Home Archive by category Odisha News (Page 483)

Odisha News

Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୬: ଗଜପତି ଜିଲ୍ଲା ପ୍ରଶାସନ ଓ ଶ୍ରମ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ଶିଶୁ ଶ୍ରମିକ ଉଚ୍ଛେଦ ଓ କିଶୋର ଶ୍ରମିକ ମାନଙ୍କ ବିପଦ ସଙ୍କୁଳ କାର୍ଯ୍ୟରେ ନିରାକରଣ ନିମନ୍ତେ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଅଛି ।ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ସମ୍ମାନିତ Continue Reading
Odisha News
ଭୁବନେଶ୍ୱର,୨୯/୬: ଲକ୍ଷ୍ମୀ ବସ୍ ନାଁକୁ ନେଇ ବଡ଼ ଅପ୍ଡେଟ ସାମ୍ନାକୁ ଆସିଛି। ଲକ୍ଷ୍ମୀ ବସ୍ ନାଁ ବଦଳିବ ବୋଲି ପରିବହନ ମନ୍ତ୍ରୀ ବିଭୁତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଲକ୍ଷ୍ମୀ ବସ୍ ନାଁ ବଦଳାଇ ମୁଖ୍ୟମନ୍ତ୍ରୀ ବସ୍ ସେବା କରାଯିବ। ଏହା ଅତିଶୀଘ୍ର କାର‌୍ୟ୍ୟକାରୀ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।ରାଜ୍ୟର ପ୍ରତି କୋଣ ଅନୁକୋଣରେ ଗଡ଼ୁଛି ଲକ୍ଷ୍ମୀ ବସ୍ । ପୂର୍ବରୁ ଥିବା ବିଜେଡି ସରକାର ଏହି ଯୋଜନା ଆରମ୍ଭ କରିଥିଲେ । ତେବେ ଓଡ଼ିଶାରେ […]Continue Reading
Odisha News
ଭୁବନେଶ୍ୱର,୨୯/୬ : ଅନୁଗୁଳ ଜିଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।ଏହା ସହିତ ମୃତ ବାଳକର ପରିବାରର ନିକଟତମ ଆତ୍ମୀୟ ଙ୍କୁ ୬ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।ସୂଚନାଯୋଗ୍ୟ ଶନିବାର ଅନୁଗୋଳ ଟିକରପଡ଼ା ମହାନଦୀ କୂଳରେ ନାବାଳକ Continue Reading
Odisha News
ଭୁବନେଶ୍ବର, ୨୯/୬: ଧାନ ମଣ୍ଡିରେ ଲାଗିବ ସିସିଟିଭି। ମଣ୍ଡିରୁ ମିଲକୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍। ରାଜ୍ୟରେ ଦୁର୍ନୀତିକୁ ରୋକିବାକୁ କିଛି ଏଭଳି ଢଙ୍ଗରେ ତତ୍ପର ହେଇଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ। ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କହିବା ମୁତାବକ, ଏଣିକି ମଣ୍ଡିରୁ ମିଲକୁ ଯାଉଥିବା ଗାଡ଼ିରେ ଜିପିଏସ୍ ଲଗାଯିବ।ବୈଷୟିକ ଜ୍ଞାନକୌଶଳର ବ୍ୟବହାର କରାଯାଇ ଦୁର୍ନୀତିକୁ ରୋକାଯିବ ବୋଲି ସେ କହିଛନ୍ତି। ଖାଲି ସେତିକି ନୁହେଁ, ଏନେଇ ବିଭାଗୀୟ Continue Reading
Odisha News
ନୂଆଦିଲ୍ଲୀ, ୨୯/୬: ୟୁଜିସି ନେଟ୍ ପାଇଁ ନୂଆ ତାରିଖ ଘୋଷଣା କଲା ଏନଟିଏ । ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ତାରିଖ ମଧ୍ୟରେ ଏହି ପରୀକ୍ଷା ହେବ । ଏଥିସହ ଜଏଣ୍ଟ ସିଏସଆଇଆର ୟୁଜିସି-ନେଟ୍ ତାରିଖ ମଧ୍ୟ ଘୋଷଣା ହୋଇଛି । ଜୁଲାଇ ୨୫ରୁ ୨୭ ତାରିଖ ମଧ୍ୟରେ ପରୀକ୍ଷା କରାଯିବ ।ପରୀକ୍ଷାରେ ସ୍ୱଚ୍ଛତା ପାଇଁ କମ୍ପ୍ୟୁଟର ବେସଡ୍ ଟେଷ୍ଟ ଫର୍ମାଟରେ ଉଭୟ ପରୀକ୍ଷା ନିଆଯିବ । ଏନେଇ ଜାତୀୟ ପରୀକ୍ଷା ଏଜେନ୍ସି ବା ଏନଟିଏ ପକ୍ଷରୁ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୯/୬: ବୌଦ୍ଧଜିଲ୍ଲାରେ ଶିଶୁ ଶ୍ରମିକ ନିରାକରଣ ସଚତନତା ରଥର ଶୂୁଭାରମ୍ଭ ହୋଇଥିବା ବେଳେ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ହରଭଙ୍ଗା ବ୍ଳକର ପୁରୁଣାକଟକ ବଜାରରେ ଚଢଉ କରି ଦୁଇ ଶିଶୁ ଶ୍ରମିକକୁ ଉଦ୍ଧାର କରିଥିବା ଜଣାପଡିଛି ।ମିଳିଥିବା ସୁଚନା ମୁତାବକ ପୁରୁଣାକଟକ ଠାରେ ଥିବା ଏକ ମୋଟର ଗ୍ୟାରେଜ ଓ ହୋଟେଲ ଉପରେ ଶିଶୁ ଶ୍ରମିକ କାର୍ଯ୍ୟ କରୁଥିବା ନେଇ ଶ୍ରମ ବିଭାଗ ପକ୍ଷରୁ ଚଢଉ କରାଯାଇ ଦୁଇ ଜଣ ଶିଶୁ ଶ୍ରମିକକୁ ଉଦ୍ଧାର Continue Reading
Odisha News
କୋରାପୁଟ,୨୮/୬: ଡିପ୍ଥେରିଆ, ଜଣ୍ଡିସ୍ ପରେ ରାଜ୍ୟରେ ଆନ୍ଥ୍ରାକ୍ସ ଆକ୍ରାନ୍ତ ଚିହ୍ନଟ ହେବା ସ୍ବାସ୍ଥ୍ୟ ବିଭାଗର ମୁଣ୍ଡବିନ୍ଧାର କାରଣ ହୋଇଛି। ଶୁକ୍ରବାର କୋରାପୁଟ ଜିଲା ପଡ଼େଇଗୁଡ଼ା ଗାଁରେ ୨ ଆନ୍ଥ୍ରାକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସିଡିଏମ୍ଓଙ୍କ ଅଫିସ ପକ୍ଷରୁ ସୂଚନା ମିଳିଛି।ମିଳିଥିବା ସୂଚନା ମୁତାବକ, ମେଡିକାଲ ଟିମ୍ ପକ୍ଷରୁ ୬ ଜଣଙ୍କ ରକ୍ତ ନମୂନା ପରୀକ୍ଷା ପାଇଁ ପଠାଯାଇଥିଲା। ସେମାନଙ୍କ ମଧ୍ୟରୁ ୨ଜଣ ଆନ୍ଥ୍ରାକ୍ସରେ ଆକ୍ରାନ୍ତ ଥିବା ଚିହ୍ନଟ Continue Reading
Odisha News
ଭୁବନେଶ୍ବର,୨୮/୬: ବରିଷ୍ଠ ଆଇଏଏସ୍ ମନୋଜ ଆହୁଜା ଓଡ଼ିଶା ସରକାରଙ୍କ ନୂଆ ମୁଖ୍ୟ ଶାସନ ସଚିବ ହୋଇଛନ୍ତି। ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚ୍ର ବରିଷ୍ଠ ଆଇଏଏସ୍ ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ।କେନ୍ଦ୍ରୀୟ ଡେପୁଟେସନ୍ରେ ଥିବା ୧୯୯୦ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ମନୋଜ ଆହୁଜା ଓଡ଼ିଶା ଫେରିବା ପୂର୍ବରୁ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର‌୍ୟ୍ୟ Continue Reading
Odisha News
ଝାରସୁଗୁଡ଼ା, ୨୮/୬ : ମାଆ ଓ ଦୁଇ ବଢ଼ିଲା ଝିଅ ଛାତରୁ ଡେଇଁ ପଡ଼ିଲେ। ହେଲେ ଡେଇଁବାର ପ୍ରକୃତ କାରଣ ଜଣାପଡ଼ି ନାହିଁ। ମାନସିକ ପୂରଣ ପାଇଁ ସେମାନେ ଛାତରୁ ଡେଇଁ ପଡ଼ିଥିବା ଚର୍ଚ୍ଚା ହେଉଛି। ସେମାନଙ୍କୁ ଝାରସୁଗୁଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି।ଝାରସୁଗୁଡା ସହରରେ ଭଡ଼ାରେ ରହୁଥିଲେ ଗୋଟିଏ ପରିବାର। ଅଭିଯୋଗ ଅନୁସାରେ ଗୁରୁବାର ରାତିରେ ସେମାନଙ୍କ ଘରେ ପୂଜା କରାଯାଇଥିଲା। ମାନସିକ ପୂରଣ ପାଇଁ ଏହି ପୂଜା ଆୟୋଜନ କରାଯାଇଥିବା ଚର୍ଚ୍ଚା ହେଉଛି।ରାତିରେ ପୂଜା Continue Reading
Odisha News
ଭୁବନେଶ୍ବର,୨୮/୬: ବଦଳିପାରେ ମେକ୍ ଇନ୍ ଓଡ଼ିଶା ନାଁ। ଏନେଇ ଇସାରା ଦେଇଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ। ମେକ୍ ଇନ୍ ଓଡ଼ିଶା ନାଁ ବଦଳାଇ ଉତ୍କଳ ଇନଭେଷ୍ଟ ସମ୍ମିଟ ହୋଇପାରେ।ଯାହା ଜରିଆରେ ୨.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆଣିବାକୁ ସରକାର ଲକ୍ଷ୍ୟ ରଖିଥିବା କହିଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ।ସେ କହିଛନ୍ତି, ଓଡ଼ିଶାକୁ କିଭଳି ନୂଆ ଶିଳ୍ପ ଆସିବ। ଓଡ଼ିଶାକୁ ଶିଳ୍ପକ୍ଷେତ୍ରରେ କିଭଳି ଆଗକୁ ନିଆଯିବ ସେନେଇ ଆଲୋଚନା ହୋଇଛି। ୨୦୨୭ ସୁଦ୍ଧା Continue Reading