Home Archive by category Odisha News (Page 523)

Odisha News

Odisha News
ଜଳେଶ୍ବର, ୨/୫: ଭୁବନେଶ୍ବରରୁ ଦୀଘା ଯାଉଥିବା ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇଛି। ବସ୍ତା ଥାନା ଏନଏଚ-୧୬ରେ ବରୁଣଗାଡ଼ିଆ ନିକଟରେ ଘରୋଇ ବସ୍ଟି ଦୁର୍ଘଟଣା ଗ୍ରସ୍ତ ହୋଇଥିବାବେଳେ ଏହି ଘଟଣାରେ ୩ ଯାତ୍ରୀ ଆହତ ହୋଇଛନ୍ତି।ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ଜଳେଶ୍ବର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବସ୍ରେ ୬୦ ଯାତ୍ରୀ ଥିବା କୁହାଯାଉଛି। ବସ୍ଟି ଆଗରେ ଯାଉଥିବା ଏକ ଗାଡ଼ିକୁ ପଛରୁ ଧକ୍କା ଦେଇଥିଲା।ରାତି ୩ଟାରେ ଏହି ଦୁର୍ଘଟଣା ଘଟିଥିବା Continue Reading
Odisha News
ଭୁବନେଶ୍ବର, ୨/୫: ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିଥିବାବେଳେ ବୁଧବାର ଅପରାହ୍ନରେ ହୋଇଥିବା କାଳବୈଶାଖୀ ସାମାନ୍ୟ ଆଶ୍ୱସ୍ତି ଆଣି ଦେଇଛି। କିନ୍ତୁ ଗୁରୁବାର ମଧ୍ୟ ଖରା ପ୍ରକୋପ ଜାରି ରହିବ।ହିଟୱେଭ୍ ନେଇ ଗୁରୁବାର ୧୦ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ପାଣିପାଗର କେନ୍ଦ୍ର ପୂର୍ବାନୁମାନ ଅନୁସାରେ ନୟାଗଡ଼, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଓ ଝାରସୁଗୁଡ଼ାରେ ଟାଣ ଖରା Continue Reading
Odisha News
ଭୁବନେଶ୍ବର, ୧/୫: ରାଜଧାନୀରେ ପୁଣି ଲୁଟ୍। ତାହା ପୁଣି ଦିନ ଦ୍ୱିପ୍ରହରେ। ସ୍ମାସିର୍ଟିରେ ପୁଲିସ ଆଖିରେ ଧୁଳିଦେଇ ଲୁଟିନେଲେ ଲୁଟେରା।ଘରେ ପଶି କଳାକନା ବୁଲେଇକି ଚାଲିଗଲେ। ଏଭଳି ଅଭିଯୋଗ ଆସିଛି ଏୟାର ଫିଲଡ ଥାନା କେଉଟ ସାହିର ୧୯୭୩ ନମ୍ବର ପ୍ଳଟ ରୁ।କେଉଟ ସାହିର ବାସିନ୍ଦା ଅଟନ୍ତି ରିନା ପ୍ରଧାନ। ରିନା ଆଜି ଦିନ ପ୍ରାୟ ୧୨ ଟା ସମୟରେ ଝିଅର ସେମିଷ୍ଟାର ପଇସା ଜମାକରିବା ପାଇଁ କଲେଜକୁ ଯାଇଥିଲେ।ଯିବାବେଳେ ଘରର ୩ଟି ଗେଟ୍ରେ ତଲା ପକାଇ […]Continue Reading
Odisha News
ଭୁବନେଶ୍ବର,୧/୫: ପାଣିପାଗରେ ପରିବର୍ତ୍ତନ ହୋଇଛି। ଭୁବନେଶ୍ବର, କଟକ ଓ ଏହାର ଆଖପାଖ ଅଞ୍ଚଳରେ କାଳବୈଶାଖୀର ପ୍ରଭାବରେ ଆଜି ସନ୍ଧ୍ୟାରେ ସାମାନ୍ୟରୁ ମଧ୍ୟମଧରଣର ବର୍ଷା ହୋଇଛି।ଗତକାଲିର ତୁଳନାରେ ତାପମାତ୍ରା ହ୍ରାସ ପାଇଛି। ଭୁବନେଶ୍ବରରେ ପୂର୍ବାହ୍ଣ ସମୟରେ ଯଦିଓ ଖରା ହୋଇଛି, ଅପରାହ୍ଣ ପର ଠାରୁ ଲୋକଙ୍କୁ ପ୍ରବଳ ଖରାରୁ ଆଶ୍ବସ୍ତି ମିଳିଛି।ଆସନ୍ତାକାଲି ଠାରୁ କିଛି ଦିନ ପାଇଁ ତାପମାତ୍ରା ହ୍ରାସ ପାଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ Continue Reading
Odisha News
ଭୁବନେଶ୍ବର, ୧/୫: ତାତିରୁ ନାହିଁ ନିସ୍ତାର, ଆହୁରି ଦୁଇରୁ ତିନି ଦିନ ଯାଏ ରହିବ ହିଟ୍ ଓ୍ଵେଭର ପ୍ରଭାବ। ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦେଶିକା ମନୋରମା ମହାନ୍ତି।ସେ କହିଛନ୍ତି, ଆଜି ବି ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ୪୫ ଡିଗ୍ରି ଟପିବା ଆଶଙ୍କା ରହିଛି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ଟ୍ଵିନ ସିଟି ସହ ବୌଦ୍ଧ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାକୁ ଆଲର୍ଟ କରାଯାଇଛି।ଦୁଇ ଦିନ ପରେ Continue Reading
Odisha News
ରାଉରକେଲା /କୋଇଡା, ୧/୫: ସୁନ୍ଦରଗଡ଼ ଜିଲ୍ଲା କୋଇଡା ବ୍ଲକ୍ କେ ବଲାଙ୍ଗ ଥାନା ଚୁନା ଘାଟିରେ ଦୁର୍ଘଟଣା ଘଟିଛି। ଏହାଫଳରେ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ହେଲ୍ପର ଆହତ ହୋଇଛନ୍ତି। ମଧ୍ୟ ରାତ୍ରରେ ଏହି ଦୁର୍ଘଟଣା ହୋଇଥିବା ଜଣାଯାଇଛି।ଲୁହା ପଥର ବୋଝେଇ ଟ୍ରକର ବ୍ରେକ ଫେଲ ହେବାରୁ ସାମ୍ନାରେ ଥିବା ଏକ ଲୁହାପଥର ବୋଝେଇ ଟ୍ରକ କ୍ଷିପ୍ର ଗତିରେ ଆସି ଧକ୍କା ଦେଇଥିଲା। ଏହା ଫଳରେ ଗାଡ଼ିରେ ଚାପି ହୋଇ ଘଟଣାସ୍ଥଳରେ ଚାଳକର ମୃତ୍ୟୁ ହୋଇଛି।ଦୁଇ ଘଣ୍ଟାର […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡା ,୧/୫: ଦ୍ଵିତୀୟ ପର୍ଯ୍ୟାୟ ର ପଞ୍ଚମ ଦିନରେ ତିନି ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ । ପ୍ରବଳ ରୌଦ୍ରତାପ ସତ୍ବେ ହଜାର ହଜାର ସମର୍ଥକଙ୍କ ଗହଣ ରେ ଶୋଭାଯାତ୍ରା ଓ ପଟୁଆର କରି କନ୍ଧମାଳ ଜିଲ୍ଲା ଜି ଉଦୟଗିରୀ ବିଧାନସଭା ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରଫୁଲ ଚନ୍ଦ୍ର ପ୍ରଧାନ, ଆମ ଆଦମୀ ପାର୍ଟି ପକ୍ଷରୁ ଯୌବନ ମଲ୍ଲିକ ଓ ବହୁଜନ ମୁକ୍ତି ପାର୍ଟି ପକ୍ଷରୁ ପ୍ରଦୀପ […]Continue Reading
Odisha News
ଭୁବନେଶ୍ବର, ୩୦/୪: ଜମିପଟ୍ଟା ପ୍ରଦାନ ପାଇଁ ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବଲାଙ୍ଗୀର ଜିଲ୍ଲା ସଇଁତଳା ତହସିଲ ଅଧୀନ ବେଲଗାଁ ସହାୟକ ରାଜସ୍ବ ନୀରିକ୍ଷକ ରେସମା ମାଝୀ। ଶ୍ରୀମତୀ ମାଝୀ ଜଣେ ପ୍ରାଇଭେଟ୍ ବ୍ୟକ୍ତି, ଯାହାଙ୍କର ନାମ ବାବୁଲାଲ ନନ୍ଦଙ୍କ ମାଧ୍ୟମରେ ଏହି ଲାଞ୍ଚ ଟଙ୍କା ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।ସୂଚନା ଅନୁସାରେ ଅଭିଯୋଗକାରୀଙ୍କ ଜମିପଟ୍ଟା ମଂଜୁର କରାଇଦେବାକୁ ଶ୍ରୀ Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର, ୩୦/୪ : ଶତ ପ୍ରତିଶତ ଭୋଟଦାନ ପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ଜିଲ୍ଲାପାଳ ଶ୍ରୀ ଆଶୀଷ ଠାକରେଙ୍କ ତତ୍ତ୍ୱାବଧାନରେ ବାଲେଶ୍ୱର ଜିଲ୍ଲା ପ୍ରଶାସନର ଅନନ୍ୟ ପ୍ରୟାସ । ଅନ୍ତର୍ଭୁକ୍ତିକରଣ ନିର୍ବାଚନ ନିମନ୍ତେ ପ୍ରତୀକାତ୍ମକଭାବେ ସମାଜର ବିଭିନ୍ନ ବର୍ଗର ପ୍ରତିନିଧିତ୍ୱ କରୁଥିବା ବୟସ୍କ ଭୋଟର, ଭିନ୍ନକ୍ଷମ, ମହିଳା ଓ କିନ୍ନର ମତଦାତାଙ୍କୁ ସେମାନଙ୍କ ସାମ୍ବିଧାନିକ ଅଧିକାର ସୁନିଶ୍ଚିତ କରିବା ପାଇଁ ଆହ୍ୱାନ ରଖିଛି Continue Reading
Odisha News
ଭୁବନେଶ୍ୱର,୩୦/୪:ରାଜନୈତିକ ମହଲରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟୁଛି। ସେହି ଚର୍ଚ୍ଚାକୁ ଆଜି ବଳ ଦେଇଛନ୍ତି ଖୋଦ୍ ସୌମ୍ୟରଞ୍ଜନ ପଟ୍ଟନାୟକ।କେନ୍ଦୁଝର ଜିଲ୍ଲା ଘସିପୁରା ବିଧାନସଭା ଆସନରୁ ଲଢ଼ିପାରନ୍ତି ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ଆଜି ସେ ଏନେଇ ଇଙ୍ଗିତ କରିଛନ୍ତି। ଘଟଗାଁ ମା’ ତାରିଣୀଙ୍କ ଦର୍ଶନ ଅବସରରେ ଗଣମାଧ୍ୟମକୁ ସେ ଏନେଇ ସୂଚନା ଦେଇଛନ୍ତି।ଗଣମାଧ୍ୟମକୁ ଶ୍ରୀ ପଟ୍ଟନାୟକ କହିଛନ୍ତି, ଏଠାରୁ ଲଢ଼ିବାକୁ ବିଜେପି ତରଫରୁ ପ୍ରସ୍ତାବ Continue Reading