ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୯/୧୨ : ଜିଲ୍ଲା ଖାଉଟି ବିବାଦ ସମାଧାନ ଅଦାଲତରେ କାର୍ଯ୍ୟରତ ବରିଷ୍ଠ ଷ୍ଟେନୋ ଧନୁର୍ଜୟ ନାୟକଙ୍କ ଗତ କାଲି ୧୬ ତାରିଖ ରେ ହୃଦଘାତ ଜନିତ ଅକାଳ ବିୟୋଗ ଅବସରରେ ଖାଉଟି ବିବାଦ ଆୟୋଗ ଅଧ୍ୟକ୍ଷ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ଶୋକସଭା ଅନୁଷ୍ଠିତ ହୋଇ ସ୍ବର୍ଗତ ନାୟକଙ୍କ ଅମର ଆତ୍ମାର ସଦଗତି କାମନା ପାଇଁ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା ।ଖାଉଟି ବିବାଦ ସମାଧାନ ଆୟୋଗ ଅଧ୍ୟକ୍ଷ ଶ୍ରୀ Continue Reading




