Home Archive by category Odisha News (Page 55)

Odisha News

Odisha News
କଟକ, ୧୫/୪ : ୫୯ ନାବାଳକ ଉଦ୍ଧାର । କଟକ ରେଳ ଷ୍ଟେସନରୁ ଉଦ୍ଧାର ହୋଇଛନ୍ତି ୫୯ ନାବାଳକ । ସମସ୍ତ ନାବାଳକଙ୍କୁ ଉଦ୍ଧାର କରି ସିଡବ୍ଲୁସିଙ୍କୁ ହସ୍ତାହର କରାଯାଇଛି । ଏହାସହ ପୋଲିସ ଏହି ଘଟଣାର ଛାନ୍ଭିନ୍ ଆରମ୍ଭ ମଧ୍ୟ କରିଛି ।ହାଓଡ଼ା ପୁରୀ ଧଉଳି ଏକ୍ସପ୍ରେସ ରେ ଏହି ୫୯ ଜଣ ଆସି କଟକ ରେଳ ଷ୍ଟେସନ ରେ ଓହ୍ଲାଇଥିବା ବେଳେ ଆରପିଏଫ୍ ପୋଲିସର ନଜରକୁ ଆସିଥିଲେ। ସମସ୍ତେ ନାବାଳକ ଥିବା ଦେଖି ସେମାନଙ୍କୁ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୫/୪ : ଓଡିଶା ର ସର୍ବ ବୃହତ୍ତମ ଉପଖଣ୍ଡ କହିଲେ କନ୍ଧମାଳ ଜିଲ୍ଲା ବାଲିଗୁଡା କୁ ହିଁ ବୁଝାଏ, ହେଲେ ଏଠାରେ ସବୁ କିଛି ଅଭାବ ଅସୁବିଧା ଓ ଅବ୍ୟବସ୍ଥା ଦେଇ ଗତି କରୁଛି ।ସେ ଭିତରେ ବାଲିଗୁଡା ଠାରୁ ସମ୍ବଲପୁର ଯିବାକୁ ସାଧାସଳଖ ସରକାରୀ ବସ୍ ଚଳାଚଳ ନଥିବାରୁ ଅଞ୍ଚଳବାସୀ ଅସୁବିଧା ଭୋଗୁଛନ୍ତି ।ଏ ନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତଥା ସ୍ଥାନୀୟ ବିଧାୟକଙ୍କୁ ମୌଖିକ ଓ ଲିଖିତ ଭାବେ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୪/୪ : (ମଙ୍ଗଳବାର ) ଦିନ ସକାଳ ଘ. ୮.୪୫ମିନିଟ ସମୟରେ ବୌଦ୍ଧ ଜିଲ୍ଲା ସଂଗ୍ରହାଳୟ ପରିସରରେ ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଡ଼. ବି.ଆର ଆମ୍ବେଦକରଙ୍କ ଜୟନ୍ତୀ ଉତ୍ସବ ଏବଂ ଓଡିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗ, ବୌଦ୍ଧ ଶାଖା ପକ୍ଷରୁ ଓଡିଆ ପକ୍ଷ ଅବସରରେ ଓଡିଆ ନବବର୍ଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ଉପଲକ୍ଷେ ପ୍ରଥମ ପର୍ଯ୍ୟାୟ ରେ ସକାଳ ଘ. ୮.୩୦ […]Continue Reading
Odisha News
ଅକ୍ଷୟ କୁମାର ରାଉତଙ୍କ ରିପୋର୍ଟଯାଜପୁର, ୧୪/୪ : ଜିଲ୍ଲା ପ୍ରଶାସନ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜିଲ୍ଲା ସ୍ତରୀୟ ଡ. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ସମାରୋହ ପାଳିତ ହୋଇଛି ।ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର, ସମ୍ମାନିତ ଅତିଥି ଭାବେ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ରଞ୍ଜୁଲତା ହୋତା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ କାମିନୀ ରଞ୍ଜନ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୪/୪ : ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଜୟୀ ରାଜଗୁରୁ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଓଡ଼ିଆ ନବବର୍ଷ ଏବଂ ଜିଲ୍ଲା ସ୍ତରୀୟ ଡ଼ଃ .ବି ଆର . ଆମ୍ବେଦକର ଜୟନ୍ତୀ ମିଳିତ ଭାବେ ପାଳିତ ହୋଇଯାଇଅଛି ।ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା ଯୋଗଦେଇ ଉଭୟ କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଉଦ୍ଘାଟନ କରିବା ସହ ଡ଼ଃ.ବି ଆର. ଆମ୍ବେଦକରଙ୍କ ଫଟ Continue Reading
Odisha News
ଅରେନ୍ଦ୍ର କୁମାର ଗିରିଙ୍କ ରିପୋର୍ଟକେନ୍ଦୁଝର, ୧୪/୪ : ଝୁମ୍ପୁରା ବ୍ଲକ, ତା ୦୭/୦୪/୨୦୨୬ ରିଖ ମଙ୍ଗଳବାର ଅପରାହ୍ନ ୨ଟା ସମୟରେ କଳାହାଣ୍ଡିଆ ମେଘ ଦେଖା ଦେବା ପରେ ପରେ ପ୍ରବଳ ବର୍ଷା ଓ କୁଆପଥର ପଡିବାରୁ ଘର ଦ୍ୱାର ଗଛ ଡାଳ ଭାଙ୍ଗିବା ସହିତ ରାସ୍ତାରେ ପାଣି ଜମିବାରୁ ଲୋକମାନଙ୍କର ଯିବା ଆସିବାରେ ଅସୁବିଧା ଦେଖା ଦେଲା ।ଏହି କୁଆପଥର ମାଡ଼ରେ ଗୃହ ପାଳିତ ପଶୁ ,ପକ୍ଷୀ ମଧ୍ୟ ପ୍ରାଣ ହରାଇଛନ୍ତି । ଡ୍ରେନ ବ୍ୟବସ୍ଥା ନଥିବାରୁ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୪ : ଓଡ଼ିଶା ରାଜ୍ୟ ସରକାରଙ୍କ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସାରା ରାଜ୍ୟରେ ପାଳିତ ହେଉଛି ଓଡ଼ିଆ ପକ୍ଷ ୨୦୨୬ । ଏହି ପକ୍ଷ ପାଳନର ଆଜି ତ୍ରୟୋଦଶ ଦିବସରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ବିଜୁ କଲ୍ୟାଣ ମଣ୍ଡପ ପରିସରରେ ଜିଲ୍ଲା ପ୍ରଶାସନ ଏବଂ ପୌର ପ୍ରଶାସନର ମିଳିତ ସହଯୋଗରେ ” ଆମ ରୁଚି ଆମ ଖାଦ୍ୟ” ଓ ଝୋଟି […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୩/୪ : ବୌଦ୍ଧ ଜିଲ୍ଲା ଭାରତୀୟ ଜନତା ପାର୍ଟି ରାଜନୀତିରେ ଆଜି ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।ଭାରତୀୟ ଜନତା ପାର୍ଟି ବୌଦ୍ଧ ଜିଲ୍ଲା କାର୍ଯ୍ୟାଳୟରେ ଜିଲ୍ଲା ସଭାପତି ପ୍ରେମାନନ୍ଦ ମିଶ୍ରଙ୍କ ସଭାପତିତ୍ଵରେ କନ୍ଧମାଳ ସାଂସଦ ଶ୍ରୀଯୁକ୍ତ ସୁକାନ୍ତ କୁମାର ପାଣିଗ୍ରାହୀ ଏବଂ ଜିଲ୍ଲା ପ୍ରଭାରୀ ଶ୍ରୀ ଗୋବିନ୍ଦ ଅଗ୍ରୱାଲଙ୍କ ଉପସ୍ତିତିରେ ଜିଲ୍ଲା କମିଟି ଏବଂ ସମସ୍ତ ମଣ୍ଡଳ ସଭାପତି ମାନଙ୍କୁ ନେଇ ଏକ ଦଳୀୟ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୩/୪ : ଜଟଣୀ ନିକଟସ୍ଥ ପଂଚାୟତ ଡିଗ୍ରୀ ମହାବିଦ୍ୟାଳୟ ଗୋଡ଼ିପୁଟ ମାଟିଆପଡା ଠାରେ ଓଡ଼ିଆ ପକ୍ଷ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପଵିତ୍ର ମୋହନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ମହାବିଦ୍ୟାଳୟ ପରିସରରେ ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ମହାବିଦ୍ୟାଳୟ ପକ୍ଷରୁ ଣଜଝ ସଂଯୋଜକ ଡ଼. ସନ୍ତୋଷ କୁମାର ମିଶ୍ର ଓ,ଘଝଝ ସଂଯୋଜକ ଡ଼. କୁନମୟ ରଞ୍ଜନ ଶତପଥୀଙ୍କ ତତ୍ୱବାଧାନରେ ୧୦୦ Continue Reading
Odisha News
ଭୁବନେଶ୍ୱର, ୧୩/୪ : ରାଜ୍ୟ ସରକାର ନୂଆ ଅବକାରୀ ନୀତି ପ୍ରଣୟନ ସହ ଏହାକୁ ସଠିକ୍ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦେଉଛନ୍ତି । ଏହି କ୍ରମରେ ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଆଇନ ମନ୍ତ୍ରୀ କହିଛନ୍ତି ବୈଠକରେ ବେଆଇନ ମାଦକ ଦ୍ରବ୍ୟ କାରବାର ରୋକ, ଏମ୍‌ଜିକ୍ୟୁ ବଦଳରେ ଏମ୍‌ଜିଇଆର୍ ବ୍ୟବସ୍ଥା ଲାଗୁ ଓ ଲଟେରୀ ପ୍ରକ୍ରିୟାକୁ Continue Reading