Home Archive by category Odisha News (Page 481)

Odisha News

Odisha News
ଭୁବନେଶ୍ବର,୨/୭: ବିଭିନ୍ନ ବର୍ଗରେ ଲୋକଙ୍କୁ ମିଳୁଥିବା ସରକାରୀ ଭତ୍ତା ପରିମାଣ ବୃଦ୍ଧି ପାଇବ। ଏହି ଭତ୍ତା ଟଙ୍କାକୁ ସର୍ବନିମ୍ନ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ।ଏନେଇ ଘୋଷଣା କରିଛନ୍ତି ସାମାଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଦିବ୍ୟାଙ୍ଗ ଭତ୍ତାକୁ ଗୁରୁତ୍ୱ ଦିଆଯିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ।ସେ ନେଇ ପ୍ରସ୍ତୁତି ଚାଲିଛି ଏବଂ ଅର୍ଥ ବିଭାଗ ସହ ବିସ୍ତୃତ ଆଲୋଚନା ପରେ ଏହାକୁ କାର୍ଯ୍ୟକାରୀ କରାଯିବ Continue Reading
Odisha News
ଢେଙ୍କାନାଳ,୨/୭: ଗରିବ ଓ ମଧ୍ୟବିତ୍ତ ଶ୍ରେଣୀର ଲୋକଙ୍କ ଗମନାଗମନ ପାଇଁ ବିଜେଡି ସରକାର ଆରମ୍ଭ କରିଥିଲା ଲକ୍ଷ୍ମୀବସ୍ ଯୋଜନା। ବିଜେପି ସରକାର ଇତିମଧ୍ୟରେ ଶାସନକୁ ଆସିଛନ୍ତି। ସରକାର ନିର୍ଦ୍ଦେଶ ଦେଇଛନ୍ତି କି ନାହିଁ, ଜଣାନାହିଁ। କିନ୍ତୁ ଦେଖାଯାଇଛି ଯେ ଏ ବସ୍ଗୁଡ଼ିକ ସବୁଜରୁ ଗେରୁଆକୁ ରୂପାନ୍ତରିତ କରାଯାଉଛି।ଢେଙ୍କାନାଳ ବସ୍ଷ୍ଟାଣ୍ଡ ଭିତରେ ରହିଥିବା ପ୍ରାୟ ୨୮ ଲକ୍ଷ୍ମୀବସ୍କୁ ଏହିପରି ଗେରୁଆ ରଙ୍ଗ କରାଯାଉଛି। ନିର୍ବାଚନରେ ବିଜେଡି ପରାଜିତ ହେବା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧/୭: ଦେଶରେ ଆଜି ନୂତନ ଅପରାଧିକ ଆଇନ କାର୍ଯ୍ୟକାରି ହୋଇଥିବାରୁ ନୂତନ ଅପରାଧିକ ଆଇନ କାର୍ଯ୍ୟକାରିତାକୁ ନେଇ ଆଜି ବୌଦ୍ଧ ଜିଲ୍ଲା ପୁଲିସ କାର୍ଯ୍ୟାଳୟ ପରିସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା ।ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ବୌଦ୍ଧ ରିଜର୍ଭ ଇନ୍ସିପେକ୍ଟର କୁଳମଣୀ ଗିରି ସମସ୍ତଙ୍କୁ ସ୍ୱାଗତ କରିଥିଲେ ।ଡିଏସପି ସଂଯୁକ୍ତା ବାର୍ଲା ମହିଳା ଓ ଶିଶୁ ନିର୍ଯ୍ୟାତନା Continue Reading
Odisha News
ପୁରୀ, ୨/୭:ଆସନ୍ତା ୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଦୀର୍ଘ ୫୩ ବର୍ଷପରେ ଚଳିତ ବର୍ଷ ଗୋଟିଏ ଦିନରେ ନେତ୍ରଉସତ୍ବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ପଡୁଛି। ତେଣୁ ଦୁର୍ଲ୍ଲଭ ରଥଯାତ୍ରାରେ ଭକ୍ତଙ୍କ ସମାଗମ ଅଧିକ ରହିବ ବୋଲି ଆଶଙ୍କା କରାଯାଉଛି।ସେହିପରି ମହାପ୍ରଭୁଙ୍କ ଘୋଷଯାତ୍ରାରେ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ ଯୋଗଦାନ କରିବାର କାର‌୍ୟ୍ୟକ୍ରମ ରହିଛି। ତେଣୁ ଚଳିତବର୍ଷ ମହାପ୍ରଭୁଙ୍କ ଘୋଷଯାତ୍ରାକୁ Continue Reading
Odisha News
ଭୁବନେଶ୍ୱର,୧/୭: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆଜି ସାକ୍ଷାତ କରିଛନ୍ତି ମହାପ୍ରଭୁ ଜଗନ୍ନାଥଙ୍କ ଆଦ୍ୟ ସେବକ ଗଜପତି ମହାରାଜା ଦିବ୍ୟସିଂହ ଦେବ।ଆଗାମୀ ରଥଯାତ୍ରାର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୃଙ୍ଖଳିତ ରଥଯାତ୍ରା ନୀତିକାନ୍ତିଠୁ ଆରମ୍ଭ କରି ରତ୍ନଭଣ୍ଡାର ଖୋଲାଯିବା ନେଇ ଆଲୋଚନା କରିଛନ୍ତି ଗଜପତି। ଗଜପତି ମହାରାଜା ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ସମୟରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।ଆଲୋଚନା ପରେ Continue Reading
Odisha News
By Our Correspondent Bhubaneswar, JULY 1: The Pediatric Pulmonology and ICU Team from the Pediatrics Department of AIIMS Bhubaneswar has been conferred with the prestigious Dr. Keshav BaliramHedgewarAarogya Bhushan Award by ReTHINK INDIA. On behalf of the department, Prof. (Dr.) Rashmi Ranjan Das and Addl. Prof. Dr. Krishna Mohan Gulla received the award in a […]Continue Reading
Odisha News
ସୁନ୍ଦରଗଡ଼, ୧/୭ : ଅତି ବୀଭତ୍ସ ଭାବେ ଅଜାଙ୍କୁ ଟାଙ୍ଗିଆରେ ହାଣିଦେଲା ନାତି। ତା’ପରେ ଅଜାର କଟା ମୁଣ୍ଡ କାଟି ଧରି ଗାଁରେ ବୁଲୁଥିଲା।ଆଜି ସକାଳେ ଏଭଳି ବୀଭତ୍ସ ହତ୍ୟାକାଣ୍ଡ ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗ ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ୍ ଗାଁରେ ପହଞ୍ଚି ଅଭିଯୁକ୍ତକୁ କାବୁ କରିଛି। ଗୁଣି ଗାରେଡ଼ି ପାଇଁ ଏହି ହତ୍ୟାକାଣ୍ଡ ଘଟିଥିବା ଅଭିଯୋଗ ହୋଇଛି।ଗୁଣିଗାରେଡିକୁ ନେଇ ପୁରୁଣାପାଣି ଗାଁର ନଇମନ ମୁଣ୍ଡା ଓ ତାଙ୍କ ସମ୍ପର୍କୀୟ ନାତି Continue Reading
Odisha News
ଭୁବନେଶ୍ବର, ୧/୭:ଅଭିଯୋଗ ଶୁଣାଣି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଜି ରାଜ୍ୟସ୍ତରୀୟ ସହ ଜିଲାସ୍ତରରେ ମଧ୍ୟ ଶୁଣାଣି କରାଯାଉଛି। ଲୋକମାନେ ପ୍ରଥମେ ଜିଲାସ୍ତରରେ ଅଭିଯୋଗ କରନ୍ତୁ। ଜିଲାସ୍ତରରେ ସମାଧାନ ହୋଇଗଲେ ଆଉ ଭୁବନେଶ୍ବର ଆସିବାକୁ ପଡ଼ିବନି। ଆଜି ଯେତିକି ଶୁଣାଣି ହୋଇଛି ସେଥିରୁ ପ୍ରାୟ ୯୯% ସମାଧାନ ହୋଇଯିବ।ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସୋମବାରଠାରୁ ସାଧାରଣ ଜନତାଙ୍କ ପାଇଁ ଖୋଲିଛି। ପ୍ରତି ସୋମବାର Continue Reading
Odisha News
ଭୁବନେଶ୍ୱର, ୧/୭: ବଜ୍ରପାତ ଯୋଗୁ ରାଜ୍ୟରେ ବହୁ ଜୀବନ ଚାଲିଯାଉଛି। ଏଥିରୁ ଲୋକମାନଙ୍କୁ ବଞ୍ଚାଇବା ପାଇଁ ପାରମ୍ପରିକ ପଦ୍ଧତି ଆପଣାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ବଜ୍ରପାତ ରୋକିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି ଓଡିଶା ସରକାର। ବିନା ଅନୁମତିରେ ତାଳଗଛ କାଟିଲେ ନିଆଯିବ କାର‌୍ୟ୍ୟାନୁଷ୍ଠାନ। ବନ ବିଭାଗର ଅନୁମତି ନ ନେଇ ଲୋକେ ତାଳଗଛ କାଟିପାରିବେନି ।ଗତ ଏପ୍ରିଲ ମାସରେ ଲୋକମାନଙ୍କୁ ବଞ୍ଚାଇବା ପାଇଁ ପାରମ୍ପରିକ ପଦ୍ଧତି ଆପଣାଇବାକୁ ସରକାର Continue Reading
Odisha News
ଭୁବନେଶ୍ୱର,୧/୭: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସୋମବାରଠାରୁ ସାଧାରଣ ଜନତାଙ୍କ ପାଇଁ ଖୋଲିଛି। ଫଳରେ ସେଠାରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। କେତେକ ଦିବ୍ୟାଙ୍ଗ ମଧ୍ୟ ଗୁହାରି ଜଣାଇବା ପାଇଁ ମଧ୍ୟ ସେଠାରେ ବସିଛନ୍ତି।ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଛନ୍ତି।ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ।ଆଜିର ଜନ ଶୁଣାଣି ପାଇଁ ଏଯାଏଁ ୩୦୦ରୁ ଅଧିକ ଲୋକ ନାମ ପଞ୍ଜିକରଣ କରିସାରିଥିବା ସୂଚନା ରହିଛି ସକାଳ Continue Reading