Home Archive by category Odisha News (Page 498)

Odisha News

Odisha News
ଭୁବନେଶ୍ବର, ୮/୬: କଟକ-ଭୁବନେଶ୍ବରରେ ସର୍ବସାଧାରଣଙ୍କ ପାଇଁ ପରିବହନର ଅନ୍ୟତମ ମାଧ୍ୟମ ହୋଇଥିବା ଏକ ‘ମୋ ବସ୍’ ଆଜି ଅପରାହ୍ଣ ଦୁର୍ଘଟଣାଗ୍ରସ୍ତ ହୋଇଛି।କଟକ ତେଲେଙ୍ଗାପେଣ୍ଠ ନିକଟରେ ମୋ ବସ୍‌କୁ ଦୁଇଟି ଦ୍ରୁତଗାମୀ ଟ୍ରକ୍ ଧକ୍କା ଦେଇଛି। ୧୬ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି, ଯେଉଁଥିରେ ୨୦ ଜଣ ଯାତ୍ରୀ ଆହତ ହୋଇଥିବା ଜଣାଯାଇଛି।ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ କଟକ ବଡ଼ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଟ୍ରକ Continue Reading
Odisha News
ମାଲକାନଗିରି,୮/୬: ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟ କରୁଥିବା ଡାକ୍ତର ଅମ୍ଳାନ କୁମାର ଭୋଇ ଗତ ଜୁନ୍ ୨ ତାରିଖର ନିଜ କ୍ୱାର୍ଟରୁ ନିଖୋଜ ହେଇଥିବା କାଲିମେଳା ଥାନାରେ ଅଭିଯୋଗ ହୋଇଥିଲା।ତେବେ ଏହି ଅଭିଯୋଗ ପରେ ପୋଲିସ ଡାକ୍ତର ଅମ୍ଳାନଙ୍କ କ୍ୱାର୍ଟରକୁ ଯାଇ ତଦନ୍ତ ଆରମ୍ଭ କରିଥିଲା। ତେବେ ଏହି ତଦନ୍ତ ସମୟରେ ଡାକ୍ତରଙ୍କ ରୁମ୍ରୁ ଏକ ସିପିଆଇ ମାଓବାଦୀଙ୍କ ହାତ ଲେଖା ଚିଠି ମିଳିଥିଲା।ତେବେ Continue Reading
Odisha News
ଓଡ଼ିଶା, ୮/୬ : ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପରେ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି ନବୀନ ପଟ୍ଟନାୟକ। ଜାତୀୟ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ଗଣତନ୍ତ୍ରରେ ଜିତିବା, ହାରିବା ନିରନ୍ତର ପ୍ରକ୍ରିୟା।ଦୀର୍ଘଦିନ କ୍ଷମତାରେ ରହିବା ପରେ ପରାଜୟକୁ ସ୍ୱୀକାର କରୁଛୁ। ବାରମ୍ବାର ମୁଖ୍ୟମନ୍ତ୍ରୀ କରିଥିବାକୁ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇବା ସହ ସେବା ଜାରି ରଖିବି କହିଛନ୍ତି ନବୀନ ପଟ୍ଟନାୟକ।ଭି.କେ ପାଣ୍ଡିଆନ୍ଙ୍କ ସମ୍ପର୍କରେ ମତ ରଖି Continue Reading
Odisha News
ରାଉରକେଲା,୮/୬: ବ୍ରାହ୍ମଣୀ ନଦୀରେ ପୁଣି ଅଘଟଣ ଘଟିଛି। ଗାଧୋଇବାକୁ ଯାଇଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ଦୁଇ ଜଣ ବୁଡ଼ି ଯାଇଛନ୍ତି। ମୃତ ଛାତ୍ର ଦ୍ବୟ ହେଲେ ରଜତ ସାହୁ (୨୧) ଓ ସମୀରନ ସୁକୁମାର ନାୟକ (୨୩)।ସୂଚନା ଅନୁସାରେ ରାଉରକେଲା ଏନ୍ଆଇଟିକୁ ଇଣ୍ଟରନସିପ୍ ପାଇଁ ଆସିଥିବା ସମ୍ବଲପୁର ବିଶ୍ବବିଦ୍ୟାଳୟ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ବିଭାଗର ଦ୍ବିତୀୟ ବର୍ଷର ଛାତ୍ର ରଜତ ସାହୁ, ସମୀରନ୍ ସୁକୁମାର ସାହୁ, ଭିସୁଟ୍ର ଛାତ୍ରୀ ଅଭିଲିପ୍ସା ପ୍ରଧାନ, Continue Reading
Odisha News
ଭୁବନେଶ୍ବର,୮/୬: ଦୁଇ ମାସ ପୂର୍ବରୁ ଯେଉଁ ଚର୍ଚ୍ଚା ହେଉଥିଲା, ଏଥିରେ ଯବନିକା ପଡ଼ିଛି। ବିଜେଡି ଟିକେଟ୍ରେ ୫ଥରର ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ପଦ୍ମ ଧରିଛନ୍ତି।କାନ୍ଧରେ ବିଜେପି ଉତ୍ତରୀୟ ପକାଇଥିବା ପ୍ରସନ୍ନ ପାଟ୍ଟଶାଣୀଙ୍କ ଫଟୋ ସାମ୍ନାକୁ ଆସିଛି। ଦିଲ୍ଲୀରେ ଥିବା ନବ ନିର୍ବାଚିତ ସାଂସଦ ଓ ବରିଷ୍ଠ ବିଜେପି ନେତାଙ୍କ ସହ ଥିବା ଫଟୋ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି।ଭାରତୀୟ ଜନତା ପାର୍ଟିର ଦିଲ୍ଲୀ କାର୍ଯ୍ୟାଳୟରେ ପାଟ୍ଟଶାଣୀ ଯୋଗଦେଇଛନ୍ତି। ଏହି Continue Reading
Odisha News
ଭୁବନେଶ୍ୱର,୮/୬:ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି ଜିଲ୍ଲାରେ ପ୍ରବେଶ କରିଛି। ଜିଲ୍ଲାର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରୀୟ ରହିଛି।ଚଳିତ ବର୍ଷ ସ୍ୱାଭାବିକ ସମୟର ୪ ଦିନ ପୂର୍ବରୁ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି। ଗତ ୩୦ ତାରିଖରେ କେରଳ ଉପକୂଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର ୮ ଦିନ ପରେ ଆଜି ଓଡ଼ିଶାରେ ଏହା ପ୍ରବେଶ Continue Reading
Odisha News
ଭୁବନେଶ୍ବର, ୮/୬: ନିର୍ବାଚନରେ ପରାଜୟ ପରେ ନବୀନ ନିବାସରେ ବରିଷ୍ଠ ବିଜେଡ଼ି ନେତା ଶନିବାର ପହଞ୍ଚି ଦଳୀୟ ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ବରିଷ୍ଠ ନେତାମାନଙ୍କ ମଧ୍ୟରେ ଦେବୀ ମିଶ୍ର, ପ୍ରତାପ ଜେନା, ଅତନୁ ସବ୍ୟସାଚୀ, କଳିକେଶ ସିଂଦେଓ,ସଞ୍ଜୟଦାସ ବର୍ମା, ପ୍ରତାପ ଦେବ ପ୍ରମୁଖ ନବୀନ ନିବାସରେ ପହଞ୍ଚିଥିଲେ।ଦଳର ଆଗାମୀ କାର‌୍ୟ୍ୟପନ୍ଥା, ଆଭିମୁଖ୍ୟ ତଥା ରଣନୀତି ସମ୍ପର୍କରେ ଆଲୋଚନା ହୋଇଥିବା ବରିଷ୍ଠ ନେତାମାନେ ସୂଚନା ପ୍ରଦାନ କରିଛନ୍ତି। Continue Reading
Odisha News
ଅନୁଗୋଳ, ୮/୬: ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ଜୀବନ ଯାଇଛି। ଏଭଳି ଘଟଣା ଅଭାବନୀୟ ଘଟଣା ଅନୁଗୋଳ ଜିଲ୍ଲା ହଣ୍ଡପା ବନାଞ୍ଚଳ ଅଁଳାବେରେଣି ଗାଁରେ ଘଟିଛି । ମୃତ ବୃଦ୍ଧା ଜଣଙ୍କ ହେଲେ ଆଶା ଦେହୁରୀ।ଶନିବାର ସକାଳେ ଆଶା ଆମ୍ବ ଗୋଟାଇବାକୁ ଘର ନିକଟ ବଗିଚାକୁ ଯାଇଥିଲେ। ଏହି ସମୟରେ ସେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ କବଳରୁ ନିଜ ଜୀବନ ବଞ୍ଚାଇବାକୁ ସେ ଦୌଡ଼ି ଥିଲେ। ହାତୀଟି ତାଙ୍କୁ ଗୋଡ଼ାଇଥିଲା। […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୮/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା । ଦିନ ଦ୍ବିପହର ରେ ଲୁଟ ହୋଇଥିବା ରୂପା ଅଳଙ୍କାର ଜବତ ହେବା ସହ ଜଣେ ମାଷ୍ଟର ମାଇଣ୍ଡ ଲୁଟେରାକୁ ବାଲିଗୁଡା ପୋଲିସ ଗିରଫ କରିଛି ।ଏ ନେଇ ବାଲିଗୁଡା ଥାନରେ ବାଲିଗୁଡା ଏସଡ଼ିପିଓ ରାହୁଲ ଗୋଏଲ ଏହି ଲୁଟର ବିସ୍ତୃତ ସୂଚନା ଦେଇଛନ୍ତି । ଲୁଟେରା ମାଷ୍ଟର ମାଇଣ୍ଡ ଜଣକ ଗଞ୍ଜାମ ଜିଲ୍ଲାର ଆସ୍କା ଥାନା ଥାନା ଅଞ୍ଚଳର […]Continue Reading
Odisha News
ଓଡ଼ିଶା, ୭/୬: ରାଜ୍ୟରେ ଆଜି ପୃଥକ ପୃଥକ ସ୍ଥାନରେ ବଜ୍ରାଘାତରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି।ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ କୁଇଲିପାଳ ଗାଁରେ ବଜ୍ରାଘାତରେ ଖୁଦୁରା ନାଏକ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କ ଝିଅଙ୍କର ମୃତ୍ୟୁ ଘଟିଛି।ସେହିପରି ଢେଙ୍କାନାଳ ଜିଲ୍ଲା କାମାଖ୍ୟାନଗରର ବାଘୁଆ ଗାଁରେ ବଜ୍ରପାତରେ ଜଣେ ଫାଇନାନ୍ସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ମହିଳା ଗୁରୁତର ଅବସ୍ଥାରେ Continue Reading