ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୦/୧୨: ସ୍ବାଧୀନତା ସଂଗ୍ରାମରେ ସ୍ବାଧୀନତା ସଂଗ୍ରାମୀ, କବିଗୋୖରବ ପଣ୍ଡିତ ନାରାୟଣ ମିଶ୍ରଙ୍କ ତ୍ୟାଗ ଓ ତିତୀକ୍ଷା ବିଶ୍ବସ୍ତରରେ ପହଞ୍ଚାଇବା ସହ ତାଙ୍କ ଆଦର୍ଶ ପ୍ରତି ଯୁବମାନସଙ୍କୁ ଆକୃଷ୍ଟ କରିବା ଲାଗି ପୂର୍ବତନ ମନ୍ତ୍ରୀ ପ୍ରସାଦ ହରିଚନ୍ଦନ ଆହ୍ବାନ ଦେଇଛନ୍ତି।ଖୋର୍ଦ୍ଧାସ୍ଥିତ ଜୟୀ ରାଜଗୁରୁ ଟାଉନହଲ ପରିସରରେ ଆୟୋଜିତ ସ୍ବାଧୀନତା ସଂଗ୍ରାମୀ ପଣ୍ଡିତ ନାରାୟଣ ମିଶ୍ରଙ୍କ ୧୧୦ତମ ଜୟନ୍ତୀ ସମାରୋହରେ Continue Reading




