Home Archive by category Odisha News (Page 490)

Odisha News

Odisha News Sports News
କଟକ, ୨୦/୬: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ୍ ଖେଳାଯିବ ପ୍ରାୟ ୫ ବର୍ଷର ବ୍ୟବଧାନ ପରେ କଟକର ବାରବାଟୀ ଷ୍ଟାଡିୟମ ଦିନିକିଆ ମ୍ୟାଚ୍ର ଆୟୋଜନ କରିବ। ଏହି ମ୍ୟାଚରେ ଭାରତ ଓ ଇଂଲଣ୍ଡ ମୁହାଁମୁହଁ ହେବେ। ୨୦୨୫ ଫେବ୍ରୁଆରି ୯ ତାରିଖରେ ଖେଳାଯିବ ଏହି ମ୍ୟାଚ୍ ଖେଳାଯିବ ବୋଲି ଜଣାପଡ଼ିଛି।୨୦୨୫ରେ ଭାରତ ଗସ୍ତରେ ଇଂଲଣ୍ଡ ଆସିବ। ଏହି ଗସ୍ତକାଳରେ ଭାରତ ବିପକ୍ଷରେ ୩ଟି ଦିନିକିଆ ମ୍ୟାଚ୍ ଖେଳିବ। ପ୍ରଥମ ମ୍ୟାଚ୍ ନାଗପୁରରେ ଖେଳାଯିବ। ୨ୟ ମ୍ୟାଚ୍ Continue Reading
Odisha News
ପୁରୀ,୨୦/୬: ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁ ସୁବାଶିତ କଳସରେ ଗାଧୋଇବେ। ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତମାନଙ୍କର ଆଗମନ ହେଉଛି। ଧୀରେଧୀରେ ଭିଡ଼ ବଢ଼ିବାରେ ଲାଗିଛି। ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ ହେବ।ଏଣୁ ବଡ଼ସିଂହାର ଭୋଗ ଶେଷ ହେବା ପରେ ଆପାତତଃ ଆଜି ରାତ୍ର ଘ.୧୨.୦୦ ଟିକା ଠାରୁ ଆସନ୍ତାକାଲି (ଶୁକ୍ରବାର) ସକାଳ ଘ.୧୧.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ Continue Reading
Odisha News
ଭୁବନେଶ୍ୱର,୨୦/୬: ଭୁବନେଶ୍ବରରେ ମୁକୁଳା ଡ୍ରେନକୁ ନେଇ ବାରାମ୍ବାର ଅଭିଯୋଗ ଉଠୁଥିଲେ ମଧ୍ୟ ଚେତୁନି ବିଏମସି। ଶୁକ୍ରବାର ଡ୍ରେନରେ ପଡି ନାବାଳକର ମୃତ୍ୟୁ ହେବା ପରେ ପୁଣି ଥରେ ବିବାଦ ମୁଣ୍ଡ ଟେକିଛି। ଗତକାଲି ଈଗଉକୁ ଏନେଇ ରିପୋର୍ଟ ମାଗିଥିଲେ ନଗର ଉନ୍ନୟନ ମନ୍ତ୍ରୀ।କେତେ ଡ୍ରେନ ମୁକୁଳା ଅଛି ଓ କେତେ କାମ ବାକି ରହିଛି ଏନେଇ ସମସ୍ତ ବିବରଣୀ ଦେବାକୁ କୁହାଯାଇଥିଲା। ଯାହାପରେ ନଗର ଉନ୍ନୟନ ବିଭାଗକୁ ରିପୋର୍ଟ ଦେଇଛି ବିଏମସି।ରିପୋର୍ଟରେ ଡ୍ରେନେଜ ବିଭାଗର Continue Reading
Odisha News
ଭୁବନେଶ୍ୱର,୨୦/୬: ପାଣିପାଗ ବିଭାଗର ସୂଚନାକୁ ଆଧାର କରି ରାଜ୍ୟ ସରକାର ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଜୁନ୍ ୨୧ ଯାଏ ସକାଳ ୬ଟା ୩୦ରୁ ୧୦ଟା ୩୦ ପର‌୍ୟ୍ୟନ୍ତ ବିଦ୍ୟାଳୟ ଖୋଲା ରହିବ। ୨୨ତାରିଖଠାରୁ ସମସ୍ତ ବିଦ୍ୟାଳୟ ସ୍ବାଭାବିକ ଭାବେ ପରିଚାଳନା କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ସୂତ୍ରରୁ ପ୍ରକାଶ।ସୂଚନାଯୋଗ୍ୟ, ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାରୁ Continue Reading
Odisha News
ଭୁବନେଶ୍ୱର,୨୦/୬: ରଣପୁର ବିଧାୟିକା ସୁରମା ପାଢ଼ୀ ଗୁରୁବାର ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ସୁରମା ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ ହୋଇଛନ୍ତି।କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ବ ଗ୍ରହଣ ପରେ ବାଚସ୍ପତି ଗୃହ ପରିଚାଳନା କରିଛନ୍ତି।ସୁରମା ଭାଜପାର ଜଣେ ବରିଷ୍ଠ ଏବଂ ଅଭିଜ୍ଞ ନେତ୍ରୀ ଭାବେ ଜଣାଶୁଣା। ସେ ପୂର୍ବରୁ ମଧ୍ୟ ବିଜେଡି-ଭାଜପା ମେଣ୍ଟ ସରକାର Continue Reading
Odisha News
କୋରାପୁଟ, ୨୦/୬ : ଚି ନ୍ତା ବଢ଼ାଉଛି ଡିପଥେରିଆ । ପୂର୍ବରୁ ଏଥିରେ ଆକ୍ରାନ୍ତ ହୋଇ ୫ ଜଣ ଆଖି ବୁଜି ସାରିଥିବା ବେଳେ ଏବେ ଆଉ ଜଣେ ନାବାଳକ ଆଖି ବୁଜିଛନ୍ତି। ମୃତକ କୋରାପୁଟ ବନ୍ଧୁଗାଁର ୧୦ ବର୍ଷର ନାବାଳକ ବୋଲି ଜଣାଯାଇଛି। ପୂର୍ବରୁ ସାରା ରାଜ୍ୟରେ ୫ ଜଣଙ୍କର ଡିପଥେରିଆରେ ମୃତ୍ୟୁ ହୋଇଥିବା ବେଳେ ଏବେ ଏହି ସଂଖ୍ୟା ୬ରେ ପହଞ୍ଚିଛି।ଜନନସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ, ଗକଉଏ ମେଡିକାଲରେ ଡିପଥେରିଆ ରେ ୪ ଜଣ […]Continue Reading
Odisha News
ନୂଆଦିଲ୍ଲୀ/ଭୁବନେଶ୍ବର,, ୨୦/୬ : ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ ବର୍ଷରେ ପାଦ ଦେଇଛନ୍ତି। ୧୯୫୮ ମସିହା ଜୁନ୍ ୨୦ରେ ମୟୂରଭଞ୍ଜ ଜିଲ୍ଲା ଉପରବେଡ଼ା ଗ୍ରାମରେ ଏକ ସାନ୍ତାଳୀ ପରିବାରରେ ସେ ଜନ୍ମଗ୍ରହଣ କରିଥିଲେ।ତାଙ୍କ ମୂଳ ନାମ ପୁତି ଟୁଡୁ ଥିଲା । ତାଙ୍କୁ ତାଙ୍କ ସ୍କୁଲରେ ଶିକ୍ଷକ ଦ୍ରୌପଦୀ ନାମ ଦେଇଥିଲେ । ପିତାଙ୍କ ନାମ ଥିଲା ବିରଞ୍ଜି ନାରାୟଣ ଟୁଡୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉବରବଡ଼ୋ ପ୍ରାଥମିକ ବିଦ୍ୟାଳୟରୁ ସପ୍ତମ ଶ୍ରେଣୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୯/୬ : ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତ୍ତକ ମହାବିଦ୍ୟାଳୟ ପରିସରରେ ଆଜି ଜନଜାତି ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଆୟୁଷ୍ମାନ ଭାରତ ଅନ୍ତର୍ଗତ ରକ୍ତ ଶିକୁଳି ରକ୍ତହୀନତା ନିରାକରଣ ଦିବସ ପାଳନ ଅବସରରେ ଏକ ସଚେତନତା କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼ଃ ରୀନା ସାହୁଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ବିଭାଗର Continue Reading
Odisha News
ଭୁବନେଶ୍ବର, ୧୯/୬: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ହେବେ। ଆଜି ବିଜେଡି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ହୋଇଛି।ବିଧାୟକ ଦଳ ବୈଠକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳିରୁ ବିଧାୟକ ନବୀନ ପଟ୍ଟନାୟକ ବିଜେଡି ବିଧାୟକ ଦଳ ବୈଠକରେ ନେତା ନିର୍ବାଚିତ ହୋଇଛନ୍ତି। ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।ସେହିପରି ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ Continue Reading
Odisha News
କଟକ,୧୯/୬: ବୁଧବାର ପ୍ରକାଶ ପାଇଛି ଓଏସ୍ଏସ୍‌ଟିଇଟି ରେଜଲ୍ଟ। (ODISHA SECONDARY SCHOOL TEACHER ELIGIBILITY TEST)। ଏହି ରେଜଲ୍ଟ ଜାଣିବା ପାଇଁ ଙ୍ଗଙ୍ଗଙ୍ଗ.ଭଗ୍ଦରକ୍ଟୟସଗ୍ଦଷବ.ବମ.ସଦ୍ଭରେ ଲଗ୍ ଇନ୍ କରିବାକୁ କୁହାଯାଇଛି। ପରୀକ୍ଷାର୍ଥୀମାନେ ଓ୍ବେବ୍ସାଇଟ୍ରୁ ଡିଜିଟାଲ ସାର୍ଟିଫିକେଟ ବି ପାଇପାରିବେ ।କିପରି କରିବେ ଡାଉନଲୋଡ୍?ପ୍ରଥମେ ଙଝଝଞଋଞର ଅଫିସିଆଲ www.bseodisha.ac.inକୁ ଲଗ୍ ଇନ୍ କରିବେ। ସେଥିରେ ନିଜର ଇ-ମେଲ୍ ଆଇଡି ଏବଂ ପାସ୍ଓ୍ବାଡ୍ Continue Reading