ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୦/୩ : ବିଜେପି ବ୍ରହ୍ମପୁର ସାଂସଦ ର୍ଥୀ ଡ଼ଃ ପ୍ରଦୀପ ପାଣିଗ୍ରାହୀ ଙ୍କ ନିର୍ବାଚନ ପାଇଁ ସାଂଗଠାନିକ କାର୍ୟ୍ୟକ୍ରମ ଆରମ୍ଭ ହୋଇଛି।ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭାବେ ଟିକେଟ ପାଇବା ପରେ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହି ପ୍ରଥମ ଥର ପାରଳା ଗସ୍ତରେ ଆସିଛନ୍ତି ।ବିଜେପି ସାଂସଦ ପ୍ରାର୍ଥୀ ଡ଼ଃ ପ୍ରଦୀପ ପାଣିଗ୍ରାହି ପାରଳାଖେମୁଣ୍ଡି ପହଞ୍ଚିବା ପରେ ତାଙ୍କୁ ଏକ ବିରାଟ ପଟୁଆରରେ ଶତାବ୍ଦୀ ସଂଖ୍ୟକ ଦଳୀୟ ନେତା ଓ କର୍ମୀ Continue Reading
Odisha News
ସଞ୍ଜୟ ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୦/୩ : ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ,ବନବାସୀ ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ୱର୍ଗତ ବିଶ୍ୱନାଥ ପଟ୍ଟନାୟକଙ୍କ (ଆଜ୍ଞା)ଙ୍କ୧୪ତମ ଶ୍ରାଦ୍ଧ ବାର୍ଷିକ ପାଳନ ହୋଇଯାଇଛି । ଅନୁଷ୍ଠାନର ସଭାଗୃହ ଠାରେ ଏକ ସବା ଅନୁଷ୍ଠିତ ହୋଇଥିଲା ।ଏଥିରେ ମୁଖ୍ୟ ଅତିଥୀ ଭାବେ ସରୋଜବାଳା ଆଚାର୍ଯ୍ୟ ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅଧ୍ୟାପକ ଡଃ ବିଭୁତି ଭୁଷଣ ଆଚାର୍ଯ୍ୟ,ସମ୍ମାନିତ Continue Reading
କଟକ, ୩୦/୩ : ବିଜେପି ଆଜି ରାଜ୍ୟରେ ବାକିଥିବା ଆଉ ୩ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଦଳ କଟକ ଲୋକସଭା ଆସନରୁ ପ୍ରାର୍ଥୀ କରିଛି । ଶ୍ରୀ ମହତାବ ଗୁରୁବାର ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିଲେ ।ବିଜେପି ପକ୍ଷରୁ ଜାରି ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାର ବାକି ଥିବା ୩ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଛି । କନ୍ଧମାଳ […]Continue Reading
ଭୁବନେଶ୍ବର, ୩୦/୩: ପରିବର୍ତ୍ତିତ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି।ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି।ରାଜ୍ୟ ସରକାରଙ୍କ ଅତିରିକ୍ତ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର କହିଛନ୍ତି ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରଥମରୁ Continue Reading
ଭୁବନେଶ୍ବର, ୩୦/୩: ରାଜ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷର ତାପମାତ୍ରା ୪୦ଡ଼ିଗ୍ରି ଅତିକ୍ରମ କରିଛି। ମାଲକାନଗିରିରେ ଶନିବାର ଦିନ ତାପମାତ୍ରା ସର୍ବାଧିକ ୪୧ଡ଼ିଗ୍ରି ଛୁଇଁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଜି ବୌଦ୍ଧ ଏବଂ ଟିଟିଲାଗଡ଼ରେ ୪୦.୫, ବଲାଙ୍ଗୀରରେ ୪୦.୨, ନୟାଗଡ଼ରେ ୪୦, ଭୁବନେଶ୍ୱରରେ ୩୭ ଏବଂ କଟକରେ ୩୭.୬ ଡ଼ିଗ୍ରି ଦିନ ତାପମାତ୍ରା ରେକର୍ଡ ହୋଇଛି।ଆସନ୍ତା ୪ Continue Reading
ପୁରୀ, ୩୦/୩ : ନିଶାସକ୍ତ ବିଦେଶୀ ପର୍ଯ୍ୟଟକ ଶ୍ରୀମନ୍ଦିରରେ ପଶିବାକୁ ଉଦ୍ୟମ କରୁଥିଲେ। ବିରୋଧ କରିବାରୁ ପୁଲିସ୍ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ।ଆକ୍ରମଣରେ ଦୁଇ ଜଣ ପୁଲିସ୍ କର୍ମଚାରୀ ଓ ଜଣେ ସେବାୟତ ଆହତ ହୋଇଛନ୍ତି। ପୁଲିସ୍ ତାଙ୍କୁ ଉଦ୍ଧାର କରି ଥାନାକୁ ନେଇଥିଲେ।ହେଲେ ନିଶାସକ୍ତ ବିଦେଶୀ ପର୍ଯ୍ୟଟକ ଜଣକ ଥାନାରେ ଉତ୍ପାତ କରିଥିବା ଅଭିଯୋଗ ହୋଇଛି।ଆଜି ସକାଳେ ସ୍ୱର୍ଗଦ୍ୱାର ବେଳାଭୂମିରେ ନିଶା ଖାଇ ଉତ୍ପାତ କରୁଥିଲେ ବିଦେଶୀ ପର୍ଯ୍ୟଟକ ଥୋମାସ୍ Continue Reading
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୩୦/୩ : ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ଆଜି କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ସମ୍ମିଳନୀରେ ପୁରୀ ସାଂସଦ ପାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପାର୍ଥି ଡ. ଅରୁଣ କୁମାର ସାହୁ ଯୋଗ ଦେଇ ଡବଲ ଶଙ୍ଖ ପାଇଁ ଆହ୍ବାନ ଦେଇଥିଲେ।ରାଜନୀତି ସହ ସେବା ମୋ ଜୀବନର ଲକ୍ଷ ବୋଲି ଶ୍ରୀଯୁକ୍ତ ପଟ୍ଟନାୟକ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୦/୩ : ସାଧାରଣ ନିର୍ବାଚନକୁ ନେଇ ବିଗୁଲ ବାଜି ସାରିଥିବା ବେଳେ ରାଜନୈତିକ ଦଳ ଗୁଡିକ ସେମାନଙ୍କ ରଣନିତି ପ୍ରସ୍ତୁତ କରିବାରେ ଲାଗିଛନ୍ତି । ରାଜ୍ୟରେ କ୍ଷମତାସୀନ ଥିବା ବିଜୁ ଜନତାଦଳ ଆଜି ତାର ପ୍ରଥମ ପର୍ଯ୍ୟୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏଥିର ପୁଣି ବୌଦ୍ଧ ନିର୍ବାଚନ ମଣ୍ଡଳି ପାଇଁ ପ୍ରଦିପ କୁମାର ଅମାତ ଓ କଣ୍ଟାମାଳ ନିର୍ବାଚନ ମଣ୍ଡଳି ପାଇଁ ମହିଧର ରଣାଙ୍କ ନାମ ଦଳ ପକ୍ଷରୁ ଘୋଷଣା କରାଯାଇଛି […]Continue Reading
ଭୁବନେଶ୍ୱର,୩୦/୩: ଓଡ଼ିଆ ସିନେ ଜଗତର ୪ ହିରୋ ବିଜେଡି ଛାଡି ଦେଇଛନ୍ତି। ସେମାନେ ହେଲେ ସିଦ୍ଧାନ୍ତ ମହାପାତ୍ର, ଅନୁଭବ ମହାନ୍ତି, ଆକାଶ ଦାସ ନାୟକ ଓ ଅରିନ୍ଦମ ରାୟ। ଏମାନଙ୍କ ମଧ୍ୟରୁ ଦୁଇ ଜଣ ଭାଜପାରେ ଯୋଗ ଦେଇ ସାରିଥିବା ବେଳେ ଆଉ ଦୁଇ ଜଣ ଆଜି ଦଳରୁ ଇସ୍ତଫା ଦେଇଛନ୍ତି।ଅରିନ୍ଦମ ରାୟ ମାର୍ଚ୍ଚ ୧୫ ତାରିଖରେ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିବା ବେଳେ ଦୁଇ ଦିନ ତଳେ ସିଦ୍ଧାନ୍ତ ମହାପାତ୍ର ବିଜେଡି ଛାଡି ଭାଜପାରେ […]Continue Reading
ଭୁବନେଶ୍ୱର,୩୦/୩: କଂଗ୍ରେସରୁ ଇସ୍ତଫା ଦେଲେ ଚିରଞ୍ଜୀବ ବିଶ୍ୱାଳ। ଆଜି ସେ ତାଙ୍କ ଇସ୍ତଫାପତ୍ର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କ ନିକଟକୁ ପଠାଇ ଦେଇଛନ୍ତି।ସେ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିବା ସେଥିରେ ଉଲ୍ଲେଖ କରିଛନ୍ତି।୨୦୧୪ରେ ଜଗତସିଂହପୁରରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଚିରଞ୍ଜୀବ। ୨୦୧୯ରେ ସେ ଏହି ଆସନରୁ କଂଗ୍ରେସ ଟିକେଟରେ ଲଢ଼ିଥିଲେ।କିନ୍ତୁ ହାରି ଯାଇଥିଲେ। ୨୦୦୯ରେ ମଧ୍ୟ ସେ ଏହି ଆସନରୁ କଂଗ୍ରେସ ଟିକେଟରେ ଲଢ଼ି Continue Reading




