ପ୍ରମୋଦ ସାହୁକାରଙ୍କ ରିପୋର୍ଟରାୟଗଡ଼ା, ୩୧/୮ : ଵିଷମକଟକ ,ରାୟଗଡା ଜିଲ୍ଲା ବିଷମକଟକ ବ୍ଳକ ସ୍ଥିତ ବିଷମକଟକ ମାଁ ମାର୍କମା +୩ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଆନୁକୁଲ୍ୟରେ ସ୍ଥାନୀୟ ବିଷମକଟକ ମାଁ ମାର୍କମା+୩ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡକ୍ଟର ଅନିଲ କୁମାର ଵେହେରା ତତ୍ତ୍ଵାବଧାନରେ ଏଡ଼ସ ସଂକ୍ରାନ୍ତୀୟ ସଚେତନତା କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏଡ଼ସ ସଂକ୍ରାନ୍ତୀୟ ସଚେତନତା କାର୍ଯ୍ୟକ୍ରମ Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟରାୟଗଡ଼ା,୩୧/୮: ରାୟଗଡା ଜିଲ୍ଲା ମୁନିଗୁଡା ପୋଲିସକୁ ମିଳିଛି ବଡ଼ ସଫଳତା ୧୨ଟି ଟିଭି,୮ଟି ଇନଭେଟର ଓ ୫ଟି ବେଟିରି ସହ ଲକ୍ଷାଧିକ ଟଙ୍କାର ଚୋରି ସାମଗ୍ରୀ ଯବତ କରିବା ସହ ୧୦ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ ।ସୂଚନା ଅନୁଯାୟୀ ମୁନିଗୁଡା,ଅମ୍ବାଦଳା, ବିଷମକଟକ ଓ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ଥାନା ଅଞ୍ଚଳର ସେରକାପାଡ଼ି,ଭୁରୁଷିଖୁମାର,ସିକବନ୍ଧ,ବଡ଼ଲିମା,ବନ୍ଧୁଗୁଡା,ମୁସାନାଳ, ପାଣ୍ଡରାମୁଣ୍ଡା,ଅମ୍ବାଦଳା,ଲାଞ୍ଜିଗଡ Continue Reading
ଭୁବନେଶ୍ୱର,୩୧/୮ : ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି। ଆଜି କଟକରେ ସ୍ୱାୟତ୍ତ ଶାସନ ଦିବସ ଉତ୍ସବରେ ଯୋଗ ଦେବା ଅବସରରେ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।ସେ କହିଛନ୍ତି, ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କ ଭୂମିକା କ’ଣ ଥିଲା? ନଅଙ୍କ ଦୁର୍ଭିକ୍ଷ ବେଳେ ସେହି ରେଭେନ୍ସା ବ୍ୟକ୍ତି ଜଣଙ୍କ କରୁଥିଲେ କଣ? ଯେଉଁ ବ୍ୟକ୍ତି ଓଡ଼ିଆଙ୍କୁ କଷ୍ଟ ଦେଉଥିଲେ, ତାହା କ’ଣ ଗୌରବର ବିଷୟ କି ବୋଲି Continue Reading
MAHARASTRA,AUG 31 : A video of an elderly man being assaulted by passengers on a train in Maharashtra’s Nashik district on suspicion that he was carrying beef has gone viral on social media, inviting fierce criticism from the opposition. A video of the incident, which took place near Igatpuri on Dhule Express, was shared by […]Continue Reading
ଭୁବନେଶ୍ୱର,୩୧/୮: ବିଧାସଭାରେ ପ୍ରଶ୍ନୋତ୍ତର କାର୍ଯ୍ୟ ଶନିବାର ବେଶ ସୁରୁଖୁରୁରେ ଚାଲୁଥିବା ଦେଖିବାକୁ ମିଳିଛି। ତେବେ ବିଧାୟକମାନେ ପଚାରୁଥିବା ବିଭିନ୍ନ ପ୍ରଶ୍ନର ବିଭାଗୀୟ ମନ୍ତ୍ରୀ ଉତ୍ତର ରଖଛନ୍ତି ।ଶିଶୁ ଓ ଗର୍ଭବତୀ ମହିଳାଙ୍କୁ ଅଙ୍ଗନଓ୍ବାଡି ମାଧ୍ୟମରେ ପୃଷ୍ଟିକର ଖାଦ୍ୟ ପଦାର୍ଥ ଯୋଗାଇ ଦିଆଯାଉଛି। ଅନ୍ୟପକ୍ଷେ ଗୃହରେ ଛତୁଆ ବଣ୍ଟନକୁ ନେଇ ଚର୍ଚ୍ଚା ହେଉଛି । ଏକାଧିକ ବିଧାୟକ ଛତୁଆକୁ ନେଇ ଗୃହରେ ଉଦ୍ବେଗ ପ୍ରକାଶ କରିଛନ୍ତି।ଏ ନେଇ ବାଚସ୍ପତି ସୁରମା Continue Reading
ଭୁବନେଶ୍ୱର,୩୧।୮: ରାଜଧାନୀବାସୀଙ୍କୁ ଅନୁରୋଧ କଲେ ମେୟର ସୁଲୋଚନା ଦାସ। ଚିକେନ ନ ଖାଇବାକୁ ଅନୁରୋଧ କଲେ ସୁଲୋଚନା। ଭୁବନେଶ୍ୱର ଆଖପାଖରେ ବାର୍ଡ ଫ୍ଲୁ ଦେଖାଦେବା ପରେ ସେ ଏପରି କହିଛନ୍ତି। ସେ କହିଛନ୍ତି, କିଛିଦିନ ରାଜଧାନବାସୀଙ୍କୁ ଚିକେନ ନ ଖାଇବାକୁ ଅନୁରୋଧ କରୁଛି। ସଂକ୍ରମିତ ଅଞ୍ଚଳରୁ କୁକୁଡ଼ା ନ କିଣିବାକୁ ଦୋକାନୀଙ୍କୁ ଅନୁରୋଧ ମଧ୍ୟ କରିଛନ୍ତି।ଭୁବନେଶ୍ବର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ସହରର ସମସ୍ତ କୁକୁଡ଼ା ମାଂସ ଦୋକାନୀମାନଙ୍କୁ ବାର୍ଡ Continue Reading
ଭୁବନେଶ୍ବର,୩୧/୮: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ‘ପିଏମ୍- ଉଷା’ର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିଏମ୍-ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି।ଆଜି କୃଷିଭବନରେ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଉପସ୍ଥିତ ଥିଲେ। Continue Reading
ଭୁବନେଶ୍ୱର,୩୧/୮: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟରାତିରେ ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ।ଏହା କଳିଙ୍ଗପଟ୍ଟନମ ଠାରୁ ୮୦ କି.ମି. ଦୂରରେ ଥିବା ବେଳେ ଗୋପାଳପୁର ଠାରୁ ୧୮୦ କିମି ଦୂରରେ ଅବସ୍ଥିତ ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି।ଲଘୁଚାପ Continue Reading
ଗଞ୍ଜାମ,୩୧/୮ : ଆଜି ପୁଣି ଜଣେ ସରକାରୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଛତ୍ରପୁର ବ୍ଲକ୍ ଶିକ୍ଷା ଅଧିକାରୀ (ବିଇଓ) ଶ୍ରୀ ସୀତାରାମ ପାତ୍ର ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଉଥିବା ସୂଚନା ମିଳିଛି ।ବ୍ରହ୍ମପୁର ସ୍ୱତନ୍ତ୍ରୀ ଭିଜିଲାନ୍ସ ବିଚାରପତିଙ୍କ ନିର୍ଦ୍ଦେଶର କ୍ରମେ ବିଇଓ ସୀତାରାମ ପାତ୍ରଙ୍କ ଘରେ ଶନିବାର ଭିଜିଲାନ୍ସ ପଶିଛି । ଏକକାଳୀନ ୬ଟି Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୧/୮: ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ର ଉଦ୍ଭିଦ ବିଜ୍ଞାନ ବିଭାଗ ମୂଖ୍ୟ ତଥା ପରିବେଶବିତ୍ ଅଧ୍ୟାପକ ଡ. ପ୍ରବୀର କୁମାର ଦାସ ଙ୍କୁ ପରିବେଶ ସୁରକ୍ଷା ଏବଂ ଗବେଷଣା କାର୍ଯ୍ୟ ପାଇଁ ଉତ୍ତରାଖଣ୍ଡ ର ନଇନିତାଲ ଠାରେ ଅନୁଷ୍ଠିତ ଷଷ୍ଠ ଆନ୍ତର୍ଜାତିକ କୃଷି, ବିଜ୍ଞାନ, ପରିବେଶ ସମ୍ମିଳନୀ ରେ “ପରିବେଶ ସୁରକ୍ଷା ଗବେଷଣା ସମ୍ମାନ -୨୦୨୪ ” ଦ୍ବାରା ସମ୍ମାନିତ କରାଯାଇଛି ।ଗତ ବର୍ଷ ମଧ୍ୟ ତାଙ୍କୁ ଆନ୍ତର୍ଜାତିକ Continue Reading




