କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୪/୭: ଗୁରୁବାର ଦିନ ୧୧ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ପକ୍ଷରୁ ଟୁଟୁସିଙ୍ଗା ପଞ୍ଚାୟତ ହାଇସ୍କୁଲ ଠାରେ ବନ ମହୋତ୍ସବ ସପ୍ତାହ ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲା ଦୌରାଜଜ୍ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅଧ୍ୟକ୍ଷ ବିକ୍ରମ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଓ ସଚିବ ଶ୍ରୀମତୀ ଶାଶ୍ୱତି ମିଶ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଦଣ୍ଡାଧୀଶ Continue Reading
Odisha News
ଭୁବନେଶ୍ବର, ୪/୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରରେ ପୁଣି ଏକ ବଦଳି ହୋଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ (ସିଏମ୍ଓ)ରେ କାର୍ଯ୍ୟରତ ୪ ଅଧିକାରୀଙ୍କୁ ସାଧାରଣ ପ୍ରଶାସନ (ଜିଏ) ବିଭାଗକୁ ଫେରାଇ ଦିଆଯାଇଛି।ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ସିଏମ୍ଓରେ କାର୍ଯ୍ୟରତ ଥିଲେ ଲାଲା ମନୋଜ କୁମାର ରାୟ, ରବୀନ୍ଦ୍ର କୁମାର ସେଠୀ, ଶୁଭ୍ରାଂଶୁ ମିଶ୍ର ଏବଂ ମନୋଜ କୁମାର ସ୍ବାଇଁଙ୍କୁ ଜିଏକୁ ଫେରାଇ ଦିଆଯାଇଛି।Continue Reading
କଟକ, ୪/୭: ଯାଜପୁର ଜିଲ୍ଲା ଧର୍ମଶାଳାର ବିବାଦୀୟ ବଲ୍ଲେ ବଲ୍ଲେ ଢାବା ସିଲ୍ ଘଟଣାରେ ଅଭିନେତ୍ରୀ ଏଲିନା ଦାସ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ବିଜେଡି ନେତ୍ରୀ ଶ୍ରୀମତୀ ଦାସ ଆଜି ହାଇକୋର୍ଟରେ ରିଟ୍ ପିଟିସନ୍ ଦାଖଲ କରିଛନ୍ତି।ଏଲିନାଙ୍କ ଓକିଲ କହିଛନ୍ତି, ବଲ୍ଲେ ବଲ୍ଲେ ଢାବା ସହ ଏଲିନା ଓ ତାଙ୍କ ପରିବାରର କୌଣସି ସମ୍ପର୍କ ନାହିଁ। ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ କହିଛନ୍ତି, ବଲ୍ଲେ ବଲ୍ଲେ ଢାବା ସହ ଏଲିନା କିମ୍ବା ତାଙ୍କ ପରିବାରର କୌଣସି ସଦସ୍ୟଙ୍କ Continue Reading
ଭୁବନେଶ୍ୱର,୪/୭ : ‘ ଆସନ୍ତା ୮ ତାରିଖରେ ଖୋଲିନପାରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର । ଉକ୍ତ ଦିନ ରଥ ଯାତ୍ରା ଥିବାରୁ ରତ୍ନ ଭଣ୍ଡାର ଖୋଲାଯିବା ସମ୍ଭାବନା କମ୍ ।ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ଖୋଲାଯିବ । ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ଅବସରପାପ୍ତ ବିଚାରପତି ଜଷ୍ଟିସ୍ ଅରିଜିତ୍ ପଶାୟତ ଆଜି ଭୁବନେଶ୍ୱରରେ ପହଞ୍ଚିବା ପରେ ଏପରି ମନ୍ତବ୍ୟ ଦେଇଛନ୍ତି।ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ Continue Reading
ଭୁବନେଶ୍ୱର,୪/୭: ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା ଏକାଡେମୀର ପୁନଃଗଠନ ହେବା ନେଇ ସେ କହିଛନ୍ତି। ସବୁଠୁ ବଡ଼ କଥା ହେଲା ଓଡ଼ିଆ ଭାଷାରେ ସରକାରୀ କାର୍ୟ୍ୟ କରାଯିବ।ଏଥିସହିତ ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ଏକ କମିଶନ ଗଠନ କରାଯିବ। Continue Reading
ନୟାଗଡ଼, ୪/୭: ନୟାଗଡ଼ ଜିଲ୍ଲା ଭାପୁର ତହସିଲ କାର୍ୟ୍ୟାଳୟର ମୁଖ୍ୟ କିରାଣୀଙ୍କ କ୍ୱାର୍ଟର୍ସରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫ୍ୟାନ ସର୍ଟ ସର୍କିଟ୍ ହେବା ପରେ ଘରେ ନିଆଁ ଲାଗି ଯାଇଥିଲା। ଫଳରେ ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗି ଏହା ଫାଟି ଯାଇଥିଲା। ବିସ୍ଫୋରଣ ଯୋଗୁ ଘରର ଛାତ ଉଡ଼ି ଯାଇଥିଲା। ଏହି ଅଘଟଣ ଯୋଗୁ ପତିପତ୍ନୀଙ୍କ ସମେତ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ରାତି ୩ଟା ବେଳେ ଏହି ଘଟଣା ଘଟିଛି।ଘରେ ଭାପୁର ତହସିଲ […]Continue Reading
ଭୁବନେଶ୍ବର, ୪/୭: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ପ୍ରବେଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କରିଛନ୍ତି ।ତୃତୀୟ ମହଲାର ନିଜ ପ୍ରକୋଷ୍ଠରେ ଗୁରୁବାରଠାରୁ କାର୍ଯ୍ୟ ଆରମ୍ଭ। ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂ ଦେଇ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ।ଏହାପରେ ମୁଖ୍ୟମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ ଓ କ୍ୟାବିନେଟ ମନ୍ତ୍ରୀ ଲୋକସେବା ଭବନକୁ Continue Reading
ଭୁବନେଶ୍ୱର, ୪/୭: ଆସନ୍ତା ଜୁଲାଇ ୭ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ ।ତେବେ ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିଅଣ୍ଟିଆ ବର୍ଷା ହେବ। ଆସନ୍ତା ସପ୍ତାହରେ ରାଜ୍ୟର ଅଧିକାଂଶ ସ୍ଥାନରେ ମୋଟ ବର୍ଷା ୫୦ରୁ ୬୦ମିମି ରହିବ । ଜୁଲାଇ ପ୍ରଥମମାର୍ଦ୍ଧରେ Continue Reading
ଭୁବନେଶ୍ବର/ମାଲକାନଗିରି, ୩/୭: ମାଲକାନଗିରିର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ୀ ଆଉ ନାହାନ୍ତି। ଭୁବନେଶ୍ବରରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ୫୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି।ସୂଚନା ଅନୁସାରେ ଆଦିତ୍ୟ ମାଢ଼ୀଙ୍କ ସ୍ବାସ୍ଥ୍ୟ ଜନିତ ସମସ୍ୟା ଯୋଗୁଁ ଏକ ବର୍ଷ ହେଲା ଅସୁସ୍ଥ ଥିଲେ। ନିକଟରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୭; ବାଲିଗୁଡା ୭୫ତମ ବନମହୋତ୍ସବ ସପ୍ତାହ ଚାଲିଛି । ଆଜି ବାଲିଗୁଡା ସହରର ୧ନଂ ଓାର୍ଡ କାମପଡାଠାରେ ବନୀକରଣ କାର୍ଯ୍ୟକରାଯାଇଛି ।ବୃକ୍ଷରୋପ ପରେ ଏକ ସାଧାରଣ ସଭାର ଆୟୋଜନ କରାଯାଇଥିଲା । ବନଖଣ୍ଡ ଅଧିକାରୀ ବିଶ୍ୱରାଜ ପଣ୍ଡା ସଭାପତିତ୍ୱ କରିଥିବା ବେଳେମୁଖ୍ୟ ଅତିଥୀ ଭାବେ ଏସଡିପିଓ ରାହୁଲ ଗୋୟଲ, ବରିଷ୍ଠ ଆଇନଜୀବି କୌଶିକ ସାହୁ,ଆଇଟିଡିଏ ପିଏ କୃପାସିନ୍ଧୁ ବେହେରା,ଏସଡିଭିଓ,ତହସିଦାର,ଅତିରିକ୍ତ Continue Reading




