Home Archive by category Odisha News (Page 448)

Odisha News

Odisha News
ଭୁବନେଶ୍ୱର,୨୧/୮: ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ଜନଜାତି(ଏସ୍‌ଟି)ଙ୍କ ମଧ୍ୟରେ ଉପବର୍ଗୀକରଣ ତଥା ସଂରକ୍ଷଣ ନେଇ ଅଗଷ୍ଟ ୧ରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧ କରି ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ସଂଖ୍ୟାଲଘୁ ମିଳିତ କ୍ରିୟାନୁଷ୍ଠାନ କମିଟି ଓ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ବୁଧବାର (ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ) ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି।ଓଡ଼ିଶାରେ ମିଳିତ କ୍ରିୟାନୁଷ୍ଠାନ କମିଟି ସହ ବିଭିନ୍ନ ରାଜନୈତିକ ଦଳ ଭାରତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୦/୮;ବାଲିଗୁଡା ପଂଚାୟତ ସମିତିର ସଭାଗୃହ ଠାରେ ମୋ ଜଙ୍ଗଲ ଜମି ଯୋଜନା ଜଙ୍ଗଲ ଅଧିକାର ଅଧି ନିୟମ ସପ୍ତାହ ପାଳନ ଅବସରରେ ଜଙ୍ଗଜମି ପଟ୍ଟା ବଣ୍‌୍ଟନ କରାଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧକ୍ଷା ନନ୍ଦିନୀ ମଳିକ,ତହସିଲଦାର ଦୀପ୍ରତି ପ୍ରକାଶ ବେହେରା,ଡେପୁଟି କଲେକ୍ଟର ଧିରଜ ପାତ୍ର,ରାଜେନ୍ଦ୍ର ନାରାୟଣ ସେନାପତି, ରାଉତ,ଏବିଡିଓ ପ୍ରଦୀପ କୁମାର ବାଘ,ବନାଂଚଳ ଅଧିକାରୀ ଅତୁଲ୍ୟ ମହାନ୍ତୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୮: ସ୍ଥାନୀୟ ପ୍ରଜାପିତା ବ୍ରହ୍ମାକୁମାରୀ କେନ୍ଦ୍ର ଠାରେ ବିଶ୍ଵଭାତୃତ୍ୱ ଓ଼ ସୁରକ୍ଷା ର ପର୍ବ ରାକ୍ଷୀ ବିଷୟ ନେଇ ଏକ ଆଧ୍ୟାତ୍ମିକ କାଯ୍ୟକ୍ରମ ହୋଇଥିଲା ।ଉକ୍ତ କାଯ୍ୟକ୍ରମ ରେ ମାନ୍ୟବର ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ମୁଖ୍ୟ ଅତିଥି ଓ଼ ଡ. ପ୍ରବୀର କୁମାର ଦାଶ ସମ୍ମାନୀୟ ଅତିଥି ରୂପେ ଯୋଗଦାନ ଦେଇଥିଲେ ।କେନ୍ଦ୍ର ସଂଚାଳିକା ବ୍ରହ୍ମାକୁମାରୀ ଗୌରୀ ଭଉଣୀ କାଯ୍ୟକ୍ରମ ର ବିଷୟ ଉପରେ ଆଲୋକପାତ କରି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟମନମୁଣ୍ଡା, ୨୦/୮ : ମେହେର ( ଭୁଲିଆ ) ସମାଜ, ମନମୁଣ୍ଡା ତରଫରୁ ଆଜି ସ୍ଵଭାବକବି ଗଙ୍ଗାଧର ମେହେର ଙ୍କ ଜନ୍ମ ଜୟନ୍ତୀ ମହୋତ୍ସବ ମହାସମରୋହ ରେ ପାଳିତ ହୋଇଯାଇଛି।ସ୍ଥାନୀୟ ଶ୍ରୀ ଭାଗବତ ମନ୍ଦିର ପରିସରରେ ମନମୁଣ୍ଡା ଭୁଲିଆ ସମାଜ ସଭାପତି କୈଳାଶ ଚନ୍ଦ୍ର ମେହେର ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବ ରେ ମୁଖ୍ୟ ଅତିଥିଭାବେ ରାଜ୍ୟ ବୟନିକା ସଭାପତି ପ୍ରକାଶ ଚନ୍ଦ୍ର ମେହେର, ମୁଖ୍ୟବକ୍ତା ଭାବେ ବୌଦ୍ଧ ଜିଲ୍ଲା ସାମ୍ବାଦିକ ସଂଘ Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର, ୨୦/୮ : ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକର ହନୁମନ୍ତପୁରୁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜୁବାଗୁଡ଼ି ଗ୍ରାମରେ ଗତ କିଛିଦିନ ମଧ୍ୟରେ ଅଜଣା ରୋଗରେ ଆକ୍ରାନ୍ତ ହୋଇ ପାଞ୍ଚଜଣ ଶିଶୁଙ୍କର ଅକାଳ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଶିଶୁ ଚିକିତ୍ସାଧୀନ ଅଛନ୍ତି ଏବଂ ଆଜି ଜଣେ ମହିଳା ଓ ଶିଶୁକୁ ଡାକ୍ତରଖାନା ନେବା ପାଇଁ ଆମୁଲାନସ କୁ ଖବର ଦିଆଯାଇଛି ବୋଲି ଗ୍ରାମବାସୀଙ୍କ ତରଫରୁ ସୂଚନା ମିଳିଛି ଏଥିପାଇଁ ଗ୍ରାମରେ ଆତଙ୍କ Continue Reading
Odisha News
କଳାହାଣ୍ଡି, ୨୦/୮ : ପ୍ରେମକୁ ମିଳିଲାନି ସ୍ୱୀକୃତି। ତେଣୁ ଚରମ ନିଷ୍ପତ୍ତି ନେଲେ ପ୍ରେମିକ ଓ ପ୍ରେମିକ। ଟ୍ରେନ୍ ଲାଇନ୍‌କୁ ଡେଇଁ ପଡ଼ିଲେ। ଘଟଣା ସ୍ଥଳରେ ନାବାଳିକା ପ୍ରେମିକାଙ୍କ ମୃତ୍ୟୁ ଘଟିଥିବା ବେଳେ ଟ୍ରେନ୍‌ର ଲୋକ ପାଇଲଟ୍ ଗୁରୁତର ଆହତ ହୋଇଥିବା ପ୍ରେମିକଙ୍କୁ ଉଦ୍ଧାର କରି ମେଡ଼ିକାଲ୍‌ରେ ଭର୍ତ୍ତି କରିଛନ୍ତି। ଆଜି ମଧ୍ୟାହ୍ନରେ ଏପରି ହୃଦୟ ବିଦାରକ ଘଟଣା କଳାହାଣ୍ଡି ଜିଲ୍ଲାରେ ଘଟିଛି।କେସିଙ୍ଗା ବ୍ଲକ୍ ବିନେକେଲା ଗାଁର ଘନଶ୍ୟାମ ବାଗ ଦଶମ Continue Reading
Odisha News
ସମ୍ବଲପୁର,୨୦/୮: ଏକ ଜମି ମାପ ଓ କାଗଜପତ୍ର ପ୍ରସ୍ତୁତ ପାଇଁ ହିତାଧିକାରୀଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି କେଶାଇବାହାଲ ମହିଳା ରାଜସ୍ବ ନୀରିକ୍ଷକ(ଆର୍‌ଆଇ) ଓ ଅମିନ। ସାଲୋହି ଗ୍ରାମର ଶିବ ଚରଣ କଉଡିଙ୍କୁ ତାଙ୍କ ଜମି ମାପିବା ସହ ଆବଶ୍ୟକ କାଗଜପତ୍ର ପ୍ରସ୍ତୁତ ପାଇଁ ରାଜସ୍ବ ନୀରିକ୍ଷକ(ଆର୍‌ଆଇ) ତୁଲସା ପ୍ରଧାନ ଓ ଅମିନ ମୁକେଶ ସାହୁ ତାଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ।ତେଣୁ ଶ୍ରୀ କଉଡି Continue Reading
Odisha News
ପୁରୀ,୨୦/୮: ରତ୍ନଭଣ୍ଡାରରୁ କଢାଯିବ ସିନ୍ଦୁକ। ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଏହାକୁ ସ୍ଥାନାନ୍ତରଣ କରାଯିବ। ଆସନ୍ତା ୨୩ରେ ଅର୍ଥାତ୍ ଶୁକ୍ରବାର ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ ହେବ ଖାଲି ଆଲମିରା ଓ ସିନ୍ଦୁକ। ଉଭୟ ବାହାର ଓ ଭିତର ରତ୍ନଭଣ୍ଡାରରୁ ଶ୍ରୀମନ୍ଦିର ନୀଳାଦ୍ରି ବିହାର ମ୍ୟୁଜିୟମ ନିକଟରେ ଥିବା କୋଠରୀକୁ ସ୍ଥାନାନ୍ତରଣ କରାଯିବ।ଶୁକବ୍ରାର ମଧ୍ୟାହ୍ନ ୧ଟାରୁ ଏହି ସ୍ଥାନାନ୍ତର କାର‌୍ୟ୍ୟ ଆରମ୍ଭ ହେବ। ଏହି ସମୟରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ Continue Reading
Odisha News
ଭୁବନେଶ୍ବର, ୨୦/୮ : ଗତକାଲି ରାତିରେ ଗଞ୍ଜାମ ଜିଲ୍ଲା ଚିକିଟି ଅଞ୍ଚଳରେ ବିଷାକ୍ତ ମଦ ପିଇ ପାଖାପାଖି ୨୦ ଜଣ ଅସୁସ୍ଥ ହୋଇ ପଡ଼ିଥିବା ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଅବକାରୀ, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବେଆଇନ ମଦ କାରବାରରେ ଯେଉଁମାନେ ଲିପ୍ତ ଅଛନ୍ତି ସେମାନଙ୍କ ବିରୁଦ୍ଧରେ ଖୁବ୍ ଶୀଘ୍ର କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।ଖାଲି ସେତିକି ନୁହେଁ, ରାଜ୍ୟରେ ଚୋରା ମଦ କାରବାରକୁ କିପରି ରୋକିହେବ ସେ ନେଇ Continue Reading
Odisha News
ଭୁବନେଶ୍ବର, ୨୦/୮: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ପୁଣି ଅସୁସ୍ଥ ହୋଇ ଦିଲ୍ଲୀ ଏମ୍ସରେ ସୋମବାର ବିଳମ୍ବିତ ରାତିରେ ଭର୍ତ୍ତି ହୋଇଛନ୍ତି।ମନ୍ତ୍ରୀ ଓରାମଙ୍କୁ ଏମ୍ସର ନ୍ୟୁ ପ୍ରାଇଭେଟ୍ ୱାର୍ଡରେ ଭର୍ତ୍ତି କରାଯାଇଛି। ଛାତି ରୋଗ ବିଭାଗର ମୁଖ୍ୟ ଡାକ୍ତର ଅନନ୍ତ ମୋହନଙ୍କ ତତ୍ତ୍ୱାବଧାନରେ ସେ ଚିକିତ୍ସିତ ହେଉଛନ୍ତି। ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।Continue Reading