ଭବାନୀପାଟଣା, ୮/୫: ଓଡ଼ିଶାରେ ବିଜେପି ସରକାର ଆସିଲେ, ଧନୀ ଗରିବ ସମସ୍ତଙ୍କୁ ମିଳିବ ଆୟୁଷ୍ମାନ୍ ସ୍ବାସ୍ଥ୍ୟ କାର୍ଡ। ଆଜି ଭବାନୀପାଟଣାରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେଇ ଏହା କହିଛନ୍ତି, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ।ସେ କହିଛିନ୍ତି, ଆମେ ଯାହା କହୁ, ତାହା କରୁ। ଏହା ଆମ ଚରିତ୍ର। ଆମେ ୩୭୦ ହଟାଇବୁ କହିଥିଲୁ, ହଟାଇଲୁ। ରାମ ମନ୍ଦିର ନିର୍ମାଣ କରିବାକୁ କହିଥିଲୁ, କରିଲୁ। ଓଡ଼ିଶାରେ ୫୦ ବର୍ଷ କଂଗ୍ରେସ ସରକାର ଓ ୨୫ ବର୍ଷ […]Continue Reading
Odisha News
ଭୁବନେଶ୍ୱର, ୮/୫ : ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହୋଇଛି ୩ କେଜିରୁ ଅଧିକ ସୂଚନା। ଜବତ ସୁନାର ମୂଲ୍ୟ ୨ କୋଟି ୭୯ ଲକ୍ଷ ଟଙ୍କା ହେବ। ଦୁବାଇରୁ ଭୁବନେଶ୍ୱର ଆସିଥିବା ୪ ଜଣ ଯାତ୍ରୀଙ୍କ ଠାରୁ ମୋଟ ୩ କେଜି ୭୭ ଗ୍ରାମର ତରଳ ସୁନା ଜବତ ହୋଇଛି। ଏମାନେ ମଳଦ୍ୱାରରେ ତରଳ ସୁନାକୁ କ୍ୟାପସୁଲ ମାଧ୍ୟମରେ ରଖି ଚାଲାଣ କରୁଥିବା ବେଳେ କେନ୍ଦ୍ରୀୟ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ ଏହାକୁ ଜବତ କରିଛି।ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି […]Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୮/୫ : ପାଖେଇ ଆସୁଛି ସାଧାରଣ ନିର୍ବାଚନ। ନୟାଗଡ଼ ପୋଲସି ପ୍ରଶାସନ ପକ୍ଷରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ କ୍ୟାମ୍ପ କରାଯାଇ ଚାଲିଛି କଡ଼ାକଡି ଯାଞ୍ଚ।ବିଳମ୍ବିତ ରାତି ଯଥା ୧ଟା ୨ଟା ରାତି ପର୍ଯ୍ୟନ୍ତ ନୟାଗଡ଼ ଏସପି ରାହୁଲ ଜୈନ ନିଜେ ଉପସ୍ଥିତ ରହି ସମସ୍ତ ଯାନବାହାନର କରୁଛନ୍ତି ଯାଞ୍ଚ।ଡ୍ରଙ୍କ ଆଣ୍ଡ ଡ୍ରାଇଭ ସହିତ ଗାଡ଼ି ଚଲାଉଥିବା ବେଳେ ମୋବାଇଲ ଫୋନ ବ୍ୟବହାରକାରୀଙ୍କ ଉପରେ ନୟାଗଡ଼ ପୋଲିସର କଡ଼ା Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର,୮/୫: ଏକ ଦିବସୀୟ ରାଜ୍ୟ ପେନକାକ୍ ଶିଲାଟ ଚାମ୍ପିଅନସିପ ପ୍ରତିଯୋଗିତା ଝାରସୁଗୁଡ଼ା ର କକ୍ସ କଲୋନୀ ପରିସରରେ ଥିବା ଜ୍ୟୋତି ହଲ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ପ୍ରତିଯୋଗିତାରେ ଓଡ଼ିଶା ର ୧୫ ଟି ଜିଲ୍ଲା ରୁ ୧୮୦ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ।ସେହିଭଳି ବଲାଙ୍ଗୀର ଜିଲ୍ଲା ପେନକାକ ସିଲଟ ଆସୋସିଏସନ୍ ରୁ ୨ ଜଣ ପ୍ରତିଯୋଗୀ ଗୁରୁ ପ୍ରଶାନ୍ତ ପାତ୍ର ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ରେ ଏହି Continue Reading
ଭୁବନେଶ୍ୱର, ୮/୫: ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ପଳାଶୁଣୀଠାରେ ଦୁଇ ପୁରୁଷ ଓ ମହିଳା ରାସ୍ତା ପାରି ହେଉଥିବାବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା।ଏପରିକି ଗାଡ଼ିର ବେଗ ଏତେ ଅଧିକ ଥିଲା ଯେ ଦୁର୍ଘଟଣା ପରେ ନ ରୋକି ଉକ୍ତ ବ୍ୟକ୍ତି ଜଣଙ୍କୁ ପଳାଶୁଣୀରୁ ସତ୍ୟବିହାର ଯାଏଁ ଘୋଷାଡ଼ି ନେଇଥିଲା। ଫଳରେ ଦୁହିଁଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଉଭୟେ ଦମ୍ପତି ବୋଲି Continue Reading
ଭୁବନେଶ୍ୱର,୮/୫: ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଭୋରରୁ ଏକ ପ୍ରେସ୍ମିଟ୍ ଡକାଇଛନ୍ତି। ଏହି ପ୍ରେସ୍ମିଟ୍ରେ ସେ ବିରୋଧୀଙ୍କୁ ଟାର୍ଗେଟ୍ କରିଛନ୍ତି। ଏଥର ଓଡ଼ିଶାରେ ପୁଣିଥରେ ନବୀନ ସରକାର କ୍ଷମତାକୁ ଆସିବ ବୋଲି ପାଣ୍ଡିଆନ୍ ଦୃଢୋକ୍ତି ପ୍ରକାଶ କରିଛନ୍ତି।୧୯୯୯ ମହାବାତ୍ୟା କହି ଟିକେ ଭାବପ୍ରବଣ ହୋଇପଡିଛନ୍ତି। ସେ କହିଛନ୍ତି, ମହାବାତ୍ୟା ପରେ ଓଡ଼ିଶାକୁ ପୁରୁଣା ଲୁଗା ରିଲିଫରେ ଆସିଥିଲା। ସେଥିପାଇଁ ମୁଖ୍ୟମନ୍ତ୍ରୀ ଏକଦା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୭/୫: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।ଦାରିଙ୍ଗବାଡି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତ ସିକପାଟା ଛକ ନିକଟ ଏକ ଆମ୍ବ ଗଛ ତଳେ ଗୋରୁମାନେ ଆଶ୍ରୟ ନେଇଥିବା ବେଳେ ବଜ୍ରପାତ ଘଟି ୯ ଗୋରୁଙ୍କ ଜୀବନ ଚାଲିଯାଇଛି। ମିଳିଥିବା ସୂଚନା ମୁତାବକ, ସରାମୁଳି ପଞ୍ଚାୟତ ଗୁଡ୍ରିଗାଁର ଗୋରୁଗାଈ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୭/୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ମାନଙ୍କୁ ଆଗ୍ରାଧ୍ୟାକାର ଦେବା ପାଇଁ ସେ ମହିଳା ପ୍ରାର୍ଥୀ ଘୋଷଣା କରିଛନ୍ତି । ବିଜେଡିର ମହିଳା ପ୍ରାର୍ଥୀ ସାବିତ୍ରୀ ପ୍ରଧାନ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସକାଳୁ ସକାଳୁ ଫତେଗଡ଼ରେ ଥିବା ରାମ ମନ୍ଦିର ଦର୍ଶନ କରି ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସହର ପରିକ୍ରମା କରି ନୟାଗଡ଼ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ପହଞ୍ଚିଥିଲେ ।ଅନେକ କର୍ମୀ ନୟାଗଡ଼ Continue Reading
ଭୁବନେଶ୍ୱର, ୭/୫ : ବଦଳିଲା ପାଗ। ଖରା ତାତି ଓ ଅହସ୍ୟ ଗରମରୁ ଆଶ୍ୱସ୍ତି ଆଣିଦେଲା କାଳବୈଶାଖୀ। ଆଜି ରାଜ୍ୟରେ ୨୦ ସହରରେ ପାରଦ ୩୫ ଡିଗ୍ରୀ ତଳକୁ ଖସିଛି। ବଲାଙ୍ଗିର ଓ ଟିଟିଲାଗଡ଼ରେ ଦିନର ତାପମାତ୍ରରେ ସର୍ବାଧିକ ୧୦ ଡିଗ୍ରୀ ସେଲସିୟସ୍ ଯାଏ ହ୍ରାସ ପାଇଛି। ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ୮ରୁ ୯ ଡିଗ୍ରୀ ଯାଏ ଖସିଛି ତାତି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଦକ୍ଷିଣ ଝାଡଖଣ୍ଡରୁ ଉତ୍ତର ଓଡ଼ିଶା ଦେଇ ରାଜସ୍ଥାନ ଯାଏ […]Continue Reading
ପିପିଲି, ୭/୫: ନିର୍ବାଚନୀ ମଇଦାନରେ ମୁହାଁମୁହିଁ ହେବେ ସ୍ୱାମୀ-ସ୍ତ୍ରୀ। ପୁରୀ ଜିଲ୍ଲା ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଆସିଛି ଏମିତି ଚିତ୍ର। ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କ ବିରୋଧରେ ପ୍ରାର୍ଥୀ ହୋଇଛନ୍ତି ତାଙ୍କ ପତ୍ନୀ ଜାଗୃତି ପଣ୍ଡା। ସେ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ତେବେ ଜାଗୃତି କାହିଁକି ସ୍ୱାଧୀନ ପ୍ରାର୍ଥୀ ଭାବେ ସ୍ୱାମୀଙ୍କ ବିରୋଧରେ ଲଢ଼ିବାକୁ ମନସ୍ଥ କଲେ, ସେ ନେଇ ମୁହଁ Continue Reading




