ଅନୁଗୁଳ, ୨୦/୫: ଗତ ୨୫ ବର୍ଷ ଭିତରେ ବିଜେଡି ସରକାର କିଛି କରିନି। ଏଠାରୁ ଲୋକେ ଅନ୍ୟ ରାଜ୍ୟକୁ ପଳାୟନ କରୁଛନ୍ତି। ଓଡ଼ିଶାକୁ କିଏ ବରବାଦ କରିଲା? କିଏ ଯୁବକଯୁବତୀଙ୍କ ସ୍ବପ୍ନକୁ ଚୁରମାର କରିଛି? ଏଠିକାର ବିଜେଡି ସରକାରର ଶାସନରେ ଲୋକେ ଅତିଷ୍ଠ। କିଛି ଦୁର୍ନୀତିଗ୍ରସ୍ତ ଲୋକ ମୁଖ୍ୟମନ୍ତ୍ରୀ କାର୍ୟ୍ୟାଳୟକୁ ଘେରି ରଖିଛନ୍ତି। ଦୁର୍ନୀତିଗ୍ରସ୍ତ ଲୋକଙ୍କ କବଜାରେ ବିଜେଡି ସରକାର। ଓଡ଼ିଶାର ଗରିବୀ ଦେଖି ମୋ ହୃଦୟକୁ ବହୁତ କଷ୍ଟ ହେଉଛି।ମୋ ଓଡ଼ିଶାକୁ କିଏ Continue Reading
Odisha News
ଭୁବନେଶ୍ବର, ୨୦/୫: ଓଡିଶାର ୫ ସଂସଦୀୟ କ୍ଷେତ୍ର ସହ ୩୫ ବିଧାନସଭା ଆସନ ପାଇଁ ମତଦାନ ଜାରି ରହିଛି । ମିଳିଥିବା ସୂଚନା ମୁତାବକ, ପୂର୍ବାହ୍ନ ୯ଟା ସୁଦ୍ଧା ମୋଟ ୬.୯୯ ପ୍ରତିଶତ ମତଦାନ ହୋଇଛି ।ବରଗଡ ସଂସଦୀୟ କ୍ଷେତ୍ରରେ ସର୍ବାଧିକ ୯.୩୨% ମତଦାନ ହୋଇଥିବାବେଳେ ଆସ୍କା ସଂସଦୀୟ କ୍ଷେତ୍ରରେ ୭.୬୨%, ବଲାଙ୍ଗୀରରେ ୫.୭୬% ଏବଂ କନ୍ଧମାଳରେ ୬.୭୯ % ମତଦାନ ହୋଇଛି । ଏହାସହ ସୁନ୍ଦରଗଡ ସଂସଦୀୟ କ୍ଷେତ୍ରରେ ୪.୮୯ ପ୍ରତିଶତ ମତଦାନ ହେଇଥିବା ନେଇ […]Continue Reading
ପୁରୀ, ୨୦/୫: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବଡଦାଣ୍ଡରେ ମେଗା ରୋଡ୍ ସୋ’’ କରିଛନ୍ତି । ତାଙ୍କ ସହ ଅଛନ୍ତି ମନମୋହନ ସାମଲ ଓ ପୁରୀ ଲୋକସଭା ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର ରହିଛନ୍ତି ।ରୋଡ ସୋ’’ ସମୟରେ ବଡ ଦାଣ୍ଡରେ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି । ଏହାସହ ମୋଦୀଙ୍କୁ ଦେଖିବା ପାଇଁ ରାସ୍ତା କଡ ଓ ପ୍ରତି ଘରର ଛାତ ଉପରେ ମଧ୍ୟ ଲୋକଙ୍କ ଗହଳି ଦେଖିବାକୁ ମିଳିଛି। […]Continue Reading
ବଲାଙ୍ଗୀର, ୧୯/୫: ବଲାଙ୍ଗୀର ଜିଲ୍ଲା ଆଗଲପୁର (ଡୁଡୁକା) ବ୍ଲକ୍ ବକଟି ଗ୍ରାମର ତଥା ପଟୁଆପାଲି ଉପ୍ରାସ୍କୁଲର ଶିକ୍ଷକ ସୁଶୀଳ ଆଚାର୍ଯ୍ୟ (୫୨ବର୍ଷ)ଙ୍କ ହୃଦ୍ଘାତରେ ମୃତ୍ୟୁ ଘଟିଛି। ସୂଚନାମତେ, ରବିବାର ଟିଟିଲାଗଡ଼ ଡିଏଭି କଲେଜ୍କୁ ନିର୍ବାଚନ ପାଇଁ ସେକେଣ୍ଡ ପୋଲିଂ ଅଫିସର ଭାବେ ନିଯୁକ୍ତି ହୋଇ ଯାଇଥିଲେ।ସେଠାରେ ଅସୁସ୍ଥ ଅନୁଭବ କରିବାରୁ ବରିଷ୍ଠ ଅଧିକାରୀଙ୍କୁ ଜଣାଇଥିଲେ। ତୁରନ୍ତ ତାଙ୍କୁ ଟିଟିଲାଗଡ଼ ଉପଖଣ୍ଡ ଡାକ୍ତରଖାନାକୁ ଚିକିତ୍ସା ପାଇଁ Continue Reading
ନୂଆଦିଲ୍ଲୀ, ୧୯/୫: ଭାରତର ଦଣ୍ଡବିଧାନ ସଂହିତାରେ ସଂଶୋଧନ ଆଣିବା ପାଇଁ ୩ଟି ନୂଆ ଆଇନ ପ୍ରଣୟନକୁ ଚ୍ୟାଲେଞ୍ଜ କରୁଥିବା ଏକ ପିଟିସନର ଶୁଣାଣି ସୋମବାର ସୁପ୍ରିମ୍ କୋର୍ଟରେ ହେବ। ସୁପ୍ରିମ୍କୋର୍ଟର ବରଚାରପତି ଜଷ୍ଟିସ୍ ବେଲା ଏମ୍ ତ୍ରିବେଦୀ ଏବଂ ଜଷ୍ଟିସ୍ ପଙ୍କଜ ମିଥାଲିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିପାରନ୍ତି।ଗତବର୍ଷ ଡିସେମ୍ବର ୨୧ ତାରିଖରେ ଲୋକସଭାରେ ତିନିଟି ପ୍ରମୁଖ ବିଲ୍ ପାରିତ ହୋଇଥିଲା- ଭାରତୀୟ ନ୍ୟାୟ (ଦ୍ଵିତୀୟ) ସଂହିତା, Continue Reading
ଭୁବନେଶ୍ୱର, ୧୯/୫: ଭୁବନେଶ୍ୱରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଉ ଭୁବନେଶ୍ୱର ବିମାନବନ୍ଦରରୁ ସେ ସିଧା ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯିବେ । କାର୍ଯ୍ୟାଳୟ ପରିସରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ରାଜ୍ୟ ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ। ରାଜଭବନରେ ରାତ୍ରୀଯାପନ କରିବେ।୨୦ ତାରିଖରେ ପୁରୀ ଯାଇ ମହାପ୍ରଭୁ Continue Reading
ଭୁବନେଶ୍ୱର,୧୯/୫: ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ଭାଜପାରେ ମିଶିଛନ୍ତି। ଆଜି ସକାଳେ ସେ ତାଙ୍କ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଥିଲେ। ଟିକେଟ୍ କଟିଥିବାରୁ ସେ ବିମୁଖ ହୋଇ ବିଜେଡି ଛାଡ଼ିଥିଲେ।ବିଜେଡି ଛାଡ଼ିବା ପରେ ସମୀର ସମର୍ଥକଙ୍କ ସହ ଆସି ଭାଜପା କାର୍ୟ୍ୟାଳୟରେ ବିଧିବଦ୍ଧ ଭାବେ ଦଳରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡ଼ା, ୧୯/୫ : କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆସନ୍ତା ୨୦ ତାରିଖରେ ମତଦାନ ଅନୁଷ୍ଠିତ ହେବ। ଏଥିଲାଗି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏନେଇ ବାଲିଗୁଡା ନିର୍ବାଚନ ମଣ୍ଡଳୀ ନିମନ୍ତେ ଉପଜିଲ୍ଲାପାଳ କାର୍ଯ୍ୟାଳୟ ଓ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ ନିମନ୍ତେ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟରେ ପୋଲିଂ ଅଧିକାରୀ ଓ ପୋଲିସ କାରୀମାନେ ନିର୍ବାଚନରେ ନିୟୋଜିତ Continue Reading
ନିମାପଡ଼ା, ୧୯/୫: ବିଜେଡିରୁ ଇସ୍ତଫା ଦେଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସେ ଦଳ ସଭାପତିଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି।ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଟିକେଟ ନ ମିଳିବା କାରଣରୁ ସେ ଅସନ୍ତୁଷ୍ଟ ଥିଲେ। ଦଳ ଛାଡ଼ିବାର କାରଣ କହିବା ସହ ସୋସିଆଲ ମିଡିଆରେ ନିଜ ଇସ୍ତଫା ପତ୍ର ବାବଦରେ ସୂଚନା ଦେଇଛନ୍ତି ସମୀର ରଞ୍ଜନ ଦାଶ।ସମୀର କହିଛନ୍ତି, ୨୦୦୬ରୁ ସେ ନିଷ୍ଠାର ସହ ଦଳ ପାଇଁ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୮/୫ : ବୌଦ୍ଧଜିଲାରେ ୮୫ କଣ୍ଟାମାଳ ଓ ୮୬ ବୌଦ୍ଧ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଆସନ୍ତା ୨୦ ତାରିଖରେ ସାଧାରଣ ନିର୍ବାଚନ ହେବାକୁ ଯାଉଥିବା ବେଳେ ମତଦାନ କାର୍ୟ୍ୟ ପରିଚାଳନା ପାଇଁ ଆଜି ଜିଲା ପ୍ରଶାସନ ପକ୍ଷରୁ ୩୭୩ ଗୋଟି ବୁଥକୁ କର୍ମଚାରୀମାନଙ୍କୁ ପଠାଯାଇଛି ।ସମୁଦାୟ ୪୧୩ ଟି ବୁଥରେ ମତଗ୍ରହଣ କରାଯିବାକୁ ଥିବାବେଳେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ୨୧୭ ଟି ଓ ବୌଦ୍ଧ ରେ ୧୯୬ ଟି ବୁଥ ରହିଛି ।ଉଭୟ […]Continue Reading




