Home Archive by category Odisha News (Page 487)

Odisha News

Odisha News
Will Kalikesh honour pre-poll promises? ପୁଇଁନ୍ତଲାରୁ ରାଜ କିଶୋର ପର୍ଡିଆ ବଲାଙ୍ଗୀର, June 23:  ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓ  ନିର୍ବାଚନ ପୂର୍ବରୁ ଏକ ସଂକଳ୍ପ ପତ୍ର ବଣ୍ଟନ କରି ଲୋକଙ୍କ ଆସ୍ଥା ଭାଜନ ହୋଇପାରିଛନ୍ତି।ସଂକଳ୍ପ ପତ୍ରରେ ଅନେକ ସମସ୍ୟାର ସମାଧାନ କରିବା ପାଇଁ ଲିଖିତ ପ୍ରତିଶ୍ରୁତି ଦେଇ ଯାଇଛନ୍ତି।ବର୍ତ୍ତମାନ ସମୟ ଆସି ଯାଇଛି।ସଂକଳ୍ପ ପତ୍ରରେ ଲେଖାଯାଇଥିବା ଅନେକ ସମସ୍ୟା ମଧ୍ୟରେ ସେ କେଉଁ କେଉଁ ସମସ୍ୟା Continue Reading
Odisha News Sports News
ନୂଆଦିଲ୍ଲୀ, ୨୩/୬: ଜାତୀୟ ଡୋପିଂ ନିରୋଧୀ ଏଜେନ୍ସି (ନାଡା) ରବିବାର ବଜରଙ୍ଗ ପୁନିଆଙ୍କୁ ଦ୍ୱିତୀୟ ଥର ପାଇଁ ନିଲମ୍ବିତ କରିଛି। ତାଙ୍କୁ ଜୁଲାଇ ୧୧ ସୁଦ୍ଧା ଏହାର ଜବାବ ଦେବାକୁ ପଡ଼ିବ । ତିନି ସପ୍ତାହ ତଳେ ନାଡା ଏହି ଅଭିଯୋଗ ସମ୍ପର୍କରେ କୁସ୍ତିଯୋଦ୍ଧାଙ୍କୁ ନୋଟିସ୍ ଜାରି କରିନଥିବା ଦର୍ଶାଇ ଏଡିଡିପି ତାଙ୍କ ନିଲମ୍ବନ ପ୍ରତ୍ୟାହାର କରିନେଇଥିଲା।ଏପ୍ରିଲ ୨୩ତାରିଖରେ ନାଡା ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ପୁନିଆଙ୍କୁ ନିଲମ୍ବନ କରିଥିଲା, କାରଣ Continue Reading
Odisha News
ଭୁବନେଶ୍ବର, ୨୩/୬: ରାଜ୍ୟର ୩୦ଟି ଜିଲ୍ଲାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଛି। ମୌସୁମୀ ବାୟୁ ପ୍ରଭାବରେ ଆଜି ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ସ୍ୱାଭାବିକ ସମୟର ଦିନକ ପରେ ସବୁ ଜିଲ୍ଲାକୁ ମୌସୁମୀ ଛୁଇଁଛି। ଆଜି ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ୨୬ରୁ ଏହାର ପରିମାଣ ବଢ଼ିବ। ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି Continue Reading
Odisha News
ରାଜ କିଶୋର ପର୍ଡିଆଙ୍କ ରିପୋର୍ଟବଲାଙ୍ଗୀର, ୨୩/୬: ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓ ନିର୍ବାଚନ ପୂର୍ବରୁ ଏକ ସଂକଳ୍ପ ପତ୍ର ବଣ୍ଟନ କରି ଲୋକଙ୍କ ଆସ୍ଥା ଭାଜନ ହୋଇପାରିଛନ୍ତି।ସଂକଳ୍ପ ପତ୍ରରେ ଅନେକ ସମସ୍ୟାର ସମାଧାନ କରିବା ପାଇଁ ଲିଖିତ ପ୍ରତିଶ୍ରୁତି ଦେଇ ଯାଇଛନ୍ତି।ବର୍ତ୍ତମାନ ସମୟ ଆସି ଯାଇଛି।ସଂକଳ୍ପ ପତ୍ରରେ ଲେଖାଯାଇଥିବା ଅନେକ ସମସ୍ୟା ମଧ୍ୟରେ ସେ କେଉଁ କେଉଁ ସମସ୍ୟା ଉପରେ ସର୍ବପ୍ରଥମେ ଗୁରୁତ୍ଵ ଦେବେ ଏବଂ ଦେଇଥିବା ପ୍ରତିଶ୍ରୁତି Continue Reading
Odisha News
ଭୁବନେଶ୍ୱର,୨୩/୬: ଏଣିକି ସ୍ବାଭାବିକ ଭାବେ ଖୋଲିବ ସ୍କୁଲ। ରାଜ୍ୟରେ ପାଗ ବଦଳିଥିବାରୁ ତଥା ମୌସୁମୀ ବର୍ଷା ଆରମ୍ଭ ହୋଇଥିବାରୁ ବଡ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସୋମବାରଠାରୁ ସାରା ରାଜ୍ୟରେ ସ୍ବାଭାବିକ ହେବ ସ୍କୁଲ । ପୂର୍ବ ଭଳି ସକାଳ ୧୦ଟାରୁ ସ୍କୁଲ ଖୋଲାଯିବ।ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ପାଣିପାଗ ବଦଳିଛି । ମୌସୁମୀ ବର୍ଷା ସ୍ବାଭାବିକ ହୋଇଥିବାରୁ ସ୍କୁଲ ସ୍ବାଭାବିକ ହେବାରେ କୌଣସି ସମସ୍ୟା ନାହିଁ । ତେଣୁ ଆସନ୍ତାକାଲି Continue Reading
Odisha News
ଭୁୁବନେଶ୍ୱର, ୨୩/୬: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣାରେ ୫ ଜଣ କାର୍ଯ୍ୟକର୍ତ୍ତା ତଥା ପଦାଧିକାରୀଙ୍କୁ ଦଳରୁ ୬ ବର୍ଷ ପାଇଁ ବହିଷ୍କାର କରାଯାଇଛି। ଦଳୀୟ ଶୃଙ୍ଖଳା ଭଙ୍ଗ କରିଥିବା ଯୋଗୁ ସେମାନଙ୍କୁ ବହିଷ୍କାର କରିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ।ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଶୃଙ୍ଖଳା କମିଟି ଅଧ୍ୟକ୍ଷ ସନ୍ତୋଷ ସିଂହ ସାଲୁଜା ଏହି କାର୍ଯ୍ୟାନୁଷ୍ଠାନ ସଂପର୍କରେ ଜଣାଇଛନ୍ତି। ଏ ସଂପର୍କରେ କଂଗ୍ରେସ Continue Reading
Odisha News
ବାଲେଶ୍ବର,୨୩/୬ : ବାଲେଶ୍ବର ଜିଲ୍ଲା ରୂପସା ନିକଟରେ ୬୦ ନଂ ଜାତୀୟ ରାଜପଥରେ ଏକ କଣ୍ଟେନରକୁ ୧୦୮ ଆମ୍ବୁଲାନ୍ସ ପଛପଟୁ ଧକ୍କା ଦେଇ ଜଳିଯାଇଥିବାର ଖବର ମିଳିଛି। ଏହି ଦୁର୍ଘଟଣା ଫଳରେ ରୋଗୀ ସମେତ ୪ ଗୁରୁତର ହୋଇଥିବା ଜଣାଯାଇଛି। ଗୁରୁତରମାନଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।୧୦୮ ଆମ୍ବୁଲାନ୍ସ ବସ୍ତା ଡ଼ାକ୍ତରଖାନାରୁ ରୋଗୀ ନେଇ ବାଲେଶ୍ବର ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସର Continue Reading
Odisha News
ବ୍ରହ୍ମଗିରି, ୨୩/୬: ଶ୍ରୀମନ୍ଦିରରେ ସ୍ନାନ ବେଦୀରେ ଦିବ୍ୟ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇଛନ୍ତି ମହାପ୍ରଭୁ। ତେଣୁ ଅଣସର ଘରେ ଅଣସର ପିଣ୍ଡିକୁ ବିଜେ କରିଛନ୍ତି। ଅଣସର ଘରେ ଚାଲିବ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗୁପ୍ତ ନୀତି। ସେଥିପାଇଁ ରତ୍ନସିଂହାସନରେ ମହାପ୍ରଭୁଙ୍କ ଦର୍ଶନ ପାଇ ପାରିବେନି ଶ୍ରଦ୍ଧାଳୁ।ଏହି ସମୟରେ ସେମାନଙ୍କ ସ୍ଥାନରେ ପୂଜା ପାଇବେ ପଟ୍ଟି ଦିଅଁ। ଶ୍ରୀଜଗନ୍ନାଥଙ୍କ ସ୍ଥାନରେ ନାରାୟଣ, ବଳଭଦ୍ରଙ୍କ ସ୍ଥାନରେ ଅନନ୍ତ ବାସୁଦେବ ଓ ଦେବୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୬: ଓଡିଶା-ଆନ୍ଧ୍ର ସୀମାନ୍ତ ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଶ୍ରୀମନ୍ଦିର ପରିସରରେ ଥିବା ସ୍ନାନ ମଣ୍ଡପ ଠାରେ ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ପାରମ୍ପରିକ ରୀତିନୀତି ପ୍ରକାରେ ପବିତ୍ର ଦେବସ୍ନାନ ପୁର୍ଣିମା ଉତ୍ସବ କାର‌୍ୟ୍ୟକ୍ରମ ଉତ୍ସାହ ଓ ଗଜାନନ ବେଶ ଉଦ୍ଦୀପନା ସହ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ପୂର୍ବାହ୍ନ ସମୟରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୨/୬: ବୌଦ୍ଧ ସହରସ୍ଥିତ ଜଗନ୍ନାଥ ମନ୍ଦିର ସ୍ଥିତ ସ୍ନାନମଣ୍ଡପରେ ଶନିବାର ଦିନ ପବିତ୍ର ସ୍ନାନ ପୁର୍ଣ୍ଣିମାରେ ମହାସ୍ନାନ ପରେ ଚତୁର୍ଦ୍ଧାମୁର୍ତ୍ତି ଭକ୍ତମାନଙ୍କୁ ଗଜ ବେଶରେ ଦର୍ଶନ ଦେଇଛନ୍ତିି ।ବୌଦ୍ଧରେ ରାଜା ରାଜୁଡା ଅମଳରୁ ସଂପୁର୍ଣ୍ଣ ପାରମ୍ପରିକ ରୀତିନିତିରେ ଶ୍ରୀଜଗନ୍ନାଥଙ୍କ ମହାସ୍ନାନ ଉତ୍ସବ ପାଳିତ ହୋଇଆସୁଅଛି । ଶ୍ରୀଜଗନ୍ନାଥଙ୍କ ମହାସ୍ନାନ ଉତ୍ସବ ଅବସରରେ ବ୍ରାହ୍ମଣ ସମାଜ ଦ୍ୱାରା ସ୍ଥରୀକୃତ ଅମୃତ ବେଳାରେ Continue Reading