କଟକ, ୨୬/୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ (ମାଟ୍ରିକ୍) ପରୀକ୍ଷାଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ପାସ୍ ହାର ରହିଛି ୯୬.୦୭ ପ୍ରତିଶତ। ଏଥର ପୁଅମାନଙ୍କ ତୁଳନାରେ ଝିଅମାନେ ଭଲ କରିଛନ୍ତି। ଏଥିର ଛାତ୍ରମାନଙ୍କ ପାସ୍ ହାର ରହିଛି ୯୫.୩୯ ପ୍ରତିଶତ। ଏଣେ ଛାତ୍ରୀମାନଙ୍କ ପାସ୍ ହାର ହେଲା ୯୬.୭୩ ପ୍ରତିଶତ। ରବିବାର ସକାଳ ସାଢେ ୧୦ଟାରେ କଟକସ୍ଥିତ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ପ୍ରକାଶ ପାଇଛି।ମାଟ୍ରିକ୍ ସହ Continue Reading
Odisha News
ଚେନ୍ନାଇ, ୨୬/୫ : ଆଜି ଆଫିଏଲ୍ ଟ୍ରଫି ଟକ୍କର। ଚେନ୍ନାଇର ଏମ୍ଏ ଚିଦାମ୍ବରମ୍ ଷ୍ଟାଡିୟମ୍ ଖେଳାଯିବା ଚଳିତ ଆଇପିଏଲ୍ ସିଜନ୍ର ଫାଇନାଲ ମୁକାବିଲା। ମୁହାଁମୁହିଁ ହେବେ ଦୁଇ ଟାଣୁଆ ଦଳ କୋଲକାତା ନାଇଟ୍ ରାଇଡର୍ସ ଓ ସନ୍ ରାଇଜର୍ସ ହାଇଦ୍ରାବାଦ।ତୃତୀୟ ଥର ପାଇଁ କେକେଆର୍ ବିଜୟୀ ହେବା ଲକ୍ଷ୍ୟ ନେଇ ଆଜି ପଡିଆକୁ ଓହ୍ଲାଇବ। ସେହିପରି କୋଲକାତା ଠାରୁ ପ୍ରତିଶୋଧ ନେବା ଲକ୍ଷ୍ୟ ରଖି ସନ୍ ରାଇଜର୍ସ ହାଇଦ୍ରାବାଦ ଟ୍ରଫି ପାଇଁ ଲଢ଼େଇ କରିବ। ତେବେ ଏହି […]Continue Reading
ଖୋର୍ଦ୍ଧା, ୨୬/୫ : ଗିରଫ ହୋଇଛନ୍ତି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ଗିରଫ କରିଛି ପୁଲିସ। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଛି। ଗିରଫ ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା ସୂଚନା ମିଳିଛି।ଗତକାଲି ଅପରାହ୍ନରେ Continue Reading
ଓଡ଼ିଶା,୨୬/୫:ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ରେମାଲ’ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳ ଆଡକୁ ଘଣ୍ଟାକୁ ୧୭କି.ମି. ବେଗରେ ଉତ୍ତର ପୂର୍ବ ଅଗ୍ରସର ହେଉଥିବା ଓଡିଶା ଏବଂ ପଶ୍ଚିମବଙ୍ଗ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଏଭଳି ସ୍ଥିତିରେ ୨ ରାଜ୍ୟ ପ୍ରଶାସନ ବାତ୍ୟା ମୁକାବିଲା ନିମନ୍ତେ ଜରୁରୀକାଳୀନ ଭିତ୍ତିରେ ବ୍ୟାପକ ପ୍ରସ୍ତୁତି କରିଛି।ଏହି ବାତ୍ୟା ଓଡିଶାକୁ ବିଶେଷ ପ୍ରଭାବିତ କରି ନ ପାରେ ବୋଲି ଜଳବାୟୁ ବୈଜ୍ଞାନିକମାନେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୫: ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା ତଥା ଅନ୍ୟତମ କର୍ଣ୍ଣଧାର ଓ ଭାଷାଭିତ୍ତିକ ରାଷ୍ଟ୍ର ନିର୍ମାଣର ବଳିଷ୍ଠ ବିନ୍ଧାଣୀ ଏବଂ ଉତ୍କଳବାସୀଙ୍କ ପାଇଁ ଗୌରବର ସ୍ବାକ୍ଷର ବହନ କରୁଥିବା ଓଡିଶାର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୫୧ ତମ ଶ୍ରାଦ୍ଧୋତ୍ସବ ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଓ ସମାଜ ସେବା ଅନୁଷ୍ଠାନ \”ପ୍ରଗତି ମହିଳା Continue Reading
ଖୋର୍ଦ୍ଧା,୨୫/୫: ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ ବ୍ଲକର ଏକ ବୁଥ୍ରେ ଇଭିଏମ୍ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ।ବୋଲଗଡ଼-ବେଗୁନିଆ ନିର୍ବାଚନ ମଣ୍ଡଳୀର ରାଜସୁନାଖଳା ନିକଟ କାଉଁରିଆ ପାଟଣାର ୧୧୪ ନମ୍ବର ବୁଥ୍ରେ ପଶି ପ୍ରଶାନ୍ତ ଭଙ୍ଗାରୁଜା କରିଛନ୍ତି। ଭୋଟିଂ ସମୟରେ ଇଭିଏମ୍ ଭାଙ୍ଗିଛନ୍ତି ପ୍ରଶାନ୍ତ ଜଗଦ୍ଦେବ। ପ୍ରଶାନ୍ତଙ୍କୁ ଖୋଜୁଛି ପୋଲିସ। ଖାଲି ଏତିକି ନୁହେଁ ପ୍ରିଜାଇଡିଂ ଓ Continue Reading
ଭୁବନେଶ୍ବର, ୨୫/୫ : ଓଡ଼ିଶାର ଲୋକ ଚାହାଁନ୍ତି ମୋଦୀଙ୍କ ଗ୍ୟାରେଣ୍ଟି। ଆମେଠିରୁ ରାହୁଲଙ୍କୁ ହଟାଇଛୁ, ଏଠୁ ବିଜେଡିକୁ ହଟାଇବୁ। ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ଆୟୋଜିତ ବିଜେପିର ସଙ୍କଳ୍ପ ସମାବେଶରେ ଏଭଳି ଦୃଢ଼ୋକ୍ତି କରିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ।ସ୍ମୃତି ଇରାନୀ ଆହୁରି କହିଛନ୍ତି, ଓଡ଼ିଶାରେ ରିମୋଟ୍ କଣ୍ଟ୍ରୋଲରେ ସରକାର ଚାଲିଛି। ରିମୋଟ୍ ଧରି ତାମିଲ ବାବୁ ଓଡ଼ିଶାକୁ ଲୁଟୁଛନ୍ତି। ଓଡ଼ିଶାକୁ କବଜା କରି ରଖିଛନ୍ତି ତାମିଲ ବାବୁ। Continue Reading
ଭୁବନେଶ୍ୱର,୨୫/୫: ମତଦାନ କେନ୍ଦ୍ରରେ ଅଂଶୁଘାତରେ ଜଣେ ବିଜେପି ଏଜେଣ୍ଟଙ୍କ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ବାହାଲୁଣ୍ଡା ଗାଁର ଶୁକଦେବ ପଟ୍ଟନାୟକ। ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବିଧାନସଭା କ୍ଷେତ୍ର ନୂଆବଗ ପଞ୍ଚାୟତ ବାହାଲୁଣ୍ଡା ଗାଁ ୧୩୬ ନମ୍ବର ବୁଥରେ ବିଜେପି ଏଜେଣ୍ଟ ଭାବରେ ସେ କାର୍ୟ୍ୟରତ ଥିଲେ। ସକାଳ ସାଢ଼େ ୯ଟା ସମୟରେ ଭୋଟ କେନ୍ଦ୍ରରେ ସେ ହଠାତ ଅଂଶୁଘାତରେ ଖସି ପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ୧୦୮ରେ ହିନ୍ଦୋଳ ହସ୍ପିଟାଲରେ ଭର୍ତ୍ତି Continue Reading
ନୂଆଦିଲ୍ଲୀ,୨୫/୫: ଲୋକ ସଭା ନିର୍ବାଚନ ୨୦୨୪ର ଷଷ୍ଠ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୋଟ ଦେଇଛନ୍ତି। ଭୋଟ ଦେବା ପରେ ତାଙ୍କ କାଳି ଲଗାଯାଇଥିବା ଆଙ୍ଗୁଠି ଦେଖାଇଛନ୍ତି।ସୂଚନାଯୋଗ୍ୟ, ସାତ-ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ୨୦୨୪ର ଷଷ୍ଠ ପର୍ଯ୍ୟାୟରେ, ମେ’ ୨୫ ଶନିବାର ୮ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ମୋଟ ୫୮ ଟି ଆସନ ପାଇଁ ଭୋଟ ଦିଆଯାଉଛି। ଷଷ୍ଠ ପର୍ଯ୍ୟାୟରେ ୮୮୯ଜଣ ପ୍ରାର୍ଥୀ ନିର୍ବାଚନରେ ଅଛନ୍ତି।ଏହି ପର୍ଯ୍ୟାୟରେ Continue Reading
ଭୁବନେଶ୍ୱର, ୨୫/୫: ରାଜ୍ୟରେ ଆଜି ତୃତୀୟ ପର୍ଯ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ଏହା ପୂର୍ବରୁ ବିଭିନ୍ନ ସ୍ଥାନରେ ମକ୍ ପୋଲିଂ ହୋଇଛି। ସକାଳୁ ସକାଳୁ ଅସହ୍ୟ ଗୁଳୁଗୁଳି ସତ୍ତ୍ୱେ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲଗାଇଛନ୍ତି।ଆଜି ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଛି। ୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନରେ […]Continue Reading




