟ ଜନତା ପାର୍ଟି ସରକାର ଆଜି ଶହେ ଦିନ ପୂରଣ କରିଛନ୍ତି ।ଆଉ ସେହି ସଫଳତାର ଶହେ ଦିନକୁ ନେଇ ଉତ୍ସବ ପାଳୁଛି ଦଳ । ଯେଉଁଥିପାଇଁ ଦଳର ବଡ଼ ବଡ଼ ନେତାଙ୍କଠାରୁ ଆରମ୍ଭ କରି ତୃଣମୂଳ ସ୍ତରର କର୍ମକର୍ତ୍ତାମାନେ ବେଳ ଉତ୍ସାହିତ ।ଲୋକଙ୍କ ପାଖରେ ରାଜ୍ୟ ସରକାରଙ୍କ ଉପଲବ୍ଧି ପହଞ୍ଚାଇବାକୁ ପୁରୀରେ ବଡ଼ ଆୟୋଜନ କରିଛି ବିଜେପି । ଶହେ ଦିନ ପୂର୍ତ୍ତି […]Continue Reading