Home Archive by category Odisha News (Page 449)

Odisha News

Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୮: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ମଥୁରା ପଂଚାୟତ ଦନ୍ତାପାଳି ସ୍ଥିତ ମାହେଶ୍ୱରୀ ଗୋଶାଳା ଓ ଜରା ଆଶ୍ରମ ଠାରେ ପବିତ୍ର ଶ୍ରାଵଣ ପୁର୍ଣିମା ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମାହେଶ୍ୱରୀ ଗୋଶାଳା ର ଅଧକ୍ଷ ନିର୍ଗୁଣ ମହାକୁଡ଼ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବଳରାମ ଜୟନ୍ତୀ, ଗୋଶାଳା ପରିସରରେ ବୃକ୍ଷ ରୋପଣ ଓ ବୃକ୍ଷ ରକ୍ଷା ବନ୍ଧନ, ଗୋପୁଜନ, ଗୋ ରକ୍ଷ୍ୟା ବନ୍ଧନ ପରେ ଏକ ସାଧାରଣ ସଭା ଅନୁଷ୍ଠିତ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର,୨୦/୮ : ରକ୍ଷାବନ୍ଧନ ଦିନ ସାମ୍ବାଦିକ ଭବନରେ ଜିଲ୍ଲା ଲେଖକ ପରିଷଦ ପକ୍ଷରୁ ବିଶିଷ୍ଟ କବି,ଗୀତିକାର,ନାଟ୍ୟକାର ଓ ଲେଖକ କୃଷ୍ଣଚନ୍ଦ୍ର ବାରିକଙ୍କର ଦୁଇଟି କୋଶଳୀ ପୁସ୍ତକ ଉନ୍ମୋଚିତ ହୋଇଯାଇଛି ।ପରିଷଦର ସଭାପତି ମଳୟ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉନ୍ମୋଚନ ଉତ୍ସବରେ ସର୍ବପ୍ରଥମେ ଦିବଂଗତ କୋଶଳ ଗୌରବ ବିଶିଷ୍ଟ କବି ରାମଭକ୍ତ ଫରିକାର ଓ ସଦ୍ୟତମ କୋଶଳୀ କବି ତଥା ଗବେଷକ ନିମେଇଁ ଚରଣ ପାଣିଗ୍ରାହୀଙ୍କ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୮: ଦେଶବ୍ୟାପୀ ସହର ଠାରୁ ଆରମ୍ଭ କରି ପୁରପଲ୍ଲୀ ପର୍ଯ୍ୟନ୍ତ ଭାଇଭଉଣୀଙ୍କ ଅତୁଟ ସ୍ନେହର ପ୍ରତୀକ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ ହେଉଥିବା ବେଳେ ଓଡ଼ିଶା ଆନ୍ଧ୍ର ସୀମାନ୍ତ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସମେତ ଜିଲ୍ଲାର ବିଭିନ୍ନ ଗ୍ରାମାଞ୍ଚଳରେ ମଧ୍ୟ ଏହିପର୍ବ ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି ।ରକ୍ଷାବନ୍ଧନ ହେଉଛି , ଭାଇଭଉଣୀଙ୍କ ଅନନ୍ୟ ସ୍ନେହ- ମମତା ବନ୍ଧନର ପ୍ରତୀକ Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟମୁନିଗୁଡ଼ା,୧୯/୮ : ରାୟଗଡ଼ା ଜିଲ୍ଲା ମୁନିଗୁଡା ନିକଟସ୍ଥ ହୁକୁମତାଳା ଠାରେ ଅବସ୍ଥିତ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଅନୁଦାନ ପ୍ରାପ୍ତ ନିସାଦ୍ରୀ ଆବାସିକ ବିଦ୍ୟାଳୟର କୁନିକୁନି ଜନଜାତି ଛାତ୍ରୀମାନେ ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଜୀଵନ ଧାରଣା ପାଇଁ ଅତ୍ୟାବଶ୍ୟକ ପାଣି ପବନରେ ଉତ୍ମ ଗଛ ମାନଙ୍କୁ ରାକ୍ଷୀ ପ୍ରକୃତିର ସୁରକ୍ଷା ଏବଂ ସାମାଜିକ ଉଦ୍ୟୋଗ ଭି ସତ୍ୟ ନାରାୟଣ ରାଓ,ସୂଵତ୍ର ଵିଶ୍ଵାସ ପରିବେଶ ପ୍ରମୀ ଗୈାରଙ୍ଗ Continue Reading
Odisha News
ଭୁବନେଶ୍ୱର,୧୯/ ୮: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନୁଦାନ ବୃଦ୍ଧି ହେବ। ଏନେଇ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାୟକ ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ କହିବାନୁଯାୟୀ, ପିଏମ ଆବାସ ଯୋଜନାରେ ହିତାଧିକାରୀଙ୍କୁ ମିଳୁଥିବା ସହାୟତା ରାଶିର ପରିମାଣ ବୃଦ୍ଧି ହେବ। ଅନୁଦାନ ୧ ଲକ୍ଷ ୨୦ ହଜାରରୁ ବଢ଼ି ୧ ଲକ୍ଷ ୮୦ ହଜାର ହେବ । ଏଥିପାଇଁ ଖୁବ ଶୀଘ୍ର ଗାଇଡଲାଇନ ଆସିବ।ମନ୍ତ୍ରୀ ଆହୁରି କହିଛନ୍ତି, ଶୌଚାଳୟ ନିର୍ମାଣ ଅନୁଦାନ ବି ବୃଦ୍ଧି […]Continue Reading
Odisha News
ଗଞ୍ଜାମ, ୧୯/୮ : ନିଶାଗ୍ରସ୍ତ ବେକାର ପୁଅକୁ ଘାରିଲା ବାପାର ପେନସନ୍ ଟଙ୍କା । ମାତ୍ର ବୃଦ୍ଧ ବାପା ଏହାକୁ ବିରୋଧ କରିବାରୁ ପାଲଟିଗଲା ଶତ୍ରୁ। ଦିନେ ଯେଉଁ ବାପା ହାତ ଧରି ଚାଲିବା ଶିଖାଇଥିଲା, ତାକୁ ଅତି ନିର୍ମମ ଭାବେ ହତ୍ୟା କରିବାକୁ ପଛାଇଲା ନାହିଁ ପୁଅ।ବାପା ଇଞଗ କାର୍ଡ ହାତେଇବାକୁ ପୁଅ ବାପା ମୁଣ୍ଡକୁ ପିଟିବା ସହ ବାପା ଉପରେ ଆଲମିରା ବି ପକାଇଦେଲା। ଏଥିରେ ପୁଅକୁ ସମ୍ପୂର୍ଣ୍ଣ ସହାୟତା ଯୋଗାଇଥିଲା ତାର କିନ୍ନର […]Continue Reading
Odisha News
ଭୁବନେଶ୍ୱର,୧୯/୮: ଭାଇ-ଭଉଣୀର ସମ୍ପର୍କକୁ ଅଧିକ ମଜଭୁତ କରିଥାଏ ରାଖୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାଖୀ ବାନ୍ଧି ଭାଇର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥାଏ।ଆଉ ବଦଳରେ ଭାଇ, ତା’ ଭଉଣୀକୁ ରକ୍ଷା କରିବାର ସଂକଳ୍ପ ବି ନେଇଥାଏ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ହାତରେ ରାଖୀ ବାନ୍ଧିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ମୁଖ୍ୟମନ୍ତ୍ରୀ ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆରେ Continue Reading
Odisha News
ଭୁମନେଶ୍ୱର, ୧୯/୮: ଭାଇ-ଭଉଣୀର ସଂପର୍କକୁ ଅଧିକ ମଜବୁତ କରିଥାଏ ରାକ୍ଷୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ଭାଇର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ। ଆଉ ବଦଳରେ ଭାଇ, ତା\’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ। ଭାଇ ହାତରେ ରାକ୍ଷୀଟିଏ ବାନ୍ଧିବା ଲାଗି ଭଉଣୀ ବର୍ଷ ସାରା ଅପେକ୍ଷା କରି ରହିଥାଏ ଆଜିର ଦିନକୁ।ରକ୍ଷା ବନ୍ଧନକୁ ନେଇ ଗାଁଠୁ ସହର ସବୁଠି ଉତ୍ସବର ପରିବେଶ। ଘରେ ଘରେ ପିଠାପଣାର ମହକ। […]Continue Reading
Odisha News
ଭୁବନେଶ୍ବର, ୧୮/୮ : ଆଦ୍ୟ ଦେବତା ଶ୍ରୀ ଗଣେଶଙ୍କ ପୂଜା ଆସନ୍ତା ୭ ତାରିଖ ଦିନ ଠାରୁ ଆରମ୍ଭ ହେବ। ଦେଶବ୍ୟାପୀ ଗଣେଶ ପୂଜା ଉତ୍ସାହର ସହିତ ପାଳନ କରାଯିବ।ଓଡ଼ିଶାରେ ପ୍ରସିଦ୍ଧ ଜଟଣୀ, ତାଳଚେର, ଦେବଗଡ଼ ସମେତ କଟକ ଓ ଭୁବନେଶ୍ବରରେ ମଧ୍ୟ ଧୁମଧାମ୍‌ରେ ଗଣେଶ ପୂଜାର ଆୟୋଜନ ହେବ। ରାଜଧାନୀ ଭୁବନେଶ୍ବରରେ ଗଣେଶ ପୂଜାକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମୂର୍ତ୍ତି ଗଢ଼ା କାମ ଜୋରସୋରରେ ଚାଲିଛି।ଟେଣ୍ଟ କାମ ଅଳ୍ପ ଦିନ ମଧ୍ୟରେ ଆରମ୍ଭ ହୋଇଯିବ। […]Continue Reading
Odisha News
ଭୁବନେଶ୍ବର, ୧୮/ ୮: ସିମ ବକ୍ସ ଆତଙ୍କୀ ଲିଙ୍କ୍ ମାମଲାରେ ପୁଲିସକୁ ମିଳୁଛି ଚାଞ୍ଚଲ୍ୟକର ତଥ୍ୟ। କଟକରେ ମଧ୍ୟ ଅଛି ଆଉ ଏକ ସିମ ବକ୍ସ ସେଟ୍‌-ଅପ। ହାୱାଲା ଜରିଆରେ ଆର୍ଥିକ କାରବାର ଚାଲିଥିଲା ବୋଲି ପୁଲିସ ଜାଣିବାକୁ ପାଇଛି। ବାଂଲାଦେଶରୁ ଭୁବନେଶ୍ୱରକୁ ଆସୁଥିଲା ଟଙ୍କା। ଯାହା ବି ଟ୍ରାଞ୍ଜାକ୍ସନ୍ ହେଉଥିଲା ତାହା କ୍ୟାସ୍ ଆକାରରେ ହେଉଥିଲା। ବାଂଲାଦେଶ ସୀମାରେ ଥିବା କିଛି ଦୋକାନରେ ଚାଲୁଥିଲା ଏହି ହୱାଲା କାରବାର।ନୋଟକୁ କୋଡ ହିସାବରେ ବ୍ୟବହାର କରି Continue Reading