Home Archive by category Odisha News (Page 62)

Odisha News

Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୭/୬ : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳ ରେ ତିନି ଦିନିଆ ରଜ ଉତ୍ସବ ଆନନ୍ଦ ଉଲ୍ଲାସ ର ସହ ପାଳିତ ହୋଇ ମଙ୍ଗଳବାର ରାତ୍ର ରେ ଉଦଯାପିତ ହୋଇଯାଇଛି ।ଏହି ଅବସରରେ ତିନିଦିନ ଧରି ଗାଁଠୁ ସହର ପର‌୍ୟ୍ୟନ୍ତ ସବୁଠି ଦୋଳି ଖେଳ, ରଜଗୀତ, ପୋଡ଼ପିଠା ଓ ବିଭିନ୍ନ ପାରମ୍ପରିକ ଖାଦ୍ୟର ଆସର ଜମିଥିଲା।ଯୁବତୀ ମାନେ ନୂତନ ପୋଷାକ ପିନ୍ଧି ରଜ ପାଳନ କରୁଥିବା ବେଳେ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୬/୬: ଖୋରଧା ଜିଲ୍ଲା ମୁଖ୍ୟଦପ୍ତର ଠାରୁ ମାତ୍ର ୬ କିମି ଦୂରରେ ଅବସ୍ଥିତ ଐତିହାସିକ ‘ବାଜପୁର’ ତ୍ୟାଗ ଏବଂ ତିତୀକ୍ଷାର ମାଟି ବୋଲି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ବାଜପୁର ଯୁବକ ସଂଘ ଆନୁକୂଲ୍ୟରେ ଆୟୋଜିତ ରଜ ମହୋତ୍ସବର ଦ୍ବିତୀୟ ଦିବସକୁ ଉଦ୍‌ଘାଟନ କରି ମତବ୍ୟକ୍ତ କରିଛନ୍ତି। ଶ୍ରୀମତୀ ଷଡ଼ଙ୍ଗୀ ପ୍ରାରମ୍ଭରେ ବାଜପୁର ମାଟି ‘ନବଜୀବନ’ର ପ୍ରତିଷ୍ଠାତା ଚିନ୍ତାମଣି ମିଶ୍ର, ପ୍ରଖ୍ୟାତ ସ୍ବାଧୀନତା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬/୬ : ବୌଦ୍ଧ ଜିଲ୍ଲା କଣ୍ଟାମାଳ ପଞ୍ଚାୟତ ସମିତି ସଭା ଗୃହରେ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି କ୍ଷ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ-ଜିଲ୍ଲାପାଳ ବିନୟ କୁମାର ଭୋଇ , ଏସ.ଡି.ପି.ଓ ଲରେନ୍ସ ରାଉତରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ, ଅଧ୍ୟକ୍ଷ Continue Reading
Odisha News
ଭୁବନେଶ୍ୱର, ୧୬/୬ : ରାଜ୍ୟ ସରକାରଙ୍କ ସଫଳ ୨ ବର୍ଷ ଏବଂ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ଜୁନ୍ ୧୯ ଓ ୨୦ ତାରିଖରେ ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।ଏହି ସମାରୋହକୁ ତ୍ରୁଟି ଶୂନ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଆଭାସୀ ମାଧ୍ୟମରେ ସୁରକ୍ଷା ଓ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ।ଆୟୋଜିତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟର Continue Reading
Odisha News
ଭୁବନେଶ୍ୱର,୧୬/୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଆଉ କିଛି ଦିନ ପରେ ହିତାଧିକାରୀଙ୍କୁ ଭତ୍ତା ଟଙ୍କା ମିଳିବ ।ସଫ୍ଟୱୟାରରେ କିଛି ତ୍ରୁଟି ରହିଯାଇଛି, ତାକୁ ସଂଶୋଧନ କରାଯାଉଛି। ଏଥିପାଇଁ ଆଉ କିଛି ଦିନ ଅପେକ୍ଷା କରିବାକୁ ପଡ଼ିବ। ଅଳ୍ପ ଦିନ Continue Reading
Odisha News
ସୁନ୍ଦରଗଡ଼, ୧୬/୬ : ସୁନ୍ଦରଗଡ଼ ଜିଲ୍ଲା ଦେଇ ଯାଇଥିବା ‘ବିଜୁ ଏକ୍ସପ୍ରେସ୍‌ୱେ’ରେ ସୋମବାର ସକାଳୁ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଦୁଇଟି ଟ୍ରେଲର ମଧ୍ୟରେ ଶକ୍ତ ଧକ୍କା ପରେ ଏଥିରେ ନିଆଁ ଲାଗିଯାଇଛି। ଫଳରେ ଉଭୟ ଗାଡ଼ି ସହ ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ରିପୋର୍ଟ ଲେଖାଯିବା ବେଳକୁ ମୃତ ୨ଜଣ ଡ୍ରାଇଭରଙ୍କର ପରିଚୟ ମିଳିପାରି ନାହିଁ।ଭଷ୍ମା ଥାନା ଅନ୍ତର୍ଗତ କୁଣ୍ଡୁକେଲା କାଇନ୍ତରା ଛକ ନିକଟରେ ଆଜି ଭୋର ସମୟରେ ଏହି ଭୟଙ୍କର ଦୁର୍ଘଟଣା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୬/୬ : ଉତ୍କଳୀୟ ସଂସ୍କୃତିର ମହାନ ଗଣପର୍ବ ‘ରଜ’ ପାଇଁ ଗାଁ ଠାରୁ ସହର ପର୍ଯ୍ୟନ୍ତ ହୋଇଉଠିଛି ଉତ୍ସବ ମୁଖର। ବାରମାସରେ ତେର ପର୍ବ ପାଳନ କରୁଥିବା ଓଡ଼ିଆ ମାନେ ରଜ ପର୍ବ ପ୍ରତି ଟିକିଏ ସ୍ୱତନ୍ତ୍ର ମାନ ଦେଇଥାନ୍ତି। ବିଶେଷ କରି ରଜ ଚାରି ଦିନ ପାଳନ ହୁଏ ।ପଥମ ପହିଲି ରଜ, ଦ୍ୱିତୀୟ ରଜ ସଂକ୍ରାନ୍ତି, ତୃତୀୟ ଭୂମି ଦାହ ବା ଭୂମି ଦହନ, ଚତୁର୍ଥ ବସୁମତୀ ସ୍ନାନ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୫/୬ : ସପ୍ତଶଯ୍ୟା ମହୋତ୍ସବ ଓଡ଼ିଶାର ଏକ ପ୍ରସିଦ୍ଧ ଧାର୍ମିକ ଓ ସାଂସ୍କୃତିକ ଉତ୍ସବ। ଏହା ଢେଙ୍କାନାଳ ଜିଲ୍ଲାର ଐତିହାସିକ ଓ ପବିତ୍ର ସପ୍ତଶଯ୍ୟା ପୀଠରେ ପାଳିତ ହୋଇଥାଏ ।ଏହି ମହୋତ୍ସବ କୁ ଦିବ୍ୟାଂସୀ ଡ୍ୟାନ୍ସ ଏକାଡେମୀ ତରଫରୁ ଭୁବନେଶ୍ୱର ସ୍ଥିତ ରବିନ୍ଦ୍ର ମଣ୍ଡପରେ ବହୁ ଆଡମ୍ବର ସହ ପାଳନ କରାଯାଇଥିଲା ।ଓଡ଼ିଶୀ, ଲୋକନୃତ୍ୟ,ସାଂସ୍କୃତିକ ଐଶ୍ୱର୍ଯ୍ୟକୁ ଏକାଠି ପ୍ରଦର୍ଶନ କରୁଥିବା ଏକ ଅନନ୍ୟ ଉତ୍ସବ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୧୫/୬ : ସକାଳର ସୂର୍ଯ୍ୟ ଉଦୟ ସହିତ ଆରମ୍ଭ ହୁଏ ସଂଘର୍ଷର ଆଉ ଏକ ନୂଆ ଦିନ। ମୁଣ୍ଡ ଉପରେ ପକ୍କା ଛାତ ନାହିଁ, ରାତିରେ ଝଡ଼ବର୍ଷାର ଭୟ, ଦିନରେ ଖରାର ତାତି, ତଥାପି ଜୀବନ ଜିଇଁବାର ଆଶାକୁ ହାରି ନାହାନ୍ତି ଖୋରଧା ଜିଲ୍ଲା ବେଗୁନିଆ ବ୍ଲକ ପୋଡ଼ାଡିହ ଗ୍ରାମର ରୂପାଲୀ ନାୟକ। ତିନି ଜଣ କୋମଳମତି ଶିଶୁ ଏବଂ ରୋଗାକ୍ରାନ୍ତ ସ୍ୱାମୀଙ୍କୁ ନେଇ ଏକ ଜରିପାଲ ତଳେ ତାଙ୍କ ଜୀବନ ସଂଘର୍ଷ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୬ : ରବିବାର ଅପରାନ୍ହ ୨ ଘଣ୍ଟା ସମୟରେ ଜାତୀୟ ରାଜପଥ ନଂ ୫୭ ର ବୌଦ୍ଧ ଥାନା ଗୋବିନ୍ଦପୁର ଗ୍ରାମ ରାସ୍ତାରୁ ଗୋଟିଏ ଡଷ୍ଟର ଗାଡି ସହ ୧୭୫ କେଜି ଗଞ୍ଜେଇ ଜବତ କରିଛି ବୌଦ୍ଧ ଆଦର୍ଶ ଥାନା ପୋଲିସ ।ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଆରକ୍ଷୀ ଅଧୀକ୍ଷକ କୁଲଦୀପ୍ ମୀନାଙ୍କ ନିର୍ଦ୍ଦେଶ କ୍ରମେ ବୌଦ୍ଧ ଆଦର୍ଶ ଥାନା ଆଇ ଆଇ ସି ନଳିନୀ କାନ୍ତ ଦାସଙ୍କ ନେତୃତ୍ବରେ ଏକ […]Continue Reading