ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୮/୭ : ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ (ଡିଏଲଏସଏ) ପକ୍ଷରୁ ଆଜି ବୃଷଭ ସ୍ଥିତ ଗ୍ରାମ-ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ଜିଲ୍ଲା ଦୌରାଜଜ୍ ତଥା ଜିଲ୍ଲା ଆଇନସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ଜଗଦୀଶ ପ୍ରସାଦ ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଏବଂ ପ୍ରାଧିକରଣର ସଚିବ ଶ୍ରୀ ବିମଳ ରାଉଳଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ Continue Reading




