Home Archive by category Odisha News (Page 452)

Odisha News

Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬ /୮: ବିଜେପି ବୌଦ୍ଧ ଜିଲ୍ଲା ତରଫରୁ ଭାରତ ରତ୍ନ ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜିଲ୍ଲା ବିଜେପି କାର୍ଯ୍ୟାଳୟ ରାମେଶ୍ୱର ବିହାର ବୌଦ୍ଧଠାରେ ମହା ସମା ରୋହରେ ପାଳିତ ହୋଇଥିଲାଆଜିର ଆଲୋଚନା ରେ ଅଟଳଜୀ ଙ୍କ ବହୁ ମୁଖି ପ୍ରତିଭା ତଥା ପ୍ରଧାନ ମନ୍ତ୍ରୀ ସଡକ ଯୋଜନା ଓ ଅଣ କଂଗ୍ରେସ ଭାରତ ସରକାର ଦିଲ୍ଲୀ ରେ ତାଙ୍କ ନେତୃତରେ ଗଠନ ଓ ତିନି ତିନି ଥର […]Continue Reading
Odisha News Ollywood News
ନୂଆଦିଲ୍ଲୀ,୧୬/୮ : ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷିତ ହୋଇଛି। ଏଥିରେ ‘ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ମନୋନୀତ କରାଯାଇଛି। ଫିଲ୍ମର କାହାଣୀ ଓଡ଼ିଶାରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ। ଏଥିରେ ଯୁବ ଡାକ୍ତର ସିଦ୍ଧାର୍ଥଙ୍କ କର୍ତ୍ତବ୍ୟନିଷ୍ଠ କାହାଣୀ ପ୍ରତିଫଳିତ ହୋଇଛି। ଡାକ୍ତରୀ ପାଠ ଶେଷ କରିବା ପରେ ଡାକ୍ତରଙ୍କର ପୋଷ୍ଟିଂ ହୁଏ ମାଲକାନଗିରି ଜିଲ୍ଲାର ଉପାନ୍ତ ଅଞ୍ଚଳରେ। ମୌଳିକ ସୁବିଧା ସୁଯୋଗର ଅଭାବ, ପୁଣି ନକ୍ସଲ Continue Reading
Odisha News
ଭୁବନେଶ୍ବର, ୧୬/୮ : ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ଶୁକ୍ରବାର ଦିନ କଂଗ୍ରେସର ହାତ ଛାଡ଼ିଛନ୍ତି। ସେ ନିଜର ଇସ୍ତଫା ପତ୍ର ମେଲ୍ ଯୋଗେ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି)କୁ ପଠାଇଛନ୍ତି। ଶ୍ରୀ ପଟ୍ଟନାୟକ ଦଳ ପ୍ରତି ଅସନ୍ତୁଷ୍ଟ ହୋଇ ଇସ୍ତଫା ଦେଇଥିବା କୁହାଯାଉଛି। ସାଧାରଣ ନିର୍ବାଚନ-୨୦୨୪ରେ କଂଗ୍ରେସ ତାଙ୍କୁ ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରୁ ପ୍ରାର୍ଥୀ କରିଥିଲା। ନିର୍ବାଚନ ସମୟରେ ବିଜୟ ପଟ୍ଟନାୟକଙ୍କୁ କଂଗ୍ରେସ Continue Reading
Odisha News
ଭୁବନେଶ୍ୱର,୧୬/୮: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ୧୧ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ପ୍ରବଳ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏନେଇ ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, କୋରାପୁଟ, ଦେବଗଡ଼କୁ ସତର୍କ ସୂଚନା ଜାରି କରାଯାଇଛି।ଏହି ସମୟରେ ବାହାରକୁ ନ ବାହାରିବା ପାଇଁ ପାଣିପାଗ Continue Reading
Odisha News Sports News
ଭୁବନେଶ୍ବର,୧୬/୮: ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି ଓଡ଼ିଆ ହକି ଖେଳାଳି ଅମିତ ରୋହିଦାସ। ଭୁବନେଶ୍ବର ମଧ୍ୟ ବିଧାୟକ ବାବୁ ସିଂ ଅମିତଙ୍କୁ ସ୍ବାଗତ କରିଛନ୍ତି।ଏଠାରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ସମୟରେ ଅମିତ ନିଜର ବ୍ରୋଞ୍ଜ ପଦକ ଦେଖାଇଛନ୍ତି। ଅମିତ ରୋହିଦାସ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇବା ସହିତ ଉଭୟଙ୍କର ପ୍ରୟାସ ଯୋଗୁ ଓଡ଼ିଶାରେ Continue Reading
Odisha News
ଭୁବନେଶ୍ୱର,୧୬/୮: କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରାଯାଇଛି। କେନ୍ଦ୍ରାପଡ଼ାରେ ତାଙ୍କ କାର‌୍ୟ୍ୟାଳୟ, କଟକସ୍ଥିତ କଲ୍ୟାଣୀନଗର ଏବଂ ଭୁବନେଶ୍ୱରର ଲିଙ୍ଗିପୁର ସମେତ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ ଜାରି ରହିଛି।ଚଢ଼ାଉ ଜାରି ରହିଥିବାରୁ ପ୍ରଦୀପଙ୍କର କେତେ ଟଙ୍କାର ସମ୍ପତ୍ତି ରହିଛି ତାହା Continue Reading
Odisha News
ଭୁବନେଶ୍ୱର,୧୫/୮: ପୁଣି ବର୍ଷା ବଢ଼ିବ । ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ପ୍ରବଳ ବର୍ଷା ନେଇ ଶୁକ୍ରବାର ପାଇଁ ୧୨ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି । ସେସବୁ ଜିଲା ଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୮: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଆଜି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ୭୮ତମ ସ୍ବାଧିନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି ।ଏହି ସମାରୋହ କାର୍ଯ୍ୟକ୍ରମରେ ଓଡ଼ିଶାର ମାନ୍ୟବର ମନ୍ତ୍ରୀ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି ବିଭାଗ ମନ୍ତ୍ରୀ ଶ୍ରୀ ବିଭୂତି ଭୁଷଣ ଜେନା ଗଜପତି ମୁଖ୍ୟଅତିଥି ଭାବେ Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟ ମୁନିଗୁଡ଼ା, ତା ୧୫/୦୮ ରାୟଗଡ଼ା ଜିଲ୍ଲା ମୁନିଗୁଡା ବ୍ଳକ ଅନ୍ତର୍ଗତ ଵାହାଲ ପଦ୍ମପୁର ଗ୍ରାମ ନିକଟସ୍ଥ ପ୍ରସ୍ତାବିତ ଶ୍ରୀ ମା ଶ୍ରୀ ଅରବିନ୍ଦ ଆଶ୍ରମର ପରିସରରେ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।୭୮ ତମ ପବିତ୍ର ସ୍ୱାଧୀନତା ଦିବସ ତଥା ମହାଯୋଗୀ ଶ୍ରୀ ଅରବିନ୍ଦ ଙ୍କ ଜନ୍ମତିଥି ପାଳନ ଅବସରରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଵନାଞ୍ଚଳ ଅଧିକାରୀ ଶ୍ରୀ ଅନିଲ କୁମାର ବାଲ,ଵନପାଳ ସୁଶ୍ରୀ ପ୍ରମୋଦିନୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୫/୮ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଉପକଣ୍ଠ ବେତାଗୁଡ଼ା ଠାରେ ଥିବା ଭାରତ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଓ ପିଏମଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ ପରିସରରେ \”ଦେଶ ବିଭାଜନ ବିଭୀଷିକା ସ୍ମରଣ ଦିବସ ପାଳନ ଅବସରରେ ଏକ ମେଗା ଫଟୋଚିତ୍ର ପ୍ରଦର୍ଶନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଭାରତ ସ୍ୱାଧୀନ ହେବା ତଥା ଅଖଣ୍ଡ ଭାରତ ପୂର୍ବରୁ ଯେଉଁ କିଛି ଦିନ ମଧ୍ୟରେ ଯେଉଁ ସବୁ Continue Reading