Home Archive by category Odisha News (Page 472)

Odisha News

Odisha News
ପୁରୀ, ୧୪/୭ : ରତ୍ନଭଣ୍ଡାର ଖୋଲିବା ପାଇଁ ଆସିଲା ଶୁଭ ମୁହୂର୍ତ୍ତ। ଆଜି ଦିନ ୧ଟା ୨୮ ମିନିଟ୍ ସମୟରେ ରତ୍ନଭଣ୍ଡାର ଖୋଲିବ। ଏନେଇ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ।ରତ୍ନଭଣ୍ଡାର ଭିତରକୁ ୫ ଜଣ ସେବାୟତ, ତଦାରଖ କମିଟି ଅଧ୍ୟକ୍ଷ ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଓ ସଦସ୍ୟ ଡାକ୍ତର ସି ଭି କେ ମହାନ୍ତିଙ୍କ ସମେତ ୧୧ଜଣ ଯିବେ। ଦିନ ୧୨ଟା ବେଳେ ସମସ୍ତେ […]Continue Reading
Odisha News
ପୁରୀ, ୧୪/୭ : ରତ୍ନଭଣ୍ଡାର ଖୋଲିବା ପାଇଁ ଶ୍ରୀଲୋକନାଥ ମନ୍ଦିରରୁ ଶ୍ରୀମନ୍ଦିରକୁ ଆସିଲା ଆଜ୍ଞାମାଳ। ରତ୍ନଭଣ୍ଡାରର ରକ୍ଷକ ହେଉଛନ୍ତି ମହାପ୍ରଭୁ ଲୋକନାଥଙ୍କ ପାଖରେ ପୂଜାର୍ଚ୍ଚନା କରାଯିବା ପରେ ସେବାୟତମାନେ ଆଜ୍ଞାମାଳ ଆଣିଛନ୍ତି।ମହାପ୍ରଭୁ ଲୋକନାଥ ମହାପ୍ରଭୁ, ମହାଲକ୍ଷ୍ମୀ, ବାବା ଲୋକନାଥ ଓ ମା’ ବିମଳା ଆଶୀର୍ବାଦଙ୍କ ନେଇ ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଯିବ। ରତ୍ନଭଣ୍ଡାର ଖୋଲିବା ସମୟରେ ଭଣ୍ଡାର ମେକାପ, ଦେଉଳକରଣ, ତଢ଼ଉକରଣ, ପ୍ରତିହାରୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୪/୭: ବୌଦ୍ଧ କଚେରୀ ରୋଡ ଠାରେ ମାଧବ ସେବା ଟ୍ରଷ୍ଟ ପକ୍ଷରୁ ସଂସ୍କୃତି ଭବନ କାର୍ଯ୍ୟାଳୟ ଆଜି ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଷ୍ଟୀୟ ସ୍ୱୟଂସେବକ ସଂଘର ପଶ୍ଚିମ ପ୍ରାନ୍ତ କାର୍ଯ୍ୟକାରୀଣୀ ସଦସ୍ୟ ବିଷ୍ଣୁ ଚରଣ ପାତ୍ର ଯୋଗ ଦେଇ ରାଷ୍ଟ୍ର ହିତ ପାଇଁ ସ୍ୱୟଂସେବକ ସର୍ବଦା ଉତ୍ସାର୍ଗୀକୃତ ରହିବା ପାଇଁ ପରାମର୍ଶ ଦେଇଥିଲେ ।ଏହି କାର୍ଯ୍ୟକ୍ରମରେ ବୌଦ୍ଧ ବିଧାୟକ ସରୋଜ କୁମାର ପ୍ରଧାନ, କଣ୍ଟାମାଳ ବିଧାୟକ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୭ : ବିକଶିତ ଭାରତ ଅବସରରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଉପକଣ୍ଠ ରାଜ ସିତାପୁର ସ୍ଥିତ ସେଞ୍ଚୁରିଅନ ୟୁନଭରସିଟିର ସିଭିଲ ଇଞ୍ଜିନିୟରିଂ ବିଭାଗ ପକ୍ଷରୁ ୟୁନଭରସିଟିର ନିଉ ଅଡିଟରିଅମ ହଲ ଠାରେ ଆଜି ଭାରତ ସରକାରଙ୍କ ଇସ୍ରୋ: ସହାୟତାରେ ସେଣ୍ଟର ଫର୍ ଡାଟା ସାଇନ୍ସ ଏଣ୍ଡ ମେସିନ ଲାର୍ଣୀଙ୍ଗ ସହଯୋଗିତାରେ “ବିପର୍ଯ୍ୟୟ ପରିଚାଳନା ବେଳେ ଆଧୁନିକ ଯାନ୍ତ୍ରିକ ଓ ଜ୍ଞାନ କୌଶଳ ପ୍ରୟୋଗ କରି ଧନ ଜୀବନ ସୁରକ୍ଷା ସହ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର ,୧୩/୭: ବଲାଙ୍ଗୀର ଜିଲ୍ଲା ଆଗଲପୁର (ଡୁଡୁକା ) ବ୍ଲକ କୁଟାସିଂହା ପଂଚାୟତ କଣ୍ଟାପାଳି ଗାଁର ୟୁପି ସ୍କୁଲ ବନ୍ଦ ହୋଇଯାଇଥିବାରୁ ଗାଁ ର ଛୋଟ ଛୋଟ ଛୁଆ ବହୁ ଅସୁବିଧାରେ ଦେଢ଼ କିଲୋମିଟର ଦୂର କୁଟାସିଂହା ୟୁପି ସ୍କୁଲ କୁ ପଢିବାକୁ ଯାଉଥିବା ଦେଖାଯାଉଛି । ସୂଚନା ଅନୁସାରେ କଣ୍ଟାପାଳି ରେ ୧୯୭୧ ମସିହାରେ ଏକ ୟୁପି ସ୍କୁଲ ସ୍ଥାପିତ ହୋଇଥିଲା ।୧ମ ରୁ ୩ୟ ପର୍ଯ୍ୟନ୍ତ ଆରମ୍ଭ ହୋଇଥିବା ଏହି […]Continue Reading
Odisha News
ହରାରେ, ୧୩/୭: ଟିମ୍ ଇଣ୍ଡିଆ ଏବଂ ଜିମ୍ବାୱେ ମଧ୍ୟରେ ଖେଳାଯାଉଥିବା ୫ଟିକିଆ ଟି-୨୦ ମ୍ୟାଚ୍ର ଚତୁର୍ଥ ଟି-୨୦ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ଜିମ୍ବାୱେକୁ ୱିକେଟରେ ପରାଜିତ କରି ସିରିଜ୍ ବିଜୟୀ ହୋଇଛି। ପଞ୍ଚମ ଟି-୨୦ରେ ଟିମ୍ ଇଣ୍ଡିଆର ବିଜୟ ଅବା ପରାଜୟ ସିରିଜ୍ ବିଜୟ ଉପରେ କୌଣସି ପ୍ରଭାବ ପକାଇବ ନାହିଁ।ଧାର‌୍ୟ୍ୟ ଲକ୍ଷ୍ୟର ପିଛା କରି ଟିମ୍ ଇଣ୍ଡିଆ ୧୫.୨ ଓଭରରେ କୌଣସି ୱିକେଟ ନ ହରାଇ ୧୫୬ ରନ୍ କରିଥିଲା। ଜଶସ୍ବୀ-ଗିଲ୍ଙ୍କ ଧୂଆଁଧାର ବ୍ୟାଟିଂ ଯୋଗୁ […]Continue Reading
Odisha News
ପୁରୀ, ୧୩/୭: ଆସନ୍ତା ସୋମବାର ଦିନ ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଅନୁଷ୍ଠିତ ହେବ। ଏଥିଲାଗି ବାହୁଡ଼ାଯାତ୍ରାର ପୂର୍ବ ପ୍ରସ୍ତୁତି ନିମନ୍ତେ ୧୪ ତାରିଖ (ରବିବାର) ସନ୍ଧ୍ୟା ୫ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ଏଣୁ ଧାର‌୍ୟ୍ୟ ସମୟ ଅବଧି ମଧ୍ୟରେ ଆଡ଼ପ ମଣ୍ଡପ ନବମୀ ଦର୍ଶନ କରି ମହାପ୍ରଭୁଙ୍କ କୃପା ଲାଭ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।Continue Reading
Odisha News
କଟକ,୧୩/୭: କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଛି। ନର୍ସିଂହୋମ୍ର ତୃତୀୟ ମହଲାରେ ଥିବା ଆଇସିୟୁରେ ନିଆଁ ଲାଗିଛି।ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏଥିସହିତ ଆଇସିୟୁରେ ଥିବା ରୋଗୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର ପାଇଁ ପ୍ରୟାସ ମଧ୍ୟ ଜାରି ରଖିଛନ୍ତି। କେଉଁ କାରଣରୁ ନିଆଁ ଲାଗିଛି ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନ ଥିବା ବେଳେ ପୋଲିସ Continue Reading
Odisha News
ପାରାଦୀପ, ୧୩/୭: ଜଗତସିଂହପୁର ଜିଲ୍ଲା ପାରାଦୀପରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରାଦୀପର ଦୋଛକିରେ ଡ୍ୟୁଟିରେ ଥିବା ହୋମଗାର୍ଡଙ୍କୁ ଚାପିଦେଲା ଲୁହାପଥର ବୋଝେଇ ଟ୍ରକ୍।ମୃତ ହୋମଗାର୍ଡ ହେଲେ ସ୍ଥାନୀୟ ବାଲଡିହ ଗ୍ରାମର ରାଜନ ପ୍ରଧାନ। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖିବାକୁ ମିଳିଛି। ଉଭୟ ପାରାଦୀପ – କଟକ ଓ ଚଣ୍ଡିଖୋଲ ରାସ୍ତା ଅବରୋଧ କରିଛନ୍ତି ଉତ୍ତ୍ୟକ୍ତ ଲୋକ। ଆଜି ଭୋରରୁ ଧାଡ଼ି ଭାଙ୍ଗି ଯାଉଥିବା ଟ୍ରକକୁ ହୋମଗାର୍ଡ ରାଜନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୩/୭: ସନ୍ଧ୍ୟା ସମୟରେ ମାଉସୀ ମା ମନ୍ଦିର ପରିସରରେ ଜ଼ିଲ୍ଲା ପ୍ରଶାସନ ପକ୍ଷ ରୁ ଭଜନ ସମାରୋହ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି ଅବସରରେ ସୃଷ୍ଟି ନୃତ୍ୟକ୍ଷ ନୁ ଷ୍ଟ। ନ ର କଳାକାର ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ନୃତ୍ୟ ଗୁରୁ ଅରୂପ ରଞ୍ଜନ ମହାରଣକ୍ଷ ଙ୍କ ନିର୍ଦେଶନାରେ ସତ୍ୟବାନ ସେଠୀ,ଅଶୋକ ବିଶି, ଉର୍ମି ମହାନନ୍ଦିଆ ଭଜନ ପରିବେଷଣ କରିଥିଲେ ।ଶ୍ରଦ୍ଧାଞ୍ଜଳି ସାହୁ Continue Reading