Home Archive by category Odisha News (Page 5)

Odisha News

Odisha News
କୋରାପୁଟ/ଓଡ଼ିଶା, ୬/୧୦ : ପ୍ରତିରକ୍ଷା କ୍ଷେତ୍ରରେ ଭାରତର ଆତ୍ମନିର୍ଭରତାକୁ ଆଉ ଏକ ବଡ଼ ପଦକ୍ଷେପ। କୋରାପୁଟର ସୁନାବେଡାସ୍ଥିତ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ୍ (HAL ) ପରିଦର୍ଶନ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ।ମଙ୍ଗଳବାର HAL କୋରାପୁଟର ୨୦୦୦ତମ ଏରୋ-ଇଞ୍ଜିନ୍ ହସ୍ତାନ୍ତର ସମାରୋହରେ ଯୋଗଦେବା ସହ ଶକ୍ତି ଇଞ୍ଜିନ୍‌ର ଦ୍ୱିତୀୟ ନିର୍ମାଣ ଲାଇନ୍‌ର ଶୁଭାରମ୍ଭ କରିଛନ୍ତି।ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୫/୧୦ : ବୌଦ୍ଧ ଜିଲ୍ଲା ମୁଖ୍ୟାଳୟ ସଦ୍ଭାବନା ସଭାଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଏବଂ ସେବା ସେତୁ ଅଭିଯାନ ଅନୁଷ୍ଠିତ ହୋଇଯାଇଛି ।ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୧୦ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନିଦ୍ର ହୋନନାଗା , ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୫/୧୦ : ରାଜ୍ୟରେ ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବା ପରେ ରାଜ୍ୟର ସମସ୍ତ ସରକାରୀ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଅକ୍ଟୋବର ୧୫ ତାରିଖରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବା ନେଇ ସୂଚନା ଦେଇଛନ୍ତି ।ଛାତ୍ର ସଂସଦ ନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ କଲା ଉଚ୍ଚ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୧୦ : ଗଜପତି ଜିଲ୍ଲାର ପୁରାଣ ପ୍ରସିଦ୍ଧ ମହେନ୍ଦ୍ରଗିରି ପାଦଦେଶରେ ଥିବା କଇଁପୁର ଗ୍ରାମରେ ଗତ ଚାରି ଦିନ ଧରି ଚାଲିଥିବା ୨୩ତମ ଜାତୀୟ ଏମଟିବି ସାଇକ୍ଲିଂ ଚାମ୍ପିଅନଶିପ୍-୨୦୨୬ ଆଜି ସଫଳତାର ସହ ସମାପ୍ତ ହୋଇଯାଇଛି।ମହେନ୍ଦ୍ରଗିରିର ଦୁର୍ଗମ ଓ ଚ୍ୟାଲେଞ୍ଜିଂ ପାହାଡ଼ିଆ ଟ୍ରାକ୍‌ରେ ଦେଶର ବିଭିନ୍ନ ରାଜ୍ୟରୁ ଆସିଥିବା ସାଇକ୍ଲିଷ୍ଟ ମାନେ ନିଜର ଦକ୍ଷତା, ସାହସ ଓ ସହନଶୀଳତାର ଚମତ୍କାର ପ୍ରଦର୍ଶନ କରିଥିଲେ।ଆଜି ଅନ୍ତିମ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୫/୧୦ : ରବିବାର ରାତି ୯ ଘଣ୍ଟା ସମୟରେ କୁସଂଗ ବନ୍ୟ ପ୍ରାଣୀ ରେଞ୍ଜ ଅନ୍ତର୍ଗତ ମାରଡା ନିକଟରେ କୁମ୍ଭୀର ଆକ୍ରମଣରେ ଗୁଋତର ଯୁବକଙ୍କୁ ବୌଦ୍ଧ ଡାକ୍ତର ଖାନାରେ ଭର୍ତ୍ତି କରା ଯାଇଛି ।ମିଳିଥିବା ସୂଚନା ଅନୁଯାୟୀ ଆଜି ଅପରାନ୍ହ୍ ୪ ଘଣ୍ଟା ସମୟରେ ମାରଡା ଗ୍ରାମର ସୁଧୀର ବେହେରା ଗ୍ରାମ ନିକଟ ମହାନଦୀକୁ ଶୌଚ ପାଇଁ ଯାଇଥିବା ବେଳେ ଏକ କୁମ୍ଭୀର ତାଙ୍କ ଆଣ୍ଠୁକୁ କାମୁଡ଼ି ନଦୀ ମଧ୍ୟକୁ ଟାଣି ନେଇଥିଲ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୫/୧୦: ସ୍ୱତନ୍ତ୍ର ଭୋଟର ତାଲିକା ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ସମାପ୍ତ ହୋଇଥିବା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକରେ ଚୂଡ଼ାନ୍ତ ଭୋଟର ତାଲିକାରୁ ବାଦ ପଡ଼ିଥିବା ଯୋଗ୍ୟ ଭୋଟର ଏବଂ ପ୍ରଥମଥର ପାଇଁ ଭୋଟର ହେବାକୁ ଯାଉଥିବା ଯୁବବର୍ଗଙ୍କୁ ତାଲିକାରେ ସାମିଲ କରିବା ଲାଗି ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ ହୋଇଛି।ଓଡ଼ିଶାରେ ମଧ୍ୟ ରାଜ୍ୟ ମୁଖ୍ୟ ନିର୍ବାଚନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୪/୧୦ : ବୌଦ୍ଧ ଜିଲ୍ଲାରେ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର)-୨୦୨୬ ପ୍ରକ୍ରିୟା ସମାପ୍ତ ହୋଇଥିବାବେଳେ, ବର୍ତ୍ତମାନର ଭୋଟର ତାଲିକାରେ ନାମ ନଥିବା ଯୋଗ୍ୟ ନାଗରିକମାନେ ଫର୍ମ-୬ ମାଧ୍ୟମରେ ନାମ ସାମିଲ ପାଇଁ ଆବେଦନ କରିପାରିବେ।ଏସଆଇଆର ପରେ ଫର୍ମ-୬ ଦାଖଲ ସମୟରେ ୨୦୦୨ ମସିହାର ଭୋଟର ତାଲିକା ସମ୍ବନ୍ଧୀୟ ତଥ୍ୟ କିମ୍ବା ଆବେଦନକାରୀଙ୍କ ପିତାମାତା/ଜେଜେବାପା- ଜେଜେମାଆଙ୍କ ନାମ ସମ୍ପର୍କିତ ଅତିରିକ୍ତ ଘୋଷଣାନାମା ଦେବା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟ ଗଜପତି, ୪/୧୦ : ବ୍ରହ୍ମପୁର ଲୋକସଭା ସାଂସଦ ଡ. ପ୍ରଦୀପ କୁମାର ପାଣିଗ୍ରାହୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଗଜପତି ଜିଲ୍ଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମରେ ଆଦିବାସୀ ବହୁଳ ଗଜପତି ଜିଲ୍ଲାଞ୍ଚଳରେ ପାରଳାଖେମୁଣ୍ଡି ସହର ଓ ଆଖପାଖ ଅଞ୍ଚଳ ସମେତ ଜିଲ୍ଲାର ବିଭିନ୍ନ ବ୍ଲକାଞ୍ଚଳରେ ମୁଖ୍ୟତଃ ୨୯ ଟି ଗୁରୁତ୍ୱପୂର୍ଣ୍ଣ ଗ୍ରାମୀଣ ରାସ୍ତା ଏବଂ ସେତୁ ନିର୍ମାଣ ପାଇଁ ପ୍ରଶାସନିକ ଅନୁମୋଦନ ଏବଂ ସେଥିପାଇଁ ଆର୍ଥିକ ସହାୟତା Continue Reading
Odisha News
ଭୁବନେଶ୍ୱର, ୪/୧୦ : ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ପଶି ଦୁଷ୍କର୍ମ ମାମଲାର ଅଭିଯୁକ୍ତ ଶ୍ରୀଧର ପଣ୍ଡାକୁ ଗତକାଲି ପୁଲିସ ଏନକାଉଣ୍ଟର କରିଥିବାବେଳେ ଆଜି ତାର ୨ ସହଯୋଗୀଙ୍କୁ ଗିରଫ କରିଛି । ସେମାନେ ହେଉଛନ୍ତି ହରି ନାରାୟଣ ପ୍ରାସାଦ ଓ ନିଶିକାନ୍ତ ସାହୁ । ଏହି ଦୁଇ ଜଣ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଚକେଇସିଆଣି ଅଞ୍ଚଳରେ ରହନ୍ତି ।ଶ୍ରୀଧର ଦୁଷ୍କର୍ମ କରିବା ପରେ କ୍ୟାପିଟାଲ ଥାନା ଅଞ୍ଚଳରୁ ଏକ ବାଇକ ଚୋରି କରିଥିଲା ଓ […]Continue Reading