Home Archive by category Odisha News (Page 526)

Odisha News

Odisha News
ଭୁବନେଶ୍ୱର,୨୭/୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି। ସକାଳୁ ସକାଳୁ ଖରା ସମ୍ଭାଳି ହେଉନି।ଘରୁ ଗୋଡ କାଢିଲେ ଆକାଶରୁ ନିଆଁ ଖସିବା ପରି ଅନୁଭବ ହେଉଛି। ତେବେ ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀ ତାପମାତ୍ରା ୪୪ ଟପିିଛି। ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବେ ରାଜଧାନୀ ଭୁବନେଶ୍ୱର ପରିଗଣିତ ହୋଇଛି।ପାଣିପାଗ ବିଭାଗ ସୂଚନାନୁସାରେ, Continue Reading
Odisha News
ନୂଆଦିଲ୍ଲୀ,୨୭/୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ତିହାର ଜେଲ୍ରେ କାରାଦଣ୍ଡ ଭୋଗୁଛନ୍ତି। ଏନେଇ ଆମ ଆଦମୀ ପାର୍ଟି ବାରମ୍ବାର ଜୋର ଦେଉଥିବାବେଳେ ଶନିବାର ଦିଲ୍ଲୀ ହାଇକୋର୍ଟ ଏହାକୁ ଭର୍ତ୍ସନା କରିଛନ୍ତି। ଏକ ଜନହିତ ଯାଚିକାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ କେଜରିଓ୍ବାଲ ଓ ତାଙ୍କ ମନ୍ତ୍ରୀମାନଙ୍କ ଉପରେ ବର୍ଷିଛନ୍ତି। କୋର୍ଟ କହିଛନ୍ତି, କେତେ କ୍ଷମତା ପାଇଲେ କେଜରିଓ୍ବାଲ ଖୁସି ହେବେ?କୋର୍ଟ କହିଛନ୍ତି, ରାଷ୍ଟ୍ର ହିତ ଠୁ କେଜରିୱାଲ Continue Reading
Odisha News
ବୁଗୁଡ଼ା,୨୭/୪: ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାଳସାକର ଗ୍ରାମରେ ବନ୍ୟଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାରରେ ଲାଗି ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି।ମୃତ ଚାଷୀ ତାଳସାକର ଗ୍ରାମର ଅରୁଣ ନାୟକ(୩୮)। ଗତ ରାତିରେ ଜମିରେ ପାଣି ମଡ଼ାଇବାକୁ ଯାଇଥିବା ବେଳେ ବଡ଼ ହଜ ନିକଟରେ ବନ୍ୟଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ଫାଶରେ ଲାଗି ଯାଇଥିଲେ।ପରେ ତାଙ୍କୁ ପରିବାର ଲୋକେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ Continue Reading
Odisha News
ଅନୁଗୋଳ,୨୭/୪: ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ୩ଜଣ ବାଇକ୍ ଆରୋହୀଙ୍କ ଜୀବନ ଚାଲିଯାଇଛି।ମୃତକ ହେଲେ ମୂଷାପାପୁଲି ଗ୍ରାମର ଜଣେ ଯୁବକ ହୋଇଥିବା ବେଳେ ଅନ୍ୟ ୨ଜଣ ଡେରଜାଙ୍ଗ ଅଞ୍ଚଳର ବୋଲି ଜଣାପଡିଛି।ମିଳିଥିବା ସୂଚନା ମୁତାବକ, ଏକ ବାଇକ୍ରେ ୩ଜଣ ଯୁବକ ଯାଉଥିଲେ। ସେତିକିବେଳେ ଏକ ଟ୍ରକ୍ ଭାରସାମ୍ୟ ହରାଇ ବାଇକ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ୩ଜଣଙ୍କ ମୃତ୍ୟୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୭/୪: ସାଧାରଣ ନିର୍ବାଚନ ପାଇଁ ଅନେକ ସ୍ଥାନରେ ପ୍ରାର୍ଥୀମାନେ ପ୍ରଚାରକୁ ଜୋରଦାର କରିବା ସହ ନିଜ ଦଳ ସପକ୍ଷରେ ଭୋଟରଙ୍କୁ ମନାଉଛନ୍ତି ।କନ୍ଧମାଳ ଜିଲାରେ କଂଗ୍ରେସ ସ୍ଥିତି ମଜବୁତ କରିବାକୁ ଚେଷ୍ଟା କରୁଥିବା ବେଳେ ଦଳ ଭିତରେ ରହି ଦଳ ବିରୋଧି କାର୍ଯ୍ୟ କରିବା ବିଷୟ ପଦାକୁ ଆସିଛି । ପଦବୀ ରହି ଦଳ ବିରୋଧି କାର୍ଯ୍ୟ କରୁଥିବାରୁ ଜିଲା କଂଗ୍ରେସ ସଭାପତି ଚନ୍ଦ୍ରଶେଖର ପରିଡା କାର୍ଯ୍ୟାନୁଷ୍ଠାନ ଆରମ୍ଭ Continue Reading
Odisha News
ଭୁବନେଶ୍ବର/ସୋର,୨୬/୪: ସୋର ବିଧାୟକ ପର୍ଶୁରାମ ଧଡ଼ା ଆଜି ରାଜ୍ୟ କାର‌୍ୟ୍ୟାଳୟରେ ବିଧିବଦ୍ଧ ଭାବେ ବିଜେପିରେ ଯୋଗଦେଇଛନ୍ତି। ତାଙ୍କ ସହ ବିଜେଡିର କେତେକ ସ୍ଥାନୀୟ ନେତା ବି ବିଜେପିରେ ମିଶିଛନ୍ତି।ଆଜି ସେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଓ ବିଜେପି ସହ-ପ୍ରଭାରୀ ଲତା ଉସେଣ୍ଡିଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି।ଏହାସହ ପର୍ଶୁରାମଙ୍କର ଘରବାହୁଡ଼ା ହୋଇଛି ବୋଲି କହିଛନ୍ତି ମନମୋହନ Continue Reading
Odisha News
ଭୁବନେଶ୍ୱର,୨୬/୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।ଆସନ୍ତା ୩୦ ତାରିଖ ଯାଏଁ ରାଜ୍ୟ ବିଭିନ୍ନ ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ପାଇଁ ୮ଟି ଜିଲାକୁ ରେଡ ୱାର୍ଣ୍ଣିଂ, ୧୭ଟି ଜିଲାକୁ ଅରେଞ୍ଜ […]Continue Reading
Odisha News
ଢେଙ୍କାନାଳ, ୨୬/୪: ବସରେ ଥିଲେ ୪୦ ଯାତ୍ରୀ। ଦ୍ରୁତ ଗତିରେ ବସ୍ଟି ଲକ୍ଷ୍ୟ ସ୍ଥଳ ଅଭିମୁଖେ ଯାଉଥିଲା। ମାତ୍ର ହଠାତ୍ ବିଚ୍ ରାସ୍ତାରେ ବସ୍ରେ ଲାଗିଲା ନିଆଁ। ଆଉ ହୁତୁହୁତୁ ହୋଇ ଜଳିଗଲା ବସ୍। ଏପରି ଏକ ଅଘଟଣ ଆଜି ଢେଙ୍କାନାଳ ଜିଲ୍ଲାରେ ଘଟିଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାଯାଇଛି।‘ପ୍ରିୟାଂଶି’ ନାମକ ବସ୍ ଆଜି ସକାଳେ ପ୍ରାୟ ୪୦ ଯାତ୍ରୀଙ୍କୁ ଧରି ଅନୁଗୁଳରୁ ଭୁବନେଶ୍ୱର ଅଭିମୁଖେ ବାହାରିଥିଲା। ବସ୍ଟି ଢେଙ୍କାନାଳ ଜିଲ୍ଲା ଅତିକ୍ରମ […]Continue Reading
Odisha News
ବାରିପଦା,୨୬/୪: ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି ।ଶୁକ୍ରବାର ସକାଳେ ସ୍ଥାନୀୟ ଗ୍ରାମବାସୀ ଦେଖି ପୋଲିସକୁ ଖବର ଦେଇଥିଲେ। ମୃତକ ଦ୍ବୟ ହେଲେ ସେହି ଗ୍ରାମର ସାଲଖାନ ମାରାଣ୍ଡି(୧୪) ଓ ମୁନୀ ମୁଖି(୧୮) । ଭିନ୍ନ ଭିନ୍ନ ଜାତିର ତଥା ବୟସ ତାରତମ୍ୟ ଏକ ବିଫଳ ପ୍ରେମର କରୁଣ ପରିଣତି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି […]Continue Reading
Odisha News
ନୂଆଦିଲ୍ଲୀ,୨୬/୪: ଲୋକସଭା ନିର୍ବାଚନରେ ୨୦୨୪ର ଦ୍ୱିତୀୟ ପର୍ଯ୍ୟାୟରେ ଭୋଟ୍ ଗ୍ରହଣ କରାଯିବ। ଏପ୍ରିଲ୍ ୨୬ (ଶୁକ୍ରବାର) ଏହି ପର୍ଯ୍ୟାୟରେ ୮୮ଟି ନିର୍ବାଚନମଣ୍ଡଳୀରୁ ୧,୨୦୨ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସମସ୍ତ ୫୪୩ ଟି ଆସନ ପାଇଁ ସାମଗ୍ରିକ ଫଳାଫଳ ଜୁନ୍ ୪ରେ ଏକତ୍ର ଘୋଷିତ ହେବ। ତେବେ ଆଜିର ପର୍ଯ୍ୟାୟରେ ଅନେକ ବିଶିଷ୍ଟ ବ୍ୟକ୍ତିଙ୍କ ଭାଗ୍ୟ ପରୀକ୍ଷା ହେବ।ବିଶଷ୍ଟ ଅଭିନେତ୍ରୀ-ରାଜନେତ୍ରୀ ହେମା ମାଳିନୀ ଦୁଇ ଦଶନ୍ଧି ଧରି ରାଜନୀତିରେ ରହି Continue Reading