Home Archive by category Odisha News (Page 532)

Odisha News

Odisha News
ଭୁବନେଶ୍ୱର, ୧୮/୪ : ବିଜେଡି ଛାଡ଼ି ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟିକା ସିପ୍ରା ମଲ୍ଲିକ। ଭୁବନେଶ୍ୱରରେ କଂଗ୍ରେସ ଭବନରେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଓ ବରିଷ୍ଠ ନେତା ପଞ୍ଚାନନ କାନୁନଗୋଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେଇଥିଲେ।କଂଗ୍ରେସରେ ଯୋଗ ଦେବା ପରେ ସିପ୍ରା ମଲ୍ଲିକ କହିଥିଲେ, ଆଜି ମୋ ପାଇଁ ଏକ ବଡ଼ ଦିନ। କଂଗ୍ରେସ ଦଳରେ ନୂତନ ଆରମ୍ଭ କରିବି।ମୋ ବାପା ଏହି ଦଳରେ ଥିଲେ। ମୁଁ ମଧ୍ୟ […]Continue Reading
Odisha News
ଭୁବନେଶ୍ୱର,୧୮/୪:ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଆଜି ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି।ବିଜେଡିରେ ଯୋଗ ଦେବା ପରେ ବର୍ଷା କହିଥିଲେ, ମୁଁ ସାର୍ (ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ)ଙ୍କର ଜଣେ ଫ୍ୟାନ୍।ଏମିତିକି କେବଳ ତାଙ୍କୁ ଉତ୍ସର୍ଗ କରି ଏକ ଫିଲ୍ମ ତିଆରି କରିଥିଲି। ସାର୍ଙ୍କ ବ୍ୟକ୍ତିତ୍ୱ, ସ୍ୱଚ୍ଛ ଓ ନିର୍ମଳ ଭାବମୂର୍ତ୍ତି ସବୁବେଳେ ମୋତେ ପ୍ରେରଣା ଦେଇଛି।ସେ କଥାରେ Continue Reading
Odisha News
କନ୍ଧମାଳ, ୧୮/୪:ଫୁଲବାଣୀ ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ତାଙ୍କ ପରିବାର ଲୋକେ ଏନେଇ ହତ୍ୟା ଅଭିଯୋଗ ଆଣିଛନ୍ତି । ମୃତକ ହେଉଛନ୍ତି ଫିରିଙ୍ଗିଆ ଡିମିରିଗୁଡ଼ା ଗାଁର ଅଭିରାମ ଦିଗାଲ।ଜେଲରେ ଅସୁସ୍ଥ ହେବା ପରେ ତାଙ୍କୁ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।ଜେଲରେ ତାଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ ମୃତଦେହ ଜବତ କରିବା Continue Reading
Odisha News
ବୌଦ୍ଧ, ୧୮/୪ : ରାମ ନବମୀ ପାଇଁ ଚାଲିଥିଲା ନାମଯଜ୍ଞ । ମନ୍ତ୍ର ଧ୍ୱନୀରେ ଫାଟି ପଡ଼ୁଥିଲା ଆଖପାଖ ଅଞ୍ଚଳ । ଏହି ସମୟରେ ନାମଯଜ୍ଞ ଦେଖିବାକୁ ଆସି ପହଞ୍ଚିଲେ ଦୁଇ ଯୁବକ ।କିଛି ସମୟ ପରେ ସୁଯୋଗ ଦେଖି ସେମାନେ ଜଣେ ଗ୍ରାମବାସୀଙ୍କୁ ଟାର୍ଗେଟ କରି ଫୁଟାଇଲେ ଗୁଳି। ଏଥିରେ ଗ୍ରାମବାସୀଜଣକ ଗୁରୁତର ହୋଇଥିବା ଜଣାଯାଇଛି।ଏପରି ଏକ ଅଭାବନୀୟ ଘଟଣା ବୌଦ୍ଧ ଜିଲ୍ଲା କଣ୍ଟାମାଳ ପିପଲପାଲି ଗାଁରେ ଗତକାଲି ବିଳମ୍ବିତ ରାତିରେ ଘଟିଛି। ଗୁରୁତର ବ୍ୟକ୍ତିଜଣକ […]Continue Reading
Odisha News
ନୂଆଦିଲ୍ଲୀ /ଭୁବନେଶ୍ୱର,୧୮/୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି।ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଦେଶରେ ଓ ରାଜ୍ୟରେ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା।ପ୍ରାର୍ଥୀମାନେ ଏପ୍ରିଲ ୨୫ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିବେ। ଏପ୍ରିଲ ୨୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଓ ଏପ୍ରିଲ ୨୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର Continue Reading
Odisha News
Pradhan Mantri Jan Auasadhi Centre inaugurated ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଭୁବନେଶ୍ୱର କେଶୁରା ନିକଟସ୍ଥ କୋରଡକଣ୍ଟା ଗ୍ରାମରେ ପ୍ରଧାନମନ୍ତ୍ରୀ ଭାରତୀୟ ଜନୌଷଧି କେନ୍ଦ୍ର ଓଡିଆ ଚଳଚ୍ଚିତ୍ର ଜଗତର ଖ୍ୟାତନାମା ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଦ୍ଵାରା ଉଦଘାଟିତ ଆଜି ତା ୧୬/୦୪/୨୦୨୪ରିଖ ରେ ଖୋର୍ଦ୍ଧା ଅନ୍ତର୍ଗତ କେଶୁରା ନିକଟସ୍ଥ କୋରଡକଣ୍ଟା ଗ୍ରାମରେ ପ୍ରଧାନମନ୍ତ୍ରୀ ଭାରତୀୟ ଜନୌଷଧି କେନ୍ଦ୍ର ଉଦଘାଟିତ ହୋଇଯାଇଛି । ଏହି ଅବସରରେ ଓଡିଆ Continue Reading
Odisha News
ଭୁବନେଶ୍ବର, ୧୭/୪ : ବିଜେଡ଼ିର ପଞ୍ଚମ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ତାଲିକାରେ ୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। କଣ୍ଟାବାଞ୍ଚିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଢ଼ିବେ ବୋଲି ଘୋଷଣା କରାଯାଇଛି।ଏପରି କରି ବିଜେଡ଼ି କଣ୍ଟାବାଞ୍ଜିରେ ବିଜେପି ଏବଂ କଂଗ୍ରେସକୁ କଡ଼ା ଟକ୍କର ଦେବା ସହିତ ନୂଆ ରଣନୀତି ଆପଣେଇଛି।ନବୀନ ହିଞ୍ଜିଳି ସହ କଣ୍ଟାବାଞ୍ଜିରେ ଲଢ଼ିବା ନେଇ ଘୋଷଣା କରିବା ପରେ ରାଜ୍ୟରେ ସାଧାରଣ ନିର୍ବାଚନ ପରେ ଆଉ ଏକ ଉପନିର୍ବାଚନ Continue Reading
Odisha News
ଭୁବନେଶ୍ୱର,୧୭/୪: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ୩ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି।ଏପ୍ରିଲ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟଳୟଗୁଡିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।Continue Reading
Odisha News
ପୁରୀ, ୧୭/୪ : ଗତକାଲିଠୁ ନିଖୋଜ ଥିଲେ। ଆଜି ସକାଳେ ସମୁଦ୍ର କୂଳରୁ ଠାବ ହୋଇଛି ବ୍ୟକ୍ତିଙ୍କ ମୃତଦେହ।ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନା ଅନ୍ତର୍ଗତ ଗୁଣ୍ଡଳବା ନିକଟ ସମୁଦ୍ର କୂଳରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଠାବ କରାଯାଇଛି।ମୃତ ବ୍ୟକ୍ତି ଜଣଙ୍କ ଆଇଁସଣିଆ ଗ୍ରାମର ରାଧୁ ସ୍ୱାଇଁ। ତାଙ୍କ ଦେହରେ ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି।ଗତକାଲି ଅପରାହ୍ଣରୁ ରାଧୁ ଘରୁ ବାହାରକୁ ଯାଇ ଫେରିନଥିଲେ। ବିଳମ୍ବିତ ରାତି ପର‌୍ୟ୍ୟନ୍ତ ନଫେରିବାରୁ ପରିବାର ଲୋକେ Continue Reading
Odisha News
ଭଦ୍ରକ, ୧୭/୪: ଆଜି ହେଉଛି ପବିତ୍ର ରାମ ନବମୀ। ଏହି ପବିତ୍ର ଦିନରେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କର ସବୁଠି ଚାଲିଛି ପୂଜା ଆରାଧନା। ପଲ୍ଲୀଠୁ ସହର ସବୁଠି ହୋଇପଡିଛି ଉତ୍ସବ ମୁଖର।ରାମ ନବମୀ ପାଇଁ ଚଳଚଞ୍ଚଳ ଭଦ୍ରକ। ସଂପୂର୍ଣ୍ଣ ଗେରୁଆମୟ ହୋଇଉଠିଛି ଅଞ୍ଚଳ, ଜୟ ଶ୍ରୀରାମ ଧ୍ୱନୀରେ କମ୍ପୁଛି ଗାଁ ଦାଣ୍ଡ। ସହର ଠାରୁ ପୁରପଲ୍ଲୀ ଯାଏ ସବୁଆଡେ ଉତ୍ସବମୁଖର ପରିବେଶ। ଗାନ୍ଧି ପଡିଆରେ ପୂଜା ପାଠ ସହ ଯଜ୍ଞ ଓ ହନୁମାନ ଚାଳିଶା ପାଠ ହେଉଛି। […]Continue Reading