Home Archive by category Odisha News (Page 514)

Odisha News

Odisha News
ପୁରୀ, ୧୫/୫: ପୁରୀ ସାକ୍ଷୀଗୋପାଳ ମନ୍ଦିରର ବରିଷ୍ଠ ସେବାୟତ ତଥା ପୂର୍ବତନ ସମ୍ପାଦକ କିଶୋର ଚନ୍ଦ୍ର ମହାପାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି। କିଶୋରଙ୍କ ମୁହଁ, ଓଠରେ କ୍ଷତ ହୋଇଥିବା ବେଳେ ଛାତିରେ ଗଭୀର ଆଘାତ ଲାଗିଛି।ଗତକାଲି ସେବକ ସାହିରେ ଥିବା ଜାଗେଶ୍ୱରୀ ମଣ୍ଡପରେ ସାକ୍ଷୀଗୋପାଳ ମନ୍ଦିର ସେବାୟତ ସଂଘର ବୈଠକ ବସିଥିଲା। ଅଣସେବାୟତ କିଭଳି ଭାବରେ Continue Reading
Odisha News
ବିଷମ କଟକ,୧୫/୫: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୯ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ ଚିକତ୍ସିତ ହେଉଥିଲେ।ସେ ବିଷମକଟକରୁ ୭ଥର କଂଗ୍ରେସ ବିଧାୟକ ଥିଲେ। ଏହା ସହ ସେ ଓଡ଼ିଶା ଗୃହ ବିଭାଗ ତଥା ଜଙ୍ଗଲ ବିଭାଗ,ଅବକାରୀ ବିଭାଗ, ନଗର ଉନ୍ନୟନ ବିଭାଗ ଓ ଜଳ ଓ ପରିମଳ ବିଭାଗର ମନ୍ତ୍ରୀ ପଦ ମଧ୍ୟ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୫/୫: ବୌଦ୍ଧ ଆର୍ଟ ଅଫ ଲିଭିଂ ପରିବାର ତରଫରୁ ବିଶ୍ୱ ଯୋଗ ଗୁରୁ ରବି ଶଙ୍କର ଜି ଙ୍କ ୬୮ ତମ ଜନ୍ମଦିନ ଅବସରରେ ବୁଟୁପାଳି ସେବା ବିହାରରେ ସତସଙ୍ଗ ଓ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାପରେ ସନ୍ଧ୍ୟାରେ ମହାନଦୀ ଆରତୀ ଘାଟରେ ମହାନଦୀ ଆଳତୀ,ସତସଙ୍ଗ ଓ ଅନ୍ନ ସେବା ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଧର୍ମ ସଭା ଓ ସତସଙ୍ଗ ଅନୁଷ୍ଠିତ ହୋଇଥିଲା ।ଅତିଥି ଭାବେ ପୁନଃ ଗଠନ ଓଡିଶା ର […]Continue Reading
Odisha News
ଭୁବନେଶ୍ବର, ୧୪/୫: ନିର୍ବାଚନ ସମୟରେ ଆୟକର ବିଭାଗ ଓ ପୁଲିସ ଅଧିକ ସକ୍ରିୟ ରହିଛନ୍ତି। ଆୟଗର ବିଭାଗ ଗାଡ଼ି ଯାଞ୍ଚ ବେଳେ ଏକ ଦାମୀ କାର୍ ଭିତରୁ ୫କୋଟି ଟଙ୍କା ଠାବ କରିଛି। ଭୁବନେଶ୍ୱର ସୂର୍ଯ୍ୟନଗରରେ ଆୟକର ବିଭାଗର ଚଢ଼ାଉ ବେଳେ ଏହି ଟଙ୍କା ଜବତ ହୋଇଛି।ଆୟକର ବିଭାଗ ପକ୍ଷରୁ କୁହାଯାଇଛି ଯେ, ଏକ ଫର୍ଚୁନର ଗାଡ଼ିରେ ନଗଦ ଟଙ୍କା ନେଇ ଯାଉଥିବା ବେଳେ ଚଢ଼ାଉ କରାଯାଇଥିଲା। ଜବତ ଟଙ୍କା ଯାଜପୁର ଅଂଚଳର ଜଣେ ଠିକାଦାରଙ୍କର ହୋଇଥିବା […]Continue Reading
Odisha News
ବ୍ରହ୍ମପୁର,୧୪/୫: ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଗିରଫ କରାଯାଇଛି ।ବ୍ରହ୍ମପୁର ବିଧାନସଭା ଆସନର ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ ଆକ୍ରମଣ କରିିଥିବା ନେଇ ଅଭିଯୋଗ ହୋଇଥିଲା । ପ୍ରଥମ ପର୍ଯ୍ୟାୟ ଭୋଟିଂ ବେଳେ ଗତକାଲି ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ କରିଥିଲେ ଶିବଶଙ୍କର ଦାସ। ପ୍ରଦୀପଙ୍କ ବେକ ଓ ଛାତିରେ ଆଘାତ ଲାଗିଥିବା ଅଭିଯୋଗ ହୋଇଥିଲା।ପ୍ରଦୀପ Continue Reading
Odisha News
ଭୁବନେଶ୍ବର, ୧୪/୫: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ କାର୍ଯ୍ୟକ୍ରମରେ ପରିବର୍ତ୍ତନ କରାଯାଇଛି। ଆଗରୁ ରାଉରକେଲା ଓ କଣ୍ଟାବାଞ୍ଜିରେ ଅମିତ ଶାହଙ୍କର ନିର୍ବାଚନୀ ସଭାରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ଥିଲା।ହେଲେ ଏବେ ସେ ଆସନ୍ତାକାଲି (୧୫ ତାରିଖ) ଓଡ଼ିଶା ଗସ୍ତରେ ଆସି ସୋରଡ଼ା ଓ ବୌଦ୍ଧରେ ସାଧାରଣ ସଭାରେ ଯୋଗ ଦେବେ ବୋଲି ଜଣାଯାଇଛି। ଏହାଛଡ଼ା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କଟକରେ ରୋଡ୍ ସୋ କରିବେ।ଅମିତ ଶାହଙ୍କ ରୋଡ ସୋ ବକ୍ସି ବଜାରର Continue Reading
Odisha News
ଭୁବନେଶ୍ୱର,୧୪।୫: ବ୍ରହ୍ମପୁର ସହରରେ ସୋମବାର ମତଦାନ ଶେଷ ହେବା ବେଳକୁ ଭାଜପା ଏମ୍ପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ କରାଯାଇଛି। ଏଥିରେ ସେ ଆହତ ହେବାରୁ ଚିକିତ୍ସା ପାଇଁ ଏମ୍କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା।କିନ୍ତୁ ପଞ୍ଜରା ହାଡ ଏବଂ ଫୁସ୍ଫୁସ୍ରେ ଆଘାତ ଯୋଗୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି।ବ୍ରହ୍ମପୁର ବିଧାନସଭା ଆସନ ଲାଗି ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସ୍ବାଧୀନ ପ୍ରାର୍ଥୀ ଶିବ ଶଙ୍କର ଦାସ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୪/୫:ଗଜପତି ଜିଲ୍ଲାର ୨ ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାରଳାଖେମୁଣ୍ଡି ଏବଂ ମୋହନା ଠାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆଜି ମତଦାନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି ।ଏହି ନିର୍ବାଚନ ଅବସରରେ ଅନୁଷ୍ଠିତ ମତଦାନ ପୂର୍ବରୁ ଜିଲ୍ଲାର ସମସ୍ତ ମତଦାନ କେନ୍ଦ୍ର ଠାରେ ଆଜି ପ୍ରଥମେ ମକପୋଲ କାର୍ଯ୍ୟକ୍ରମ ପୋଲିଂ ଅଫିସର ଓ ସମସ୍ତ ଏଜେଣ୍ଟ ମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିଲା । ପରେ ସକାଳ ୭ଟା ଠାରୁ Continue Reading
Odisha News
ବୌଦ୍ଧ,୧୩/୫ : ବୌଦ୍ଧ ନିର୍ବାଚନ ମଣ୍ଡଳୀ ୫୭ନଂ ଜାତୀୟ ରାଜପଥର ପୁରୁଣାକଟକ ଥାନା କରଡାକୋଠା ନିକଟରେ ଗାଡି ଯାଞ୍ଚ ବେଳେ ଏକ କାର୍ରୁ ବିପୁଳ ପରିମାଣର ଟଙ୍କା ପୁରୁଣାକଟକ ପୋଲିସ ଜବତ କରିଛି।ଏକ କଳା ରଙ୍ଗର କାର୍ OD02BM1517କୁ ଅଟକାଇ ପୋଲିସ ଯାଞ୍ଚ କରିବା ବେଳେ କାର୍ ମଧ୍ୟରୁ ଟଙ୍କା ମିଳିଛି। ପୋଲିସ କାର୍ ସହ କାରରେ ବସିଥିବା ୨ ଜଣ ଯୁବତୀ ଓ ଡ୍ରାଇଭରକୁ ଥାନାକୁ ଆଣି ଅଟକ ରଖିଥିବା ବେଳେ ବାହାରିଥିବା ଟଙ୍କା ଗଣତି […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୩/୫ : ସାଧାରଣ ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ କନ୍ଧମାଳ ଲୋକସଭା ଏବଂ ଫୁଲବାଣୀ, ଜି. ଉଦୟଗିରି ଓ ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀର ଭୋଟ ଗ୍ରହଣ ଆସନ୍ତା ମେ ୨୦ ତାରିଖରେ ହେବ। ଏଥି ପାଇଁ ଗାଁଠୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସବୁଠି ବାତାବରଣ ଉଷ୍ମ ହୋଇଉଠିଛି ।ଚଳିତ ନିର୍ବାଚନରେ ସୋସିଆଲ ମିଡିଆ ତଥା ଡିଜିଟାଲ୍ ପ୍ଲାଟଫର୍ମ ଉପରେ ବିଭିନ୍ନ ଦଳ ଓ ପ୍ରାର୍ଥୀମାନେ ଗୁରୁତ୍ଵ ଦେଉଥିବା ଦେଖିବାକୁ Continue Reading