Home Archive by category Odisha News (Page 428)

Odisha News

Odisha News
ଭୁବନେଶ୍ୱର,୧୯/୯: ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅଭିଭାଷଣ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଶ୍ରୀମନ୍ଦିର ୪ ଦ୍ୱାର, ରତ୍ନ ଭଣ୍ଡାର ଖୋଲିଲା, ସୁଭଦ୍ରା ସହାୟତା ଦିଆଗଲା। ଶ୍ରୀମନ୍ଦିର ପାଇଁ ୫୦୦ କୋଟି, ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟିର କର୍ପସ ଫଣ୍ଡ ରହିଛି। ଏ ସରକାରର ବଡ଼ ସଫଳତା, ଲୋକଙ୍କ ସହ ଯୋଡ଼ିହେବାର ପ୍ରତିବଦ୍ଧତା। ୨୫ ଲକ୍ଷ ମହିଳାଙ୍କୁ Continue Reading
Odisha News
ଭୁବନେଶ୍ୱର, ୧୯/୯ : ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର‌୍ୟାତନା ଓ ଦୁର୍ବ୍ୟବହାର ପ୍ରଦର୍ଶନ ଘଟଣା ସମଗ୍ର ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା। ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଆଇଆଇସିଙ୍କ ସମତେ ୫ ପୁଲିସ୍ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ତେବେ ଏହି ଘଟଣାର ମୂଳ ମାମଲାର ବି ତଦନ୍ତ ହେବ । ପୁଲିସ ଡିଜିପି ୱାଇ ବି ଖୁରାନିଆ ଦେଇଛନ୍ତି ଏହି ନିର୍ଦ୍ଦେଶ ।ତେଣୁ ସେନା ଅଧିକାରୀଙ୍କ ଅଭିଯୋଗ […]Continue Reading
Odisha News
ଭୁବନେଶ୍ୱର, ୧୯/୯ : ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି । ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ମେଡିକାଲ କଲେଜ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି ।ଖୁବଶୀଘ୍ର ତାଳଚେର ଓ କନ୍ଧମାଳରେ ମେଡିକାଲ କଲେଜ ଆରମ୍ଭ ହେବ । ମେଡିକାଲ କଲେଜ ଏବଂ ଅଧ୍ୟାପକ ନିଯୁକ୍ତି ନେଇ ବ୍ୟବସ୍ଥା କରାଯାଉଛି ବୋଲି ମୁକେଶ ମହାଲିଙ୍ଗ କହିଛନ୍ତି ।ମନ୍ତ୍ରୀ କହିଛନ୍ତି ୨୦୧୪ରେ ଯେତେବେଳେ ମୋଦୀ ସରକାର ଆସିଥିଲେ ସେତେବେଳେ ପ୍ରଧାନମନ୍ତ୍ରୀ Continue Reading
Odisha News
ବୌଦ୍ଧ , ୧୯/୯ : ରାତି ଅଧରେ ଦ୍ରୁତ ଗତିରେ ଯାଉଥିବା OSRTC ବସ୍ ଭାରସାମ୍ୟ ହରାଇ ବସିଲା। ଏହାପରେ ଗାଡ଼ିଟି ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଦୁଇଟି ପିକ୍‌ଅପ୍ ଭ୍ୟାନ୍‌କୁ ପିଟି ଚୁରମାର କରିଛି। ଏପରି ଏକ ଦୁର୍ଘଟଣା ଗତ ରାତିରେ ବୌଦ୍ଧ ଫିସରି କାର୍ଯ୍ୟାଳୟ ସମ୍ମୁଖରେ ଘଟିଛି। ଏଥିରେ ବସ୍‌ରେ ଥିବା ପ୍ରାୟ ୪୦ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି।ଙଝଜଞଉ ବସ୍‌ଟି ୪୦ ଯାତ୍ରୀଙ୍କୁ ଧରି ଭୁବନେଶ୍ୱରରୁ ଭବାନୀପାଟଣା ଅଭିମୁଖେ ଯାଉଥିଲା। ଗାଡ଼ିଟି ବୌଦ୍ଧ […]Continue Reading
Odisha News
ଭୁବନେଶ୍ୱର, ୧୮/୯ : ୧୯୯୦ ବ୍ୟାଚ୍ ବରିଷ୍ଠ ଆଇପିଏସ୍ ଡିଜି ୱାଇବି ଖୁରାନିଆ ସର୍ବନିମ୍ନ ୨ବର୍ଷ ପାଇଁ ରାଜ୍ୟ ପୁଲିସ ଡିଜି ପଦବୀରେ ରହିବେ ।୨୦୨୪ ଅଗଷ୍ଟ ୧୬ତାରିଖରୁ ତାଙ୍କର ଏହି ୨ବର୍ଷିଆ କାର୍ଯ୍ୟକାଳ ଆରମ୍ଭ ହୋଇଛି ଯାହାକି ୨୦୨୬ ଅଗଷ୍ଟ ୧୬ତାରିଖରେ ଶେଷ ହେବ ।ଆଜି ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ପୁଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳକୁ ସର୍ବନିମ୍ନ ୨ବର୍ଷ ଅର୍ଥାତ୍ ୨୦୨୬ ଅଗଷ୍ଟ ୧୬ ତାରିଖ ପର୍ଯ୍ୟନ୍ତ […]Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର, ୧୮/୯: ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ସଦମହକୁମାରେ ଥିବା ନୋଡାଲ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଯାଇଛି ।ମୁନିଗୁଡା ବ୍ଲକ ଗୋଷ୍ଟି ଉନ୍ନୟନ ଅଧିକାରୀ ଅକ୍ଷୟ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧକ୍ଷ କୋଇନ କିମ୍ବାକା , ସମ୍ମାନୀତ ଅତିଥି ଭାବେ ଶିଶୁ ବିକାଶ ବିଭାଗ ଅଧିକାରୀ ଗୀତାରାଣୀ ସାହୁ , ଜୀବିକା ମିଶନର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୯ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି ବ୍ୟାପଛି। ଝାଡ଼ାବାନ୍ତିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ବିଭିନ୍ନ ଗଣ ମାଧ୍ୟମରେ ପ୍ରକାଶ ପାଇଥିଲା। ଆଜି ଉକ୍ତ ପଞ୍ଚାୟତରେ ଡାକ୍ତରୀ ଟିମ୍ ପହଞ୍ଚି ଥିଲା।ମାତ୍ର ଝାଡ଼ାବାନ୍ତିରେ ମାତ୍ର କିଛି ଲୋକ ଆକ୍ରାନ୍ତ ହୋଇଛନ୍ତି। ଦୁଇ ଜଣଙ୍କ ମୃତ୍ୟୁ ହୋଇଛି ମାତ୍ର କାରଣ ଅସ୍ପଷ୍ଟ ରହିଛି। Continue Reading
Odisha News
ଭୁବନେଶ୍ୱର, ୧୮/୯ : ସେନା ଅଧିକାରୀ ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ଥାନାରେ ନିର୍ଯ୍ୟାତନା ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ପୂର୍ବତନ ସେନା କର୍ମଚାରୀ। ଆଜି ରାଜଧାନୀର ପୁଲିସ ସେବାଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଘଟଣାର ସିବିଆଇ ନଚେତ ବିଚାର ବିଭାଗୀୟ ତଦନ୍ତ ଦାବି କରିଛନ୍ତି ପୂର୍ବତନ ସେନା କର୍ମଚାରୀ।ଏଥିସହ ବଦଳି କିମ୍ବା ନିଲମ୍ବନ କୌଣସି ଦଣ୍ଡ ନୁହଁ ବରଂ ଦୋଷୀ ପୁଲିସ ଅଧିରକାରୀଙ୍କ ବିରୋଧରେ Continue Reading
Odisha News
ନୂଆଦିଲ୍ଲୀ, ୧୮/୯: ସମସ୍ତ ଅଗ୍ନିବୀରଙ୍କୁ ମିଳିବ ଚାକିରି। ସେନାରୁ ଆସିଥିବା ପ୍ରତ୍ୟେକ ଅଗ୍ନିବୀରଙ୍କୁ ନିଯୁକ୍ତି ଦିଆଯିବ। ଦେଶରେ ସେମାନଙ୍କ ପାଇଁ ୨୦ ପ୍ରତିଶତ ସଂରକ୍ଷଣ କରାଯାଇଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ହରିଆଣାରେ ନିର୍ବାଚନ ରାଲିକୁ ସମ୍ବୋଧିତ କରି ଏଭଳି କିଛି ପ୍ରତିଶ୍ରୁତି ଦେଇଛନ୍ତି।ମଙ୍ଗଳବାର ସନ୍ଧ୍ୟାରେ ଫରିଦାବାଦର ସେକ୍ଟର -୧୨ ରେ ଆୟୋଜିତ ବିଜେପି ନିର୍ବାଚନ ରାଲିରେ ଅମିତ ଶାହ କହିଥିଲେ ଯେ ସେନାରୁ ଆସୁଥିବା ପ୍ରତ୍ୟେକ Continue Reading
Odisha News
ଭୁବନେଶ୍ୱର, ୧୮/୯ : : ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପାଲଟା ଆକ୍ରମଣ ଘଟଣାରେ ବଦଳିଲେ ଭରତପୁର ଥାନା ଅଧିକାରୀ। କ୍ରାଇମବ୍ରାଞ୍ଚ ଏହି ଘଟଣାର ତଦନ୍ତ କରିବା ପରେ ଥାନା ସବ୍ ଇନ୍ସପେକ୍ଟର ଓ କନେଷ୍ଟବଳଙ୍କୁ ବି ବଦଳି କରିଛନ୍ତି।କାରଣ ଏହି ଅଧିକାରୀମାନେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାରପିଟ କରିବା ସହିତ ତାଙ୍କ କାରରେ ମଦ ବୋତଲ ରଖି ତାଙ୍କୁ ଗିରଫ କରିଥିବା ଏକ ଭିଡିଓରେ ଦେଖିବାକୁ ମିଳିଛି। ତେବେ ଭରତପୁର ଥାନା […]Continue Reading