କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୬ : ବିଶ୍ୱ ପରିବେଶ ଦିବସ–୨୦୨୬ ଅବସରରେ \”ଜଳବାୟୁ ପଦକ୍ଷେପ\” ପ୍ରସଙ୍ଗକୁ ନେଇ ଆଜି ବୌଦ୍ଧ ଜିଲ୍ଲା ପ୍ରଶାସନ ଏବଂ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ମିଳିତ ଆନୁକୂଲ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହରେ ଏକ ଜିଲ୍ଲାସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ସଭା ଆରମ୍ଭରେ ଜିଲ୍ଲା ବନଖଣ୍ଡ ଅଧିକାରୀ ରାଜେନ୍ଦ୍ର ଗୋଛାୟତ Continue Reading




