Home Archive by category Odisha News (Page 489)

Odisha News

Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୬: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଥିବା ବିଏନ:(ବୃନ୍ଦାବନ) ପ୍ୟାଲେସ ପରିସରରେ ଥିବା ରଙ୍ଗମଞ୍ଚ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଭାରତୀୟ ସଂସ୍କୃତିର ମହାପର୍ବ ଏହି ଯୋଗାଭ୍ୟାସ ସମାରୋହ ସଭାରେ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଙ୍କ ସଭାପତିତ୍ବରେ ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋଟବୌଦ୍ଧ, ୨୧/୬: : ସ୍ଥାନୀୟ ପ୍ରଜାପିତା ବ୍ରହ୍ମକ୍ଷକୁମାରୀ ଈଶ୍ବରୀୟ ବିଶ୍ୱ ବିଦ୍ୟାଳୟ ତରଫରୁ ଜୁନ ୨୧ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଥିଲା ।ଉକ୍ତ କାର୍ଯ୍ୟକ୍ରମ ରେ କେନ୍ଦ୍ର ସଂଚାଳିକା ବି କେ ମାମିନା ଭଉଣୀ ସ୍ବ ଓ଼ ସମାଜ ପାଇଁ ରାଜଯୋଗ ର ମହତ୍ୱ ନେଇ କହିଲେ ଆତ୍ମ ଓ଼ ପରମାତ୍ମା ମିଳନ ହିଁ ଶ୍ରେଷ୍ଠ ମିଳନ, ଏହି ମିଳନ ଅଥବା ଯୋଗ ଦ୍ୱାରା ମନରେ ଉପୁଜୁଥିବା ଚିନ୍ତା, ବିକଳ୍ପ ପ୍ରଭୁତି ନକାରାତ୍ମକ […]Continue Reading
Odisha News
ଭୁବନେଶ୍ବର, ୨୧/୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ୨୪ ଜିଲ୍ଲାକୁ ଛୁଇଁଛି। ଗ୍ରୀଷ୍ମ ଲହରିରେ ବ୍ରେକ୍ ଲାଗିଛି। ଲୋକଙ୍କୁ ଆଶ୍ବସ୍ତି ମିଳିଛି।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଦିନେ ଦୁଇଦିନ ମଧ୍ୟରେ ରାଜ୍ୟର ଅନ୍ୟ ୬ଟି ଜିଲ୍ଲାକୁ ମୌସୁମୀ ଛୁଇଁବ।ସୂଚନାଯୋଗ୍ୟ, ଭାରତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗତମାସ ଛୁଇଁଥିଲା। କେରଳରେ ଏହା ମେ’ Continue Reading
Odisha News Sports News
ଭୁବନେଶ୍ୱର,୨୧/୬ : ୨୦୩୬ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଏନେଇ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି।୨୦୩୩ରୁ ୨୦୩୬ ପର୍ଯ୍ୟନ୍ତ ପ୍ରାୟୋଜକ ଅବଧି ବୃଦ୍ଧି ନେଇ ସୂଚନା ମିଳିଛି। ଓଡ଼ିଶା ୨୦୧୮ରୁ ହକି ଇଣ୍ଡିଆର ପ୍ରାୟୋଜକ ରହିଛି ।ଆଜି ରାଜ୍ୟ ଅତିଥି ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସହ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ କରି ଆଲୋଚନା କରିଛନ୍ତି।ହକି ପାଇଁ Continue Reading
Odisha News
ପୁରୀ, ୨୧/୬: : ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁରୀ ଏସପି ପିନାକ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି।ସେ କହିଛନ୍ତି, ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ନେଇ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମୁଦାୟ ୪ ଜଣ ଏସପି ରାଙ୍କ୍ ର ଅଫିସର,୧୨ ଜଣ ଅତରିକ୍ତ ଏସପି,୨୨ଜଣ ଡିଏସପି,୨୯୦ ରୁ ଉର୍ଦ୍ଧ୍ବ ସବ ଇନସପେକ୍ଟର, ସମୁଦାୟ ୬୮ ପ୍ଲାଟୁନରୁ ଉର୍ଦ୍ଧ୍ବ ପୁଲିସ ଫୋର୍ସ ମୁତୟନ ହେବେ। ୧୧୨ ହେଉଛି ପୁଲିସ Continue Reading
Odisha News
ଭୁବନେଶ୍ବର, ୨୧/୬: ତମାଣ୍ଡୋ ଥାନା ଅର୍ନ୍ତଗତ ଏକ ଇଞ୍ଜିନିୟରିଂ କଲେଜ ନିକଟ ରାସ୍ତାରେ ଆଜି ସକାଳେ ଜଣେ ଯୁବକଙ୍କୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ଦେଖିବାକୁ ମିଳିଥିଲା।ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଡାକ୍ତରଖାନରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଣେ ଅଭିଯୁକ୍ତକୁ ଗିରଫ କରିଛି ତମାଣ୍ଡୋ ଥାନା ପୁଲିସ।ମୃତକଙ୍କ ନାଁ ସୁଶାନ୍ତ ଶତପଥୀ ବୋଲି ସୂଚନା Continue Reading
Odisha News
କୋରାପୁଟ, ୨୧/୬ : କୋରାପୁଟ ଜିଲ୍ଲା ବନ୍ଧୁଗାଁ ଥାନା ଅନ୍ତର୍ଗତ ସରପଲ୍ଲୀ ଛକରେ ନକ୍ସଲମାନେ ପୋଷ୍ଟର ଲଗାଇଛନ୍ତି। ପୋଷ୍ଟରରେ ତେଲୁଗୁ ଭାଷାରେ ଲେଖାଯାଇଛି। ଏହି ପୋଷ୍ଟରଟି ସିପିଆଇ ମାଓବାଦୀ ପକ୍ଷରୁ ଲଗାଯାଇଥିବା ସେଥିରେ ଦର୍ଶାଯାଇଛି।ଆଜି ସକାଳେ ସରପଲ୍ଲୀ ଛକରେ ଲାଗିଥିବା ନକ୍ସଲ ପୋଷ୍ଟର ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ତଦନ୍ତ କରୁଛି।ଦୀର୍ଘ ଦିନ ପରେ ନକ୍ସଲମାନେ ବନ୍ଧୁଗାଁ ଅଞ୍ଚଳରେ ପୋଷ୍ଟର ଲଗାଇ ପୁଣି ସେମାନଙ୍କ Continue Reading
Odisha News
ଭୁବନେଶ୍ବର, ୨୧/୬: ବ୍ୟସ୍ତବହୁଳ ଜୀବନରେ ଯୋଗ କରିବା ଜରୁରୀ। ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।ଆଜି କଳିଙ୍ଗ ଷ୍ଡାଡିଅମ୍ ପରିସରରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଏକଥା କହିଛନ୍ତି। ଏଥର ଯୋଗ ଦିବସର ଥିମ୍ ରହିଛି ‘ନିଜ ପାଇଁ ଯୋଗ ଓ ସମାଜ ପାଇଁ ଯୋଗ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଭଳି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ […]Continue Reading
Odisha News
ଭୁବନେଶ୍ୱର,୨୦/୬: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଏହି ଚାଉଳ ATM ଖୋଲିବ। ଏଥିପାଇଁ ହିତାଧିକାରୀଙ୍କୁ ସ୍ୱତନ୍ତ୍ର କାର୍ଡ ଦିଆଯିବ, ଯାହାଦ୍ୱାରା ସେମାନେ ଚାଉଳ ଉଠାଇବେ।ଏହି ଉପାୟରେ ମେସିନ୍ରେ କାର୍ଡ ଗଳାଇଲେ ଚାଉଳ ବାହାରିବ। ଆଗାମୀ ସପ୍ତାହକ ମଧ୍ୟରେ ରାଜଧାନୀ ଭୁବନେଶ୍ବରରେ ଏହି ବ୍ୟବସ୍ଥା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୦/୬: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ବହୁ ଚର୍ଚ୍ଚିତ ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାରେ ପୁଣି ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ବାଲିଗୁଡ଼ା ପୋଲିସ୍ ।ଘଟଣାରେ ସମ୍ପୃକ୍ତ ପାଞ୍ଚ ଜଣଙ୍କ ମଧ୍ୟରୁ ଏବେ ବି ଅନ୍ୟ ତିନିଜଣ ଅଭିଯୁକ୍ତ ଫେରାର ଥିବା ଜଣାପଡ଼ିଛି । ଉକ୍ତ ହତ୍ୟା ଘଟଣାରେ ଅଭିଯୁକ୍ତ ବାଲିଗୁଡ଼ାର ଶ୍ୟାମସୁନ୍ଦର ପାତ୍ର ଓ ବିଶ୍ୱନାଥ ପାତ୍ରଙ୍କୁ ଗିରଫ କରିଥିବା ବାଲିଗୁଡା ଥାନା Continue Reading