ଭୁବନେଶ୍ୱର,୨୨/୫: ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ କ୍ଷେତ୍ର । ଏହା ଉତ୍ତରପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ପରେ ୨୪ ତାରିଖ ସକାଳେ ଡିପ୍ରେସନ ବା ଅବପାତର ରୂପ ନେବ। ପରବର୍ତ୍ତୀ ସମୟରେ ଏହା ଅଧିକ ତୀବ୍ର ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର।ଏହାର ପ୍ରଭାବରେ ୨୨ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୩୫ରୁ ୪୫ କିମି ବେଗରେ ପବନ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୧/୫: ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ସୋମବାର ଦିନ ସମାପନ ହୋଇଛି । ଏହି ପରିପ୍ରେକ୍ଷୀରେ ଇଭିଏମ ମେସିନରେ ବାଲିଗୁଡା ର ୫ଜଣ ଓ ଜି. ଉଦୟଗିରି ର ୮ଜଣ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍ ହୋଇଛି ।କନ୍ଧମାଳ ଜିଲ୍ଲା ବାଲିଗୁଡା ବିଧାନସଭା ଅନ୍ତର୍ଗତ ୪ଟି ବ୍ଲକ ବାଲିଗୁଡା, ତୁମୁଡିବନ୍ଧ, କୋଟଗଡ ଓ କ.ନୁଆଗାଁ ବ୍ଲକ ସମେତ ବାଲିଗୁଡା ଏନଏସିରେ Continue Reading
ଭୁବନେଶ୍ୱର,୨୧/୫: ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ। ନିମାପଡ଼ା ବିଧାୟକ ସମୀର ଦାଶ, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଆଠମଲ୍ଲିକ ବିଧାୟକ ରମେଶ ସାଏ ଓ ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କୁ ଜବାବ ତଲବ କରାଯାଇଛି।୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସରେ କୁହାଯାଇଛି। କାହିଁକି ବିଧାୟକ ପଦ ରଦ୍ଦ ନ ହେବ ପକ୍ଷ ରଖିବାକୁ ନୋଟିସରେ ଉଲ୍ଲେଖ ରହିଛି। ସରକାରୀ ଦଳ ମୁଖ୍ୟ ସଚେତକଙ୍କ ଆବେଦନ ଆଧାରରେ ନୋଟିସ ହୋଇଛି। ବାଚସ୍ପତିଙ୍କ Continue Reading
ଓଡ଼ିଶା, ୨୧/୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କ ପରେ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ନେତା ତଥା ରାମାୟଣର ରାମ ଅରୁଣ ଗୋଭିଲ।ସେ ୪ଟି ସଭାରେ ଯୋଗଦେଇ ଲୋକ ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁଭୋଟ୍ ଭିକ୍ଷା କରିବେ। ଚମ୍ପୁଆ, ତେଲକୋଇ, ଢେଙ୍କାନାଳ ଓ ବାଲିପାଟଣାରେ ସଭାରେ ରାମ ଅରୁଣ ଗୋଭିଲ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।ସେହିପରି ଆସନ୍ତା ୨୩ ତାରିଖରେ ଓଡ଼ିଶା ଆସିବେ ପୁଣି ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ Continue Reading
ଅନୁଗୋଳ, ୨୧/୫: ଅନୁଗୋଳ ଜିଲ୍ଲା ତୁଳସୀପାଳ ଗାଁରେ ଆଜି ସକାଳେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ପରୁ ଗୋଛୟତ।କୌଣସି କାମରେ ଘର ପାଖ ପଡ଼ିଆକୁ ଯାଇଥିବା ବେଳେ ପରୁଙ୍କୁ ହାତୀ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।ଅନୁଗୋଳ ବନଖଣ୍ଡ ଅଞ୍ଚଳରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ବଢ଼ିଛି। ହାତୀ ବିଭିନ୍ନ ସମୟରେ ଜନବସତି ମୁହାଁ ହେବା ସହ ଗାଈଗୋରୁ ଓ ମଣିଷକୁ ଆକ୍ରମଣ କରୁଛନ୍ତି।ଆଜିର ଘଟଣା ପରେ ଗାଁରେ […]Continue Reading
ପୁରୀ, ୨୧/୫ : ବିଜେପିର ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର ଏକ ନିର୍ଦ୍ଦିଷ୍ଟ ଗଣମାଧ୍ୟମକୁ ପ୍ରତିକିୟା ଦେବା ବେଳେ ମହାପ୍ରଭୁ ଜଗନ୍ନାଥଙ୍କ ସମ୍ପର୍କରେ ଭୁଲବଶତଃ ଏକ ଶବ୍ଦ ତାଙ୍କ ପାଟିରୁ ବାହାରି ଯାଇଥିଲା। ଯାହାକୁ ନେଇ ବିବାଦ ଉପୁଜିଥିଲା।ଏହାକୁ ନେଇ ସ୍ପଷ୍ଟୀକଣ ରଖିଛନ୍ତି ସମ୍ବିତ ପାତ୍ର। ଏମିତିକି ଉକ୍ତ ଭୁଲ ପାଇଁ ମହାପ୍ରଭୁଙ୍କ ଚରଣରେ ଦଣ୍ଡବତ ହୋଇ କ୍ଷମା ମାଗୁଛି ବୋଲି ସମ୍ବିତ ସୋଶୋଲ୍ ମିଡିଆ ‘ଏକ୍ସ’ରେ ପ୍ରତିକିୟା ରଖିଛନ୍ତି। ଏହାସହ ଏଭଳି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୧/୫: କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମାପନ ହୋଇଛି । ଚଳିତ ନିର୍ବାଚନରେ କନ୍ଧମାଳ ଲୋକସଭା କ୍ଷେତ୍ରର ବାଲିଗୁଡା ବିଧାନସଭା କ୍ଷେତ୍ରରେ ୧ଲକ୍ଷ ୬୫ ହଜାର ୪୧୨ ଜଣ ଭୋଟର ଙ୍କ ମଧ୍ୟରୁ ପୁରୁଷ ଭୋଟର ୭୯ ହଜାର ୨୫୫ଜଣ ଏବଂ ମହିଳା ଭୋଟର ୮୬ ହଜାର ୧୩୫ ଜଣ ଉଭୟ ସାଂସଦ ଏବଂ ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଛନ୍ତି ।୮୨ ନମ୍ବର ବାଲିଗୁଡା ବିଧାନସଭା ନିର୍ବାଚନ […]Continue Reading
ଭୁବନେଶ୍ୱର,୨୦/୫: ରାଜ୍ୟରେ ଅପରାହ୍ଣ ୫ଟା ସୁଦ୍ଧା ୬୦.୫୪ ପ୍ରତିଶତ ମତଦାନ ହୋଇଛି । ବରଗଡରେ ସର୍ବାଧିକ ୬୬.୧୪ ପ୍ରତିଶତ ମତଦାନ ହୋଇଥିବା ବେଳେ ୫୫.୬୫ ପ୍ରତିଶତ ସହ ଆସ୍କାରେ ସବୁଠୁ କମ ଭୋଟିଂ ହୋଇଛି ।ସୁନ୍ଦରଗଡରେ ୬୧.୫୩ ପ୍ରତିଶତ, କନ୍ଧମାଳ ୫୭.୪୬ ପ୍ରତିଶତ, ବଲାଙ୍ଗୀରରେ ୬୧.୩୫ ପ୍ରତିଶତ ମତଦାନ ହୋଇଛି । ଦ୍ୱିତୀୟ ପର୍ଯ୍ୟାୟରେ ୫ ଲୋକସଭା ଏବଂ ୩୫ ବିଧାନସଭା ଆସନ ପାଇଁ ନେତା ବାଛୁଛନ୍ତି ଜନତା । ମୋଟ୍ ୯୧୪୮ଟି ମତଦାନ କେନ୍ଦ୍ରରେ ୭୯ […]Continue Reading
ଢେଙ୍କାନାଳ, ୨୦/୫: ବାଇକକୁ ସାମନା ପଟୁ ପିଟିଲା ହାଇୱା ଆଉ ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଯାଇଛି । ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ପିଙ୍ଗୁଆ ନିକଟରେ ଘଟିଛି ଏହି ଦୁର୍ଘଟଣା ।ଦୁର୍ଘଟଣାରେ ଗୋଟିଏ ପରିବାରର ସ୍ୱାମୀ, ସ୍ତ୍ରୀ ଓ ୨ଛୁଆ ଙ୍କର ମୃତ୍ୟୁ ଘଟିଛି। ସମସ୍ତ ମୃତକ ନିକଟସ୍ଥ ଖଙ୍କିରା ଗାଁର । ଆଜି ଦିନବେଳେ ଖଙ୍କିରା ଗ୍ରାମର ସ୍ୱାମୀ-ସ୍ତ୍ରୀ ତାଙ୍କର ୧୧ ବର୍ଷୀୟ ପୁଅ ଓ ୫ ବର୍ଷୀୟା ଝିଅଙ୍କ ସହ […]Continue Reading
କଟକ, ୨୦/୫: ପୁରୀରେ ସୋମବାର ରୋଡ ଶୋ’ ପରେ କଟକରେ ପହଞ୍ଚିଛନ୍ତି ପହଞ୍ଚିଛନ୍ତି। ଏଠାରେ ଏକ ସଭାକୁ ସମ୍ବୋଧିତ କରି ସେ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଏକ ସାଂଘାତକ ଅଭିଯୋଗ ଆଣି କହିଛନ୍ତି,ଲୋକ କହୁଛନ୍ତି ରତ୍ନଭଣ୍ଡାର ଚାବି ତାମିଲନାଡୁ ପଳାଇଛି। ରତ୍ନଭଣ୍ଡାର ଚାବି ତାମିଲନାଡୁ କିଏ ନେଇ ଯାଇଛି। ଏଭଳି ଲୋକକୁ ଓଡ଼ିଶାବାସୀ କ୍ଷମା କରିବେ ନାହିଁ। ଏଭଳି ଅବସ୍ଥାରେ ଯାଞ୍ଚ କମିଟି ରିପୋର୍ଟକୁ ଚାପି ଦିଆଯାଇଛି। ଦିଲ୍ଲୀରେ ତ ସରକାର ଗଢିବ ଏନଡିଏ। Continue Reading




