Home Archive by category Odisha News (Page 550)

Odisha News

Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୩ : ୨୦୨୪ ସାଧାରଣ ନିର୍ବାଚନ ପାଇଁ ନିର୍ବାଚନୀ ବିଗୁଲ ବାଜି ସାରିଛି । ବାଲିଗୁଡା ବିଧାନସଭା କ୍ଷେତ୍ରଟି ମେ ୨୦ ରେ ନିର୍ବାଚନ ତାରିଖ ଘୋଷଣା ହୋଇଥିବା ବେଳେ ଏବେ ବିଭିନ୍ନ ଦଳ ସେମାନଙ୍କ ରଣନୀତି ର ପେଢି ଖୋଲିବେ । କେଉଁ ବର୍ଗ ର ଲୋକଙ୍କୁ କିଭଳି ନିଜ ଭୋଟ ବ୍ୟାଙ୍କ ଭାବେ ଆପଣାଇବ ସେ ନେଇ କିପରି ଆକୃଷ୍ଟ କରାଯିବ ତାହାଏବେ ଠାରୁ ଆରମ୍ଭ ହୋଇଯାଇଛି ।ବାଲିଗୁଡା ନିର୍ବାଚନ […]Continue Reading
Odisha News
ବାରିପଦା, ୧୭/୩: ଅଫିମ ଚାଷର ହବ୍ ପାଲଟିଛି ଶିମିଳିପାଳ ଅଭୟାରଣ୍ୟ। ଏକର ଏକର ଜମିରେ ଚାଲିଛି କୋଟି କୋଟି ଟଙ୍କାର ଅଫିମ ଚାଷ। ଅଭୟାରଣ୍ୟର କୋର୍ ଅଞ୍ଚଳରେ ବର୍ଷ ବର୍ଷ ଧରି ଚାଲିଥିବା ନିଶାଦ୍ରବ୍ୟର ଏହି ଫସଲ ବିଷୟରେ ଜାଣିବା ପରେ ୩ କୋଟି ଟଙ୍କାର ଅଫିମ ନଷ୍ଟ କରିଛି ପୁଲିସ।ଅଭୟାରଣ୍ୟର ଆଭ୍ୟନ୍ତରୀଣ ଅଞ୍ଚଳ, ଯଶିପୁର ଥାନା ଫୁଲବାଡ଼ି ଓ ଜୋଜଗୁଡ଼ା ଗାଁରେ ରେଡ୍ କରି ଅଫିମ ଚାଷକୁ ନଷ୍ଟ କରିଛି ପୁଲିସ, ଅବକାରୀ ଓ ବନ […]Continue Reading
Odisha News
ନୂଆଦିଲ୍ଲୀ,୧୬/୩: ୧୮ ତମ ଲୋକସଭା ପାଇଁ ନିର୍ବାଚନ ତାରିଖ ଭାରତର ନିର୍ବାଚନ କମିସନ ଘୋଷଣା କରିଛନ୍ତି ।ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ନିର୍ବାଚନ ତାରିଖ ଘୋଷଣା କରି କହିଛନ୍ତି, ସାରା ଦେଶରେ ୭ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ ।ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ ଓ ଜୁନ ୧ରେ ୭ମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ । ଜୁନ ୪ରେ ଭୋଟ ଗଣତି ହେବ । ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଭୋଟ […]Continue Reading
Odisha News
ପୁରୀ, ୧୬/୩: ପୁରୀରେ ପୁଣି ବୋମାମାଡ଼। ବାଲିଘାଟ ନିକଟ ଭୁଦାନ ଛକରେ ବୋମାମାଡ଼ ହୋଇଛି । ସୁବ୍ରତ କୁମାର ଦୀକ୍ଷିତଙ୍କ ଗାଡ଼ି ୱାର୍କସପ୍ ଉପରକୁ ବୋମାମାଡ଼ କରାଯାଇଛି। ଦୁଇ ଜଣ ଦୁର୍ବୃତ୍ତ ବାଇକରେ ଆସି ବୋମାମାଡ଼ କରିଥିବା ସୂଚନା ମିଳିଛି। ୱାର୍କସପରେ କାମ କରୁଥିବା ଚାରିଜଣ କର୍ମଚାରୀ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଳବଣିଆ ପୁଲିସ ଘଟଣାର ଛାନଭିନ୍ ଆରମ୍ଭ କରିଛି ।Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୬/୩ : ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନନ କର ଦିନିକିଆ ବୌଦ୍ଧଜିଲା ଗସ୍ତରେ ଆସି ଆଜି ସନ୍ଧ୍ୟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ଗୃହଠାରେ ଆଗାମୀ ସାଧାରଣ ନିର୍ବାଚନ ୨୦୨୪ ର ସୁପରିଚାଳନା ନିମନ୍ତେ ବୌଦ୍ଧ ଜିଲ୍ଲା ପ୍ରଶାସନ ଏବଂ ପୁଲିସ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସମୀକ୍ଷା କରିଥିଲେ ।ଖୁବଶିଘ୍ର ନିର୍ବାଚନ ତାରିଖ ଘୋଷଣା ହେବାକୁ ଥିବାବେଳେ ବୌଦ୍ଧଜିଲ୍ଲାରେ ପ୍ରସ୍ତୁତି Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୫/୩: ନୟାଗଡ଼ରେ ବିଜେପି ତରଫରୁ ରାଣୀ ପ୍ରତ୍ୟୁଷା ଏବଂ ସମ୍ବିତ ପାତ୍ରଙ୍କ ନେତୃତ୍ୱରେ ଅଜି ଏକ ବିଶାଳ ବାଇକ ରୋଡ଼ସୋ। ନୟାଗଡ଼ ଘଡୁଆଳ ପେଟ୍ରୋଲ ପମ୍ପ ଠାରୁ ବାହାରି ନୟାଗଡ଼ ମୁଖ୍ୟ ରାସ୍ତା ଦେଇ ଚଣ୍ଡୀବସ୍ତ ପର୍ଯ୍ୟନ୍ତ ଯାଇଥିଲା।ଏହି ବାଇକ ରୋଡ଼ସୋରେ ବହୁଳ ପରିମାଣର ବାଇକରେ ଶତାଧିକ କର୍ମୀ ରୋଡ଼ସୋ କରୁଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା।କର୍ମୀ ମାନେ ବିଜେପିର ସ୍ଲୋଗାନ କରି ଆଗାମୀ ଦିନରେ ନୟାଗଡ଼ରେ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୫/୩ : ନୟାଗଡ଼ ସହରକୁ ବିକାଶଶୀଳ ତଥା ସୈାନ୍ଦର‌୍ୟ୍ୟପୂର୍ଣ୍ଣ କରିବା ପାଇଁ ପ୍ରଚେଷ୍ଟା ଜାରି ରହିଛି । ରୂପାନ୍ତରିତ ନୟାଗଡ଼ର ସ୍ୱପ୍ନ ଦେଖିବା ସହ ବିଧାୟକ ଡ. ଅରୁଣ କୁମାର ସାହୁ ପ୍ରତ୍ୟେକ କାର‌୍ୟ୍ୟକୁ ତଦାରଖ କରିବା ଏବଂ ଦାୟିତ୍ୱ ସହକାରେ ସମାପନ କରିବା ପାଇଁ ଚେଷ୍ଟା ଜାରି ରଖିଛନ୍ତି ।ବିକାଶ ପାଇଁ ଭିଜନ ସହ ସୁପରଭିଜନ୍ ଆବଶ୍ୟକ ବୋଲି ସେ ସର୍ବଦା କହି ଆସୁଛନ୍ତି । ଆଜି ପୈାରଞ୍ଚଳ ଅନ୍ତର୍ଗତ ୨ […]Continue Reading
Odisha News
ଭୁବନେଶ୍ବର, ୧୫/୩: ବରଗଡସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଦିନରେ ଇଡକୋ ଏହି ଜମିରେ ନୂତନ ଶିଳ୍ପ ପ୍ରତିଷ୍ଠା କରିବାପାଇଁ ପଦକ୍ଷେପ ନେବସୂଚନାଯୋଗ୍ୟ ଯେ ଯନ୍ତ୍ରାଂଶ ରକ୍ଷଣାବେକ୍ଷଣ ଓ ମରାମତି ତଥା ନୂତନ ମେସିନ୍ ପାଇଁ ପାଣ୍ଠି ଅଭାବ ଏବଂ ଅନ୍ୟାନ୍ୟ ବିଭିନ୍ନ କାରଣ ପାଇଁ ଚିନିକଳରେ କାମ ବନ୍ଦ ରହିଥିଲା। ସେଥିପାଇଁ ଏହାର ଜମିକୁ ଇଡକୋକୁ ହସ୍ତାନ୍ତର କରି ନୂତନ ଶିଳ୍ପ ପ୍ରତିଷ୍ଠା କରିବା Continue Reading
Odisha News
ଭୁବନେଶ୍ବର, ୧୫/୩: ସାଧାରଣ ନିର୍ବାଚନ-୨୦୨୪ ପୂର୍ବରୁ ଶଙ୍ଖ ଛାଡ଼ି ପଦ୍ମ ଧରିଛନ୍ତି ଓଡ଼ିଆ ଚଳଚ୍ଚିତ୍ର ଦୁନିଆର ଲୋକପ୍ରିୟ ଅଭିନେତା ଅରିନ୍ଦମ ରାୟ।ସେ ଆଜି ବିଜେଡିର ସଭ୍ୟ ପଦରୁ ଇସ୍ତଫା ଦେଲା ପରେ ବିଜେପିରେ ସାମିଲ ହୋଇଛନ୍ତି। ସେ ଆଜି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ନେଇ ଚିଠି ଲେଖିଥିଲେ। ଚିଠି ଲେଖିବାର କିଛି ସମୟ ପରେ ସେ ବିଜେପିରେ ଯୋଗ ଦେଇଛନ୍ତି।ଇସ୍ତଫାପତ୍ରରେ ଅରିନ୍ଦମ ଲେଖିଥିଲେ, ମୁଁ ୨୦୦୯ ମସିହାରେୁ ବିଜେଡିରେ ଯୋଗଦେଇଥିଲି। Continue Reading
Odisha News
ଭୋଗରାଇ,୧୫/୩: ଘର ଭିତରେ ନିଆଁ ଲାଗି ହୁତୁହୁତୁ ହୋଇ ଜଳିଗଲେ ମହିଳା । ଗାଁ ଲୋକେ ରକ୍ଷା କରିବା ପୂର୍ବରୁ ଉଡ଼ିଗଲା ମହିଳାଙ୍କ ପ୍ରାଣବାୟୁ। ଏପରି ଏକ ଲୋମଟାଙ୍କୁରା ଘଟଣା ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ରସଲପୁର ଗାଁରେ ଅଘଟଣ ।ମୃତା ମହିଳାଜଣକ ହେଲେ ୨୮ ବର୍ଷୀୟା ଅର୍ଚ୍ଚନା ବେହେରା । ଅର୍ଚ୍ଚନା ପ୍ରାୟ ୧୨ ବର୍ଷ ପୂର୍ବେ ରସଲପୁର ଗାଁର ଭାସ୍କର ବେହେରାଙ୍କୁ ବିବାହ କରିଥିଲେ। ଉଭୟଙ୍କର ଦୁଇ ପୁଅ ଅଛନ୍ତି। ଭାସ୍କର ବାହାରେ ରହି […]Continue Reading