Home Archive by category Odisha News (Page 468)

Odisha News

Odisha News
ଓଡ଼ିଶା, ୨୦/୭: ରାଜ୍ୟ ସରକାର ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାଁ ବଦଳାଇ ଦେଇଛନ୍ତି। ଏହାର ନୂଆ ନାଁ ରଖାଯାଇଛି ‘ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ’। ଏହା ସହିତ ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଏହି ସମ୍ମାନକୁ ନେଇ ନୂଆ ଗାଇଡ୍ ଲାଇନ୍ ଜାରି କରାଯାଇଛି।ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାର ଅମଳରେ ଏହି ପୁରସ୍କାର ଆରମ୍ଭ କରାଯାଇଥିଲା। ସେ ଏହି ପୁରସ୍କାରର ନାମ ତାଙ୍କ ବାପା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ […]Continue Reading
Odisha News
ଭୁବନେଶ୍ବର, ୨୦/୭: ୨୦୨୪ – ୨୫ ଶିକ୍ଷା ବର୍ଷ ପାଇଁ ଆଜି ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶ ପାଇଛି। ବାଣିଜ୍ୟ ଓ ବିଜ୍ଞାନରେ ଶୀର୍ଷରେ ରହିଛି ରେଭେନ୍ସା। କଳାରେ ୭୫. ୧୭% ସହ ଆଗରେ ରହିଚି ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲ୍।ସେହିପରି ବିଜ୍ଞାନରେ ୯୧.୫୦% ଓ ବାଣିଜ୍ୟରେ ୭୭% ସହ ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲ୍ ଆଗରେ ରହିଛି।ମୋଟ ୪ ଲକ୍ଷ ୭୬ ହଜାର ୯୩ ଜଣ ଆବେଦନ କରିଥିଲେ। ୪ ଲକ୍ଷ ୨୬ ହଜାର […]Continue Reading
Odisha News
ଭୁବନେଶ୍ୱର, ୨୦/୭: ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ।ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ସେ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ସଂରକ୍ଷିତ କରୁଥିଲେ। ପରିବେଶର ସୁରକ୍ଷା ପାଇଁ ତାଙ୍କର ଅମୂଲ୍ୟ […]Continue Reading
Odisha News
ଭୁବନେଶ୍ୱର,୨୦/୭: ପଦ୍ମଶ୍ରୀ କମଳା ପୂଜାରୀଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ। ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସେ ଲେଖିଛନ୍ତି, ଓଡ଼ିଶାର ଗର୍ବ ଓ ଗୌରବ, ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କମଳା ପୂଜାରୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ।ବିଭିନ୍ନ କିସମର ଧାନ ସଂଗ୍ରହ କରିବା ସହ ଜୈବିକ ଚାଷକୁ ପ୍ରୋତ୍ସାହିତ କରିବା ଦିଗରେ ତାଙ୍କର ବିରଳ କୃତିତ୍ୱ ସର୍ବଦା ପ୍ରେରଣାର ଉତ୍ସ Continue Reading
Odisha News
କଟକ,୨୦/୭ : ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ଘଟିଛି। ଶନିବାର କଟକ ଏସ୍ସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା।ଗତ ୧୮ ତାରିଖରୁ ଏସ୍ସିବିରେ ଚିକିତ୍ସିତ ହେଉଥିଲେ। କିଡ଼ନୀ ଜନିତ ସମସ୍ୟା ସହ ଜ୍ବରରେ ପୀଡ଼ିତ ଥିଲେ ପଦ୍ମଶ୍ରୀ କମଳା ପୂଜାରୀ। ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ତାଙ୍କୁ ୨୦୧୯ରେ ପଦ୍ମଶ୍ରୀ ପୁରସ୍କାର ମିଳିଥିଲା। ତେବେ ଆଜି ସକାଳୁ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୦/୭: ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କ ନୀଳାଦ୍ରି ବିଜେ କାର୍ଯ୍ୟକ୍ରମ ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଯାଇଛି । ଦୀର୍ଘ ୧୨ ଦିନର ଲୀଳା ଖେଳ ସାରି ଆଜି ଚତୁର୍ଦ୍ଧା ମୂର୍ତ୍ତି ଶ୍ରୀମନ୍ଦିର ରତ୍ନ ବେଦୀକୁ ଯାଇଛନ୍ତି ।ବାହୁଡା ଯାତ୍ରା ଦିନ ଚତୁର୍ଦ୍ଧା ମୂର୍ତ୍ତିଙ୍କ ତିନି ରଥଟଣା ବେଳେ ପାରମ୍ପରିକ ପ୍ରକାରେ ବଡଦାଣ୍ଡର ଅଧ ବାଟରେ ଅଟକି ରହିଥିଲା । ଆଜି ନୀଳାଦ୍ରି ବିଜେ Continue Reading
Odisha News
ଭୁବନେଶ୍ବର, ୧୯/୭: ଓଡ଼ିଶା ହାଇକୋର୍ଟଙ୍କ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଆଡଭୋକେଟ୍ ଜେନେରାଲ ହୋଇଛନ୍ତି। ଶ୍ରୀ ଆଚାର୍ଯ୍ୟଙ୍କୁ ରାଜ୍ୟ ସରକାର ଏହି ବଡ଼ ଦାୟିତ୍ବ ଦେଇଛନ୍ତି। ପୀତାମ୍ବରଙ୍କ ନିଯୁକ୍ତି ରାଜ୍ୟ ଆଇନ ବିଭାଗ ସୂତ୍ରରୁ ସୂଚନା ଦିଆଯାଇଛି।ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବାର ମାସେ ଅତିକ୍ରମ କରିଛି। ଆଜି ଯାଏଁ ଏଜି ନିଯୁକ୍ତି ହୋଇ ନଥିବାରୁ ବିଭିନ୍ନ ମହଲରୁ ଉଦବେଗ ପ୍ରକାଶ ପାଉଥିଲା। ଏପରିକି ବରିଷ୍ଠ ରାଜନେତା ବିଜୟ ମହାପାତ୍ର Continue Reading
Odisha News
ଆନନ୍ଦପୁର,୧୯/୭: ଜଣେ କର୍ମଚାରୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଜିଲା ସାଇଁକୁଳ ମେଡିକାଲ ଅଫିସର ଡା ରଂଜିତ କୁମାର ରାଉତ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ଅଧିକାରୀ ଡା ରଂଜିତଙ୍କଠାରୁ ୨୦ ହଜାର ଲାଞ୍ଚ ଟଙ୍କା ଜବତ କରିଛନ୍ତି।ଏନେଇ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରି ଡାକ୍ତରଙ୍କୁ ଗିରଫ କରି ଅଧିକ ତଦନ୍ତ ଚଲାଇଛି। ଏପରିକି ଭିଜିଲାନ୍ସ ଟିମ୍ ଡାକ୍ତରଙ୍କ ଅଫିରରେ ମଧ୍ୟ ତଦନ୍ତ ଜାରି ରଖିଥିବା ଜଣାପଡିଛି।Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡା,୧୯/୭: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବୁଡାପଡ଼ା ଗ୍ରାମବାସୀ ୭ ନମ୍ବର ରାଜ୍ୟ ରାଜପଥର ଦୁଇ ପାର୍ଶ୍ଵରେ ତିଆରି କରାଯାଇଥିବା ଡ୍ରେନ୍ କୁ ନିୟମିତ ସଫା କରାଯାଉ ନଥିବା ଯୋଗୁଁ ବାରମ୍ବାର ଡ୍ରେନର ମଇଳା ଆବର୍ଜନା ପାଣି ଗାଁରେ ପଶିଯିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।ଏ ସମ୍ପର୍କରେ ଗ୍ରାମବାସୀ ମାନେ ବାରମ୍ବାର ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଜଣାଇ Continue Reading
Odisha News
ଭୁବନେଶ୍ୱର,୧୯/୭: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ଆଜି ୱେଲ୍ ମାର୍କଡ ଲୋ- ପ୍ରେସର ବା ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବ। ଏହା ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଉତ୍ତର -ପଶ୍ଚିମ ଦିଗରେ ଗତି କରି ଆସନ୍ତା ଦୁଇଦିନରେ ଓଡ଼ିଶା ଉପକୂଳ ଛୁଇଁବାର Continue Reading