Home Archive by category Odisha News (Page 559)

Odisha News

Odisha News
ଭୁବନେଶ୍ୱର,୧/୩: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଲାଣି। ଏହାକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗର ନୂଆ ଗାଇଡ୍ଲାଇନ ଜାରି କରିଛି। ଅତ୍ୟଧିକ ଖରା ହେବାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚେତନତା ମୂଳକ ପଦକ୍ଷେପ ନେଇଛି।ପ୍ରତ୍ୟେକ ବିଦ୍ୟାଳୟ, କଲେଜ ଓ ଶିକ୍ଷାନୁଷ୍ଠାନରେ ଛାତ୍ରୀଛାତ୍ରଙ୍କ ପାଇଁ କର୍ତ୍ତୃପକ୍ଷ ପିଇବା ପାଣି ବ୍ୟବସ୍ଥା କରିବେ ।ଆବଶ୍ୟକ ସ୍ଥଳେ ଓଆରଏସ୍ ବ୍ୟବସ୍ଥା କରିବେ । ଅତ୍ୟଧିକ ଖରାକୁ ଦୃଷ୍ଟିରେ ରଖି ଆଉଟ ଡୋର୍ କାର୍ଯ୍ୟକ୍ରମ Continue Reading
Odisha News
ଭୁବନେଶ୍ୱର, ୧/୩ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ବରମୁଣ୍ଡାଠାରେ ୫-ଟି ଉପକ୍ରମରେ ନବନିର୍ମିତ ବାବା ସାହେବ ଭୀମ୍ରାଓ ଆମ୍ବେଦକର ବସ୍ ଟର୍ମିନାଲର ଶୁଭ ଉଦ୍ଘାଟନ କରିଛନ୍ତି। ବରମୁଣ୍ଡା ବସଷ୍ଟାଣ୍ଡ ଭାବେ ପୂର୍ବରୁ ପରିଚିତ ଥିବା ଏହି ବସଷ୍ଟାଣ୍ଡ ଓଡିଶାର ଏକ ବ୍ୟସ୍ତବହୁଳ ବସଷ୍ଟାଣ୍ଡ।ଦୈନିକ ଶହ ଶହ ବସ୍ ଓ ହଜାର ହଜାର ଯାତ୍ରୀଙ୍କର ଏଠାରୁ ରାଜ୍ୟର ବିଭିନ୍ନ ସ୍ଥାନକୁ ଓ ରାଜ୍ୟ ବାହାରକୁ ଯାତାୟତ ହୋଇଥାଏ। ଯାତ୍ରୀମାନଙ୍କ ଅସୁବିଧାକୁ Continue Reading
Odisha News
ଢେଙ୍କାନାଳ, ୧/୩ : କଲେଜ ଛାତ୍ରୀଙ୍କୁ ନିର୍ମମ ହତ୍ୟା। ଢେଙ୍କାନାଳ ସଦରଥାନା ଅନ୍ତର୍ଗତ ମଙ୍ଗଳପୁର ମଜୁରୀଛକ ନିକଟସ୍ଥ ବୁଦା ଭିତରୁ ଆଜି ଜଣେ ଛାତ୍ରୀଙ୍କର ମୃତଦେହ ଉଦ୍ଧାର କରାଯାଇଛି ।ମୃତ ଛାତ୍ରୀ ଜଣକ ହେଉଛନ୍ତି ମଙ୍ଗଳପୁର ମଜୁରୀ ଛକ ଅଞ୍ଚଳର ଜସ୍ମିନ ସାହୁ। ଜସ୍ମିନ ଢେଙ୍କାନାଳ ମହିଳା ମହାବିଦ୍ୟାଳୟର ଯୁକ୍ତ ଦୁଇ ବିଜ୍ଞାନର ଛାତ୍ରୀ ଥିଲେ । ଜସ୍ମିନ ଗତକାଲି ଦିନ ୨ଟା ସମୟରେ ସହରର କୁଞ୍ଜକାନ୍ତ ସ୍ଥିତ ଏକ ଘରୋଇ କୋଚିଂ ସେଣ୍ଟରକୁ ଯାଇଥିଲେ।ସେଠାରୁ Continue Reading
Odisha News
ଭୁବନେଶ୍ୱର,୧/୩: ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ନନ୍ କ୍ୟାଡର ଲ’ ଅଫିସରମାନଙ୍କର ଦୈନିକ ଓ ରିଟେନର ଫି’ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର‌୍ୟ୍ୟରତ ୧୨୧୫ ଜଣ ଲ’ ଅଫିସର ଉପକୃତ ହେବେ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲ’ ଅଫିସରଙ୍କ ଦରମା ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ଫି’ ଅନୁଯାୟୀ କାର୍ଯ୍ୟରତ ୧୮୪ ଜଣ ଅତିରିକ୍ତ ପବ୍ଲିକ୍ ପ୍ରସିକ୍ୟୁଟରମାନେ ଦୈନିକ ଫି’ ବାବଦରେ Continue Reading
Odisha News
18th Foundation of Muniguda Press Club held with much gaiety By Pramod Kumar Sahukar ମୁନିଗୁଡ଼ା,୧/୩: ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାର ସ୍ଥାନୀୟ ସ୍ବେଛାସେବୀ ଅନୁଷ୍ଠାନ ନିୟୁହୋପ କାର୍ଯ୍ୟାଳୟ ପରିସରରେ ମୁନିଗୁଡ଼ା ପ୍ରେସକ୍ଳବ ତରଫରୁ ୧୮ତମ ବାର୍ଷିକ ଅନୁଷ୍ଠିତ ହୋଇଯାଇଛି। ମୁନିଗୁଡ଼ା ପ୍ରେସକ୍ଳବର ସଭାପତି ରାଜୀବ ଲୋଚନ ଦାସଙ୍କ ସଭାପତିତ୍ବ ଓ ବରିଷ୍ଠ ସାମ୍ବାଦିକ ମନୋରଞ୍ଜନ ଦଲାଇଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ Continue Reading
Odisha News
ଭୁବନେଶ୍ୱର,୧/୩: ବଢ଼ିଛି ଗଣ ଶିକ୍ଷକଙ୍କ ଦରମା। OTET ପାସ୍ କରିନଥିବା ଗଣଶିକ୍ଷକଙ୍କ ପାରିଶ୍ରମିକକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ମାସିକ ଦରମା ୭ ହଜାରରୁ ୧୦ ହଜାରକୁ ବଢ଼ାଯାଇଛି।ଖାଲି ଏତିକି ନୁହେଁ ଙଞଋଞ ପାସ୍ କରିଥିବା ଗଣଶିକ୍ଷକମାନେ ନିୟମିତ ହେବେ।Med ଶିକ୍ଷକ ଭାବେ ନିୟମିତ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। OTET ପାସ୍ କରିଥିବା ସହକାରୀ ଶିକ୍ଷକଙ୍କୁ ବାର୍ଷିକ ଇନକ୍ରିମେଣ୍ଟ ବି ଦିଆଯିବାକୁ ଘୋଷଣା କରିଛନ୍ତି। ଏହାପରେ ରାଜ୍ୟର Continue Reading
Odisha News
ନୂଆଦିଲ୍ଲୀ,୧/୩: ସରକାରୀ ତୈଳ ଏବଂ ଗ୍ୟାସ କମ୍ପାନୀଗୁଡିକ ହୋଲି ପୂର୍ବରୁ ଲୋକଙ୍କୁ ବଡ଼ ଝଟକା ଦେଇଛନ୍ତି। ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିବାକୁ କମ୍ପାନୀ ଘୋଷଣା କରିଛି।୧୯ କିଲୋଗ୍ରାମ ବ୍ୟବସାୟିକ ଏଲପିଜି ସିଲିଣ୍ଡର ମୂଲ୍ୟରେ ଏହି ବୃଦ୍ଧି କରାଯାଇଛି, ଯାହା ମାସର ପ୍ରଥମ ଦିନରୁ ଆଜି ଅର୍ଥାତ୍ ଶୁକ୍ରବାର ଠାରୁ କାର‌୍ୟ୍ୟକାରୀ ହୋଇଛି।ସରକାରୀ ତୈଳ କମ୍ପାନୀ ଇଣ୍ଡିଆନ ଅଏଲ (ଆଇଓସି) ଭରତ ପେଟ୍ରୋଲିୟମ (ବିପିସିଏଲ) ଏବଂ ହିନ୍ଦୁସ୍ତାନ Continue Reading
Odisha News
ସମ୍ବଲପୁର, ୧/୩: ସ୍ଵାଧୀନତାର ୭୬ ବର୍ଷ ପରେ ବି ଗାଁକୁ ରାସ୍ତା ଖଣ୍ଡିଏ ନାହିଁ। କେହି ଅସୁସ୍ଥ ହେଲେ ଗାଁ ଭିତରକୁ ଆମ୍ବୁଲାନ୍ସ ବି ପଶିପାରୁନି। ଫଳରେ ରୋଗୀଙ୍କୁ ବୋହି ସମ୍ପର୍କୀୟ ଓ ଆମ୍ବୁଲାନ୍ସ କର୍ମଚାରୀ ଅଗମ୍ୟ ରାସ୍ତାରେ ଆସିବା ପରେ ଆମ୍ବୁଲାନ୍ସ ନିକଟରେ ପହଞ୍ଚୁଛନ୍ତି।ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ ଯୁଯୁମୁରା ପଞ୍ଚାୟତ ମହାଜନନାଲିରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଗ୍ରାମର ସୁଲୁଗା ଲୁଗୁନଙ୍କ ପତ୍ନୀ ସଞ୍ଜିତା ଲୁଗୁନ (୩୦) ହଠାତ୍ ଅସୁସ୍ଥ Continue Reading
Odisha News
ନୂଆଦିଲ୍ଲୀ, ୨୯/୨ : ନବୀକରଣ ଯୋଗ୍ୟ ଶକ୍ତିକୁ ପ୍ରୋତ୍ସାହିତ କରିବା ପାଇଁ ଆଜି କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା ଉପରେ ଆଜି କେନ୍ଦ୍ର କ୍ୟାବିନେଟର ମୋହର ବାଜିଛି।ଏହି ଯୋଜନା ଅଧୀନରେ ଛାତ ଉପରେ ସୋଲାର ସିଷ୍ଟମ ବ୍ୟବସ୍ଥା ପାଇଁ ୧ କୋଟି ପରିବାରକୁ ୭୮ ହଜାର ଟଙ୍କା ଯାଏ ସହାୟତା ଯୋଗାଇ ଦିଆଯିବ। ଏହାଦ୍ୱାରା ସେମାନେ ମାସିକ ୩୦୦ ୟୁନିଟ ଯାଏ ମାଗଣା ବିଜୁଳି ପାଇପାରିବେ।କ୍ୟାବିନେଟ ନିଷ୍ପତ୍ତି […]Continue Reading
Odisha News
ଭୁବନେଶ୍ବର,୨୯/୨ : ରାଜ୍ୟ ସରକାର ଅଙ୍ଗନବାଡ଼ି କର୍ମୀଙ୍କୁ ଖୁସି ଖବର ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବୃଦ୍ଧି ନେଇ ଗୁରୁବାର ଘୋଷଣା କରିଛନ୍ତି।ଅଙ୍ଗନବାଡ଼ି କର୍ମୀମାନେ ପୂର୍ବରୁ ୭୫୦୦ ଟଙ୍କା ଦରମା ପାଉଥିବା ବେଳେ ଏଣିକି ୨୫୦୦ ଟଙ୍କା ଅଧିକ ପାଇବେ। ଅର୍ଥାତ ଅଙ୍ଗନବାଡ଼ି କର୍ମୀଙ୍କ ଦରମା ୭୫୦୦ରୁ ୧୦,୦୦୦କୁ ବୃଦ୍ଧି ହୋଇଛି।ସେହିପରି ମିନି ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ ୫୩୫୦ରୁ ୭୨୫୦ ଟଙ୍କା ହୋଇଛି। ରାଜ୍ୟ Continue Reading