ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୫/୮ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଉପକଣ୍ଠ ବେତାଗୁଡ଼ା ଠାରେ ଥିବା ଭାରତ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଓ ପିଏମଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ ପରିସରରେ \”ଦେଶ ବିଭାଜନ ବିଭୀଷିକା ସ୍ମରଣ ଦିବସ ପାଳନ ଅବସରରେ ଏକ ମେଗା ଫଟୋଚିତ୍ର ପ୍ରଦର୍ଶନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଭାରତ ସ୍ୱାଧୀନ ହେବା ତଥା ଅଖଣ୍ଡ ଭାରତ ପୂର୍ବରୁ ଯେଉଁ କିଛି ଦିନ ମଧ୍ୟରେ ଯେଉଁ ସବୁ Continue Reading
Odisha News
ମାଲକାନଗିରି, ୧୫/୮: ସ୍ୱାଧୀନତା ଦିବସରେ ମାଓବାଦୀଙ୍କ ବର୍ବରକାଣ୍ଡ। ୧୬ ବର୍ଷର ସ୍କୁଲ ଛାତ୍ରଙ୍କୁ ନିର୍ମମ ହତ୍ୟା। ପୁଲିସ ଇନଫର୍ମର ସନ୍ଦେହରେ ସ୍କୁଲ ଛାତ୍ରକୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ଛତିଶଗଡ ସୁକମା ଅଞ୍ଚଳ ପୁବର୍ତି ଗାଁର ସୋୟମ ଶଙ୍କରଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରାଯାଇଥିବା ଜଣାପଡ଼ିଛି।ସ୍କୁଲରୁ ଘରକୁ ଫେରୁଥିଲେ ସୋୟମ। ଗତକାଲି ବଳମ୍ବିତ ରାତିରେ ତାଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ସୋୟମଙ୍କ ଦେହରେ ସ୍କୁଲ ୟୁନିଫର୍ମ ରହିଛି। Continue Reading
ପାରାଦୀପ, ୧୫/୮ : ବାଂଲାଦେଶୀ ଅନୁପ୍ରବେଶକାରୀ ସନ୍ଦେହରେ ପାରାଦୀପ ଥାନାରେ ୧୨ ଜଣଙ୍କୁ ଅଟକ ରଖିଛି ପୁଲିସ। ଅଟକଙ୍କ ମଧ୍ୟରେ୧୧ ଜଣ ଯୁବକ ଥିବାବେଳେ ଜଣେ ବୃଦ୍ଧ ଥିବା ଜଣାଯାଇଛି। ପୁଲିସ ଅଟକ ବ୍ୟକ୍ତିଙ୍କୁ ପଚରାଉଚରା କରିବା ସହ ସେମାନଙ୍କୁ ପରିଚୟ ପତ୍ର ଯାଞ୍ଚ କରାଯାଇଛି।ଗତକାଲି କୋଲକତାର ବାବୁଘାଟରୁ ୧୨ ଜଣ ବ୍ୟକ୍ତି ପାରାଦୀପ ଆସୁଥିବା ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ଆଜି ସକାଳେ ପାରାଦୀପ ବସଷ୍ଟାଣ୍ଡରେ ସେମାନେ ଓହ୍ଲାଇବା ବେଳେ ସେମାନଙ୍କୁ Continue Reading
ଭୁବନେଶ୍ୱର,୧୫/୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି।ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ସମାରୋହରେ ଓଡ଼ିଆ ସ୍ବାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରିବା ସହ ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।ଏ ଅବସରରେ Continue Reading
କଟକ, ୧୫/୮ : ଋତୁସ୍ରାବ ପାଇଁ ଦିନେ ଛୁଟି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କଟକଠାରେ ସ୍ବାଧୀନତା ଦିବସ ପାଳନ ଅବସରରେ କର୍ମଜୀବୀ ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କରିଛନ୍ତି ଏହି ବଡ଼ ଘୋଷଣା। ଏଣିତି ଋତୁସ୍ରାବ ପାଇଁ ଉଭୟ ସରକାରୀ ଓ ଘରୋଇ ସଂସ୍ଥାରେ କାର୍ଯ୍ୟ କରୁଥିବା ମହିଳାଙ୍କୁ ମିଳିବ ଦିନେ ଛୁଟି ।Continue Reading
ଭୁବନେଶ୍ୱର,୧୪/୮: ଟ୍ରେନିଂ ନେବେ ବିଧାନସଭାର ନବ ନିର୍ବାଚିତ ବିଧାୟକ । ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକଙ୍କୁ ପ୍ରଶିକ୍ଷଣ ଦିଆଯିବ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପୂର୍ବତନ ବିଧାୟକ ନରସିଂହ ମିଶ୍ର ପ୍ରମୁଖ ନୂଆ ବିଧାୟକଙ୍କୁ ବିଧାନସଭାର କାର୍ଯ୍ୟବିଧି ଓ ଦାୟିତ୍ୱ ସମ୍ପର୍କରେ ଟ୍ରେନିଂ ଦେବେ । ଯାହାକୁ ନେଇ ବେଶ ଉତ୍ସାହିତ ଅଛନ୍ତି ନୂଆ ବିଧାୟକ ।ବିଧାୟକ ନେବେ Continue Reading
କଟକ, ୧୪/୮ : କଟକ ଜିଲ୍ଲା ସାଲେପୁରର ନେମାଳ ବ୍ରିଜରୁ ଜଣେ ମହିଳା ନିଜ ଛୋଟ ପୁଅକୁ ଧରି ଚିତ୍ରୋତ୍ପଳା ନଦୀକୁ ଡେଇଁ ପଡ଼ିଥିବ ଜଣାଯାଇଛି।ଅଗ୍ନିଶମ ବାହିନୀ ଖୋଜାଖୋଜି କରିବା ପରେ ପୁଅର ମୃତଦେହ ନଦୀରୁ ଉଦ୍ଧାର କରିଥିବା ବେଳେ ମା’ର ପତ୍ତା ମିଳିନାହିଁ।ମୃତ ପୁଅର ବୟସ ୫ରୁ ୬ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ସେମାନଙ୍କ ଘର ନେମାଳ ଅଞ୍ଚଳରେ ହୋଇଥିବା ଜଣାପଡ଼ିଛି। ଅଗ୍ନିଶମ ବାହିନୀ ମା’ କୁ ଉଦ୍ଧାର କରିବା ପାଇଁ ଉଦ୍ୟମ […]Continue Reading
ଭୁବନେଶ୍ୱର,୧୪/୮: କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ବୁଧବାର ସାହସିକତା ଓ ସେବା ମେଡାଲ ଘୋଷଣା କରାଯାଇଛି। ଓଡ଼ିଶାର ୧୩ ଜଣଙ୍କୁ ମିଳିବ ପୋଲିସ ମେଡାଲ ଦିଆଯିବ। ଏହାସହ ଉଲ୍ଲେଖନୀୟ ସେବା ପାଇଁ ଏଡିଜି ସୁରେଶ ଦେବ ଦତ୍ତ ସିଂହ, ଡିଏସପି ସଚିଦାନନ୍ଦ ରଥଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ଦିଆଯିବ।ସ୍ବାଧୀନତା ଦିବସ ୨୦୨୪ ଅବସରରେ ସାହସିକତା ଏବଂ ସେବା ପଦକ ପାଇଁ ପୋଲିସ, ଫାୟାର ବ୍ରିଗେଡ, ହୋମଗାର୍ଡ ଏବଂ ସିଭିଲ ଡିଫେନ୍ସ ଏବଂ ସଂଶୋଧନ ସେବା ବିଭାଗର ମୋଟ […]Continue Reading
ଭୁବନେଶ୍ବର, ୧୪/୮ : ରାଜ୍ୟସଭା ଉପ ନିର୍ବାଚନ ଲାଗି ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି। ଆଜିଠାରୁ ୨୧ ତାରିଖ ପର୍ୟ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିବ। ୨୨ ତାରିଖରେ ଯାଞ୍ଚ ପ୍ରକ୍ରିୟା ରହିଛି। ୨୭ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ରହିଛି।ସେପ୍ଟେମ୍ବର ୩ ତାରିଖରେ ନିର୍ବାଚନ ରହିଛି। ସମୁଦାୟ ୯ଟି ରାଜ୍ୟର ୧୨ଟି ଆସନ ପାଇଁ ନିର୍ବାଚନ ହେଉଛି। ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଆସନଟି ବିଜେପି ଖାତାକୁ ଯିବ। ଏବେ ବିଜ୍ଞପ୍ତି ପ୍ରକାଶ Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟ ନୀଳଗିରି, ୧୪/୮ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ନୀଳଗିରି ଡେପୁଟି କଲେକ୍ଟର ପରୀକ୍ଷିତ ଜେନାଙ୍କ ଘରେ ଭିଜିଲାନ୍ସର ୧୨ ଜଣିଆ ଟିମ ଚଢ଼ଉ କରିଛି। ନୀଳଗିରି ବାଲିଗୋହିରୀ ଠାରେ ଶ୍ରୀ ଜେନା ରହୁଥିବା ଭଡ଼ାଘର ସମେତ ବିଭିନ୍ନ ସ୍ଥାନରେ ଚଢଉ ଚାଲିଥିବା ସୂଚନା ମିଳିଛି। ଏହାଛଡ଼ା ମୟୂରଭଞ୍ଜ ଜିଲ୍ଲାରେ ଥିବା ପୈତୃକ ଘରେ ବି ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଉଛି।ଭିଜିଲାନ୍ସ ଏସପି ନରହରି ନାୟକଙ୍କ ସୂଚନା ଅନୁଯାୟୀ, Continue Reading




