କୋଲକାତା,୨୯/୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭଗବାନ ବୋଲି କହିଥିବା ବିଜେପି ନେତାଙ୍କୁ କଡ଼ା ସମାଲୋଚନା କରିଛନ୍ତି। ମମତା ବାନାର୍ଜୀ କହିଛନ୍ତି ଯେ ଯଦି ପ୍ରଧାନମନ୍ତ୍ରୀ ମୋଦୀ ଭଗବାନ ତେବେ ସେ ତାଙ୍କ ପାଇଁ ଏକ ମନ୍ଦିର ନିର୍ମାଣ କରିବେ। କେବଳ ଏତିକି ନୁହେଁ, ମମତା ବାନାର୍ଜୀ ମଧ୍ୟ ଏପରି ବିବୃତ୍ତି ଦେଉଥିବା ନେତାଙ୍କୁ ଟାର୍ଗେଟ୍ କରିଛନ୍ତି।ମମତା ବାନାର୍ଜୀ କହିଛନ୍ତି, ‘କେହି କେହି କୁହନ୍ତି ଯେ Continue Reading
Odisha News
ରାଜଧାନୀ ତାପମାତ୍ରା ୩୯.୮ ଡିଗ୍ରୀ; କିନ୍ତୁ ଲାଗୁଛି ୬୨ ଡିଗ୍ରୀ ଭଳି ଗରମଭୁବନେଶ୍ବର, ୨୯/୫: ପ୍ରବଳ ଖରା ଯୋଗୁଁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ପଶ୍ଚିମରେ ଅସହ୍ୟ ତାତିକୁ ଉପକୂଳରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି। ଆସନ୍ତା ୪୮ ଘଣ୍ଟା ଯାଏ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ।ତାତି ସହ ପ୍ରବଳରୁ ଅତି ପ୍ରବଳ ଗ୍ରୀଷ୍ମ ପ୍ରବାହ ରହିବା ବୋଲି ପାଣିପାଗ ବିଭାଗ ଆକଳନ କରିଛି। ବଲାଙ୍ଗୀର, ସୋନପୁର, ଝାରସୁଗୁଡା, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି Continue Reading
ବାଲେଶ୍ବର, ୨୯/୫: ଯେଉଁ ବିଜେଡି ନେତାମାନଙ୍କ ପାଖରେ ଗୋଟିଏ ସାଇକେଲ ନଥିଲା, ଏବେ ସେମାନଙ୍କ ପାଖରେ ବଡ଼ ଗାଡ଼ି ଅଛି। ବାଲେଶ୍ବର ଜିଲ୍ଲା ରେମୁଣାସ୍ଥିତ ନରହରି ପଡ଼ିଆଠାରେ ଭାରତୀୟ ଜନତା ପାର୍ଟିର ବିଜୟ ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଏହା କହିଛନ୍ତି। ସେ କହିଛନ୍ତି, ଯେଉଁ ବିଜେଡି ନେତାଙ୍କ ପାଖରେ ଖଣ୍ଡିଏ ସାଇକଲ ନଥିଲା, ଏବେ ସେମାନେ ବଡ଼ ଗାଡ଼ିରେ ଯିବା ଆସିବା କରୁଛନ୍ତି।ବିଜେଡି ନେତାମାନେ ଚାଷୀଙ୍କ ନାଁରେ ନକଲି Continue Reading
ଭୁବନେଶ୍ବର, ୨୯/୫: ଧର୍ମଶାଳାର ସ୍ବାଧୀନ ପ୍ରାର୍ଥୀ ହିମାଂଶୁ ଶେଖର ସାହୁ ବିଜେପିରୁ ବହିଷ୍କୃତ ହୋଇଛନ୍ତି। ସେ ଦଳୀୟ ଶୃଙ୍ଖଳା ଭଙ୍ଗ କରିବା ସହ ଦଳ ବିରୋଧୀ କାର୍ଯ୍ୟ କରିଥିବା ହେତୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ତାଙ୍କୁ ଦଳରୁ ବହିଷ୍କାର କରିଥିବା ଜଣାଯାଇଛି।ସୂଚନା ମୁତାବକ, ହିମାଂଶୁ ନିର୍ବାଚନ ପୂର୍ବରୁ ଧର୍ମଶାଳାରେ ନିଜର ସଙ୍ଗଠନ ପ୍ରସ୍ତୁତ କରିଥିଲେ ବି ବିଜେପି ଧର୍ମଶାଳାରେ ତାଙ୍କ ବଦଳରେ ସ୍ମୃତିରେଖା ପହିଙ୍କୁ ଟିକେଟ୍ ଦେଇଥିଲା। Continue Reading
ଖୋର୍ଦ୍ଧା, ୨୯/୫ : ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଜଗଦ୍ଦେବଙ୍କୁ ଏସସିବିର ମେଡିସିନ୍ ୱାର୍ଡରେ ଆଇସିୟୁରେ ରଖାଯାଇ ଚିକିତ୍ସା କରାଯାଉଥିବା ଜଣାଯାଇଛି। ଜଗଦ୍ଦେବଙ୍କର ରକ୍ତଚାପ ବଢ଼ିଯାଇଥିବା ବେଳେ ସୁଗାର ଲେବୁଲ ଅଧିକା ରହିଛି।ଗତକାଲି ରାତିରେ ଖୋର୍ଦ୍ଧା ଜେଲରେ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ ହୋଇପଡ଼ିଥିଲେ। ଏଥିପାଇଁ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୯/୫ : ଆସନ୍ତା ୪ ତାରିଖରେ ବୌଦ୍ଧ ଜିଲାରେ କନ୍ଧମାଳ ସଂସଦୀୟ କ୍ଷେତ୍ର, ବୌଦ୍ଧ ବିଧାନ ସଭା ଓ କଂଟାମାଳ ବିଧାନସଭା ପାଇଁ ଭୋଟ ଗଣତି ହେବାକୁଥିବାବେଳେ ମଙ୍ଗଳବାର ଦିନ ଜିଲାପ୍ରଶାସନ ପକ୍ଷରୁ ଭୋଟ ଗଣତି ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଜିଲାପାଳଙ୍କ ସଦଭାବନା ଗୃହଠାରେ ଜିଲାପାଳ ଜେ.ସୋନାଲଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ଭୋଟ ଗଣତି ଯେପରି ଶାନ୍ତି ଶୃଙ୍ଖଳାରେ ହୋଇପାରିବ ସେ ନେଇ ଆଲୋଚନା ହୋଇଥିଲା Continue Reading
ଭୁବନେଶ୍ବର,୨୮/୫: କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ତାତି ଫେରିଛି। ଦେଶର ପଶ୍ଚିମ ଓ ଉତ୍ତରରେ ଥିବା ରାଜ୍ୟ ଭଳି ଓଡ଼ିଶାରେ ମଧ୍ୟ ପ୍ରବଳ ଖରା ଜନଜୀବନ ଅସ୍ତବ୍ୟସ୍ତ କରିଛି। ଉପକୂଳ ଓଡ଼ିଶାରେ ତାପମାତ୍ରା ସାଧାରଣ ଥିବା ବେଳେ ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ହୋଇଛି।ବୌଦ୍ଧରେ ତାପମାତ୍ରା ୪୫.୯ ଡିଗ୍ରି ରେକର୍ଡ କରାଯାଇଛି। ସେହିପରି ସୋନପୁରରେ ୪୫.୩ ଓ ଟିଟିଲାଗଡ଼ରେ ୪୫ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୮/୫ : ବୌଦ୍ଧ ଜିଲ୍ଲା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଧନ୍ଦାମୂଳକ ପାଠ୍ୟକ୍ରମ ଇଲେକ୍ଟ୍ରୋନିକ୍ସ ଓ ହାର୍ଡୱେର ବିଭାଗ ର ଛାତ୍ରୀ ମାନେ ଚଳିତ ବର୍ଷ କୃତିତ୍ୱ ର ସହିତ ଉତ୍ତର୍ଣ୍ଣ ହୋଇଛନ୍ତି।ଏହି ବିଭାଗର ୬ ଜଣ ଛାତ୍ରୀ, ମନୀଷା ରାଣୀ ପୁରୋହିତ, ଲିଜା ବଡମାଳି, ଦୀପିକା ବାରିକ, ଝୁମାଲି ନାଏକ, ରେଶ୍ମା ଦଳବେହେରା, ପ୍ରାଚୀ ପ୍ରିୟଦର୍ଶିନୀ ବେହେରା ୧୦୦ ପ୍ରତିଶତ ନମ୍ବର ରଖିଥିବା ବେଳେ ୧୦ ଜଣ ଛାତ୍ରୀ ୯୦ ରୁ ୯୯ […]Continue Reading
ଚାନ୍ଦବାଲି,୨୮।୫: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଚାନ୍ଦବାଲିଠାରେ ଏକ ଜନସଭା କରି ବିଜେଡି ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରତ୍ନ ଭଣ୍ଡାର ଚାବିକୁ ନେଇ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ମୁଁ ନବୀନ ବାବୁଙ୍କୁ ପଚାରୁଛି, ରତ୍ନଭଣ୍ଡାର ଚାବି କୁଆଡ଼େ ଗଲା। ଡୁପ୍ଲିକେଟ ଚାବି ହୋଇଛି କି ନାହିଁ ନବୀନ ବାବୁଙ୍କୁ ପଚାରୁଛି। ଯାଞ୍ଚ ରିପୋର୍ଟ କାହିଁକି ଚାପିଛନ୍ତି, ବିଜେଡି କାହାକୁ ବଞ୍ଚାଇବାକୁ Continue Reading
ଭୁବନେଶ୍ୱର, ୨୮/୫: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ଗିରଫଦାରୀ ପ୍ରସଙ୍ଗରେ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ। ସିଧାସଳଖ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହିତ କେଉଁ ପରିସ୍ଥିତିରେ ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରାହେଲା ବୋଲି ସେ ପ୍ରଶ୍ନ କରିଛନ୍ତି।ଅପରାଜିତା ଷଡ଼ଙ୍ଗୀ କହିଛନ୍ତି, ଯେଉଁ ବୁଥରେ ଇଭିଏମ୍ ଭଙ୍ଗା ହେଇଥିଲା, ସେହି ସ୍ଥାନରେ Continue Reading




