Home Archive by category Odisha News (Page 443)

Odisha News

Odisha News
ଭୁବନେଶ୍ୱର,୨୮/୮: ବିଧାନସଭାକୁ ମୋବାଇଲ ଓ ପାଣି ବୋତଲ ବ୍ୟବହାରକୁ ମନା। କୌଣସି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ମୋବାଇଲ କିମ୍ବା ପାଣି ବୋତଲ ନେଇ ଯାଇପାରିବେ ନାହିଁ । ଏ ନେଇ ରୋକଠୋକ ଶୁଣାଇ ଦେଇଛନ୍ତି ବାଚସ୍ପତି ସୁରମା ପାଢୀ । ଗୃହରେ ଜଣେ ବିଧାୟକ ଫଟୋ ଉଠାଇଥିବା ଦେଖିବା ପରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି । ଏଣିକି କୌଣସି ବିଧାୟକ କିମ୍ବା ମନ୍ତ୍ରୀ ବିଧାନସଭା ଗୃହ ମଧ୍ୟକୁ ମୋବାଇଲ ନେଇ ଯାଇପାରିବେ ନାହିଁ […]Continue Reading
Odisha News
ବରଗଡ଼,୨୮/୮: ବରଗଡ଼-ନୂଆପଡ଼ା ନୂଆ ରେଳ ଲାଇନ୍‌କୁ ବୁଧବାର କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ୧୩୮ କିଲୋମିଟର ବିଶିଷ୍ଟ ଏହି ନୂଆ ରେଳ ଲାଇନ୍ ନିର୍ମାଣ ପାଇଁ ୨,୯୬୨ କୋଟି ଟଙ୍କା ଖର୍ଚ୍ଚ ହେବ। ସୁନ୍ଦରଗଡ଼ ସବ୍‌ଡେଗାରୁ ଛତିଶଗଡ଼ ଭାଲୁମୁଡ଼ା ଡବଲ ଲାଇନକୁ ବି ମଞ୍ଜୁରୀ ମିଳିଛି।କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି କହିଛନ୍ତି, ଜାତୀୟ ଶିଳ୍ପ କରିଡର ବିକାଶ କାର‌୍ୟ୍ୟକ୍ରମ ଅଧୀନରେ କ୍ୟାବିନେଟ ୧୨ଟି ସ୍ମାର୍ଟ ସହରକୁ ଅନୁମୋଦନ କରିଛି। ତେବେ ସରକାର Continue Reading
Odisha News
କଟକ,୨୮/୮ : ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ଆଜି ଶୁଣାଣି ହୋଇଛି। ମାହାଙ୍ଗା ଡବଲ ମର୍ଡର ମାମଲାରେ ସାଲେପୁର ଏଡିଜେ ୯ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ତେବେ ପ୍ରମାଣ ଅଭାବରୁ ଜଣେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ସେ ହେଲେ ଅରବିନ୍ଦ ଖଟୁଆ।ସୂଚନାଯୋଗ୍ୟ, ୨୦୨୧ ଜାନୁଆରି ୨ରେ ବରିଷ୍ଠ ଭାଜପା ନେତା କୁଳମଣି ବରାଳ ଓ ସଂପର୍କୀୟ ଦିବ୍ୟ ସିଂହ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର, ୨୮/୮ : ଚନ୍ଦ୍ରପୁର ବ୍ଲକ ପଞ୍ଚାୟତ ସମିତି ସଦଭାବନା ସଭା ଗୃହରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି।ରାୟଗଡା ଜିଲ୍ଲାପାଳ ପାରୁଲ ପାଟୱାରି ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ଵୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କହଁର, ଗୁଣୁପୁର ଉପ ଜିଲ୍ଲାପାଳ କିରଣ ଦୀପ କୌର ସ। ହୋତେ, ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ତଥା ଜନ ସ୍ୱାସ୍ଥ୍ୟ Continue Reading
Odisha News
ପିପିଲି,୨୮/ ୮ : କୁକୁଡା ପରେ ଏବେ ବାର୍ଡ ଫ୍ଲୁ ମଣିଷକୁ ଡେଇଁଥିବା ଆଲୋଚନା ହେଉଛି। ରାଜ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଉଛି। ସମ୍ପୃକ୍ତ ବ୍ୟକ୍ତି ରାପିଡ଼ ରିସେପ୍ସନ ଟିମର ଜଣେ ବ୍ୟକ୍ତି ବୋଲି ଜଣାପଡିଛି। ତାଙ୍କ ଠାରେ ଜ୍ୱର ଏବଂ ଥଣ୍ଡା ଭଳି ଲକ୍ଷଣ ଦେଖାଯାଇଥିଲା।ସମ୍ପୃକ୍ତ ବ୍ୟକ୍ତିଙ୍କ ନମୁନା ରକ୍ତ ନମୁନା ପରୀକ୍ଷା ପାଇଁ ଭୋପାଳର (ଘଓଐଝଇଊ)କୁ ପଠାଇଛନ୍ତି ମଙ୍ଗଳପୁର ମେଡିକାଲ କର୍ତ୍ତୃପକ୍ଷ। ଏନେଇ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟ Continue Reading
Odisha News
ଭୁବନେଶ୍ବର, ୨୮/୮: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସିଏଚଏସଇର ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ ଚାଲିଛି। ସୂଚନା ଅନୁଯାୟୀ, ଭୁବନେଶ୍ବରରେ ୨ଟି ଓ ଜଗତସିଂହପୁରର କେଉପଡ଼ା ପୈତୃକ ଘରେ ଭିଜିଲାନ୍ସ ଚଢ଼ଉ ଜାରି ରହିଛି।ତାଙ୍କର ରାଜଧାନୀର କାନବିହାର ଚାରିମହଲା ଘରେ ଓ ଅଫିସରେ ଭିଜିଲନ୍ସ ଟିମ୍ ଚଢ଼ଉ କରୁଛି। ତେବେ ଏନେଇଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।ଚାକିରୀ ଆଉ ୪ ଦିନ ଥିଲା ହେଲେ ଭିଜିଲାନ୍ସ ଜାଲରେ ପଡିଗଲେ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୨୮/୮ : ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଶିଶୁ ଅଧିକାରଏବଂ ଶିଶୁ ସୁରକ୍ଷା ସମ୍ବନ୍ଧୀୟ ସ୍କୁଲ୍ ସ୍ତରୀୟ ସଚେତନତା ଶିବିର ହର୍ଡାଟାଲ ଠାରେ ଥିବା ଧୋବା ଉଚ୍ଚ ବିଦ୍ୟାଳୟ ରେ ଅନୁଷ୍ଠିତ ହୋଇଯାଇଅଛି ।ମୁଖ୍ୟ ଅତିଥି ଭାବେ ଧୋବା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମନୋଜ କୁମାର ମିଶ୍ର ଉପସ୍ଥିତ ରହି ଶିଶୁ ମାନଙ୍କର ସୁରକ୍ଷା ପାଇଁ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସଭାରେ ପ୍ରକାଶ କରି […]Continue Reading
Odisha News
ଭୁବନେଶ୍ୱର,୨୭/୮: ଶାସକ ଦଳର ପ୍ରାର୍ଥୀ ମମତା ମହନ୍ତ ନିର୍ଦ୍ୱନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି। ରାଜ୍ୟସଭା ଉପନିର୍ବାଚନ ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିବା ଜଗନ୍ନାଥ ପ୍ରଧାନ ଆଜି ତାଙ୍କର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରି ନେଇଥିଲେ। ଏହି ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲର ଶେଷ ଦିନ ସୁଦ୍ଧା ଶାସକ ଦଳ ପ୍ରାର୍ଥୀଭାବେ ମମତା ମହନ୍ତ ଏବଂ ସ୍ୱାଧୀନ ପ୍ରାର୍ଥୀ ଭାବେ ଜଗନ୍ନାଥ ପ୍ରଧାନ ନାମାଙ୍କନପତ୍ର ଦାଖଲ କରିଥିଲେ Continue Reading
Odisha News
ମାଲକାନଗିରି, ୨୭/୮ : ଆଜି ଠାରୁ ମାଲକାନଗିରି ଜିଲ୍ଲାରେ ଘରୋଇ ବସ ଚଳାଚଳ ବନ୍ଦ। ଜିଲ୍ଲାରେ ଚାଲୁଥିବା ଟାୟାର-୨ ଲକ୍ଷ୍ମୀ ବସ ଅର୍ଥାତ ବ୍ଲକ ସଦର ମହକୁମାରୁ ଜିଲ୍ଲା ସଦର ମହକୁମାକୁ ଯାତାୟତ କରୁଥିବା ଶୀତତାପ ନିୟନ୍ତ୍ରିତ ଲକ୍ଷ୍ମୀ ବସକୁ ବିରୋଧ କରିଛି ଜିଲ୍ଲା ଘରୋଇ ବସ ମାଲିକ ସଂଘ। ଏଥିଲାଗି ଯାତ୍ରୀ ହନ୍ତସନ୍ତ ହେଉଥିବା ପରିଲକ୍ଷିତ ହେଉଛନ୍ତି।ଏହି ବସ ଯାତାୟତ କଲେ ଘରୋଇ ବସରେ ଯାତ୍ରୀ ନ ହେବା ସହ ଅନେକ କ୍ଷତି ସହିଛନ୍ତି ବସ […]Continue Reading
Odisha News
ନୂଆଦିଲ୍ଲୀ,୨୬/୮: ଭାଜପା ଏମପି କଙ୍ଗନା ରାନାୱତ ଏକ ସାକ୍ଷାତକାରରେ କୃଷକଙ୍କ ଆନ୍ଦୋଳନକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଯାହାକୁ ନେଇ ବିରୋଧୀ ଦଳ ଭାଜପାକୁ ତୀବ୍ର ଟାର୍ଗେଟ କରି କଙ୍ଗନା ବିରୋଧରେ ମାମଲା ରୁଜୁ କରିବାକୁ ଦାବି କରିଥିଲେ।ବଢୁଥିବା ବିବାଦକୁ ଦେଖି ବର୍ତ୍ତମାନ ଭାଜପା ଏକ ଅଧିକାରୀଙ୍କ ବିବୃତ୍ତି ଜାରି କରି କଙ୍ଗନା ଦେଇଥିବା ମନ୍ତବ୍ୟ ଉପରେ ଅସନ୍ତୋଷ ପ୍ରକାଶ କରି ଭବିଷ୍ୟତରେ କୌଣସି ବିବୃତ୍ତି ନକରିବାକୁ ନିର୍ଦ୍ଦେଶ Continue Reading