ଜଗତସିଂହପୁର, ୨୮/୫ ଜଗତସିଂହପୁର ଜିଲ୍ଲା ଊଜଊଇ କାର୍ଯ୍ୟାଳୟରେ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି। କାର୍ଯ୍ୟାଳୟର ମହିଳା ୱାସରୁମ ଭିତରୁ ଏକ ସିକ୍ରେଟ କ୍ୟାମେରା ମିଳିବା ପରେ କର୍ମଚାରୀଙ୍କ ମଧ୍ୟରେ ଭୟ ଓ ଅସନ୍ତୋଷ ଦେଖାଦେଇଛି। କିଏ ଏହି କ୍ୟାମେରା ଲଗାଇଥିଲା ଏବଂ ଏହା ପଛରେ କଣ ଉଦ୍ଦେଶ୍ୟ ଥିଲା, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନଥିବା ବେଳେ ଘଟଣାକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।ସୂଚନା ଅନୁସାରେ, ଗତ ୨୫ ତାରିଖରେ ଜଣେ ମହିଳା କର୍ମଚାରୀ ୱାସରୁମ Continue Reading




