Home Archive by category Odisha News (Page 6)

Odisha News

Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା , ୩/୧୦ : କନ୍ଧମାଳ–କଳାହାଣ୍ଡି ସୀମାନ୍ତ ଅଞ୍ଚଳରେ ପୁଣି ହାତୀ ଉପଦ୍ରବ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ତୁମୁଡ଼ିବନ୍ଧ ବନାଞ୍ଚଳର ଲଙ୍କାଗଡ଼ ପଞ୍ଚାୟତର ବାରିଙ୍ଗିଲି ଓ ଅର୍ଜୁନପୁର ଗାଁରେ ୫ଟିକିଆ ହାତୀପଲ ଚାଷୀଙ୍କ ନିଦ ହଜାଇ ଦେଇଛନ୍ତି।ଗତ କିଛିଦିନ ହେଲା ହାତୀପଲ ଗାଁ ନିକଟବର୍ତ୍ତୀ ଚାଷଜମିରେ ପଶି ଧାନ ଓ କପା ଫସଲ ନଷ୍ଟ କରୁଥିବା ଅଭିଯୋଗ ହୋଇଛି। ବନ ବିଭାଗର ସୂଚନା ଅନୁଯାୟୀ, ହାତୀପଲ Continue Reading
Odisha News
ଭୁବନେଶ୍ୱର,୩/୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ ବେଳେ ପୋଲିସ ଓ ଅଭିଯୁକ୍ତ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଖସିବା ପାଇଁ ପୋଲିସ ଉପରକୁ ଫାୟାରିଂ କରିବାରୁ ପାଲଟା ଗୁଳି ଚଳାଇଥିଲା ପୋଲିସ। ଗୁଳିଟି ଅଭିଯୁକ୍ତଙ୍କ ଗୋଡ଼ରେ ବାଜିଥିବାବେଳେ ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।କିଛି Continue Reading
Odisha News
ଭୁବନେଶ୍ୱର, ୩/୧୦ : ଅକ୍ଟୋବର ଆସିଲେ ଗଞ୍ଜାମବାସୀଙ୍କ ମନରେ ବାତ୍ୟା ଛନକା ପଶେ। ଫାଇଲିନ୍,ହୁଡ୍ହୁଡା,ତିତଲି,ଦାନା,ମୋନ୍ଥା ସମେତ ଗୁଲାବ (ସେପ୍ଟେମ୍ବର ଶେଷ ସପ୍ତାହ )- ଏମିତି ଅନେକ ବାତ୍ୟା ଆସିଛନ୍ତି ଅକ୍ଟୋବରରେ ।କିଏ ପ୍ରଳୟ କରିଛନ୍ତି ତ କିଏ କେବଳ ଡରେଇ ଚାଲିଯାଇଛନ୍ତି। ଗତ ସେପ୍ଟେମ୍ବର ଶେଷ ସପ୍ତାହରେ ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ବ୍ରହ୍ମପୁର ସମେତ ଗଞ୍ଜାମ,ଗଜପତିର ଅର୍ଦ୍ଧେକ ଅଞ୍ଚଳ ବୁଡ଼ାଇଥିଲା।ଲୋକେ ଭାବିଥିଲେ ଅକ୍ଟୋବରରେ ବୋଧହୁଏ ଆଉ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୧୦ : ବୌଦ୍ଧ ଜିଲ୍ଲାରେ ଶୁକ୍ରବାର ମହାସମାରୋହରେ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି।ଜିଲ୍ଲାପାଳ ଶ୍ରୀ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଟାଉନ୍ ହଲ୍‌ଠାରେ ଏହି ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଥିଲା।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶ୍ରୀ ଡମ୍ବରୁଧର କହଁର Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨/୧୦ : Give Blood Save Life ଓ ଜ୍ଞାନଦୀପ ବିଦ୍ୟାମନ୍ଦିର ତରଫରୁ ଗାନ୍ଧୀଜୟନ୍ତୀ ଉପଲକ୍ଷେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଏଥିରେ ୩୧ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା।ନୟାଗଡ଼ ବ୍ଲଡ ବ୍ୟାଙ୍କ୍ ଏହି ଶିବିରରେ ସହଯୋଗ କରିଥିଲେ। ଇଟାମାଟି ଅଞ୍ଚଳର ବହୁତ ରକ୍ତଦାତା ଓ ସମାଜସେବୀ ଏଥିରେ ଯୋଗ ଦେଇଥିଲେ। ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡାକ୍ତର ବି. ଏସ୍. ରାଓ ଶିବିରରେ ଉପସ୍ଥିତ ରହି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨ /୧୦ : ଜିଲ୍ଲା ସଦର ମହକୁମାଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି। ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ସମାରୋହରେ ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଆଦର୍ଶ, ଦେଶପ୍ରେମ, ସତ୍ୟ, ଅହିଂସା ଓ ମାନବସେବାର ମହତ୍ତ୍ୱ ସମ୍ପର୍କରେ ଆଲୋକପାତ କରାଯାଇଥିଲା।ପୂର୍ବାହ୍ନରେ ଖୋରଧା ଡାକବଙ୍ଗଳା ନିକଟସ୍ଥ ଛକରେ ଥିବା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଶ୍ରଦ୍ଧା ଓ ସମ୍ମାନର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଗାନ୍ଧୀଜୀଙ୍କ ଅହିଂସା, ସତ୍ୟ, ଶାନ୍ତି ଓ ସ୍ୱଚ୍ଛତାର ଆଦର୍ଶ ସମ୍ପର୍କରେ ଆଲୋଚନା କରାଯାଇଥିଲା।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା ଯୋଗଦେଇ ଗାନ୍ଧୀଜୀଙ୍କ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୧୦ : ଗଜପତି ଜିଲ୍ଲାର ରାୟଗଡ ବ୍ଲକ ଅନ୍ତର୍ଗତ କଇଁପୁର ପଞ୍ଚାୟତରେ ଥିବା ପୁରାଣ ପ୍ରସିଦ୍ଧ ମହେନ୍ଦ୍ରଗିରି ପାହାଡ଼ ସ୍ଥିତ କୋଇନପୁର ଗ୍ରାମରେ ଚାଲିଥିବା ୨୩ତମ ଜାତୀୟ ଏମ:ଟି:ବି ସାଇକ୍ଲିଂ ଚାମ୍ପିଅନସିପ୍‌ର ଦ୍ୱିତୀୟ ଦିନ ଉତ୍ସାହ ଓ ରୋମାଞ୍ଚ ମଧ୍ୟରେ ସଫଳତାର ସହ ସମ୍ପନ୍ନ ହୋଇଛି।ଏହି ଦ୍ୱିତୀୟ ଦିନ ପ୍ରତିଯୋଗିତାର ମୁଖ୍ୟ ଆକର୍ଷଣ ଥିଲା ଏକ୍ସ:ସି:ଇ (କ୍ରସ କଣ୍ଟ୍ରି ଏଲିମିନେଟର) ପ୍ରତିଯୋଗିତା। ଏହା ପ୍ରାୟ ୮୦୦ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୧୦ : ଆଜି ବିଜୁ ଜନତାଦଳର ସୁପ୍ରିମୋ ନବୀନ ପଟନାୟକଙ୍କ ନିର୍ଦେଶ କ୍ରମେ ରାଜ୍ୟବ୍ୟାପୀ ସଂକଳ୍ପ ସମାବେଶ ଓ ପଦଯାତ୍ରା ଆରମ୍ଭ ହୋଇଛି ।ଏହି ପ୍ରରୀପ୍ରେକ୍ଷୀରେ ବୌଦ୍ଧ ଗାନ୍ଧୀ ଛକଠାରେ ଅବସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁର୍ବତନ ବାଚସ୍ପତିତଥା ବୌଦ୍ଧ ବିଜେଡି ସଭାପତି ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ ଙ୍କ ନେତୃତ୍ୱରେ ପୁଷ୍ପମାଲ୍ୟ ପ୍ରଦାନ ସହ ଉପସ୍ଥିତ ଶତାଧିକ ସଦସ୍ୟଙ୍କୁ ଜାତି ଧର୍ମ ବର୍ଣ୍ଣ Continue Reading
Odisha News
ଭୁବନେଶ୍ୱର,୨/୧୦: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର ଦର ଲିଟର ପିଛା ୨ ଟଙ୍କା ବୃଦ୍ଧି କରାଯାଇଛି । ଫଳରେ ଗ୍ରାହକଙ୍କ ଉପରେ ଅତିରିକ୍ତ ଆର୍ଥିକ ବୋଝ ପଡ଼ିବ। ଓମ୍‌ଫେଡ୍ ପ୍ରିମିୟମ୍ କ୍ଷୀରର ଦର ପୂର୍ବରୁ ଲିଟର ପିଛା ୫୮ ଟଙ୍କା ଥିବାବେଳେ ଏବେ ଏହା ୬୦ ଟଙ୍କା ହେବ । ସେହିପରି ୫୦୦ ମିଲିଲିଟର ପ୍ୟାକେଟ୍‌ର […]Continue Reading