Home Archive by category Odisha News (Page 438)

Odisha News

Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩/୮ : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ସେବକପୁର ସ୍ଥିତ ପର୍ଶୁରାମ ଗୁରୁକୁଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା କନିଷ୍ଠ ମହାବିଦ୍ୟାଳୟ ଠାରେ ଫିନୋ ବ୍ୟାଙ୍କ୍ ପକ୍ଷରୁ ଆର୍ଥିକ ସାକ୍ଷରତା ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମହାବିଦ୍ୟାଳୟର ଅଧକ୍ଷ ଶ୍ରୀ ଶଶିକାନ୍ତ ମହାପାତ୍ର କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି କାର୍ଯ୍ୟକ୍ରମର ଆଭିମୁଖ୍ୟ ଉପରେ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ସଚେତନ କରାଇ Continue Reading
Odisha News
ଭୁବନେଶ୍ବର, ୩/୯ : ‘ଆମ ଓଡ଼ିଶା ନବୀନ ଓଡିଶା’ରେ ୩୪୫୭ କୋଟି ଟଙ୍କାର ବ୍ୟୟ ବରାଦ ବ୍ୟବସ୍ଥା ହୋଇଥିଲା। ଏଥିରୁ ମାତ୍ର ୩୦ ରୁ ୪୦ ପ୍ରତିଶତ କାମ ହୋଇଛି। ବାକି କିଛି କାମ ଚାଲୁଛି।କିଛି କିଛି ସ୍ଥାନରେ ଜମି ଅଧିଗ୍ରହଣ କି କିଛି ଅଲଗା କାରଣ ବାକି ରହିଛି ତାକୁ ପୁଣି ଥରେ ଆରମ୍ଭ କରାଯିବ। ଆଜି ବିଧାନସଭାରେ ଏକଥା କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ।ପଞ୍ଚାୟତିରାଜ ମନ୍ତ୍ରୀ ଆହୁରି କହିଛନ୍ତି, ଆମ ଓଡ଼ିଶା ନବୀନ […]Continue Reading
Odisha News
ଭୁବନେଶ୍ୱର,୩/୯: ଜେଲ୍ ଏଡିଜି ଅମିତାଭ ଠାକୁରଙ୍କ ନାଁରେ କେହି ଜଣେ ଫେକ୍ ଆକାଉଣ୍ଟ ଖୋଲିଥିବା ଜଣାପଡିଛି।ଇନ୍‌ଷ୍ଟାଗ୍ରାମରେ ଏକ ଫେକ୍ ଆକାଉଣ୍ଟ ଖୋଲାଯାଇଥିବା ନେଇ ଏଡିଜି ଠାକୁର ମଙ୍ଗଳବାର ସାଇବର କ୍ରାଇମରେ ଅଭିଯୋଗ କରିଛନ୍ତି।ଏହି ଫେକ୍ ଆକାଉଣ୍ଟରେ କୌଣସି ମେସେଜ ପାଇଲେ ଆର୍ଥିକ କାରବାର ନ କରିବାକୁ ଏଡିଜି ଠାକୁର ଲୋକଙ୍କୁ ଅନୁରୋଧ କରିଛନ୍ତି।ଅନ୍ୟପକ୍ଷେ ଅଭିଯୋଗକୁ ଭିତ୍ତି କରି ଏକ ଟିମ୍ ଘଟଣାର ତଦନ୍ତ ଆରମ୍ଭ କରିଛି। କିଏ ଏବଂ କେଉଁ ଉଦେଶ୍ୟରେ ଏହି Continue Reading
Odisha News
ଭୁବନେଶ୍ୱର, ୩/୯ : ଅନେକ ଖୋଳ ତାଡ଼ ପରେ ଶେଷରେ ଗିରଫ ହୋଇଛନ୍ତି ତାଳଚେର ଖଣି ଉପ ନିର୍ଦ୍ଦେଶକ । ମଙ୍ଗଳବାର ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଖଣି ଉପ ନିର୍ଦ୍ଦେଶକ ଧରଣୀଧର ନାୟକଙ୍କୁ ଗିରଫ କରିଛି ଦୁର୍ନୀତି ନିବାରଣ ନିର୍ଦ୍ଦେଶାଳୟ । ଗତକାଲି ତାଙ୍କର ବିଭିନ୍ନ ସ୍ଥାନରେ ଥିବା ଘରେ ଚଢ଼ାଉ କରାଯିବା ପରେ ତାଙ୍କୁ ଗିରଫ କରାଯାଇଛି । ଜବତ ସମ୍ପତ୍ତିର ସେ ସନ୍ତୋଷ ଜନକ ଉତ୍ତର ନ ଦେଇ ପାରିବାରୁ ଭିଜିଲାନ୍ସ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୯: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ: କୁମାର , ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀ ଏସ: ଆନନ୍ଦ , ମୁଖ୍ୟ ଉନ୍ନୟନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨/୯ : କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା।ବାଲିଗୁଡା ପୋଲିସ ପକ୍ଷରୁ ଏସଆଇ ସଞ୍ଜୟ କୁମାର ସ୍ୱାଇଁ ଙ୍କ ନେତୃତ୍ବରେ ସୋମବାର ପାଟ୍ରୋଲିଂ କରାଯାଉଥିବା ବେଳେ ଗୋଇବନ୍ଧା ଛକ ଠାରେ ଏକ ବାଇକ ନଂ.ଓଡି-୦୩-ୱାଇ- ୪୪୬୪ ଯୋଗେ ଗଞ୍ଜେଇ ଚାଲଣ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ପୋଲିସ ମାଡି ବସିଥିଲା ।ଉକ୍ତ ବାଇକରେ ଗଞ୍ଜେଇ ଚାଲାଣ କରୁଥିବା ଦୁଇ ଅଭିଯୁକ୍ତ ବରଗଡ ଜିଲ୍ଲା ଖଇରାପାଲି ଅଞ୍ଚଳର Continue Reading
Odisha News
ଭୁବନେଶ୍ୱର,୨/୯: ସୁଭଦ୍ରା ଯୋଜନାର ସମସ୍ତ ସୂଚନା ପାଇଁ ସୋମବାର ‘ସୁଭଦ୍ରା ପୋର୍ଟାଲ’ ଉନ୍ମୋଚନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ସୁଭଦ୍ରାର ସମସ୍ତ ସୂଚନା ଏଣିକି ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ। ସୁଭଦ୍ରା ଯୋଜନା ବିଷୟରେ ଜାଣିବାକୁ ଚାହୁଁଥିଲେ ଜଣେ ହିତାଧୀକାରୀ http://subhadra.odisha.gov.in ଲଗ୍ ଇନ୍ କରି ସବୁକିଛି ସୂଚନା ପାଇପାରିବେ।ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନା ଏକ ଯୁଗାନ୍ତକାରୀ ଯୋଜନା। ସୁଭଦ୍ର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨/୯ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବ୍ଲକ ଅଧିନସ୍ଥ ଲିଙ୍ଗାଗଡ଼ ଗ୍ରାମ ପଞ୍ଚାୟତରେ ମାଳତୀ ନାମକ ଏକ ଘରୋଇ ଯାତ୍ରୀବାହି ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି । ମାଳତୀ ବସ ନମ୍ବର ଙଜ-୧୨-ଉ- ୨୧୪୨ ଆସିକା ଠାରୁ ମୁନିଗୁଡା ଅଭିମୁଖେ ଯାଉଥିଲା ।ଗାଇ ଷଣ୍ଢ ଲଢେଇ ହୋଇ ଦୁଇ ଗୋଟି ଗୋରୁ ହଠାତ ରାସ୍ତା ଉପରକୁ ଉଠିଆସିଥିଲେ । ଡ୍ରାଇଭର ବିଜୟ ନାରାୟଣ ପ୍ରଧାନ ଉକ୍ତ ଦୁଇ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୯: ଭୁବନେଶ୍ଵର ସ୍ଥିତ ଜୟଦେବ ଭବନ ଠାରେ ଗତ ୩୦ ଅଗଷ୍ଟ ୨୦୨୪ ଦିନ ବିଜେପି ପର୍ଯ୍ୟବେକ୍ଷକ କବି ତଥା ସାରସ୍ଵତ ସାଧକ ଶ୍ରୀ ଶଙ୍କର ପରିଡ଼ା ଏବଂ ବିଶିଷ୍ଟ ବ୍ୟକ୍ତି-ବିଶେଷ ମାନଙ୍କ ଦ୍ଵାରା ପାରଳାଖେମୁଣ୍ଡି ସହରର ଅଗ୍ରଣୀ ମହିଳା ଅନୁଷ୍ଠାନ ତଥା “ପ୍ରଗତି ମହିଳା ସଂଗଠନ” ର ସମ୍ପାଦିକା ଶ୍ରୀମତୀ ତନୁଜା ଶତପଥୀ ଙ୍କୁ ସମ୍ମାନିତ ଓ ପୁରସ୍କୃତ କରାଯାଇଛି ।ଶ୍ରୀମତୀ ଶତପଥୀଙ୍କୁ ଭୁବନେଶ୍ୱର ସ୍ଥିତ ଜୟଦେବ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨/୯: ବୌଦ୍ଧ ଥାନା ହରଭଙ୍ଗା ବ୍ଲକ୍ ଅନ୍ତର୍ଗତ ନୂଆପଡ଼ା ଡେମ୍ ନିକଟରୁ ବୌଦ୍ଧ ପୁଲିସ ୧୩୦ କିଲୋ ଗଞ୍ଜେଇ ଜବତ କରିଥିବା ବେଳେ କାହାରିକୁ ଗିରଫ କରାଯାଇନଥିବା ଜଣାପଡିଛି ।ମିଳିଥିବା ସୂଚନା ମୁତାବକ ନୂଆପଡ଼ା ଡେମ୍ ନିକଟରେ ଗଞ୍ଜେଇ ଚାଲାଣ ପାଇଁ ରଖାଯାଇଥିବା ବୌଦ୍ଧ ପୁଲିସ ବିଶେଷ ସୂତ୍ରରୁ ଖବର ପାଇ ଉକ୍ତ ସ୍ଥାନରେ ଚଢଉ କରାଯାଇଥିଲା । ଡେମ୍ ନିକଟରେ କିଛି ଜରି ବସ୍ତା ଥିବା ଦେଖି ପୁଲିସ ଯାଞ୍ଚ କରିବା ପରେ […]Continue Reading