Home Archive by category Odisha News (Page 53)

Odisha News

Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୧/୬ : କନ୍ଧମାଳ ଜିଲ୍ଲାର ଜଣାଶୁଣା ବରିଷ୍ଠ ପ୍ରତିଷ୍ଠିତ ବ୍ୟକ୍ତି, କଂଗ୍ରେସ ନେତା, ଠିକାଦାର, ବ୍ୟବସାୟୀ ତଥା ବାଲିଗୁଡା ସ୍ଥିତ ପାଟଖଣ୍ଡା ଫୁଏଲସ ର ପ୍ରତିଷ୍ଠାତା ସିମାଞ୍ଚଳ ଆଚାର୍ଯ୍ୟ (୭୦) ଙ୍କ ବୁଧବାର ସକାଳେ ବାଲିଗୁଡା ନିଜ ବାସ ଭବନ ରେ ପରଲୋକ ହୋଇଯାଇଛି ।ଏହି ଦୁଃଖଦ ଖବର ପ୍ରଚାରିତ ହେବା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସେ ଏକା ଧାରରେ ଜଣେ ମେଳାପୀ, ପରୋପକାରୀ, ବନ୍ଧୁ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୧/୬ : ସମଗ୍ର ଦେଶରେ ଚାଲିଥିବା ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) ପ୍ରକ୍ରିୟାକୁ ସମ୍ପୂର୍ଣ ସଫଳ କରିବା ଉଦ୍ଦେଶ୍ୟରେ ବୌଦ୍ଧ ଜିଲ୍ଲା ପ୍ରଶାସନ ଏ ଦିଗରେ ବ୍ୟାପକ ଜନ ସଚେତନତା ସୃଷ୍ଟି କରିବା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି।ଏହି ଅବସରରେ ବୁଧବାର ଦିନ ପ୍ରାତ ସମୟରେ ବୌଦ୍ଧ ଜିଲ୍ଲା ଆଦର୍ଶ କୃଷି ବଜାର ଠାରେ ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡିଶା ଏବଂ ଜିଲ୍ଲା ପ୍ରଶାସନ ବୌଦ୍ଧର ମିଳିତ ସହଯୋଗରେ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୦/୬ : ଆଜି ଭୁବନେଶ୍ୱର ସ୍ଥିତ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସରକାରୀ ବାସଭବନ ଠାରେ ଚ଼ିଲିକା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।ବିଜୁ ଜନତା ଦଳର ଯୁବ ସଂଗଠକ ଦେବୀ ପ୍ରସାଦ ମିଶ୍ରଙ୍କ ନେତୃତ୍ବରେ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର‌ ୩ ନଂ ୱାର୍ଡ଼ର କାଉନସିଲର ଅଭିମନ୍ୟୁ ପ୍ରଧାନ, ୧୫ ନଂ ୱାର୍ଡ଼ର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୧୧ : ଆଜି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜା ପ୍ୟାଲେସ୍ ଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ:ଆଇ:ଆର) ସଚେତନତା ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଉକ୍ତ ପଦଯାତ୍ରା କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଚେତନତା ଶୋଭାଯାତ୍ରାକୁ ଏସ:ଆଇ:ଆର ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଏହି Continue Reading
Odisha News
ଓଡ଼଼ିଶା,୧୦/୬ : ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟିବା ନେଇ ମଙ୍ଗଳବାର ବଡ଼ ଘୋଷଣା କରିଥିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ । ‘ଧାମ’ ଶବ୍ଦ ହଟାଯାଇ ଲାଗିଲା ଜଗନ୍ନାଥ ମନ୍ଦିର ସୂଚନା ଫଳକ ।ସ୍ଥାନୀୟ ବିଧାୟକ ଚନ୍ଦ୍ର ଶେଖର ମଣ୍ତଳ ଏବଂ ମନ୍ଦିର ଟ୍ରଷ୍ଟ ବୋର୍ଡର ମୁଖ୍ୟ ରାଧାମୋହନ ଦାସଙ୍କ ଉପସ୍ଥିତିରେ ଏହି ‘ଧାମ’ ଶବ୍ଦ ହଟାଯାଇଛି । ଫଳରେ ଦୀଘାରେ ନବନିର୍ମିତ ଜଗନ୍ନାଥ ମନ୍ଦିରକୁ ‘ଜଗନ୍ନାଥ ଧାମ’ ଲେଖାଯିବାକୁ ନେଇ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୦/୬ : ସାମାଜିକ ସୁରକ୍ଷା ଯୋଜନା ଅଧୀନରେ ଭତ୍ତା ପାଉଥିବା ଅନେକ ହିତାଧିକାରୀ ଦୀର୍ଘ ତିନି ମାସରୁ ଉର୍ଦ୍ଧ୍ବ ସମୟ ଧରି ଭତ୍ତା ପାଇ ନଥିବାରୁ ଗୁରୁତର ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଛନ୍ତି। ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ଦିବ୍ୟାଙ୍ଗ ଭତ୍ତା ଏବଂ ଅନ୍ୟାନ୍ୟ ସାମାଜିକ ସୁରକ୍ଷା ଯୋଜନାର ଲାଭାର୍ଥୀ ମାନେ ନିୟମିତ ଭାବେ ଭତ୍ତା ନ ପାଇବା ଯୋଗୁଁ ନିଜର ଦୈନନ୍ଦିନ ଜୀବନ ନିର୍ବାହ କରିବାରେ ନାନା ଅସୁବିଧା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୦/୬ : ବୌଦ୍ଧ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଆଜି ଜିଲ୍ଲା ବିକାଶ ସମନ୍ୱୟ ଓ ପର୍ଯ୍ୟବେକ୍ଷଣ କମିଟି (DISHA) ବୈଠକ ଅନୁଷ୍ଠିତ ହୋଇଯାଇଛି।କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ ପ୍ରଧାନ, କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ କନ୍ହାଇ ଚରଣ ଡାଙ୍ଗ,ଜିଲ୍ଲା ପରିଷଦ ଅଧ୍ୟକ୍ଷା ପ୍ରଭାସିନୀ Continue Reading
Odisha News
ଭୁବନେଶ୍ୱର, ୧୦/୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ସବୁଠୁ ଦୀର୍ଘ ସମୟ ଧରି ଲଗାତାର ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବେ ନୂଆ କୀର୍ତ୍ତିମାନ ସ୍ଥାପନ କରିଥିବା ବେଳେ ତାଙ୍କୁ ଭରପୂର ପ୍ରଶଂସା କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ବୁଧବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭାବପୂର୍ଣ୍ଣ ବାର୍ତ୍ତା ପୋଷ୍ଟ କରି ସେ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୋଦିଙ୍କୁ “କୋଟି କୋଟି Continue Reading
Odisha News
ଭୁବନେଶ୍ବର, ୧୦/୬ : ଆନ୍ତର୍ଜାତୀୟ କ୍ରୀଡ଼ା ମୈଦାନରେ ପୁଣି ଥରେ ଦେଶ ଓ ଓଡ଼ିଶାର ଟେକ ରଖିଛନ୍ତି ଦୁଇ ଓଡ଼ିଆ କିକ୍ବକ୍ସିଂ ଖେଳାଳି। ଫିଲିପାଇନ୍ସର ଲାପୁଲାପୁ ସିଟିରେ ଆୟୋଜିତ ପ୍ରତିଷ୍ଠିତ ‘ଡବ୍ଲ୍ୟୁକେଏ (WKA) ଇଣ୍ଡୋ-ଫିଲିପାଇନ୍ସ କିକ୍ବକ୍ସିଂ ଓପନ୍’ ପ୍ରତିଯୋଗିତାରେ ଚମତ୍କାର ପ୍ରଦର୍ଶନ କରି ଲକ୍ଷ୍ମୀପ୍ରିୟା ବାଇ ସ୍ବର୍ଣ୍ଣ ପଦକ ଏବଂ ସାଇରାଜ ପଟ୍ଟନାୟକ ରୌପ୍ୟ ପଦକ ହାସଲ କରିଛନ୍ତି।ଫାଇନାଲରେ ସ୍ଥାନୀୟ ଖେଳାଳିଙ୍କୁ ହରାଇ ସୁନା ଜିତିଲେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୯/୬: ସରକାରୀ କାର୍ଯ୍ୟ ପାଇଁ ଲାଞ୍ଚ ନେବା ମହଙ୍ଗା ପଡ଼ିଲା। ଫାର୍ମାସି ରେଜିଷ୍ଟ୍ରେସନ ସାର୍ଟିଫିକେଟ ପ୍ରଦାନ ନାଁରେ ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଫାର୍ମାସି କାଉନସିଲର ଜଣେ ବରିଷ୍ଠ ସହାୟକ ଏବଂ ତାଙ୍କ ସହଯୋଗୀଙ୍କୁ ରଙ୍ଗେହାତ ଧରିଛି ଭିଜିଲାନ୍ସ।ଗିରଫ ହୋଇଥିବା ଅଭିଯୁକ୍ତ ହେଲେ ଓଡ଼ିଶା ଫାର୍ମାସି କାଉନସିଲର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଏବଂ ତାଙ୍କ ସହଯୋଗୀ ମହମ୍ମଦ Continue Reading