Home Archive by category Odisha News (Page 519)

Odisha News

Odisha News
ଭୁବନେଶ୍ୱର, ୭/୫ : ରାଜଧାନୀରେ ମାତିଛନ୍ତି ହାଇ ପ୍ରୋଫାଇଲ ଲୁଟେରା। ଦାମୀ କାରରେ ଆସି ଜିନିଷ କିଣିବା ବାହାନାରେ ଦୋକାନରେ କଳା ବୁଲାଇ ଦେଲେ। ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ଏନେଇ ଦୋକାନୀ ଜଣଙ୍କ ବରଗଡ଼ ଥାନାରେ ଅଭିଯୋଗ କରିଛନ୍ତି। ଲୁଟ୍ର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।ଭୁବନେଶ୍ୱର ବଡ଼ଗଡ଼ ଥାନା ଲୁଇସ ରୋଡ଼ଠାରେ ଥିବା ରେବା ଗାର୍ମେଣ୍ଟ ନାମକ ଦୋକାନ ଆଗରେ ଏକ ଧଳା ରଙ୍ଗରେ କାର୍ ରହିଥିଲା। ଏହି କାର୍ରୁ ଜଣେ ମହିଳା ଓ ଜଣେ […]Continue Reading
Odisha News
କଣ୍ଟାବାଞ୍ଜି/ସିନ୍ଧେକେଲା, ୭/୫: ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଭବାନୀପାଟଣା – ରାଇପୁର ୧୬ ନମ୍ବର ରାଜ୍ୟ ରାଜପଥର ଶୁଣ୍ଢିମୁଣ୍ଡା ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ। ମିଳିଥିବା ସୁଚନା ଅନୁଯାୟୀ ଆଜି ମଙ୍ଗଳବାର ଭୋର ସମୟ ୩ ଟା ରୁ ୪ ଘଣ୍ଟା ସମୟରେ ଶୁଣ୍ଢିମୁଣ୍ଡା ଗ୍ରାମର ଭୁଦେବ ଗହୀର (୩୫) କୌଣସି କାମ ପାଇଁ ଘରୁ ଚାଲିଚାଲି ବାହାରକୁ ଯାଇଥିବା ବେଳେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଘଟଣାସ୍ଥଳରେ ହିଁ ମୃତ୍ୟୁ […]Continue Reading
Odisha News
ଭୁବନେଶ୍ୱର, ୭/୫: ରାଜ୍ୟରେ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆଜି ସକାଳେ ଟ୍ବିନ୍ ସିଟିରେ ଆକାଶ ମେଘୁଆ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ ଆଗାମୀ ୩ ରୁ ୪ ଦିନ ଯାଏ କାଳବୈଶାଖୀ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ରସୂଚନା ଦେଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଓ ଆସନ୍ତାକାଲି ପାଇଁ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୬ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି ହୋଇଛି। ସେହି ଜିଲାଗୁଡିକ […]Continue Reading
Odisha News
ନୂଆଦିଲ୍ଲୀ,୭/୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର (ମେ ୭, ୨୦୨୪) ଲୋକ ସଭା ନିର୍ବାଚନ ପାଇଁ ଭୋଟ ଦେଇଛନ୍ତି। ଗୁଜୁରାଟର ଅହମ୍ମଦାବାଦରେ ପ୍ରଧାନମନ୍ତ୍ରୀ ମୋଦି ଭୋଟ ଦେଇଛନ୍ତି।ଭୋଟ ଦେବା ପରେ ସେ କହିଛନ୍ତି ଯେ ଭୋଟ ଦେବା ଏକ ସାଧାରଣ ଦାନ ନୁହେଁ। ଏପରି ପରିସ୍ଥିତିରେ, ଏଥିରେ ସକ୍ରିୟ ଭାବରେ ଅଂଶଗ୍ରହଣ କରନ୍ତୁ।ପ୍ରଧାନମନ୍ତ୍ରୀ କହିଛନ୍ତି, ଗଣତନ୍ତ୍ରର ଏହି ମହାନ ବଳିଦାନରେ ଅଂଶଗ୍ରହଣ କରିଥିବା ସମସ୍ତ ଲୋକଙ୍କୁ ଅଭିନନ୍ଦନ ଜଣାଇବାକୁ ଯୋଗ୍ୟ। Continue Reading
Odisha News
ନୂଆଦିଲ୍ଲୀ, ୬/୫: ଗତଶନିବାର ଜମ୍ମୁ-କଶ୍ମୀରର ସୀମାନ୍ତ ଜିଲ୍ଲା ପୁଞ୍ଚ ଜିଲ୍ଲାର ସୁରନକୋଟ ଅଞ୍ଚଳର ସାନାଇ ଟପ୍ ଅଭିମୁଖେ ଯାଉଥିବା ବେଳେ ଶଶିଧର ଜଙ୍ଗଲ ନିକଟରେ ଭାରତୀୟ ବାୟୁସେନା ଗାଡି ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ବାୟୁସେନାର ୫ ଜଣ ଯବାନ ଆହତ ହୋଇଥିବା ବେଳେ ଜଣେ ସହିଦ ହୋଇଥିଲେ।ସୂଚନାଯୋଗ୍ୟ, ଭାରତୀୟ ବାୟୁସେନାର ଗାଡ଼ି ଉପରକୁ ଆତଙ୍କବାଦୀମାନେ ପ୍ରାୟ ୩୦ ରାଉଣ୍ଡ ଗୁଳି ଚଳାଇଥିଲେ। ଆତଙ୍କବାଦୀ ଆକ୍ରମଣ ସମୟରେ ଦୁଇଟି Continue Reading
Odisha News
ଭୁବନେଶ୍ବର, ୬/୫ : ପ୍ରବଳ ଗ୍ରୀଷ୍ମପ୍ରବାହ ପରେ ଆସନ୍ତା କିଛିଦିନ ରାଜ୍ୟବାସୀଙ୍କୁ ଗରମରୁ ତ୍ରାହି ମିଳିବାର ସମ୍ଭାବନା ରହିଛି । ଭୁବନେଶ୍ବର ସ୍ଥିତ ଆଂଚଳିକ ପାଣିପାଗ ବିଭାଗର ବୁଲେଟିନ ଅନୁସାରେ ଆସନ୍ତା ୧୨ ତାରିଖ ପର‌୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶୀଖିଜନିତ ବର୍ଷା ହେବାର ସମ୍ଭାବନା ରହିଛି ।ଆସନ୍ତା ୭ ତାରିଖ ସୁଦ୍ଧା ଉପକୂଳ ଓଡ଼ିଶା, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର Continue Reading
Odisha News
ବ୍ରହ୍ମପୁର,୬/୫: ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର। ଜୁନ୍ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍ ଲେଖାଯାଇଛି। ଜୁନ୍ ୬ରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ ଏବଂ ଜୁନ୍ ୧୦ରେ ଭାଜପା ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କରିବେ। ସୋମବାର ବ୍ରହ୍ମପୁରରେ ଏଭଳି ଦମ୍ଭୋକ୍ତି ଦେଖାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଜୟ ଜଗନ୍ନାଥ ଜୟ ଜଗନ୍ନାଥ, ଜୟ ଶ୍ରୀରାମ, ଭାରତମାତାକି ଜୟ। ସବୁ ଦାଦା, ଭାଇ, ଭଉଣୀ ଓ ମାଆମାନଙ୍କୁ ମୋର ନମସ୍କାର Continue Reading
Odisha News
ବଲାଙ୍ଗିର, ୬/୫: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍। ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ। ସୋନପୁର–ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ ଖମ୍ବଶିରିପାଲି ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଯାତ୍ରୀବାହୀ ବସ୍ଟି ଭୁବନେଶ୍ୱରରୁ ପାଟଣାଗଡ ଅଭିମୁଖେ ଯାଉଥିଲା। ଖମ୍ବଶିରିପାଲି ନିକଟରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୬/୫: ପାରଳାଖେମୁଣ୍ଡି ସ୍ଥିତ ବିଶ୍ଵନାଥ ଫଙ୍କସନ୍ ହଲ ସମ୍ମିଳନୀ କକ୍ଷ ଠାରେ ଆଜି ରାଜ୍ୟ ଭାଜପା ପକ୍ଷରୁ ଭାଜପା:ର ନିର୍ବାଚନୀ ଇସ୍ତାହାର ଓ ମୋଦୀ ଗ୍ୟାରେଣ୍ଟି ଉପରେ ବିଜେପି ରାଜ୍ୟ ମୁଖପାତ୍ର ତଥା ପ୍ରବକ୍ତା ଶ୍ରୀ ଜ୍ଞାନରଞ୍ଜନ ବେଉରା ଙ୍କ ଦ୍ଵାରା ଏକ ଜିଲ୍ଲାସ୍ତରୀୟ ସାମ୍ବାଦିକ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବିଜେପି ର ନିର୍ବାଚନୀ ଇସ୍ତାହାର ଓ ମୋଦୀ ଗ୍ୟାରେଣ୍ଟି -୨୦୨୪ ଉନ୍ମୋଚନ ଅବସରରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୫/୫: ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନର ଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ କାର୍ଯ୍ୟ ଜାରୀ ରଖିଛି କ୍ଷଏପରି ସ୍ଥଳେ ରବିବାର ଦିନ ବାଲିଗୁଡା ଥାନା ଅନ୍ତର୍ଗତ ମିଡିଆକିଆ ଗ୍ରାମ ପଞ୍ଚାୟତ ର ବରିକିଆ ଗାଁ ରେ ଗଞ୍ଜେଇ ଗଚ୍ଛିତ ଥିବା ଖବର ପାଇ ବାଲିଗୁଡ଼ା ଏସଡିପିଓ ରାହୁଲ୍ ଗୋୟଲ୍ ଙ୍କ ନେତୃତ୍ଵ ରେ ଏକ ପୋଲିସ୍ ଟିମ୍ ବିଭିନ୍ନ ସ୍ଥାନରେ […]Continue Reading