ପୁରୀ,୧୦/୫: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା ଆଜି ପବିତ୍ର ଅକ୍ଷୟ ତୃତୀୟା। ଆଜିଠୁ ଆରମ୍ଭ ହେବ ରଥ ନିର୍ମାଣ ଅନୁକୁଳ ନୀତି ଓ ଚନ୍ଦନଯାତ୍ରା। ଏଥିପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ସମ୍ମୁଖରେ ତିନୋଟି ୧୨ ଫୁଟିଆ ଧଉରା କାଠକୁ ରଖାଯାଇଛି।ଆଜ୍ଞାମାଳ ଆସିବା ପରେ ପୂଜାର୍ଚ୍ଚନା କରାଯାଇ ରଥକାଠ ଅନୁକୁଳ ପରେ ରଥନିର୍ମାଣର ବିଧି ଆରମ୍ଭ ହେବ। ଶ୍ରୀମନ୍ଦିରରୁ ବିମାନ Continue Reading
Odisha News
ଭୁବନେଶ୍ୱର, ୯/୫: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ବ୍ରହ୍ମପୁର, ଆସ୍କା ଓ କନ୍ଧମାଳ ଲୋକସଭା ନିର୍ବାଚନମଣ୍ଡଳୀରେ ମାରାଥନ୍ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି।ଏହି ତିନୋଟି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋପାଳପୁର, ଆସ୍କା ଓ ଫୁଲବାଣୀ ବିଧାନସଭା କ୍ଷେତ୍ରରେ ଅନୁଷ୍ଠିତ ରାଲିରେ ସେ ଦଳୀୟ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ ଅନୁରୋଧ କରିଥିଲେ।ଔଙଡନିର୍ବାଚନ Continue Reading
ଭୁବନେଶ୍ବର/କୃଷ୍ଣପ୍ରସାଦ, ୯/୫: ମରାଳ ମାଳିନୀ ଚିଲିକା ଜଳରାଶି ଉପରେ ସେତୁ ନିର୍ମାଣ ହେବ। ଏଥି ପାଇଁ ଡିପିଆର ପ୍ରସ୍ତୁତ ହୋଇଛି। ନିର୍ବାଚନ ପରେ ନିର୍ମାଣ କାମ ଆରମ୍ଭ ହେବ। ଏହି ପ୍ରକଳ୍ପର ନିର୍ମାଣ ହେଲେ ଲୋକଙ୍କୁ ଅସୁରକ୍ଷିତ ଭାବେ ଡଙ୍ଗାରେ ଯିବାକୁ ପଡ଼ିବ ନାହିଁ।କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀ ଗୁରୁବାର ଏହି ଘୋଷଣା କରିଛନ୍ତି। ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ବିଜେପିର ଜନସଭାକୁ ସମ୍ବୋଧିତ କରି କେନ୍ଦ୍ରମନ୍ତ୍ରୀ କହିଛନ୍ତି, ମୁଁ ଆପଣଙ୍କର କଥା Continue Reading
ଶିବକାଶୀ, ୯/୫ : ତାମିଲନାଡୁର ଶିବକାଶୀରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୫ ଜଣ ମହିଳାଙ୍କ ସମେତ ୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହାଛଡ଼ା ଆଉ ୧୨ ଜଣ ଗୁରୁତରଭାବେ ପୋଡ଼ିଯାଇଥିବା ଜଣାଯାଇଛି ।ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଆହତମାନଙ୍କ ସ୍ଥାନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଏହି ବାଣ କାରଖାନାଟି ଏକ ଲାଇସେନ୍ସଯୁକ୍ତ ବାଣ କାରଖାନା ବୋଲି ତାମିଲନାଡୁ ପୁଲିସ […]Continue Reading
ଭୁବନେଶ୍ୱର, ୯/୫ : ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୁବନେଶ୍ୱରରେ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଏକ ରୋଡ୍ ଶୋ’ କରିବେ। ରାତି ସାଢ଼େ ୮ଟାରୁ ବିଜେପି ପାର୍ଟି ଅଫିସରୁ ଏହି ରୋଡ୍ ଶୋ’ ବାହାରିବାର କାର୍ଯ୍ୟକ୍ରମ ରହିଛି।ଏହା ବାଣୀବିହାର ପର୍ଯ୍ୟନ୍ତ ଯିବ। ସେଥିପାଇଁ ଜନପଥରେ (ମାଷ୍ଟରକ୍ୟାଣ୍ଟିନ୍ରୁ ବାଣୀବିହାର ପର୍ୟ୍ୟନ୍ତ) ଟ୍ରାଫିକ କଟକଣା ଜାରି କରିଛି କମିଶନରେଟ୍ ପୁଲିସ। କାଲି ଅପରାହ୍ନ ୨ଟାରୁ ରୋଡ୍ Continue Reading
ବ୍ରହ୍ମପୁର,୯/୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ ଖରାରେ ଆସିଛନ୍ତି, ବହୁତ ବହୁତ ଧନ୍ୟବାଦ। ଆପଣ ଯୋଡ଼ି ଶଙ୍ଖରେ ଭୋଟ୍ ଦେଇ ବିଧାୟକ ଏବଂ ଏମ୍ପିଙ୍କୁ ଜିତାନ୍ତୁ ଚୋର ପ୍ରାର୍ଥୀଙ୍କୁ ଭୋଟ ଦିଅନ୍ତୁନି ବୋଲି ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନତାଙ୍କୁ କହିଛନ୍ତି।ଉକ୍ତ ସାଧାରଣ ସଭାରେ ବ୍ରହ୍ମପୁର ବିଜେଡି ଲୋକ ସଭା ପ୍ରାର୍ଥୀ Continue Reading
କୋଇଡ଼ା, ୯/୫: ଚିକିତ୍ସାଧୀନ ଅବସ୍ଥାରେ ହସ୍ପିଟାଲରୁ ଚମ୍ପଟ ମାରିଥିବା ଦିବ୍ୟାଙ୍ଗ ରୋଗୀଙ୍କ ମୃତ ଦେହ ଡ୍ରେନ୍ ପାର୍ଶ୍ବରୁ ଉଦ୍ଧାର କରାଯାଇଛି। ରୋଗୀ ଜଣକ ୩ ଦିନ କୋଇଡ଼ା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ସେ ଲୁଚି କାହାକୁ କିଛି ନ ଜଣାଇ ହସ୍ପିଟାଲରୁ ପଳାଇଥିଲେ।ଗୁରୁବାର ତାଙ୍କ ମୃତଦେହ ଡିଡିଏମ୍ କାର୍ୟ୍ୟାଳୟ ନିକଟରେ ପଡ଼ି ରହିଥିଲା। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୯/୫:ନିର୍ବାଚନୀ ପ୍ରଚାର ମଇଦାନ ରେ ବଲାଙ୍ଗୀର ବିଧାନସଭା ପ୍ରାର୍ଥୀ କଳିକେଶ ନାରାୟଣ ସିଂଦେଓ ଗ୍ରାମ ମାନଙ୍କୁ ଯାଇ ନିର୍ବାଚନ ପ୍ରଚାର୍ ଜୋର୍ ଦାର ଆରମ୍ଭ କରିଦେଲେଣି।ଚନ୍ଦନଭାଟି ଗ୍ରାମରେ ବିପୁଳ ଜନ ସମାବେଶ ରେ ଉଦବୋଧନ ଦେଇ ନିଜର ପତିଆରା ଜାହିର କରିଛନ୍ତି।ସ୍ଥାନୀୟ ବିଜେଡି ନେତା ସୁକାନ୍ତ ପାଣିଗ୍ରାହୀ ଙ୍କ ନେତୃତ୍ୱ ରେ ପ୍ରାୟ ୧୦୦୦ ରୁ ଉର୍ଦ୍ଧ୍ବ ଲୋକ ଉତ୍ସାହ ର ସହିତ ଏହି ନିର୍ବଚନୀ ସଭାରେ ଯୋଗଦାନ Continue Reading
ନୂଆଦିଲ୍ଲୀ,୮/୫: ବ୍ରିଟିଶ ଫାର୍ମା କମ୍ପାନୀ ଆଷ୍ଟ୍ରାଜେନେକା ବିଶ୍ୱ ବଜାରରୁ ଏହାର କୋଭିଡ-୧୯ ଟିକାର ବିକ୍ରି ଉପରେ ରୋକୋ ଲଗାଇବାକୁ ନିଷ୍ପତ୍ତି ନେଇଛି। ଏଥିରେ ଭାରତରେ ପ୍ରସ୍ତୁତ କୋଭିସିଲ୍ଡ ଟିକା ସାମିଲ ଅଛି।କିଛି ଦିନ ପୂର୍ବେ ଏହି ଫାର୍ମା କମ୍ପାନୀ କୋର୍ଟରେ ଟିକାର ପାର୍ଶ୍ୱପ୍ରତିକ୍ରିୟା ଥିବା ସ୍ବୀକାର କରିଥିଲା। ତେବେ ଆଷ୍ଟ୍ରାଜେନେକା ଟିକାକୁ ଭାରତରେ କୋଭିସିଲ୍ଡ ନାମରେ ବ୍ୟବହାର କରାଯାଇଥିଲା। ତେବେ କମ୍ପାନୀ ଏବେ ଟିକାକୁ ବିଶ୍ୱ ବଜାରରୁ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୫: ଗତ ଦୁଇଦିନ ଧରି ଦେଶାଇ ଫାଉଣ୍ଡେସନ ସହାୟତା ରେ ସିସିଡି: ଅନୁଷ୍ଠାନ ପକ୍ଷରୁ ରାୟଗଡ଼ ବ୍ଲକର , ଆଲଝୋଲ ଗ୍ରାମରେ ଶିଶୁ ମାନଙ୍କୁ ନେଇ ଏକ “ଗ୍ରୀଷ୍ମ କାଳୀନ ଶିବିର” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଦେଶାଇ ଫାଉଣ୍ଡେସନର ପ୍ରୋଗାମ ସଂଯୋଜକ ଶ୍ରୀ ବିଜୟ ପ୍ରଧାନ , କାର୍ୟ୍ୟକ୍ରମର ଶୁଭାରମ୍ଭ କରିବା ସହ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ସମ୍ପର୍କରେ କହିଥିଲେ ।ମୁଖ୍ୟତଃ ଖରା Continue Reading




