Home Archive by category Odisha News (Page 57)

Odisha News

Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୬/୧୧ : ଶନିବାର ଅପରାହ୍ନରେ ଜିଲ୍ଲା ସଦର ମହକୁମା ଜୟୀ ରାଜଗୁରୁ ଟାଉନ୍ ହଲ୍ ଠାରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ, ଓଡ଼ିଶା ସରକାର ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ଜନଜାତିୟ ଗୌରବ ଦିବସ ପାଳିତ ହୋଇଯାଇଅଛି ।୧୮୧୭ ମସିହାରେ ପାଇକ ବିଦ୍ରୋହ ଠାରୁ ଇଂରେଜ ମାନଙ୍କ ଶୋଷଣ, ନିର୍ଯ୍ୟାତନା ସମଗ୍ର ଦେଶବାସୀ ଭୋଗୁଥିବା ବେଳେ ଜନଜାତି Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୬/୧୧: ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜର ଉପ ସଭାପତି ଦୀନେଶ ପ୍ରଧାନ ଶୁକ୍ରବାର ନିଜ ଜନ୍ମ ଦିନରେ ରକ୍ତଦାନ କରିବାକୁ ଇଚ୍ଛା ପ୍ରକାଶ କରି ଯୁବ କୁଲୁତା ସମାଜ ସଭାପତି ଅସୀମ ଭୋଇଙ୍କୁ ଯୋଗକ୍ଷଯୋଗ କରିଥିଲେ।ଠିକ୍ ସେତିକି ବେଳେ ଲୋଇସିଂହା ବ୍ଲକ୍ ତଲୀଉଡକ୍ଷର୍ ଗ୍ରାମ ର ଲକ୍ଷ୍ମୀ ପ୍ରଧାନଙ୍କ ଶରୀରରେ ରକ୍ତର ଅଭାବ ହେବାରୁ ତାଙ୍କ ସ୍ଵାମୀ ଶିବ ପ୍ରଧାନ ଓ ଝିଅ ଭାଗ୍ୟଶ୍ରୀ ବିଶ୍ୱାଳ ଜିଲ୍ଲା ଯୁବ କୁଲୁତା Continue Reading
Odisha News
ଭୁବନେଶ୍ୱର,୧୬/୧୧: ସେମିଳିଗୁଡ଼ା ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଛି । ଏଠାରେ ପାରଦ ୬.୫ ଡିଗ୍ରୀକୁ ଖସିଥିଲା । ଦାରିଙ୍ଗବାଡ଼ି ଓ ଜି ଉଦୟଗିରିରେ ୮ ଡିଗ୍ରୀ, ଫୁଲବାଣୀରେ ୯.୫ ଡିଗ୍ରୀ, ରାଉରକେଲାରେ ୧୦.୨ ଡିଗ୍ରୀ, ଝାରସୁଗୁଡ଼ାରେ ୧୦.୩ ଡିଗ୍ରୀ, ଅନୁଗୁଳରେ ୧୦.୬, ଚିପିଲିମାରେ ୧୦.୮, କିରେଇ ଓ କୋରାପୁଟରେ ୧୧.୩, ଭବାନୀପାଟଣାରେ ୧୧.୫ ଓ କେନ୍ଦୁଝରରେ ରାତି ତାପମାତ୍ରା ୧୧.୬ ଡିଗ୍ରୀ ରେକର୍ଡ ହୋଇଛି ।ରାଜ୍ୟରେ ଶୀତର ପ୍ରକୋପ ବଢିବାରେ ଲାଗିଛି । କିଛି ଅଞ୍ଚଳରେ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୫/୧୧ : ସ୍ଥାନୀୟ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଶିଶୁ ଦିବସ ତଥା ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ପାଳିତ ହୋଇ ଯାଇଛି।ବିଦ୍ୟାଳୟର ପ୍ରତିଷ୍ଠାତା ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଭବ୍ୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରୀୟ ହିନ୍ଦି ସଂସ୍ଥାନ, ଆଗ୍ରାର ରିଜିଓନାଲ ଡାଇରେକ୍ଟର ରଂଜନ କୁମାର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୫/୧୧ : ଆଜି ପୂର୍ବାହ୍ନରେ ରାଜ୍ୟ କ୍ରୀଡା ଓ ଯୁବ ସେବା ବିଭାଗ ଏବଂ ଜିଲ୍ଲା ପ୍ରଶାସନ ମିଳିତ ଆନୁକୁଲ୍ୟରେ ସର୍ଦ୍ଧାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ପାଳନ ଉପଲକ୍ଷେ ଜିଲ୍ଲାସ୍ତରୟ ଉତ୍ସବ ସର୍ଦ୍ଧାର @ ୧୫୦ ଏକତା ପଦଯାତ୍ରା ବିଜେବି ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଅଛି ।ଏହି ଉପଲକ୍ଷେ ମାନ୍ୟବର ବିଧାୟକ, ଖୋର୍ଦ୍ଧା, ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ଜଗଦେବ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିଜ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୫/୧୧ : ଶୁକ୍ରବାର କୋରେଇ ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଆକାଶ ଦାସନାୟକଙ୍କ କରକମଳରେ ବ୍ୟାସନଗର ପୌରପରିଷଦରେ ୧୧ ଗୋଟି ବିଦ୍ୟାଳୟରେ ୨୫ ଗୋଟି ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣର ଶୁଭ ଭିତିପ୍ରସ୍ତର ସ୍ଥାପନ କରାଯାଇଥିଲା ।ପ୍ରଥମେ ମାନ୍ୟବର ବିଧାୟକ ସକାଳ ୧୦.୩୦ ମିନିଟ୍ ସମୟରେ ମେହେର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉମାପଦା ଠାରେ ୨ ଗୋଟି ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣ ନିମନ୍ତେ ଶୁଭ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୫/୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ଅଧୀନ ରେ ରହିଥିବା ଜୁନାଗାଁ ସରକାରୀ ଉ.ପ୍ରା.ବିଦ୍ୟାଳୟ ରେ ଶିକ୍ଷକ ଅଭାବ ନେଇ ବାରମ୍ବାର ଅଭିଯୋଗ ପରେ ମଧ୍ୟ ସମସ୍ୟା ସମାଧାନ ନ ହେବାରୁ ଶନିବାର ଅଭିଭାବକ ମଧ୍ୟ ରେ ଦେଖା ଦେଇଛି ଉତ୍ତେଜନା ।ବିଦ୍ୟାଳୟ ପରିଦର୍ଶନରେ ଆସିଥିବା ସିଆରସିସି ପ୍ରଫୁଲ୍ଲ କୁମାର ସାହୁ ଙ୍କୁ ଅଭିଭାବକ ମାନେ ୪ ଘଣ୍ଟା ଘେରାଉ କରି ଅଟକ ରଖିଥିଲେ। Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି/ ଗଜପତି , ୧୫/୧୧ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକର କେରାଣ୍ଡୀ ପଞ୍ଚାୟତ ଅନ୍ତର୍ଗତ ଯାଜପୁର ଗ୍ରାମ ରେ ପଞ୍ଚାୟତର ଦ୍ୱିତୀୟ ସୋସାଇଟି ହେବାକୁ ଯାଉଛି ।ଏହା କେବଳ ପାରଳା ବିଧାୟକ ଶ୍ରୀ ରୂପେଶ ପାଣିଗ୍ରାହୀଙ୍କ ଉଦ୍ୟମରେ ସମ୍ଭବ ହୋଇଥିବା ଯୋଗୁଁ ଆଜି ଯାଜପୁର ଗ୍ରାମବାସି ସ୍ଥାନୀୟ ତ୍ରିନାଥ ମନ୍ଦିର ଠାରେ ଏକ ଗ୍ରାମସଭା ଆୟୋଜନ କରି ଗ୍ରାମସଭାରେ ପାରଳା ବିଧାୟକ ଶ୍ରୀ ରୁପେଶ୍ କୁମାର ପାଣିଗ୍ରାହୀଙ୍କୁ କୃତଜ୍ଞତା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୫/୧୧: ଶୁକ୍ରବାର ଅପରାହ୍ନ ୩.୦୦ ଘଟିକା ସମୟରେ ଖୋର୍ଦ୍ଧା ଜିଲ୍ଲା ଯୋଗାଣ ବିଭାଗର ଧାନ କ୍ରୟ କମିଟି ସଦସ୍ୟ ମାନଙ୍କର ବୈଠକ ଅନୁଷ୍ଠିତ ହୋଇଯାଇଅଛି ।ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମାନ୍ୟବର ବିଧାୟକ, ଖୋର୍ଦ୍ଧା ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ଜଗଦ୍ଦେବ, ବେଗୁନିଆ ବିଧାୟକ ଶ୍ରୀଯୁକ୍ତ ପ୍ରଦୀପ କୁମାର ସାହୁ ଓ ଜୟଦେବ ବିଧାୟକ ଶ୍ରୀଯୁକ୍ତ ନବ କିଶୋର ମଲ୍ଲିକ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୧୧ : ବୌଦ୍ଧ ସଦର ବ୍ଲକ ଲଷ୍ମୀପ୍ରସାଦ ପଂଚାୟତ ଗୁଡ଼ିଆଳି ଗ୍ରାମର ଭିକାରି ମହାକୁଡ଼ଙ୍କ ଏକମାତ୍ର ଦିବ୍ୟାଙ୍ଗ ଝିଅ ଶାନ୍ତି ବୟସ ପାଖାପାଖି ୩୫ବର୍ଷ ।ବାପା ଭିକାରି ମହାକୁଡ଼ଙ୍କ ସ୍ତ୍ରୀ ୧୦ବର୍ଷ ଆଗରୁ ମୃତ୍ୟୁ ବରଣ କରିଥିବା ବେଳେ ବାପା ସହିତ ବହୁ କଷ୍ଟରେ ଜୀବନ ବିତାଉ ଥିଲେ । କିଛିଦିନ ହେବ ଶାନ୍ତିର ଦେହ ଅସୁସ୍ଥ ହେବାରୁ ବାପା ଭିକାରି ବୌଦ୍ଧ ଡାକ୍ତରଖାନା ନେଇ ଚିକିତ୍ସା କରିଥିଲେ କ୍ଷ କିନ୍ତୁ ଆଜି […]Continue Reading