Home Archive by category Odisha News (Page 475)

Odisha News

Odisha News
ଭୁବନେଶ୍ୱର,୧୦/୭: ଶେଷ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ୩ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି ।ସବୁଠୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ସର୍ବନିମ୍ନ ମଜୁରୀ ସଂଶୋଧନ ପ୍ରସ୍ତାବରେ ମୋହର ବାଜିଛି । ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି ମୋହନ ସରକାର। ଏଥିସହ ଶ୍ରମିକଙ୍କ ବ୍ୟତୀତ ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଧ୍ୟ ମଜୁରୀ Continue Reading
Odisha News
ପୁରୀ,୧୦/୭: ପହଣ୍ଡିରେ ଅଘଟଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ବୁଧବାର ବସିଥିବା ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜା ତାଙ୍କର ପ୍ରତିକ୍ରିୟା ରଖିଛନ୍ତି।ଗଜପତି କହିଛନ୍ତି, ଯାହା ଘଟିଲା ତାହା ସମସ୍ତଙ୍କୁ ମର୍ମାହତ କରିଛି, ଦୁଃଖିତ କରିଛି। କାଲିର ଘଟଣାରୁ ସେବାୟତମାନେ ଯାହା ଶିଖିବା କଥା ଶିଖିଛନ୍ତି।ଆଗାମୀ ଦିନରେ ଏହାର ପୁନରାବୃତ୍ତି ନ ହେବାକୁ ସେବାୟତ ଯତ୍ନ ନେବେ। ପହଣ୍ଡି ସମୟରେ ଓ ରଥ ଉପରେ ଅଧିକ ସେବାୟତ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୦/୭: ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ତିନି ଦିନିଆ ଗସ୍ତରେ ବଲାଙ୍ଗୀର ରେ ପହଂଚିଛନ୍ତି । ନିର୍ବାଚନ ରେ ବିଜୟ ପରେ କନକ ବର୍ଦ୍ଧନ ସିଂହଦେଓ ତାଙ୍କ ନିର୍ବାଚନ ମଣ୍ଡଳୀ କୁ ପ୍ରଥମଗସ୍ତ ହୋଇଥିବା ବେଳେ ଉପମୁଖ୍ୟମନ୍ତ୍ରୀ ହୋଇ ଥିବାରୁ ପାଟଣାଗଡ଼ ଜନସାଧାରଣ ତଥା କର୍ମୀ ମାନଙ୍କ ମଧ୍ୟରେ ବେସ ଉତ୍ସାହ ଦେଖିବାକୁ ମିଳିଛି ।ବଲାଙ୍ଗିର ଜିଲ୍ଲା ବାନ୍ଧନଭାଡ଼ି ଠାରୁ ଏକ ବାଇକ ରେଲି ରେ ଭବ୍ୟସ୍ୱାଗତ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର,୧୦/୭: ଋଣ କରିଦେବା ନା ରେ ଠକେଇ କରିବା ଅଭିଯୋଗରେ ଆଜି ଜଣେ ବ୍ୟକ୍ତିକୁ ଗିରଫ କରିଛି ଟାଉନ ପୁଲିସ । ଗିରଫ ଅଭିଯୁକ୍ତ ଜଣକ ହେଲେ ବଲାଙ୍ଗିର ସହର ବରପାଲି ପଡ଼ାର କୈଳାଶ ମହାନ୍ତି। ଆଜି ତାକୁ ଗିରଫ କରାଯାଇଥିବା ନେଇ ବଲାଙ୍ଗିର ଏସ ଡି ପି ଓ ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତିଁ।ପ୍ରକାଶ ଯେ ଛନ୍ଦା ଚରଣ ବର୍ଗେ ଋଣ କରାଇ ଦେବା ନାମରେ ଠକେଇର ଶୀକାର […]Continue Reading
Odisha News
ମହେନ୍ଦ୍ର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୦/୭: ପାଟଣାଗଡ଼ ରେ ଜଣେ ଅପରିଚିତ ଅସହାୟ ଶବକୁ ପ୍ରଥମେ ଜଣେ ସଂଘଠନ ଶବକୁ ପୋତି ଦେଇଥିଲେ ।ସେହି ପୋତି ଥିବା ଶବ ମାଟି ଉପରେ ଦେଖାଗଲା ବୋଲି ପାଟଣାଗଡ଼ ଅଞ୍ଚଳ ରେ ଛାଞ୍ଚଲ୍ୟ ଖେଳି ଯାଇଥିଲା । ତାପରେ ସେହି ଶବକୁ ମାଟିରୁ କାଢି ତାକୁ ବଲାଙ୍ଗୀର ଶବ ବ୍ୟବଛେଦ କେନ୍ଦ୍ରକୁ ଅଣାଗଲା ଓ ପୋଷ୍ଟମର୍ଟମ କରାଗଲା ।ତଦନ୍ତରୁ ଜଣାପଡିଲା ଜଣେ ଅସହାୟ ଅପରିଚିତ ଲୋକ ର ଶବ। ପାଟଣାଗଡ଼ ପୋଲିସ […]Continue Reading
Odisha News
ଭଞ୍ଜନଗର, ୧୦/୭: ଦୁର୍ବୃତ୍ତମାନେ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଅଳଙ୍କାର ଭର୍ତ୍ତି ବ୍ୟାଗ୍ ଲୁଟିନେଇଥିବାର ଖବର ମିଳିଛି। ଦୁର୍ବୃତ୍ତମାନେ ୧୫ କେଜି ରୂପା ଓ ୧୫୦ ଗ୍ରାମ ସୁନା ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ହୋଇଛି। ଗହଣା ବ୍ୟବସାୟୀ ବ୍ୟବସାୟ ସାରି ଘରକୁ ଫେରୁଥିବା ବେଳେ ଲୁଟର ଶିକାର ହୋଇଛଥିବା କୁହାଯାଉଛି।ଗଞ୍ଜାମ ଜିଲ୍ଲା ଚମଖଣ୍ଡି ଥାନା ନରେନ୍ଦ୍ରପୁର ଛକ ନିକଟରେ ଗତକାଲି ସଂଧ୍ୟାରେ ଏହି ଅଭାବନୀୟ ଘଟଣା ଘଟିଛି। ଦୁଇ ଜଣ ଯୁବକ ବାଇକରେ ଆସି ଲୁଟ୍ Continue Reading
Odisha News
ପୁରୀ, ୧୦/୭: ମହାପ୍ରଭୁଙ୍କ ଆଡ଼ପ ଦର୍ଶନ ଆରମ୍ଭ ହୋଇଛି। ସକାଳ ଆଳତି ପରେ ଏଭଳି ଦର୍ଶନ ଆରମ୍ଭ ହୋଇଛି। ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି।ଆଡ଼ପ ମଣ୍ଡପରେ ତିନି ଦିଅଁ। ଜନ୍ମବେଦୀରେ ଚତୁର୍ଦ୍ଧାମୂରତିଙ୍କୁ ଦର୍ଶନ କରୁଛନ୍ତି ଭକ୍ତ। ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା।କଥିତ ଅଛି ଶ୍ରୀମନ୍ଦିରରେ ଦଶବର୍ଷ ଦର୍ଶନ କଲେ ଯାହା ଫଳ ମିଳେ, ଆଡ଼ପମଣ୍ଡପରେ ଦିନେ ଦର୍ଶନରେ ସେତିକି ଫଳ ମିଳିଥାଏ। ବିଶେଷକରି ଦିନ ଅପେକ୍ଷା ରାତିରେ ଦର୍ଶନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୦/୭: ସନ୍ଧ୍ୟା ରେ ରଥଯାତ୍ରା ଉପଲକ୍ଷେ ଜ଼ିଲ୍ଲା ପ୍ରଶାସନ ପକ୍ଷ ରୁ ଭଜନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ତିନି ଠାକୁର ମାଉସୀମା ମନ୍ଦିର କୁ ପହଂଚିବା ପରେ ଆଜି ପ୍ରଥମ ଦିନର ଭଜନ ସନ୍ଧ୍ୟା ରେ ଓମ ଶ୍ରୀ ଭଜନ ସନ୍ଧ୍ୟା ଅନୁଷ୍ଠାନ ର କଳାକାର ମାନେ ଅତି ସୁନ୍ଦର ଭଜନ ପରିବେଷଣ କରିଥିଲେ ।କାର୍ଯ୍ୟ କ୍ରମ କୁ ନଗରପାଳ ଶ୍ରୀଯୁକ୍ତ ମୃତ୍ୟୁଞ୍ଜୟ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ […]Continue Reading
Odisha News
ଖଇରା/ସୋର, ୯/୭: ବ୍ୟାଙ୍କ ସମ୍ମୁଖରେ ଗୁଳି ଫୁଟାଇ ୧୨ ଲକ୍ଷ ଟଙ୍କା ଲୁଟ୍ ନେଇ ଅଭିଯୋଗ ହୋଇଛି। ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଆହତ ବ୍ୟକ୍ତିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବାଲେଶ୍ବର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ କୁପାରୀ କୃପେଶ୍ୱର ପେଟ୍ରୋଲ ପମ୍ପର ଜଣେ କର୍ମଚାରୀ ଆଜି ଅପରାହ୍ଣରେ ଏହି ଗୁଳିମାଡ଼ର ଶିକାର ହୋଇଛନ୍ତି।ସୂଚନା ଅନୁସାରେ କୁପାରୀ କୃପେଶ୍ୱର ପେଟ୍ରୋଲ ପମ୍ପର ଦୁଇ ଜଣ କର୍ମଚାରୀ ଅଜୟ Continue Reading
Odisha News
ଭୁବନେଶ୍ୱର,୯/୭ : ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ତତ୍ପର ହୋଇଛି ସ୍ୱାସ୍ଥ୍ୟ ବିଭାଗ। ଗତ ୫ ବର୍ଷ ଭିତରେ ରାଜ୍ୟର ଯେଉଁ ଅଞ୍ଚଳ ଡେଙ୍ଗୁ ହଟ୍ସ୍ପଟ୍ ରହିଆସିଛି, ସେସବୁ ଅଞ୍ଚଳକୁ ମ୍ୟାପିଂ କରିବା ସହ ସେଠାରେ ସର୍ବେକ୍ଷଣ ଆରମ୍ଭ ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ।ମୌସୁମୀ ଓ ଏହାର ପରବର୍ତ୍ତୀ ସମୟରେ ଡେଙ୍ଗୁ ଓ Continue Reading