Home Archive by category Odisha News (Page 58)

Odisha News

Odisha News
ଭୁବନେଶ୍ୱର, ୧୦/୪ : ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ପାଇଁ ପୁଣି ଥରେ ରାଜନୀତି ଆରମ୍ଭ ହୋଇଛି । ଏହି ପ୍ରକଳ୍ପ ଉପରେ ପୁନର୍ବିଚାର କରିବାକୁ ରାଜ୍ୟ ସରକାରଙ୍କ ନିକଟକୁ ଘନ ଘନ ଗୁହାରୀ ଆସୁଛି ।ଏହି କ୍ରମରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନାମ ମଧ୍ୟ ଯୋଡ଼ି ହୋଇଯାଇଛି । ସାଂସଦ ଷଡ଼ଙ୍ଗୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ମେଟ୍ରୋ ପ୍ରକଳ୍ପ ପାଇଁ କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ଉପରେ ପୁନଃ ବିଚାର କରିବାକୁ ଅନୁରୋଧ […]Continue Reading
Odisha News
ବରଦା ଦାସଙ୍କ ରିପୋର୍ଟକଟକ, ୯/୪ : ବିଶ୍ୱ ଓଡ଼ିଆ ମାନଙ୍କ ପାଇଁ ଜନସାଧାରଣ ଓ ବୁଦ୍ଧିଜୀବୀ ମାନଙ୍କ ପ୍ରସ୍ତାବ ଅନୁଯାୟୀ ଥିଙ୍କର୍ଶ କ୍ଲବ ର ୧୫୦ ତମ ଆଭାସୀ ଆଲୋଚନା ସାଂସଦ ଓ ବିଧାୟକ ମାନଙ୍କ ସାମ୍ବିଧାନିକ କ୍ଷମତା ବିଷୟରେ ବେଶ୍ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି ।ବରିଷ୍ଠ ପ୍ରଶାସକ ବିବେକ ପଟ୍ଟନାୟକ ଏହି ସଭାରେ ଅଧ୍ୟକ୍ଷତା କରି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବ୍ରଜ ତ୍ରିପାଠୀ ଓ ପୂର୍ବତନ ରାଜ୍ୟ ଅର୍ଥ ମନ୍ତ୍ରୀ ପଞ୍ଚାନନ କାନୁନଗୋ ଙ୍କ […]Continue Reading
Odisha News
ଭୁବନେଶ୍ୱର, ୯/୪ : ରାଜ୍ୟରେ ବିଦ୍ୟୁତ ଭିତ୍ତିଭୂମି କ୍ଷେତ୍ରରେ ଆଜି ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ସହର ଏବଂ ତାର ଆଖପାଖ ଅଞ୍ଚଳରେ ନିରବର୍ଚ୍ଛିନ ବିଦ୍ୟୁତ୍ ସରବରାହ ପାଇଁ ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତାର ଓପିଟିସିଏଲ୍ ଗ୍ରୀଡ଼ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୩ଟି ଗ୍ରୀଡ୍ ସବଷ୍ଟେସନ୍ ଏବଂ ୮ଟି ଗୁରୁତ୍ୱପୂର୍ଣ୍ଣ ଟ୍ରାନ୍ସମିସନ୍ ଲାଇନର ଲୋକାର୍ପଣ କରିଛନ୍ତି । ଭୁବନେଶ୍ୱର ବିଦ୍ୟୁତ୍ ଶକ୍ତି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୪ : (ବୁଧବାର )ସକାଳ ଘ.୯.୩୦ ମିନିଟ ସମୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡିଆ ପକ୍ଷ ପାଳନ ଅବସରରେ ରକ୍ତଦାନ ଅଭିଯାନ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି ।ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ରକ୍ତଦାନ ଶିବିରକୁ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୮/୪ : ଶିଳ୍ପ ଅଭିବୃଦ୍ଧି ଏବଂ ସମୟୋଚିତ କାର୍ଯ୍ୟାନ୍ୱୟନ ପ୍ରତି ରାଜ୍ୟର ଦୃଢ଼ ପ୍ରତିବଦ୍ଧତାକୁ ଗୁରୁତ୍ୱ ଦେଇ ଓଡ଼ିଶା ସରକାର ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅନ୍ତର୍ଗତ ଭୂଇଁପୁର ଠାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ସମୁଦାୟ ୩୬ ଗୋଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କରିଛନ୍ତି।ଏଥିମଧ୍ୟରୁ ୨୫ଟି ପ୍ରକଳ୍ପର Continue Reading
Odisha News
ଭୁବନେଶ୍ଵର, ୮/୪ : ଏକ ବଡ଼ ନିଷ୍ପତ୍ତି କ୍ରମେ ବିଜେଡିର ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି।ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସସ୍ମିତ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ନିକଟରେ ବିଜୁ ବାବୁଙ୍କ ପ୍ରତି ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ସେ ସଂସଦର ଏକ କମିଟିର ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। କିନ୍ତୁ ଏବେ ଦଳର ଆଭିମୁଖ୍ୟ ପ୍ରତି ଅସନ୍ତୁଷ୍ଟ ବ୍ୟକ୍ତ କରି […]Continue Reading
Odisha News
ଗଞ୍ଜାମ, ୮/୪ : ଗଞ୍ଜାମ ଜିଲ୍ଲା କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ବଡ଼ ଧରଣର ଦୁର୍ନୀତି । ୨ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍ । ଦୁର୍ନୀତି ନିବାରଣ ବିଭାଗ ଟିମ୍ ୫ ଜଣଙ୍କୁ ଏକକାଳୀନ ଗିରଫ କରିଛି ।ସେମାନଙ୍କ ମଧ୍ୟରେ କୋଦଳା ସ୍ୱାସ୍ଥ୍ୟ କେନ୍ଦ୍ରର ୪ ଜଣ କର୍ମଚାରୀ ଏବଂ ବେଗୁନିଆପଡ଼ା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ଜଣେ କର୍ମଚାରୀ ଅଛନ୍ତି ।ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ରହିଛନ୍ତି କୋଦଳା ଡାକ୍ତରଖାନାର ବରିଷ୍ଠ ସହକାରୀ ଜତୀନ କୁମାର […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୭/୪ : ରଣପୁର ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ନିଷ୍ପତ୍ତି ଅନୁସାରେ ସମଗ୍ର ଭାରତ ବର୍ଷରେ ପାର୍ଟିର କାର୍ଯ୍ୟକର୍ତ୍ତା ମାନଙ୍କୁ ପ୍ରଶିକ୍ଷଣ ଦିଆଯାଉଛି (ପଣ୍ଡିତ୍ ଦିନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ-୨୦୨୬ ) ନାମରେ ନାମିତ ଏହି ପ୍ରଶିକ୍ଷଣ ବର୍ଗରେ ରାଷ୍ଟ୍ର ଚେତନାରେ ବ୍ରତୀ ହେବା ପାଇଁ ଦଳର ସମ୍ବିଧାନ,ବିଚାରଧାରା ଓ ଇତିହାସ ସମ୍ପର୍କରେ ଏହି ପ୍ରଶିକ୍ଷଣ ବର୍ଗରେ ଅନେକ କଥା ଆଲୋଚନା ହୁଏ ।ଭାରତୀୟ Continue Reading
Odisha News
ବୌଦ୍ଧ , ୭/୪ : (ମଙ୍ଗଳବାର) ଦିନ ସକାଳ ୯ ଘଟିକା ସମୟରେ ବୌଦ୍ଧ ବ୍ଲକ ମୁର୍ଶୁଣ୍ଢ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଶିଶୁ କଥା ଦିବସ ଓ ବର୍ଣ୍ଣବୋଧ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ ।ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ୍ ଦୁବେଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୭/୪ : ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ ଅବସରରେ “ସୁସ୍ଥ କାର୍ଯ୍ୟସ୍ଥଳ ଓ ପରିବେଶ ପାଇଁ–ମନୋଭାବ ଓ କାର୍ଯ୍ୟଶୈଳୀର ପରିବର୍ତ୍ତନ ଆରମ୍ଭ” ବାଣୀକୁ ଆଧାର କରି ଆଇ:ଏସଆର:ଡି: ଓ ଜନ ସ୍ୱାସ୍ଥ୍ୟ ଅଭିଯାନ ଭାରତର ମିଳିତ ସହଯୋଗରେ ପାରଳାଖେମୁଣ୍ଡି ରେଳୱେ ଷ୍ଟେସନ୍ ଠାରେ ଏକ ଦସ୍ତଖତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକ ମାନଙ୍କ ମଧ୍ୟରେ କାର୍ଯ୍ୟସ୍ଥଳ ଓ Continue Reading