BY Akshya Rout Jajpur, Mar 4: Jhilik Bhattacharjee, the actress wife of Minister Pritiranjan Gharai, is likely to contest from Korei assembly constituency in Jajpur district. The speculation of her contesting from the seat on BJD ticket fueled after Jhilik met some people of Korei today. “I will contest from Korei if I am given […]Continue Reading
Odisha News
ଭୁବନେଶ୍ବର, ୪/୪: ଏପ୍ରିଲ ପ୍ରଥମ ସପ୍ତାହରୁ ପ୍ରବଳ ଖରା ଅନୁଭୂତ ହୋଇଛି। ଖରାରେ ରାଜ୍ୟବାସୀ ସିଝିଛନ୍ତି।ମାଲକାନଗିରି ଓ ବୌଦ୍ଧରେ ଅଧିକ ଅସହ୍ୟ ହୋଇପଡ଼ିଛି। ଉଭୟ ମାଲକାନଗିରି ଓ ବୌଦ୍ଧରେ ଆଜି ଦିନର ତାପମାତ୍ରା ସର୍ବାଧିକ ୪୨ ଡିଗ୍ରି ରେକର୍ଡ କରାଯାଇଛି। ରାଜ୍ୟର ୧୧ଟି ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଭବାନୀପାଟଣା ଓ Continue Reading
ଭୁବନେଶ୍ୱର,୪/୪:ସ୍କୁଲରେ ପାଣି ପିଇବାକୁ ନିୟମିତ ବ୍ୟବଧାନରେ ବାଜିବ ଘଣ୍ଟି। ଜଳ ବିରତି ଘଣ୍ଟି ବଜାଇବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନେଇଛି ନିଷ୍ପତ୍ତି।ଏନେଇ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ (ବିଇଓ)ଙ୍କୁ ଚିଠି କରାଯାଇଛି। ତାପମାତ୍ରା ବୃଦ୍ଧି ହେତୁ ନିର୍ଜଳୀକରଣ (ଡିହାଇଡ୍ରେସନ) ଜନିତ ସମସ୍ୟାକୁ ପୂର୍ବାନୁମାନ କରି ରାଜ୍ୟର ସମସ୍ତ ବିଦ୍ୟାଳୟରେ ‘ଜଳ ବିରତି ଘଣ୍ଟି’ ଲାଗୁ କରିବାକୁ ବିଭାଗ Continue Reading
ଭୁବନେଶ୍ୱର, ୪/୪: ଭାଜପା ଛାଡିଲେ ମହିଳା ନେତ୍ରୀ ସୋନାଲି ସାହୁ। ଗୁରୁବାର ସେ ଭାଜପା ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।ସେ ତାଙ୍କ ଇସ୍ତଫାପତ୍ର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଛନ୍ତି। ମିଳିଥିବା ସୂଚନୁସାରେ ସେ ବିଜେଡିରେ ଯୋଗଦେଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି।Continue Reading
ଭଦ୍ରକ, ୪/୪ : ଶେଷରେ ସବୁ କଳ୍ପନାକଳ୍ପନାର ଅନ୍ତ ଘଟାଇ ବୁଧବାର ରାତିରେ ଭଦ୍ରକ ଜିଲ୍ଲାର ବରିଷ୍ଠ ବିଜେଡ଼ି ନେତା ତଥା ପୂର୍ବତନ ମନ୍ତ୍ରୀ ଯୁଗଳ କିଶୋର ପଟ୍ଟନାୟକଙ୍କ ପୁତ୍ର ଅସିତ୍ ପଟ୍ଟନାୟକ ( ବୁଲୁ ) ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫା ପତ୍ର ବିଜେଡ଼ି ଦଳର ରାଜ୍ୟ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଏହି ଇସ୍ତଫା ପତ୍ରରେ ସେ ଲେଖିଛନ୍ତି ଯେଉଁଠି ସମ୍ମାନ ନାହିଁ ସେ ଦଳରେ ରହିବି କାହିଁକି।ଅସିତଙ୍କର […]Continue Reading
କଟକ, ୪/୪ : କଟକ ଏସସିବିରେ ଆରମ୍ଭ ହେଲା ଲିଭର ଟ୍ରାନସପ୍ଲାଣ୍ଟ ବା ଯକୃତ ପ୍ରତିରୋପଣ। ସ୍ୱାମୀ ଦେହରେ ଲାଗିଛି ସ୍ତ୍ରୀର ଲିଭର୍।ଦୀର୍ଘ ୧୧ ବର୍ଷର ଅପେକ୍ଷା ପରେ ଏସସିବି ମେଡିକାଲର ଟ୍ରମା ବିଲଡିଂର ସ୍ୱତନ୍ତ୍ର ମୋଡୁଲାର ଓଟିରେ ଯକୃତ ପ୍ରତିରୋପଣ ପ୍ରକ୍ରିୟା ଆରମ୍ଭ କରାଯାଇଛି।ଗତକାଲି କଟକ ତିଗିରିଆ ଅଞ୍ଚଳର ଜଣେ ପୁରୁଷଙ୍କ ଠାରେ ତାଙ୍କର ସ୍ତ୍ରୀଙ୍କ ଠାରୁ ଲିଭର ଆଣାଯାଇ ଟ୍ରାନସପ୍ଲାଣ୍ଟ କରାଯାଇଛି। ଏସିଆନ ଇନଷ୍ଟିଚ୍ୟୁଟଅଫ୍ ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବା Continue Reading
କଟକ, ୪/୪: କଟକ ନୂଆ ବଜାର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ମୁକୁଳା ଡ୍ରେନ୍ରେ ଖସିପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସିଆରଆରଆଇ ଥାନା ନୂଆ ବଜାର ଅଞ୍ଚଳର ମହିମା ନଗର ମଙ୍ଗଳା ମନ୍ଦିରଠାରେ ଏହି ଅଘଟଣ ଘଟିଛି। ସକାଳେ ସ୍ଥାନୀୟ ଲୋକେ ଡ୍ରେନ୍ରେ ମୃତଦେହ ପଡ଼ିଥିବା ଦେଖି ପୁଲିସ୍କୁ ଖବର ଦେଇଥିଲେ।ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଡ୍ରେନ୍ରୁ ମୃତଦେହ ଉଦ୍ଧାର କରିଥିଲା। ମୃତ ଯୁବକ ଯାଜପୁରର ବୋଲି କୁହାଯାଉଛି। ସେ କଟକରେ […]Continue Reading
ଭୁବନେଶ୍ୱର,୩/୪: ରାଜ୍ୟରେ ଆସନ୍ତା କିଛିଦିନ ଧରି ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।ଆସନ୍ତା ୬ ତାରିଖ ସୁଦ୍ଧା ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ଏବଂ ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିବ ବୋଲି ଅନୁମାନ କରାଯାଇଛି ।ବୁଧବାର ୪୦ ଡିଗ୍ରୀ ଉପରେ ରାଜ୍ୟର ୧୦ ସହର ତାପମାତ୍ରା ରେକର୍ଡ କରାଯାଇଛି। ୪୧.୮ ଡିଗ୍ରୀ ସହ ବୌଦ୍ଧ ସବୁଠୁ ଉତ୍ତପ୍ତ ସହର ପାଲଟିଛି।ଏହା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୪: କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଚଳିତ ମାସ ୦୧ ତାରିଖ ଠାରୁ ୧୩ ତାରିଖ ପର୍ଯ୍ୟନ୍ତ ମା\’ କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି ।ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୫ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ଏପ୍ରିଲ ୭ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ ।ଏ ନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ Continue Reading
ଭୁବନେଶ୍ବର, ୩/୪: ବିଜୁ ଜନତା ଦଳ (ବିଜେଡି) ବୁଧବାର ସନ୍ଧ୍ୟାରେ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ୨୭ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟଙ୍କ ଦ୍ବାରା କରାଯାଇଥିବା ଘୋଷଣା ଅନୁସାରେ ବ୍ରଜରାଜନଗରରୁ ପୁଣି ଥରେ ଅଳକା ମହାନ୍ତି ଟିକେଟ୍ ପାଇଛନ୍ତି।ସେହିପରି ବିଜେଡି ଦୀପାଳି ଦାସଙ୍କୁ ପୁଣି ଥରେ ଝାରସୁଗୁଡ଼ାରେ ଟିକେଟ୍ ଦେଇଛି। ବିଜେଡି ଟିକେଟ୍ରେ ତଳସରାରୁ ବିଜୟ ଟପ୍ପୋ, ସୁନ୍ଦରଗଡ଼ରୁ ଯୋଗେଶ ସିଂହ, ରାଇରଗଂପୁରରୁ Continue Reading




