Home Archive by category Odisha News (Page 544)

Odisha News

Odisha News
ଭୁବନେଶ୍ୱର,୨୮/୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି।ତାଙ୍କ ସହିତ ଦୁଇଥର ବ୍ରହ୍ମପୁରରୁ ଲୋକ ସଭାକୁ ନିର୍ବାଚିତ ହୋଇଥିବା ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ମଧ୍ୟ ଭାଜପାରେ ଯୋଗ ଦେଇଛନ୍ତି।ଭର୍ତ୍ତୃହରି ମହତାବ କଟକରୁ ଏମପି ଭାବେ ୬ଥର ନିର୍ବାଚିତ ହୋଇଛନ୍ତି। ଗତ ୨୨ରେ ଭର୍ତ୍ତୃହରି ବିଜେଡିରୁ ଇସ୍ତଫା ଦେଇଥିଲେ।ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ Continue Reading
Odisha News
ବଲାଙ୍ଗିର, ୨୮/୩ : ହୋଲିରେ କେମିକାଲ ମିଶା ରଙ୍ଗ ଖେଳି ୨୦ ଜଣ ଯୁବକ ଅସୁସ୍ଥ ହୋଇଛନ୍ତି। ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରରେ ଏହି ଘଟଣା ଘଟିଛି। ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ଅଶୋକନଗର ଓ ଆନନ୍ଦ ନଗରରର ୨୦ ଜଣ ଯୁବକ ହୋଲି ଦିନ କେମିକାଲ ମିଶା ରଙ୍ଗ ଖେଳିଥିଲେ।ଗତକାଲି ସନ୍ଧ୍ୟାବେଳେ ସେମାନଙ୍କ ଦେହସାରା ଫୋଟକା ପରି ଫଳିଯାଇଥିଲା। ଏହାସହ ସେମାନେ ଗୁରୁତର ହୋଇପଡ଼ିଥିଲେ। ପରିବାର ଲୋକେ ସେମାନଙ୍କୁ କଣ୍ଟାବାଞ୍ଜି ଗୋଷ୍ଠୀ Continue Reading
Odisha News
ଯାଜପୁର, ୨୮/୩ : ବନ ବିଭାଗ ସହ ଛକାପଞ୍ଝା ପରେ ଆଜି ସକାଳେ ଆତ୍ମସମର୍ପଣ କରିଛନ୍ତି ଯାଜପୁର ଜିଲ୍ଲାର ଚର୍ଚ୍ଚିତ ୟୁଟ୍ୟୁବର ଦମ୍ପତି। ଯାଜପୁର ରୋଡ୍ ବନ ବିଭାଗ କାର୍ଯ୍ୟାଳୟକୁ ଆସି ମୋନାଲିସା ଓ ତାଙ୍କ ସ୍ୱାମୀ ଆତ୍ମସମର୍ପଣ କରିଛନ୍ତି।ମୋନାଲିସା ଜହଳ ଗାଁ ସ୍ଥିତ ଘରେ ମାଙ୍କଡ଼ ଓ ଘୋଡ଼ା ରଖିଥିଲେ। ସେମାନଙ୍କ ସହିତ ଫଟୋ ଉଠାଇ ପ୍ରତିଦିନ ସୋଶାଲ୍ ମିଡ଼ିଆ ଫେସ୍ବୁକ୍ରେ ପୋଷ୍ଟ କରୁଥିଲେ। ଦୀର୍ଘ ଦିନ ଧରି ସେ ଏପରି କାର୍ଯ୍ୟ କରି ଆସୁଥିଲେ। […]Continue Reading
Odisha News
ଭୁବନେଶ୍ୱର,୨୭/୩:ରାଜ୍ୟର ୨୧ଟି ଲୋକସଭା ଆସନ ମଧ୍ୟରୁ ଆଉ ୬ଟି ପାଇଁ ଆଜି ବିଜେଡି ଘୋଷଣା କରିଛି ପ୍ରାର୍ଥୀ। ଏହା ପୂର୍ବରୁ ୯ଟି ଲୋକସଭା ଆସନ ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲେ।ଦ୍ୱିତୀୟ ପର୍ଯ୍ୟାୟରେଯେଉଁ ୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି,ତା’ ମଧ୍ୟରେ ପୁରୀ, ଢେଙ୍କାନାଳ, ଜଗତସିଂହପୁର, କନ୍ଧମାଳ, କଟକ ଓ ଯାଜପୁର ରହିଛି।ପୁରୀ ଲୋକସଭା ଆସନ ପାଇଁ ବିଜେଡି ଅରୂପ ପଟ୍ଟନାୟକଙ୍କ ନାଁ Continue Reading
Odisha News
ଭୁବନେଶ୍ୱର, ୨୭/୩: ବିଜେଡି ଆଜି ନିଜର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୭୧ଜଣ ବିଧାୟକ ଓ ୯ଜଣ ସାଂସଦ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କ ପୁଅ ମନ୍ମଥ ଆଜି ବିଜେଡିରେ ମିଶିବାର ମାତ୍ର ୩ଘଣ୍ଟା ମଧ୍ୟରେ ତାଙ୍କୁ ବିଜେଡି ଭୁବନେଶ୍ୱରରୁ ସାଂସଦ ପ୍ରାର୍ଥୀ କରାଇଛି।ତେବେ ଆଜି ସୁରଙ୍କ ପୁଅ ମନ୍ମଥଙ୍କ ମିଶ୍ରଣପର୍ବରେ ଭୁବନେଶ୍ୱରର ୩ ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡା, ଅନନ୍ତ ନାରାୟଣ ଜେନା ଓ ସୁଶାନ୍ତ କୁମାର ରାଉତଙ୍କ Continue Reading
Odisha News
ଭୁବନେଶ୍ବର, ୨୭/୩: କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ବିଧାୟକ ସୁର ରାଉତରାୟ। ସାନ ପୁଅ ମନ୍ମଥ ରାଉତରାୟ ବିଜେଡିରେ ମିଶିବା ପରେ ସୁର ଏଭଳି ପଦକ୍ଷେପ ନେଇଛନ୍ତି। ଏକ ଚିଠି ଲେଖି ସୁର ରାଉତରାୟ କହିଛନ୍ତି, ସାନପୁଅ ମନ୍ମଥଙ୍କୁ ଯେତେ ବୁଝାଇଲେ ମଧ୍ୟ ସେ କଥା ନ ରଖି ବିଜେଡିରେ ସାମିଲ ହେଲେ। ଏହା ମୋ ସ୍ୱାଭିମାନ ଓ ଅନ୍ତରାତ୍ମାକୁ ଅଧିକ ଆଘାତ ଦେଇଛି। ଏଣୁ ବିବେକ ଦୃଷ୍ଟିରୁ ସମସ୍ତ କମିଟି ଇସ୍ତଫା ଦେଉଛି। ସମସ୍ତ […]Continue Reading
Odisha News
ଭୁବନେଶ୍ୱର,୨୭/୩: ସାଧାରଣ ନିର୍ବାଚନ ପାଇଁ ବିଜେଡି ଆଜି ନିଜର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଦୀର୍ଘ ୧୫ଦିନ ପରେ ଭିଡିଓ ମାଧ୍ୟମରେ ଗଣମାଧ୍ୟମକୁ ଆସି ଉଭୟ ବିଧାନସଭା ଓ ଲୋକସଭା ଆସନ ପାଇଁ ନିଜର ଦଳୀୟ ପ୍ରାର୍ଥୀ ଘୋଷଣା କରିଛନ୍ତି ।ପ୍ରଥମ ପର୍ଯ୍ୟାୟରେ ଦଳ ୭୧ ବିଧାନସଭା ଓ ୯ ଲୋକସଭା ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ।ଆଜି ଘୋଷଣା ହୋଇଥିବା ବିଧାନସଭା ପ୍ରାର୍ଥୀ ତାଲିକାରେ […]Continue Reading
Odisha News
କୋରାପୁଟ, ୨୭/୩: ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିଲା। ଏବେ ମୃତକଙ୍କର ପରିଚୟ ମିଳିଛି। ମୃତକ ହେଲେ ଜୟପୁର ଚିଲିଗୁଡାର ନାରାୟଣ ରଥ। ସୂଚନାଯୋଗ୍ୟ, ମାଲକାନଗିରିରୁ ବ୍ରହ୍ମପୁର ଦେଇ ଯାଇଥିବା ୩୨୬ ନଂ ଜାତୀୟ ରାଜପଥର କୋରାପୁଟ ସଦର ଥାନା ଅଧୀନ ପୋଡ଼ାଗଡ଼ର ଛୋଟାଗୁଡ଼ା ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୭/୩ : ବୌଦ୍ଧ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଆଗାମୀ ସାଧାରଣ ନିର୍ବାଚନ ନେଇ ଦଳର ଇସ୍ତାହାର ପ୍ରକାଶ କରାଯାଇଛି । ଜିଲ୍ଲା କଂଗ୍ରେସ କମିଟି ସଭାପତି ନବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରଦେଶ କଂଗ୍ରେସ କମିଟିର ପ୍ରବକ୍ତା ତଥା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ପଞ୍ଚାନନ ଦାଶ କଂଗ୍ରେସର ଇସ୍ତାହାର ସଂପର୍କରେ ସୂଚନା ପ୍ରଦାନ କରିଥିଲେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୬/୩: ଆଜି ରଙ୍ଗର ପର୍ବ ହୋଲି । ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସନ୍ତି । ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ । ଗାଁଠୁ ସହର ସବୁଠି ଚାଲିଥିଲା ରଙ୍ଗର ଖେଳ ।ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ଦର୍ଶାଇବାର ଏହି ରଙ୍ଗ ଖେଳ ଏକ ମାଧ୍ୟମ । ଗୀତ ନାଚର ଆସର ବି ଜମିଥିଲା । ଗାଁକୁ ଗାଁ ବୁଲି ପିଲାଠୁ ବୟସ୍କ […]Continue Reading