Home Archive by category Odisha News (Page 536)

Odisha News

Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୯/୪: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକର ସିମନବାଡିରେ ସୋମବାର ପଞ୍ଚୁଦଣ୍ଡ ମିଳନ ହେବା ସହ ମଙ୍ଗଳବାର କାର୍ଯ୍ୟକ୍ରମ ଶେଷ ହୋଇଛି। ପ୍ରକାଶ ଯେ, ସକାଳ ୮ଟାରେ ବିଭିନ୍ନ ଅଞ୍ଚଳର ଦଣ୍ଡ ଦଳ ଆସି ସିମନବାଡ଼ିରେ ପହଞ୍ଚି ଥିଲେ। ପୂର୍ବ ନିଦ୍ଧାରିତ ଅନୁସାରେ ଗ୍ରାମବାସୀ ତାଙ୍କୁ ବାଟ ବରଣ କରି ଦୁର୍ଗା ମଣ୍ଡପକୁ ସ୍ବାଗତ କରି ନେଇଥିଲେ।ଦଣ୍ଡ ଦଳ ଦୁର୍ଗାମଣ୍ଡପକୁ ବିରାଟ Continue Reading
Odisha News
ଭୁବନେଶ୍ବର, ୯/୪: ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଚଳିତ ସାଧାରଣ ନିର୍ବାଚନରେ ରାଉରକେଲା ବିଧାନସଭା ଆସନରୁ ବିଜେପି ପ୍ରାର୍ଥୀ ହେଇପାରନ୍ତି।ଦଳୀୟ ଘୋଷଣା ପୂର୍ବରୁ ନିର୍ବାଚନ ପ୍ରଚାର ବେଳେ ସାଂସଦ ଜୁଏଲ ଓରାମ ଏନେଇ ଇସାରା ଦେଇଛନ୍ତି।ସେ କହିଛନ୍ତି, ରାଉରକେଲା ବିଧାନସଭା ଆସନ ପାଇଁ କୌଣସି ମୁହୁର୍ତ୍ତରେ ପ୍ରାର୍ଥୀ ଘୋଷଣା ହୋଇପାରେ। ଏବେ ଦିଲ୍ଲୀପଙ୍କ ମାମଲାର ସମାଧାନ ହୋଇସାରିଛି। ତେଣୁ ତାଙ୍କୁ ଟିକେଟ୍ ମିଳିପାରେ।ତଳସରା Continue Reading
Odisha News
ଭୁବନେଶ୍ୱର, ୯/୪ : ରାଜଧାନୀରୁ ଉଦ୍ଧାର ହେଲା ରାଜ୍ୟସ୍ତରୀୟ ମହିଳା ଖେଳାଳିଙ୍କ ମୃତଦେହ । ଭୁବନେଶ୍ୱର ପୁରୁଣା BMC ଅଫିସ୍ ପଛ ହଷ୍ଟେଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତା ଯୁବତୀଜଣକ ହେଲେ ପୁରୀ ଜିଲ୍ଲା ଡେଲାଙ୍ଗ ଜଗଦଳପୁରର ସରୋଜିନୀ ସୁନ୍ଦରା । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ହୋଇନାହିଁ।ଭୁବନେଶ୍ୱର କୋର୍ଟ ପଛପଟେ ଥିବା ହରିହର ବିଦ୍ୟାପୀଠ ନିକଟସ୍ଥ ଏକ ଭଡ଼ାଘରୁ ତାଙ୍କର ଝୁଲନ୍ତା ମୃତ ଦେହ ମିଳିଛି। ବରଗଡ଼ ଥାନା ପୁଲିସ ମୃତଦେହ Continue Reading
Odisha News
ବରଗଡ଼, ୯/୪ : ବରଗଡ଼ ଜିଲ୍ଲାର ଗନ୍ଧମାର୍ଦ୍ଦନ ପାହାଡ଼ରେ ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରୁ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଚାଲିଛି। ଏବେ ମଧ୍ୟ ସେଠାରେ ଜାରି ରହିଛି ଅପରେସନ। ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳକୁ ଯାଉଥିବା ଜଣାଯାଇଛି।ଗତକାଲି ବିଳମ୍ବିତ ରାତିରେ ସୁରକ୍ଷାକର୍ମୀମାନେ ଗନ୍ଧମାର୍ଦ୍ଦନ ପାହାଡ଼ରେ ସର୍ଚ୍ଚ ଅପରେସନ ଚଳାଇଥିଲେ। ଏହି ସମୟରେ ହଠାତ୍ ଅପର ପାର୍ଶ୍ୱରୁ ଆଖିବୁଜା ଫାୟାରିଂ ହେବା ଆରମ୍ଭ Continue Reading
Odisha News
ଭୁବନେଶ୍ୱର, ୮/୪: ନିର୍ବାଚନ କମିଶନ ବ୍ରହ୍ମପୁର ଏସପି ଓ ଖୋର୍ଦ୍ଧା ଏସପିଙ୍କୁ ବଦଳି କରିଛନ୍ତି । ବ୍ରହ୍ମପୁରର ଏସପି ଭାବେ ଡ଼.ସାର୍ଥକ ଷଡଙ୍ଗୀଙ୍କୁ ଦାୟିତ୍ୱ ଦିଆଯାଇଥିବାବେଳେ ଖୋର୍ଦ୍ଧା ଏସପି ଭାବେ ଅବିନାଶ କୁମାରଙ୍କୁ ଦାୟିତ୍ୱ ଦିଆଯାଇଛି । ଉଲ୍ଲେଖ ଥାଉ କି କିଛିଦିନ ତଳେ ରାଜ୍ୟ ସରକାର ଆଇଏଏସ୍ସ୍ତରରେ ଛୋଟଧରଣର ଅଦଳବଦଳ କରିଥିଲେ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି ହୋଇଥିଲା ।ନିର୍ବାଚନ କମିସନ ରାଜ୍ୟର ୨ଜଣ ଆଇଏଏସ୍ ଓ ୬ଜଣ Continue Reading
Odisha News
ଭୁବନେଶ୍ବର, ୮/୪ : ବରଗଡ଼ ଜିଲ୍ଲା ସଭାପତି ତଥା ପୂର୍ବତନ ସାଂସଦ ପ୍ରଭାସ ସିଂ ବିଜେଡିରୁ ଇସ୍ତଫା ଦେଇଛନ୍ତି।ସେ ଦଳର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଛନ୍ତି। ସେ ନବୀନନିବାସ ଆସି ନିଜର ଇସ୍ତଫାପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଦେଇଛନ୍ତି।ଚଳିତ ନିର୍ବାଚନରେ ବରଗଡ଼ ଲୋକସଭା ପ୍ରାର୍ଥୀ ହେବା ଲାଗି ବିଜେଡି ଟିକେଟ ପାଇଁ ଆଶାୟୀ ଥିଲେ। ହେଲେ ଦଳ ତାଙ୍କ ବଦଳରେ ପରିଣୀତା ମିଶ୍ରଙ୍କୁ ବରଗଡ଼ ଲୋକସଭା ଟିକେଟ ଦେଇଥିଲା।ଏହାକୁ ନେଇ ଅସନ୍ତୁଷ୍ଟ Continue Reading
Odisha News
ମୟୂରଭଞ୍ଜ, ୮/୪ : ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ଘାଟିରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ପାହାଡରେ ପିଟି ହେବାରୁ ଡ୍ରାଇଭର ସହ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।ଆହତମାନଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବସ୍ ଡ୍ରାଇଭରର ଅବସ୍ଥା ଗୁରୁତର ରହିଛି। ତାଙ୍କୁ ବାରିପଦା ସ୍ଥାନାନ୍ତର କରାଯାଇଛି। ତାଙ୍କ ଘର ରାଉରକେଲା ଅଞ୍ଚଳର ବୋଲି ଜଣାଯାଇଛି।ଆଗକୁ ଇଦ୍ Continue Reading
Odisha News
ମାଲକାନଗିରି, ୮/୪ : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ପୁଲିସକୁ ମିଳିଛି ବଡ଼ ସଫଳତା। ନିର୍ବାଚନ ପୂର୍ବରୁ ମାଓ ସଂଗଠନର ୨ ଜଣ ସହଯୋଗୀ ସହ ୪ ଜଣ ନକ୍ସଲକୁ ଗିରଫ କରିଛି ସୁକମା ପୁଲିସ। ଲୋକସଭା ନିର୍ବାଚନକୁ ଆଖି ଆଗରେ ରଖି ପୁଲିସ ବିଭିନ୍ନ ସ୍ଥାନରେ କଡା ସୁରକ୍ଷା ବ୍ୟବସ୍ଥା କରିବା ସହ ଯାଞ୍ଚ କରୁଛି।ଡିଆରଜି ଯବାନ ପାଟ୍ରୋଲିଂ କରୁଥିବା ବେଳେ କିଛି ଲୋକଙ୍କ ଉପରେ ସନ୍ଦେହ ହେବାରୁ ସେମାନଙ୍କୁ ଧରି ପଚରା ଚରା […]Continue Reading
Odisha News
କମ୍ଭୁଧର କ୍ଷତିଙ୍କ ରିପୋର୍ଟବୌଦ୍ଧ,୮/୪ : ପ୍ରାଚୀନ ଲୋକ ସଂସ୍କୃତିର ସ୍ୱାକ୍ଷର ବୌଦ୍ଧଜିଲ୍ଲାର ଦଣ୍ଡଯାତ୍ରା । ବୌଦ୍ଧଜିଲ୍ଲାର ଦଣ୍ଡଯାତ୍ରାର ଏକ ସ୍ୱତନ୍ତ୍ରତା ବଜାଇ ରଖିଛି । ଏହି ଦଣ୍ଡଯାତ୍ରା ବୌଦ୍ଧଜିଲ୍ଲାରେ କେଉଁ ଆବାହନ କାଳରୁ ଆରମ୍ଭ ହୋଇଛି କହିବା କଷ୍ଟ କର ।ଏହି ଦଣ୍ଡଯାତ୍ରା ଚୈତ୍ରମାସରେ ହୋଇଥାଏ । ଏହି ଦଣ୍ଡଯାତ୍ରାରେ ଶିବ ଓ ଶକ୍ତିଙ୍କ ଆରାଧନା ଓ ପ୍ରଭୂକୃପା ଲାଭ କରିବା । ବୌଦ୍ଧଜିଲ୍ଲାରେ ମହା ବିଷୁବ ସଂକ୍ରାନ୍ତି ବା ପାଣା ସଂକ୍ରାନ୍ତିର ୨୧ Continue Reading
Odisha News
ଭୁବନେଶ୍ବର, ୭/୪: ପ୍ରଚଣ୍ଡ ଖରା, ତତଲା ପବନ ଓ ଗୁଳୁଗୁଳିରୁ ରାଜ୍ୟବାସୀ ସାମାନ୍ୟ ଆଶ୍ବସ୍ତି ଲାଭ କରିଛନ୍ତି।ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି। ରାଜଧାନୀ ଭୁବନେଶ୍ବରରେ ମଧ୍ୟ ପ୍ରାୟ ୧ ଘଣ୍ଟା ଧରି ବଜ୍ରପାତ ସହିତ ହାଲୁକା ବର୍ଷା ହୋଇଛି।କାଳବୈଶାଖୀ ବର୍ଷା ଯୋଗୁଁ ଭୁବନେଶ୍ବରର ବହୁ ସ୍ଥାନରେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହୋଇଛି। ଆଗାମୀ ଦୁଇ ଦିନ ଯାଏଁ ବର୍ଷା ରାଜ୍ୟର କିଛି ସ୍ଥାନରେ ହେବାର ସମ୍ଭାବନା ଅଛି। ଆଞ୍ଚଳିକ Continue Reading