ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୫/୭: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ୍ ଅନ୍ତର୍ଗତ ନାମନଗଡ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଦ୍ବୟ ଶ୍ରୀ ଭେଙ୍କେଟେଶ୍ୱର ସାହୁକାର ଓ ଶ୍ରୀ ସୁରେଶ ଚନ୍ଦ୍ର ମହାଙ୍କୁଡଙ୍କୁ ଅବସରକାଳୀନ ବିଦାୟ ସମ୍ଭର୍ଦ୍ଧନା ଜ୍ଞାପନ କରାଯାଇଛି ।ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ହରିହର ଦାସଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମ୍ଭର୍ଦ୍ଧନା ସଭା ପର୍ବର କାର୍ଯ୍ୟକ୍ରମରେ ଗୁମ୍ମା ବ୍ଲକର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୭: ଗଜପତି ଜିଲ୍ଲାର ଆକାଙ୍ଗକ୍ଷୀ ଜିଲ୍ଲା ଭାବେ ପରିଚିତ ଗୁମ୍ମା ଏବଂ ଆର:ଉଦୟଗିରି ଠାରେ ଆଜି କେନ୍ଦ୍ର ସରକାରଙ୍କ ନୀତି ଆୟୋଗ ପକ୍ଷରୁ ପ୍ରାୟୋଜିତ ସମ୍ପୂର୍ଣତା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଏକକାଳୀନ ଭାବେ ଶୁଭାରମ୍ଭ ହୋଇଯାଇଛି ।ଏହି ଅବସରରେ ପାରଳାଖେମୁଣ୍ଡି ସ୍ଥିତ ରାମସ୍ଵାମୀ ମନ୍ଦିରରୁ ପୂଜାର୍ଚ୍ଚନା ହୋଇ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆଇପି: ଶ୍ରୀ ସୁରେନ୍ଦ୍ର Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର,୫/୭ : ଗୁରୁବାର ସକାଳ ୧୦.୩୦ ମିନିଟ ସମୟ ରେ ନବନିର୍ବାଚିତ ଯୁବ ବିଧାୟକ ଶ୍ରୀ ମାନସ ଦତ୍ତ ଙ୍କ ପୁରୁଣା ଷ୍ଟାଡିୟମ୍ ନିକଟ ଅଫିସ ରେ ମିଶନ ଶକ୍ତି ବିଏଲଫ ପୌରପାଳିକା ର ସଭାପତି ସ୍ୱାତୀ ପ୍ରଭା ଦାଶ ଓ ସମ୍ପାଦିକା ନମିତାରାଣି ବାରିକ ଙ୍କ ନେତୃତ୍ୱ ରେ ପୋରପାଳିକା ବିଏଲେଫ୍ ର ସମସ୍ତ ଇସି ମେମ୍ବର ମାନେ ବିଧାୟକ ଶ୍ରୀ ଦତ୍ତ ଙ୍କୁ ପୁଷ୍ପଗୁଚ୍ଛ ଓ ଏକ ବୃକ୍ଷ ଚାରା ଦେଇ […]Continue Reading
ଭୁବନେଶ୍ୱର,୫/୭ : ବିଭିନ୍ନ ରାଜ୍ୟ ପାଇଁ ଆଜି ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତ କରିଛି ବିଜେପି। ବିଜୟପାଲ ସିଂ ତୋମାରଙ୍କୁ ଦଳ ଓଡ଼ିଶାର ପ୍ରଭାରୀ ଦାୟିତ୍ୱ ଦେଇଛି।ସେହିପରି ଲତା ଉସେଣ୍ଡିଙ୍କୁ ଓଡ଼ିଶାର ସହପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ବିଜୟପାଲ ସିଂ ତୋମାର ପୂର୍ବରୁ ଓଡ଼ିଶାର ନିର୍ବାଚନ ପ୍ରଭାରୀ ଥିଲେ। ଡି. ପୂରନ୍ଦେଶ୍ୱରୀ ରାଜ୍ୟ ବିଜେପି ପ୍ରଭାରୀ ଥିଲେ।ପୂରନ୍ଦେଶ୍ୱରୀଙ୍କ ବଦଳରେ ଦଳ ବିଜୟପାଲ ସିଂ ତୋମାରଙ୍କୁ ଦଳ ପ୍ରଭାରୀ ନିଯୁକ୍ତ କରିଛି। ସେହିପରି Continue Reading
ଭୁବନେଶ୍ବର, ୫/୭: ଓଡ଼ିଶାର ଅଭୟାରଣ୍ୟରେ ମହାବଳ ବାଘବଂଶ ବୃଦ୍ଧି ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି। ଏଥି ପାଇଁ ବାହାର ରାଜ୍ୟରୁ ମହାବଳ ବାଘ ଆଣିବେ। ଏହାକୁ ରାଜ୍ୟର ୨ଟି ଅଭୟାରଣ୍ୟରେ ଛାଡ଼ିବେ। ବନ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି।ସୂଚନା ଅନୁସାରେ ରାଜ୍ୟ ସରକାର ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ରରୁ ୫ଟି ମହାବଳ ବାଘ ଆଣିବାକୁ ଯୋଜନା କରିଛନ୍ତି। ସମ୍ବଲପୁର ଜିଲ୍ଲା ଡେବ୍ରିଗନ ଅଭୟାରଣ୍ୟ ପାଇଁ ୩ଟି ଓ ମୟୂରଭଂଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟ ପାଇଁ Continue Reading
ଭୁବନେଶ୍ୱର,୫/୭: ରାଜ୍ୟରେ ୫ କୋଟି ଗଛ ଲାଗିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କହିଛନ୍ତି। ବୃକ୍ଷରୋପଣରେ ଓଡ଼ିଶା ଦେଶରେ ଏକ ନମ୍ବର ହେବ। ‘ଏକ୍ ପେଡ୍ ମାଆ କେ ନାମ୍’ କାର୍ୟ୍ୟକ୍ରମରେ ୧ ଲକ୍ଷ ୪୫ ହଜାର ଗଛ ଲାଗିଛି। ଓଡ଼ିଶା ଦେଶରେ ୧ ନଂ ହୋଇଥିବା ବେଳେ ୪୮ ହଜାର ଗଛ ଲଗାଇ କେରଳ ଦ୍ୱିତୀୟ ସ୍ଥାନରେ ରହିଛି।ରାଜ୍ୟରେ ୫ କୋଟି ଗଛ ଲାଗିବାକୁ ଥିବା ବେଳେ ସରକାର ୨.୨୦ କୋଟି ଗଛ ଲଗାଇବେ। […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୫/୭ : ବାଲିଗୁଡା ବନଖଣ୍ଡ ଦ୍ୱାରା ୭୫ତମ ବନମହୋତ୍ସବ କାର୍ଯ୍ୟକ୍ରମ ଚାଲିଛି । ଆଜି ବାଲିଗୁଡା ବନାଂଚଳ ଅନ୍ତର୍ଗତ ବାଟାଗୁଡା ପଂଚାୟତର ଡାପାକିଆ ଗ୍ରାମର ଜଙ୍ଗଲରେ ଚାରା ରୋପଣ କରାଯାଇଛି ।ଏଥିରେ ମୁଖ୍ୟ ଅତିଥୀ ଭାବେ ବିଧାୟକ ଚକ୍ରମଣି କହଁର ଯୋଦଗ ଦେଇଥିବା ବେଳେ ଜିଲ୍ଲାପରିଷଦ ଅଧକ୍ଷା ନନ୍ଦିନୀ ମଳିକ ,ବାଟାଗୁଡାସରପଂଚ ପ୍ରତାପ ମଲ୍ଲିକ,ବାଲିଗୁଡା ଏନଏସି ଅଧକ୍ଷ ଗୋବିନ୍ଦ ପ୍ରଧାନ,ଜିଲ୍ଲା ପରିଷଦ ସଭ୍ୟ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୫/୭: ଗୁରୁବାର ଦିନ ୧୦.୩୦ ଘଣ୍ଟା ସମୟରେ ବୌଦ୍ଧ କଲ୍ୟାଣ ମଣ୍ଡପ ଠାରେ ଓଡିଶା ସାହିତ୍ୟ ଏକାଡେମୀର ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ଓଡିଆ,ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲା ସଂସ୍କୃତି ଅଧିକାରୀ ବବିତା ମିଶ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଉକ୍ତ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ବ୍ଲକ୍ ଓ ଏ.ନ.ଏସି ସ୍ତରରୁ କୃତକାର୍ଯ୍ୟ ହୋଇ Continue Reading
ଭୁବନେଶ୍ବର, ୫/୭: କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କର ପରଲୋକ ହୋଇ ଯାଇଛି। ଦୀର୍ଘ ଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ସୁରେନ୍ଦ୍ରନାଥ ନାୟକଙ୍କର ଗତକାଲି ବିଳମ୍ବିତ ରାତିରେ ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଘନିଷ୍ଠ ସହଯୋଗୀ ଥିଲେ ସୁରେନ୍ଦ୍ରନାଥ ନାୟକ । Continue Reading
ଭୁବନେଶ୍ୱର, ୪/୭: ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତୀକରଣ କାର୍ଯ୍ୟକ୍ରମ ‘ମିସନ ଶକ୍ତି’କୁ ଓଡ଼ିଶାରେ କାର୍ୟ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏଥିରେ ୱାନ୍ ଷ୍ଟପ ସେଣ୍ଟର, ମହିଳା ହେଲ୍ପ ଲାଇନ୍, ବେଟି ବଚାଓ ବେଟି ପଢାଓ, ମହିଳା ସଶକ୍ତୀକରଣ ପାଇଁ ହବ୍ ନିର୍ମାଣ, ସଖୀ ନିବାସ, ଶକ୍ତି ସଦନ, ଶିଶୁଗୃହ Continue Reading




