Home Archive by category Odisha News (Page 493)

Odisha News

Odisha News
ଭୁବନେଶ୍ବର, ୧୫/୬: ଆସନ୍ତା ୧୮ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ବିଦ୍ୟାଳୟ। ପ୍ରଥମ ଦିନରୁ ହିଁ ଓଡ଼ିଶାର ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଦିଆଯିବା ଲାଗି ନୂଆ ସରକାର ନିର୍ଦ୍ଦେଶ ଦେଇଛନ୍ତି।ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଏହି ବ୍ୟବସ୍ଥା କରାଯିବାକୁ କୁହାଯାଇଛି। ଯେପରି କେହି ବି ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନରୁ ବଞ୍ଚିତ ନ ହୁଅନ୍ତି, ସେଥିପ୍ରତି ଧ୍ୟାନ ଦେବାକୁ ସରକାର ତାଗିଦ୍ କରିଛନ୍ତି। ସମସ୍ତ ଡିଇଓଙ୍କୁ ପିଏମ୍ ପୋଷଣ ନୋଡାଲ୍ ଅଧିକାରୀ ଏନେଇ Continue Reading
Odisha News
ପାରାଦୀପ, ୧୫/୬: ୬୧ ଦିନର କଟକଣା ପରେ ଆଜି ହଟିଛି ନଦୀ, ସମୁଦ୍ର ମୁହାଣରୁ ମାଛଧରା କଟକଣା। ଆଜିଠାରୁ ଆରମ୍ଭ ହୋଇଛି ମାଛଧରା।ସୂଚନାଯୋଗ୍ୟ, ମତ୍ସ୍ୟ ସଂରକ୍ଷଣକୁ ଆଖି ଆଗରେ ରଖି ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର‌୍ୟ୍ୟନ୍ତ ୬୧ ଦିନ ସମୁଦ୍ରରେ ମାଛ ଧରା ବନ୍ଦ ରହିଥିଲା। ଦୁଇମାସ ଧରି ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯିବା ନେଇ କଟକଣା ଲାଗୁ ହୋଇଥିଲା।ଓଡ଼ିଶା ଉପକୂଳରେ ମାଛ ଧରା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ସାଢ଼େ ୮ […]Continue Reading
Odisha News
ଭୁବନେଶ୍ବର,୧୫/୬: ଭୁବନେଶ୍ବରରେ ପହଞ୍ଚିଲା କୁଏତ୍ ଅଗ୍ନିକାଣ୍ଡରେ ମୃତ ଦୁଇ ଓଡ଼ିଆଙ୍କ ମର ଶରୀର। ସ୍ବତନ୍ତ୍ର ବିମାନ ଯୋଗେ ମୃତ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼ଙ୍କର ମର ଶରୀର ପହଞ୍ଚିଛି।ଏହି ଅବସରରେ ଶେଷ ଦର୍ଶନ କରିଛନ୍ତି ଓଡ଼ିଶାର ଦୁଇ ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓଏବଂ ପ୍ରଭାତୀ ପରିଡ଼ା ଓ କ୍ୟାବିନେଟ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।ଏତଦବ୍ୟତୀତ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଆସିକା ସାଂସଦ ଅନୀତା ଶୁଭଦର୍ଶିନୀ ଓ କାମଚଳା ବାଚସ୍ପତି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୬: ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭା ଗୃହ ଠାରେ ଆଜି ସନ୍ଧ୍ୟାରେ ପାରଳାଖେମୁଣ୍ଡି ସମ୍ବାଦ ସାହିତ୍ୟ ଘରର ଦ୍ୱାଦଶ ବାର୍ଷିକୋତ୍ସବ ଏବଂ ରଜୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଅନୁଷ୍ଠାନର ସଭାପତି ଉପାନ୍ତପ୍ରହରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ସଭାପତିତ୍ବରେ ମୁଖ୍ୟଅତିଥି ଭାବେ ବ୍ରହ୍ମପୁର ଏଡିସନ୍ \”ସମ୍ବାଦ\” ର ବାର୍ତ୍ତା ବିଭାଗ ସହ ସମ୍ପାଦକ ଶ୍ରୀ ମନୋଜ ସାମଲ Continue Reading
Odisha News
କଟକ,୧୪/୬: ଜବତ ବୋମା ନିଷ୍କ୍ରିୟ କଲା ବେଳେ ନିଷ୍କ୍ରିୟକାରୀ ପୁଲିସ ଟିମ୍ରେ ଥିବା ଜଣେ ହାବିଲଦାରଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। କଟକ ସଦର ଥାନା ଅନ୍ତର୍ଗତ ଗୋପାଳପୁର ଅଞ୍ଚଳରେ ଘଟିଛି ଏହି ଅଘଟଣ। ପୁଲିସ ଜବତ କରିଥିବା କିଛି ବୋମା ପାଣିରେ ନିଷ୍କ୍ରିୟ କରିବା ସମୟରେ ହଠାତ୍ ବୋମା ଫୁଟିଯାଇଥିଲା। ଫଳରେ ବୋମା ନିଷ୍କ୍ରିୟ କରୁଥିବା ହାବିଲଦାର ଗୁରୁତର ଆହତ ହୋଇଥିଲେ। ତାଙ୍କୁ କଟକ ଏସସିବି ନିଆଯାଇଥିଲେ ବି ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା Continue Reading
Odisha News
ଭୁବନେଶ୍ୱର,୧୪/୬: ସପ୍ତଦଶ ବିଧାନସଭାର କାମଚଳା ବାଚସ୍ପତି ଭାବେ ଶୁକ୍ରବାର ଶପଥ ନେଇଛନ୍ତି ରଣେନ୍ଦ୍ର ପ୍ରତାପ ସ୍ବାଇଁ। ରାଜ୍ୟପାଳ ରଘୁବର ଦାସ ରଣେନ୍ଦ୍ରଙ୍କୁ ଶପଥ ପାଠ କରାଇଛନ୍ତି। ତେବେ ୧୮ ଓ ୧୯ରେ ନବ ନିର୍ବାଚିତ ବିଧାୟକଙ୍କୁ ରାଜ୍ୟପାଳ ଶପଥ ପାଠ କରାଇବେ। ୨୦ ତାରିଖରେ ବାଚସ୍ପତି ନିର୍ବାଚନ ମଧ୍ୟ ପରିଚାଳନା କରିବେ।ସେ ତାଙ୍କର ଏହି ଶପଥ ପାଠରେ କହିଛନ୍ତି, ସରକାରଙ୍କ ଦ୍ୱାରା ଗଠିତ ହୋଇଥିବା ସପ୍ତଦଶ ବିଧାନସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ Continue Reading
Odisha News
ଭୁବନେଶ୍ବର, ୧୪/୬: ଆଜି ପହିଲି ରଜ। ରଜ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖର । ଓଡ଼ିଶାର ପାରମ୍ପରିକ ଗଣ ପର୍ବ ରଜ। ତିନି ଦିନ ଧରି ଗାଁଠୁ ସହର ସବୁଠୁ ରଜର ଆସର ଜମିଥାଏ। ପହିଲି ରଜରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟବାସୀମାନଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କର ମଙ୍ଗଳ କାମନା କରିଛନ୍ତି।କେନ୍ଦ୍ର Continue Reading
Odisha News
ଭୁବନେଶ୍ବର, ୧୩/୬: ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାମରେ ଫେକ୍ ଆଇଡି ଖୋଲା ହୋଇଛି। ଶ୍ରୀ ମାଝୀ ମୁଖ୍ୟମନ୍ତ୍ରୀ ହେବାର ୨୪ ଘଣ୍ଟା ନପୁରୁଣୁ ତାଙ୍କ ନାମରେ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏକ ଫେକ୍ ଆକାଉଣ୍ଟ ଖୋଲାଯାଇ ତାଙ୍କୁ ବଦ୍ନାମ କରିବାକୁ ଉଦ୍ୟମ କରାଯାଇଛି।ସେହି ଫେକ୍ ଆକାଉଣ୍ଟରେ ଫେକ୍ ନ୍ୟୁଜ୍ ପୋଷ୍ଟ ହେଉଛି, ଯାହାକି ଅନେକଗୁଡ଼ିଏ ଡିଜିଟାଲ ଓ ଟେଲିଭିଜନରେ ପ୍ରକାଶ ପାଇଛି। ଏଘଟଣା ସଂର୍ପରେ ସରକାର ଜାଣିବା ପରେ ସ୍ପଷ୍ଟୀକରଣ Continue Reading
Odisha News
ଓଡ଼ିଶା, ୧୩/୬ : ଓଡ଼ିଶାର ଗଣପର୍ବ ରଜରେ ଅଥୟ କରିବ ତାତି। ତା’ ସାଙ୍ଗକୁ ପ୍ରବଳ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ସେଥିପାଇଁ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇପାରେ।ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ କିନ୍ତୁ ଗ୍ରୀଷ୍ମ ପ୍ରବାହ ଓ ଗୁଳିଗୁଳି ଭିତରେ ଦକ୍ଷିର ଓଡ଼ିଶା ପାଇଁ ଆସିଛି ଭଲ ଖବର। ଦକ୍ଷିଣ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର Continue Reading
Odisha News
ଭୁବନେଶ୍ୱର,୧୩/୬: ରାଜ୍ୟରେ କ୍ଷମତାକୁ ଆସିବା ପରେ ୫ଟି ଓ ମୋ ସରକାର ବନ୍ଦ କରିଛନ୍ତି ଭାଜପା ସରକାର। ବିଭିନ୍ନ ସରକାରୀ କାର୍ଯ୍ୟାଳୟ ପରିସରରୁ ବୋର୍ଡ ହଟାଇବାବୁ କୁହାଯାଇଛି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ସଚିବଙ୍କ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି।ଓଡ଼ିଶାରେ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ କର୍ମଚାରୀଙ୍କ ମଧ୍ୟରେ ବୃତ୍ତିଗତ ଓ ବ୍ୟାବହାରିକ ପରିବର୍ତନ ପାଇଁ ନବୀନ ସରକାର ଆରମ୍ଭ କରିଥିଲେ ‘ମୋ ସରକାର’।୫-ଟି ଭଳି ‘ମୋ ସରକାର’ Continue Reading